ମେଟ୍ରୋ

୨୦ରୁ ପୂଜା ଛୁଟି

ଭୁବନେଶ୍ୱର, ୧୩।୧୦(ଅସମାପିକା ସାହୁ) – ଦୁର୍ଗାପୂଜା ଓ ଗଜଲକ୍ଷ୍ମୀ ପୂଜା ପାଇଁ ରାଜ୍ୟରେ ଆସନ୍ତା ୨୦ରୁ ୨୯ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ରହିବ। ପୂଜା ଛୁଟି ନେଇ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ସେହିପରି ୧୪ ତାରିଖ ଶନିବାର...

ଲାଓସରେ ୩୫ ଓଡିଆ ଶ୍ରମିକ ପଣବନ୍ଦୀ: ସୁରକ୍ଷିତ ଫେରାଇ ଆଣିବାକୁ ଜିଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୩ା୧୦(ଅନିଲଦାସ): ଦକ୍ଷିଣ-ଏସିୟ ରାଷ୍ଟ୍ର ଲାଓସରେ ୩୫ ଜଣ ଓଡ଼ିଆ ଶ୍ରମିକ ପଣବନ୍ଦୀ ରହିଛନ୍ତି। ସେମାନଙ୍କୁ ସୁରକ୍ଷିତ ଭାବେ ଓଡ଼ିଶା ଫେରାଇ ଆଣିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଶ୍ରମ କମିଶନର ଏନ. ଥିରୁମାଳା...

ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୧୩ା୧୦(ଅନିଲ ଦାସ)-ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଶୁକ୍ରବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଭୁବନେଶ୍ୱର ଚକବନ୍ଦୀ କମିଶନର ପ୍ରତାପ ଚନ୍ଦ୍ର ରାଉତଙ୍କୁ ସମବାୟ ବିଭାଗର...

ଓଡ଼ିଶାରୁ ବିଦାୟ ନେଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର,୧୩।୧୦: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡିଶାରୁ ସମ୍ପୂର୍ଣ୍ଣ ଭାବେ ବିଦାୟ ନେଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି। ୪ ଦିନ ରାଜ୍ୟର ପାଗ ଶୁଖିଲା ରହିବ। ତାପମାତ୍ରାରେ ବିଶେଷ କିଛି ପରିବର୍ତ୍ତନ ହେବା...

ଇସ୍ରାଏଲରୁ ଫେରିଲେ ୯ ଓଡ଼ିଆ

ଭୁବନେଶ୍ୱର,୧୩ା୧୦: ଅପରେଶନ ଅଜୟର ପ୍ରଥମ ପର୍ଯ୍ୟାୟରେ ୯ ଓଡ଼ିଆଙ୍କ ସମେତ ୨୧୨ ପ୍ରବାସୀ ଭାରତ ଫେରିଛନ୍ତି। ସେମାନେ ଦିଲ୍ଲୀରେ ସେମାନଙ୍କର ଲୋମ ଟାଙ୍କୁରା ଦୁଃଖ ବଖାଣିଛନ୍ତି। ଇସ୍ରାଏଲ ଉପରେ ହମାସ୍‌ର ଆକ୍ରମଣ ପରେ ଇସ୍ରାଏଲର ବିଭିନ୍ନ ସ୍ଥାନରେ ସାଇରନ୍‌ ବାଜିବାରୁ...

ଶାଳୀନ ପୋଷାକ ପିନ୍ଧିବେ ଭକ୍ତ: ସମସ୍ତ ନିଯୋଗ, ପ୍ରଶାସନ, ହୋଟେଲକୁ ଚିଠି ଲେଖିଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ, ୧୩ା୧୦(ଅଜିତ ମହାନ୍ତି): ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତମାନେ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ ପ୍ରସଙ୍ଗରେ ଗୁରୁବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଚିଠି ମାଧ୍ୟମରେ ସମସ୍ତ ନିଯୋଗ ସମ୍ପାଦକ ଏବଂ ସଭାପତିଙ୍କୁ ଅବଗତ କରାଇଛନ୍ତି।...

ସରକାରୀ ଛୁଟିରେ କାମ କଲେ ଡାକ୍ତରଙ୍କୁ ମିଳିବ ବିକଳ୍ପ ଛୁଟି

ଭୁବନେଶ୍ୱର, ୧୩ା୧୦ (ବନ୍ଦନା ସେଠୀ):ଡାକ୍ତରମାନଙ୍କୁ ମିଳିବ ସି-ଅଫ୍‌। ସରକାରୀ ଛୁଟି ଦିନରେ କାମ କଲେ ବିକଳ୍ପ ଭାବେ ଛୁଟି ମିଳିବ। ସେହି ମାସର ଯେ କୌଣସି ଦିନ ସେମାନେ ଏହି ଛୁଟି ନେଇ ପାରିବେ। ଏନେଇ ମେଡିକାଲ ଅଧୀକ୍ଷକ ଓ...

ମାଛ ଉତ୍ପାଦନରେ ଓଡ଼ିଶା ୪ର୍ଥ ବୃହତ୍ତମ ରାଜ୍ୟ:ଅସିତ୍‌

ଭୁବନେଶ୍ୱର, ୧୩ା୧୦(ସୁନିତ୍‌ ମିଶ୍ର):ଦେଶରେ ମାଛ ଉତ୍ପାଦନରେ ଓଡ଼ିଶା ହେଉଛି ୪ର୍ଥ ବୃହତ୍ତମ ରାଜ୍ୟ। ମାଛ ଯାଆଁଳ ଉତ୍ପାଦନରେ ବର୍ତ୍ତମାନ ଓଡ଼ିଶା ଆତ୍ମନିର୍ଭରଶୀଳ ହୋଇପାରିଛି। ବାର୍ଷିକ ୩୧.୫୦% ହାରରେ ମତ୍ସ୍ୟ ଉତ୍ପାଦନରେ ରାଜ୍ୟରେ ଅଭିବୃଦ୍ଧି ଦେଖିବାକୁ ମିଳିଛି ବୋଲି ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ...

ତୋରଣରେ ସର୍ବଧର୍ମର ବାର୍ତ୍ତା

ଭୁବନେଶ୍ୱର,୧୩।୧୦(ଶର୍ମିଷ୍ଠା ପାଣିଗ୍ରାହୀ): ଚନ୍ଦ୍ରଶେଖରପୁର ଡିଷ୍ଟ୍ରିକ୍ଟ ସେଣ୍ଟର ଓନର୍ସ ଆସୋସିଏଶନ ପକ୍ଷରୁ ଏଥର ନିଆରା ଢଙ୍ଗରେ ମା’ଙ୍କ ଆବାହନ କରାଯିବ। ୨୦୦୮ରୁ ଆସୋସିଏଶନ ପକ୍ଷରୁ ଦୁର୍ଗାପୂଜା ଆଡମ୍ବର ସହକାରେ କରାଯାଉଛି। ସ୍ଥାୟୀ ମଣ୍ଡପରେ ମା’ଙ୍କ ପୂଜା ହେଉଥିବାବେଳେ ହିନ୍ଦୁ, ମୁସଲିମ୍‌ ଓ...

ଫେରିଲା ମୌସୁମୀ

ଭୁବନେଶ୍ୱର,୧୩।୧୦(ଅନିଲ ଦାସ): ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରୁ ଫେରିବା ଆରମ୍ଭ କରିଛି। ଗୁରୁବାର ଓଡ଼ିଶାର କିଛି ଅଂଶରୁ ମୌସୁମୀ ଅପସରିଯାଇଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ଦିନେ ୨ ଦିନରେ ରାଜ୍ୟରୁ ମୌସୁମୀ...

ବଳିଆ ଯୋଜନା ଋଣ ସହାୟତା ରାଶି ୧ ଲକ୍ଷ ଟଙ୍କାକୁ ବୃଦ୍ଧି କଲେ ସରକାର

ଭୁବନେଶ୍ୱର,୧୨ା୧୦(ଅସମାପିକା ସାହୁ): ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟକୁ ବଞ୍ଚାଇ ରଖିବାରେ ହସ୍ତତନ୍ତ କ୍ଷେତ୍ରର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏହା ଓଡ଼ିଶାର ଏକ ଗୁରୁତ୍ୱପୂର୍ଣ୍ଣ କୁଟୀର ଶିଳ୍ପ ହୋଇଥିବା ବେଳେ ଲକ୍ଷାଧିକ ଲୋକଙ୍କର ଜୀବିକାର ମାଧ୍ୟମ ହୋଇଛି। ଅତ୍ୟନ୍ତ କଳାତ୍ମକ ଡିଜାଇନ୍‌,...

ମାଲକାନଗିରିରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ: ୧୦ ଟଙ୍କା ଦେଇ ବସ୍‌ରେ ଯାତ୍ରା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୧୦(ଅସମାପିକା ସାହୁ/ନୃସିଂହ ଚରଣ ମହାନ୍ତି): ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ଗୁରୁବାର ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ପ୍ରଥମ ବସ୍‌ରେ ୧୦ ଟଙ୍କା ଦେଇ ପ୍ରଥମ ଟିକେଟ୍‌ କିଣି ମାଲକାନଗିରିରୁ ଏମ.ଭି- ୦୩ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଯାତ୍ରା କରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri