ଏବର୍ଷ ଅସହ୍ୟ ହେବ ତାତି, ଗରମ ସାଙ୍ଗକୁ ଗୁଳୁଗୁଳି
ଭୁବନେଶ୍ୱର,୧୩।୦୨: ଚଳିତ ବର୍ଷ ତାତି ଯୋର ହେବ। ଏହାସହ ଗରମ ଗୁଳୁଗୁଳି ମଧ୍ୟ ଅଧିକ ଅନୁଭୂତ ହେବ। ଏପ୍ରିଲ ମାସରେ ଗ୍ରୀଷ୍ମ ଦାଉ ବ୍ୟଥିତ କରିପାରେ ବୋଲି ସୋଆ ସିଇସି ନିର୍ଦ୍ଦେଶକ ଶରତ ସାହୁ କହିଛନ୍ତି । ପାଣିପାଗ ବିଶେଷଜ୍ଞଙ୍କ ସୂଚନା…
ବାରହା ଶିକାର ପାଇଁ ଖଞ୍ଜା ଯାଇଥିଲା ବୋମା, ଖାଇଦେଲା ହାତୀ
ଭୁବନେଶ୍ୱର,୧୩।୨: ଭୁବନେଶ୍ୱର ସ୍ଥିତ ଭରତପୁର ଜଙ୍ଗଲରେ ଅସୁସ୍ଥ ଦନ୍ତା ହାତୀର ମୃତ୍ୟୁ ଘଟିଛି। ସୋମବାର ମଧ୍ୟରାତ୍ରରେ ଦନ୍ତାର ମୃତ୍ୟୁ ହୋଇଥିବା ଜଣାପଡିଛି। ବାରହା ଶିକାର ପାଇଁ ଶିକାରୀ ଖଞ୍ଜିଥିବା ବୋମା ଖାଇ ହାତୀଟିର ଅବସ୍ଥା ଗୁରୁତର ଥିଲା। ଭରତପୁର ଜଙ୍ଗଲରୁ ଅସୁସ୍ଥ…
ଆଜି ନାମାଙ୍କନ ଭରିବେ ବିଜେଡିର ୨ ରାଜ୍ୟ ସଭା ପ୍ରାର୍ଥୀ
ଭୁବନେଶ୍ୱର,୧୩।୨: ବିଜେଡିର ଦୁଇ ରାଜ୍ୟ ସଭା ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ମଙ୍ଗଳବାର ନାମାଙ୍କନପତ୍ର ଦାଖଲ କରିବେ। ପ୍ରଥମେ ଉଭୟ ନବୀନ ନିବାସ ଯାଇ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ। ପରେ ସେମାନେ ବିଧାନସଭା…
ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧୀ, କରିବେ ନିର୍ବାଚନୀ ପ୍ରଚାର
ଭୁବନେଶ୍ୱର,୧୩।୨: ପ୍ରମୁଖ ରାଜନୈତିକ ଦଳମାନେ ଓଡ଼ିଶାରେ ହେବାକୁ ଥିବା ସାଧାରଣ ନିର୍ବାଚନ ପୂର୍ବରୁ ସେମାନଙ୍କ ରଣନୀତି ଦୃଢ କରିବାରେ ଲାଗିଛନ୍ତି। ଭାଜପା ଦଳର ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, କେନ୍ଦ୍ର ମନ୍ତ୍ରୀ ନିତିନ ଗଡକରୀଙ୍କ ସହିତ…
ଆଜି ଆସୁଛନ୍ତି ଶିବରାଜ: ଆଗକୁ ଆସିବେ ଗଡକରୀ, ରାଜନାଥ
ଭୁବନେଶ୍ୱର,୧୩।୨(ସୁନିତ୍ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ଭାଜପା ନିଜର ରାଜନୈତିକ ପ୍ରସ୍ତୁତିକୁ ଜୋରଦାର କରିଛି। ଦଳର କେନ୍ଦ୍ରୀୟ ନେତାମାନେ ସରକାର ଗଠନ କରିବାର ଦମ୍ଭୋକ୍ତି ଦେଖାଉଛନ୍ତି। ସେହିକ୍ରମରେ ଆସନ୍ତା ୨୪ ତାରିଖ ମଧ୍ୟରେ ଭାଜପା ପକ୍ଷରୁ ସବୁ…
‘ଇ-ମମତା ୨.୦’କୁ ସିଲ୍ଭର୍ ସ୍କଚ୍ ଆୱାର୍ଡ
ଭୁବନେଶ୍ୱର, ୧୩।୨(ଅସମାପିକା ସାହୁ):ମହିଳା ଓ ଶିଶୁ ବିକାଶ ବିଭାଗର ‘ଇ-ମମତା ୨.୦’କୁ ଦିଲ୍ଲୀର ସମ୍ବିଧାନ କ୍ଲବରେ ଜାତୀୟସ୍ତରରେ ସମ୍ମାନଜନକ ସିଲ୍ଭର୍ ସ୍କଚ୍ ଆୱାର୍ଡ ମିଳିଛି। ଓଡ଼ିଶାର ମା’ ଓ ଶିଶୁ ମୃତ୍ୟୁ ହାର ହ୍ରାସ କରିବା ସହ ଗର୍ଭବତୀ ଓ ପ୍ରସୂତି…
ନିଶା ବେପାରୀଙ୍କୁ ୩୦ କି.ମି. ଗୋଡ଼ାଇ ଧରିଲା ପୋଲିସ
ଭୁବନେଶ୍ୱର,୧୩।୨(ସୂର୍ଯ୍ୟକାନ୍ତ ବେହେରା):ଦାମୀ କାର୍ରେ ଗଞ୍ଜେଇ ଚାଲାଣବେଳେ କମିଶନରେଟ ପୋଲିସର ସ୍ପେଶାଲ କ୍ରାଇମ୍ ୟୁନିଟ୍ ୩୦ କି.ମି ପିଛା କରି ୩ ଆନ୍ତଃରାଜ୍ୟ ନିଶାବେପାରୀଙ୍କୁ ଭୁବନେଶ୍ୱର ଉପକଣ୍ଠ ପାହାଳରୁ କାବୁ କରିବାରେ ସଫଳ ହୋଇଛି। ଗିରଫ ଅଭିଯୁକ୍ତମାନେ ହେଲେ ରବି ଶଙ୍କର ଦାସ,…
ବାହାଘର ବେଳେ ଚୋରି ରୋକିବାକୁ ପୋଲିସର ଟିପ୍ସ
ଭୁବନେଶ୍ୱର,୧୩।୨(ସତ୍ୟଜିତ୍ ରାଉତ): ରାଜଧାନୀରେ ବିଭିନ୍ନ ମଣ୍ଡପରେ ବାହାଘର ଆଦି କାର୍ଯ୍ୟକ୍ରମରେ ଲୁଟେରାମାନେ ଲୁଟ୍ପାଟ୍ ଓ ଚୋରି କରୁଛନ୍ତି। ଏହାକୁ ନଜରରେ ରଖି ଲୁଟ୍ ଓ ଚୋରି ରୋକିବାକୁ କମିଶନରେଟ୍ ପୋଲିସ ଆୟୋଜନକାରୀଙ୍କୁ ଟିପ୍ସ ଦେବାକୁ ନିଷ୍ପତ୍ତି ନେଇଛି। ଲାଇସେନ୍ସ ନେବା ବେଳେ…
୧୬ରେ ରାଜ୍ୟବ୍ୟାପୀ ଭେଣ୍ଡିଂଜୋନ୍, ଉଠାଦୋକାନ ବନ୍ଦ
ଭୁବନେଶ୍ୱର, ୧୩।୨(ବନ୍ଦନା ସେଠୀ): ଆସନ୍ତା ୧୬ ତାରିଖରେ ହେବାକୁ ଥିବା ସର୍ବଭାରତୀୟ ଧର୍ମଘଟକୁ ସମର୍ଥନ ଜଣାଇ ସମ୍ପୃକ୍ତ ଦିନ ପ୍ରାତଃ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଭେଣ୍ଡିଂଜୋନ୍ ଓ ଉଠାଦୋକାନ ବନ୍ଦ ରହିବ। ଏନେଇ ନ୍ୟାଶନାଲ ହକର୍ ଫେଡେରେଶନ ପକ୍ଷରୁ…
ପ୍ରଥମ ଥର ହେବ ମତ୍ସ୍ୟ-ପ୍ରାଣୀ ସମାବେଶ
ଭୁବନେଶ୍ୱର, ୧୩।୨(ଅସମାପିକା ସାହୁ):ମତ୍ସ୍ୟ ଓ ପ୍ରାଣୀପାଳନ କ୍ଷେତ୍ରରେ ଆଧୁନିକ ଜ୍ଞାନକୌଶଳ ବ୍ୟବହାର କରି କୃଷକଙ୍କୁ ଉତ୍ପାଦନ ଓ ଉତ୍ପାଦକତା ବୃଦ୍ଧି ବିଷୟରେ ସଚେତନ କରାଇବା ପାଇଁ ରାଜ୍ୟ ସରକାର ପ୍ରଥମ ଥର ପାଇଁ ରାଜ୍ୟସ୍ତରୀୟ ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୪ ଆୟୋଜନ କରୁଛନ୍ତି।…
ଜୀ-ସାର୍ଥକର ‘ପାର୍ବଣରେ ସୁନାର ବର୍ଷା’
ଭୁବନେଶ୍ୱର,୧୩।୨(ଅନୁରାଧା ମହାରଣା):ଗତ ପାର୍ବଣ ମହୋତ୍ସବରେ ଲୋକପ୍ରିୟ ଓଡ଼ିଆ ମନୋରଞ୍ଜନ ଚ୍ୟାନେଲ ଜୀ-ସାର୍ଥକରେ ‘ପାର୍ବଣରେ ସୁନାର ବର୍ଷା’ ପ୍ରତିଯୋଗିତା ହୋଇଥିଲା। ଲାଲ୍ଚାନ୍ଦ ଜୁଏଲର୍ସ ପ୍ରାୟୋଜିତ ଏହି ମେଗା ପ୍ରତିଯୋଗିତା ଅକ୍ଟୋବର ୫ରୁ ନଭେମ୍ବର ୨୦ ତାରିଖ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ସା ୬.୩୦ରୁ…
ଆଜି ପ୍ରକାଶ ପାଇବ ସରକାରୀ ହସ୍ପିଟାଲ ର଼୍ୟାଙ୍କିଙ୍ଗ
ଭୁବନେଶ୍ୱର, ୧୩।୨(ଅସମାପିକା ସାହୁ):ରାଜ୍ୟରେ ପ୍ରଥମ ଥର ପାଇଁ ସରକାରୀ ହସ୍ପିଟାଲ ର଼୍ୟାଙ୍କିଙ୍ଗ ପ୍ରକାଶ ପାଇବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ର଼୍ୟାଙ୍କିଙ୍ଗ ପ୍ରକାଶ କରିବେ। ରାଜ୍ୟର ମେଡିକାଲ କଲେଜ, ଜିଲା ମୁଖ୍ୟ ଚିକିତ୍ସାଳୟ, ଉପଜିଲା ଚିକିତ୍ସାଳୟ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକର ର଼୍ୟାଙ୍କିଙ୍ଗ…
Archives


