ମେଟ୍ରୋ

ସକାଳୁ ଟପିଲାଣି ୩୬ ଡିଗ୍ରୀ, ସିଭିୟର ହିଟ୍ ୱେଭ୍ ପାଇଁ ୪ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର,୧୮।୪: ଜଳୁଛି ଓଡ଼ିଶା। ରାଜ୍ୟବାସୀଙ୍କୁ ଆହୁରି କଲବଲ କରିବ ତାତି । ଆଜିଠୁ ଗ୍ରୀଷ୍ମ ପ୍ରବାହ ଶିଖରକୁ ଛୁଇଁବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଯାହା ସକାଳୁ ସକାଳୁ ଅନୁଭୂତ ହେଲାଣି। ସକାଳ ସାଢେ ୮ଟା ସୁଦ୍ଧା…

ରାଜଧାନୀ ରାସ୍ତାକଡ଼ ପାଲଟିଛି କବାଡ଼ିଖାନା

ଭୁବନେଶ୍ୱର, ୧୮।୪ (ବନ୍ଦନା ସେଠୀ)ରାଜଧାନୀର ରାସ୍ତା କଡ଼ରୁ ପରିତ୍ୟକ୍ତ ହୋଇ ପଡିରହିଥିବା ଗାଡ଼ି, କ୍ୟାବିନ ଏବଂ ଅନ୍ୟାନ୍ୟ ଅଦରକାରୀ ସାମଗ୍ରୀଗୁଡିକୁ ତୁରନ୍ତ ହଟାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ନିଷ୍ପତ୍ତି ନେଇଥିଲା। ସହରର ସୌନ୍ଦର୍ଯ୍ୟକରଣର ଆଉ ଏକ ପଦକ୍ଷେପ ସ୍ବରୁପ…

ଐତିହ୍ୟ ଆବିଷ୍କାର, ସଂରକ୍ଷଣକୁ ଗୁରୁତ୍ୱ ନାହିଁ

ଭୁବନେଶ୍ୱର,୧୮।୪(ଶର୍ମିଷ୍ଠା ପାଣିଗ୍ରାହୀ)ଓଡ଼ିଶା କଳା, ସଂସ୍କୃତି, ଐତିହ୍ୟରେ ସମୃଦ୍ଧ। ପ୍ରତିଟି ଜିଲାରେ ରହିଛି ଅନନ୍ୟ ଐତିହ୍ୟର ପରିଚୟ। ମାତ୍ର ଭୁବନେଶ୍ୱର, କୋଣାର୍କ, ପୁରୀ ଆଦି କେତୋଟି ସ୍ଥାନକୁ ବାଦ୍‌ଦେଲେ ଅଧିକାଂଶ ଐତିହ୍ୟ ଅବହେଳିତ ଅବସ୍ଥାରେ ପଡ଼ି ରହିଛି। ମନ୍ଦିରମାଳିନୀ ଭୁବନେଶ୍ୱର ସମେତ ରାଜ୍ୟର…

ରାଜ୍ୟର ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ନାମାଙ୍କନ ଦାଖଲ

ନୂଆଦିଲ୍ଲୀ /ଭୁବନେଶ୍ୱର,୧୮।୪:ଦେଶର ଚତୁର୍ଥ ଏବଂ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ଆଜିଠୁ ଦେଶରେ ଓ ରାଜ୍ୟରେ ଆରମ୍ଭ ହେବ ନାମାଙ୍କନ ଦାଖଲ…

୩୭ ବିଧାନସଭାରେ ପ୍ରାର୍ଥୀ ଦେଲା ଆମ୍‌ ଆଦମୀ ପାର୍ଟି

ଭୁବନେଶ୍ୱର,୧୮ା୪(ଅନିଲ ଦାସ)ଆମ୍‌ ଆଦମୀ ପାର୍ଟି ବୁଧବାର ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଦଳ ରାଜ୍ୟର ୩୭ଟି ବିଧାନସଭା ସିଟ୍‌ ପାଇଁ ପ୍ରାର୍ଥୀ ଦେଇଛି। ବରଗଡ଼ରୁ ଆଶିଷ ଶତପଥୀ, ପଦ୍ମପୁରରୁ ବାଲ୍ମୀକି ନାୟକ, ଢେଙ୍କାନାଳରୁ ଭାରତ କୁମାର ଦାସ,…

ଏମ୍ସରେ କୃତ୍ରିମ ମୂତ୍ରାଶୟ ପ୍ରତିରୋପଣ

ଭୁବନେଶ୍ୱର,୧୮।୪(ଅସମାପିକା ସାହୁ)ଏମ୍ସ ଭୁବନେଶ୍ୱର ଏହାର ସଫଳତାରେ ଆଉ ଏକ ଫର୍ଦ୍ଦ ଯୋଡ଼ିଛି। ରାଜ୍ୟରେ ପ୍ରଥମ କରି ଜଣେ ବ୍ୟକ୍ତିଙ୍କ ଶରୀରରେ କୃତ୍ରିମ ମୂତ୍ରାଶୟ ସ୍ପିଙ୍କ୍ଟର(ଏୟୁଏସ) ପ୍ରତିରୋପଣ କରାଯାଇଛି। ଏମ୍ସ ଭୁବନେଶ୍ୱର ୟୁରୋଲୋଜି ବିଭାଗ ଦ୍ବାରା କରାଯାଇଥିବା ଏହି ଅତ୍ୟାଧୁନିକ ପ୍ରତିରୋପଣ ଓଡ଼ିଶାରେ…

୯ରୁ ୬ ମହିଳା ପ୍ରାର୍ଥୀ

ଭୁବନେଶ୍ୱର,୧୮ା୪(ଅନିଲ ଦାସ)ବିଜୁ ଜନତା ଦଳ ପଞ୍ଚମ ପର୍ଯ୍ୟାୟରେ ଆଉ ୯ ବିଧାନସଭା ଆସନ ପାଇଁ ବୁଧବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିସହିତ ସମ୍ବଲପୁର ଓ ରେଢ଼ାଖୋଲ ଆସନରେ ପ୍ରାର୍ଥୀଙ୍କୁ ଅଦଳବଦଳ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ଆଜିଠୁ ନାମାଙ୍କନ

ଭୁବନେଶ୍ୱର, ୧୮।୪(ସୁନିତ୍‌ ମିଶ୍ର) ଦେଶରେ ୭ଟି ପର୍ଯ୍ୟାୟରେ ୨୦୨୪ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ସେଥିମଧ୍ୟରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଯଥାକ୍ରମେ ଆସନ୍ତା ମେ ୧୩, ୨୦ ଏବଂ ୨୫ ଓ ଜୁନ୍‌ ୧ରେ ମତଦାନ କରାଯିିବ। ଗତ ମାର୍ଚ୍ଚ ୧୬…

ବିଜେଡିରେ ଯୋଗଦେଲେ ରାଜନାରାୟଣ ମହାପାତ୍ର

ଭୁବନେଶ୍ୱର,୧୭ା୪(ଅନିଲ ଦାସ)- ଯାଜପୁର ଜିଲା ଅନ୍ତର୍ଗତ ବଡ଼ଚଣା ନିର୍ବାଚନମଣ୍ଡଳୀର ପିସିସି ସମ୍ପାଦକ ତଥା କ୍ୟାପ୍‌ଟେନ ରାଜନାରାୟଣ ମହାପାତ୍ରଙ୍କ ସହ ଶତାଧିକ କଂଗ୍ରେସ କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ବୁଧବାର ଶଙ୍ଖଭବନଠାରେ ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର ଓ ମୟୂରଭଞ୍ଜ ପର୍ଯ୍ୟବେକ୍ଷକ…

ରୁକୁଣା ରଥ କାହିଁକି ଅଣଲେଉଟା କହିଲେ ସେବାୟତ

ଭୁବନେଶ୍ୱର: ରୁକୁଣା ରଥଯାତ୍ରା ଲିଙ୍ଗରାଜଙ୍କର ଏକ ପ୍ରମୁଖ ବାର୍ଷିକ ଉତ୍ସବ ଯାହା ଓଡ଼ିଶାର ଭୁବନେଶ୍ୱରଠାରେ ଲିଙ୍ଗରାଜ ମନ୍ଦିରରେ ପାଳନ କରାଯାଇଥାଏ। ଏହା ପୁରୀର ରଥଯାତ୍ରାଠାରୁ ମଧ୍ୟ ଅଧିକ ପୁରୁଣା ଯାତ୍ରା। ଆଜି ଏହି ରୁକୁଣା ରଥଯାତ୍ରା ଅନୁଷ୍ଠିତ ହେବ। ତେବେ ଏହି…

ଭୁବନେଶ୍ୱର ବିମାନବନ୍ଦରରୁ କେଜିଏ ସୁନା ଜବତ, ମଳଦ୍ୱାରରେ ଲୁଚାଇ ନେଉଥିଲେ ଯାତ୍ରୀ

ଭୁବନେଶ୍ୱର,୧୭।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ କଷ୍ଟମ ବିଭାଗ ଚଢ଼ାଉ କରି ଜଣେ ଯାତ୍ରୀଙ୍କଠାରୁ ୧ କେଜି ସୁନା ଜବତ କରିଛି। ଚାଲାଣକାରୀ ଜଣକ ମହାରାଷ୍ଟ୍ରର ବାସିନ୍ଦା ବୋଲି ଜଣାପଡିଛି। ସେ ବ୍ୟାଙ୍କକ୍‌ରୁ ବିମାନ ଯୋଗେ ଆସି…

‘ପଶ୍ଚିମ ଓଡିଶାବାସୀଙ୍କୁ ବାରମ୍ବାର ଧୋକା ଦେଇଛନ୍ତି ନବୀନ’: ବିରୋଧୀ

ଭୁବନେଶ୍ୱର,୧୭।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଣ୍ଟାବାଞ୍ଜିରୁ ନିର୍ବାଚନ ଲଢିବେ ବୋଲି ଘୋଷଣା କରିଛନ୍ତି। ତେବେ ଏହାକୁ ନେଇ ବିରୋଧୀ ଦଳ ସମାଲୋଚନା କରିଛନ୍ତି । ବିରୋଧୀ କହିଛନ୍ତି, ନବୀନ ଆତ୍ମବିଶ୍ୱାସ ହରାଇ ସାରିଛନ୍ତି । ପଶ୍ଚିମ ଓଡ଼ିଶାବାସୀଙ୍କୁ ବାରମ୍ବାର ଧୋକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?