ମେଟ୍ରୋ

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର ପାତ୍ର କହିଛନ୍ତି ଯେ, ଗତଥର ପୁରୀ ସଦରରେ ଏମପି ପ୍ରାର୍ଥୀଙ୍କୁ ୯ ହଜାର ଅଧିକ…

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ଅଂଶୁଘାତ ଓ ହିଟ ରିଲେଟେଡ ଇଲନେସ…

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ ଜେନା, ଏମ୍‌ପି ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜୟ କେତନ ବିଜେଡ଼ିରେ ଯୋଗଦେଇଛନ୍ତି । ବିଜେଡିକୁ…

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା ହେଉଛି କି ବିଜେଡିର ବଡ଼ ନେତା ତଥା ଏମପି ପ୍ରସନ୍ନ ପାଟ୍ଟଶାଣୀ ଓ ଦଳ…

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧ ଏବଂ ୨୨ ତାରିଖରେ କାଳବୈଶାଖୀ ପ୍ରଭାବ ହେତୁ ୨୧ରୁ ୨୪ ମଧ୍ୟରେ ରାଜ୍ୟର ଅନେକ…

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ ଆଚାର୍ଯ୍ୟ ବୋଲି ଜଣାପଡିଛି। ଘଟଣାକୁ ନେଇ ରହସ୍ୟ ସୃଷ୍ଟି ହୋଇଛି। ପ୍ରାରମ୍ଭିକ ରିପୋର୍ଟ ଅନୁଯାୟୀ,…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା ପରେ ୧୪ ବର୍ଷୀୟ ସ୍ନେହା ଚିକିତ୍ସିତ ହେଉଥିଲେ। ତାକୁ ସାଲାଇନ୍ ଏବଂ ଔଷଧ ଦିଆଯାଇଥିଲା।…

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ହେଲେ ପରିବର୍ତ୍ତୀ ସମୟରେ ତାପମାତ୍ରା ହ୍ରାସ…

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ…

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା ହେବ ବୋଲି ରାଜ୍ୟ ଭାଜପା ପ୍ରଭାରୀ ବିଜୟପାଲ ସିଂ ତୋମାର ସୂଚନା…

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ ନ ମିଳିବା ଆଶଙ୍କାରେ ଦଳ ଡିଆଁ ମାରୁଛନ୍ତି। ଏବେ ଚର୍ଚ୍ଚା ହେଉଛି ଯେ ପୂର୍ବତନ…

ଚାଞ୍ଚଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏନେଇ ସୂଚନା ଦେଇଛନ୍ତି। ଭୁବନେଶ୍ୱରରେ ପହଞ୍ଚିବା ପରେ ସେ କହିଛନ୍ତି, ଅନେକ ବିଜେଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?