ଆଜିଠୁ ଭାଜପାର ୨ ଦିନିଆ ରାଷ୍ଟ୍ରୀୟ ଅଧିବେଶନ
ଭୁବନେଶ୍ୱର,୧୭।୨(ସୁନିତ୍ ମିଶ୍ର): ଭାଜପାର ୨ ଦିନିଆ ରାଷ୍ଟ୍ରୀୟ ଅଧିବେଶନ ଶନିବାର ଠାରୁ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ହେବ। ଏହି ଅଧିବେଶନରେ ଆଗାମୀ ସାଧାରଣ ନିର୍ବାଚନର ଚୂଡ଼ାନ୍ତ ରଣନୀତି ପ୍ରସ୍ତୁତ କରାଯିବ। ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା ରାଷ୍ଟ୍ରୀୟ ଅଧିବେଶନକୁ ଉଦ୍ଘାଟନ…
ପଞ୍ଚାୟତ ସମିତି ସହ ଜଡିତ ଅଫିସରଙ୍କ ବଢିଲା ଆର୍ଥିକ କ୍ଷମତା
ଭୁବନେଶ୍ୱର,୧୬।୨: ପଞ୍ଚାୟତ ସମିତି ସହ ବୈଷୟିକ ଓ ପ୍ରଶାସନିକ ଅଧିକାରୀମାନଙ୍କ ଆର୍ଥିକ କ୍ଷମତା ବୃଦ୍ଧି ପାଇଛି । ରାଜ୍ୟ କ୍ୟାବିନେଟ ଏନେଇ ଅନୁମୋଦନ ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି…
ବିଧାୟକ ପ୍ରତାପ ଜେନାଙ୍କ କ୍ରିମିନାଲ ରିଭିଜନ୍ ପିଟିସନ୍ ମାମଲା: ଆବେଦନ ଶୁଣାଣିରୁ ଓହରିଲେ ବିଚାରପତି
କଟକ,୧୬ା୨ (କାର୍ତ୍ତିକ ସାହୁ): ମାହାଙ୍ଗା ଡବଲ ମର୍ଡର ଘଟଣାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ପ୍ରତାପ ଜେନାଙ୍କ ପକ୍ଷରୁ ରୁଜୁ ରିଭିଜନ ପିଟିସନ ମାମଲାର ଶୁଣାଣି କରୁଥିବା ଖଣ୍ଡପୀଠ ଏଥିରୁ ଓହରି ଯାଇଥିବାରୁ ମୁଖ୍ୟ ବିଚାରପତିଙ୍କ…
ସବୁ ପଞ୍ଚାୟତରେ ୭୧୪୨ ଆକାଉଣ୍ଟାଣ୍ଟଙ୍କୁ ମିଳିବ ନିଯୁକ୍ତି: ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପ୍ରସ୍ତାବ ଉପରେ ବାଜିଲା ମୋହର
ଭୁବନେଶ୍ୱର,୧୬।୨: ଗ୍ରାମ ପଞ୍ଚାୟତଗୁଡିକରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାଗୁଡିକୁ କାର୍ଯ୍ୟକାରୀ କରାଯାଉଛି। ଏହି ଯୋଜନା ଗୁଡିକର ଆର୍ଥିକ ପରିଚାଳନା ଓ ଡକୁମେଣ୍ଟେସନ ସୁବିଧା ପାଇଁ ସମସ୍ତ ଗ୍ରାମପଞ୍ଚାୟତ, ପଞ୍ଚାୟତ ସମିତି ଓ ଜିଲାଗୁଡିକରେ ରାଜ୍ୟ ସରକାର ଆକାଉଣ୍ଟାଣ୍ଟ କମ…
ଆଜି ୬ ଜିଲାକୁ ‘ଲକ୍ଷ୍ମୀ’ ବସ୍ ସେବା ଆରମ୍ଭ, ଉପକୃତ ହେବେ ଖୋର୍ଦ୍ଧା-ପୁରୀ-କେନ୍ଦ୍ରାପଡ଼ା-ଭଦ୍ରକ-ଯାଜପୁର-ନୟାଗଡ଼ବାସୀ
ଭୁବନେଶ୍ୱର,୧୬।୨(ଅସମାପିକା ସାହୁ): ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲାରେ ଗଡ଼ିବ ‘ଲକ୍ଷ୍ମୀ ବସ୍’। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍ଫରେନ୍ସିଂ ଜରିଆରେ ଏସବୁ ଜିଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହାଦ୍ୱାରା ଗାଁ ଲୋକମାନେ…
ରାଜ୍ୟ କ୍ୟାବିନେଟରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ: ଏସ୍ଏଚ୍ଜି ମହିଳାଙ୍କ ପାଇଁ ଖୁସି ଖବର, ଏଣିକି ମିଳିବ…
ଭୁବନେଶ୍ୱର, ୧୬।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍ ବୈଠକ ବସିଥିଲା। ଏଥିରେ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ବୁଣାକାରଙ୍କୁ ଅଧିକ ସହାୟତା ଦେବାକୁ ଯୋଜନା ଉପରେ କ୍ୟାବିନେଟ ଅନୁମୋଦନ ମିଳିଛି । ଏଣିକି ବୁଣାକାର ୨ହଜାରରୁ…
ବିଜେଡିରେ ମିଶିଲେ ରାଜନଗର ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି
ଭୁବନେଶ୍ୱର,୧୬।୨: ସମସ୍ତ କଳ୍ପନାଜଳ୍ପନାର ଅନ୍ତ। ବିଜୁ ଜନତା ଦଳ(ବିଜେଡି)ରେ ମିଶିଲେ ରାଜନଗରର ପୂର୍ବତନ କଂଗ୍ରେସ ବିଧାୟକ ଅଂଶୁମାନ ମହାନ୍ତି। ଶୁକ୍ରବାର ଶଙ୍ଖ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ରାପଡ଼ା ଜିଲାର ବିଜେଡି ବିଧାୟକ ଓ ନିଜ ସମର୍ଥକଙ୍କ ଉପସ୍ଥିତିରେ ସେ ବିଜେଡିରେ ସାମିଲ…
ଜଗତସିଂହପୁର ଗସ୍ତରେ ଯାଇ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ସ୍ମୃତି ମନେ ପକାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୬।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଜଗତସିଂହପୁର ଜିଲା ଗସ୍ତରେ ଯାଇ ପାରାଦୀପରେ ୩ଟି ନୂଆ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପାରାଦୀପ ଆସିଲେ ମୋର ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ସ୍ମୃତି ମନକୁ ଆସେ ।…
୩୪ ହଜାର ୮୧୦ ଜଣ ଯୁବବର୍ଗଙ୍କୁ ମିଳିବ ନିଯୁକ୍ତି: ପାରାଦୀପ୍ରେ ୩ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୬।୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଜଗତ୍ସିଂହପୁର ଜିଲା ଗସ୍ତରେ ଯାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାରାଦୀପରେ ୩ଟି ନୂଆ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଜେଏସ୍ଡବ୍ଲ୍ୟ ଉତ୍କଳ ଷ୍ଟିଲ କାରଖାନା, ରିନ୍ୟୁ ଇ-ଫୁଏଲ ଗ୍ରୀନ ଆମୋନିଆ କାରଖାନା…
କଟକରେ ନାବାଳିକାଙ୍କୁ ଟେକିନେଇ ଗଣବଳାତ୍କାର, ଏସସିବି ହସ୍ପିଟାଲରେ ଭର୍ତ୍ତି
କଟକ,୧୬।୨: ସରସ୍ବତୀ ପୂଜାରେ ଅଭାବନୀୟ ଘଟଣା। ଜଣେ ନାବାଳିକାଙ୍କୁ ଦୁର୍ବୃତ୍ତମାନେ ଟେକିନେଇ ଗଣଦୁଷ୍କର୍ମ କରିଥିବା ଚାଞ୍ଚଲ୍ୟକର ଅଭିଯୋଗ ହୋଇଛି। ମଧୁପାଟଣା ଥାନାରେ ଏ ସଂକ୍ରାନ୍ତରେ ପୀଡ଼ିତା ବୟାନ ଦେବା ପରେ ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ…
ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅଙ୍କ ଘରୁ ମିଳିଲା ଦାମୀ କାର୍ ସହ ୧୦ ଲକ୍ଷ ଟଙ୍କା
ଭୁବନେଶ୍ୱର,୧୬।୨: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ଘରେ ଗୁରୁବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଚଢ଼ାଉ ହୋଇଛି। ଭଦ୍ରକ ଜିଲାର ୬ଟି ଓ ଭୁବନେଶ୍ୱରର ୪ଟି ସ୍ଥାନକୁ ମିଶାଇ ରାଜ୍ୟର ମୋଟ ୧୦ଟି ସ୍ଥାନରେ କେନ୍ଦ୍ରୀୟ…
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ୧୦୮ ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ୫ ହଜାର, ହେଲପରଙ୍କୁ ୩ହଜାର ଟଙ୍କା ମିଳିବ ସ୍ବତନ୍ତ୍ର ଭତ୍ତା
ଭୁବନେଶ୍ୱର,୧୬।୨: ରାଜ୍ୟରେ ୧୦୮ ଆମ୍ବୁଲାନ୍ସ ସେବାରେ ନିୟୋଜିତ ଡ୍ରାଇଭର, ମେଡିକାଲ ଟେକନିସିଆନ ଓ ହେଲପରଙ୍କୁ ସ୍ବତନ୍ତ୍ର ମାସିକ ଭତ୍ତା ମିଳିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପାଣ୍ଠିରୁ ସ୍ବତନ୍ତ୍ର ଭତ୍ତା ପ୍ରଦାନ ନିମନ୍ତେ ମଞ୍ଜୁରୀ ଦେଇଛନ୍ତି। ତେବେ ଡ୍ରାଇଭରମାନଙ୍କୁ ମାସିକ…
Archives


