ଦୁର୍ଗାପୂଜା ପୂର୍ବରୁ ଖାଲଖମା ମରାମତି ସାରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର, ୮।୧୦ (ବନ୍ଦନା ସେଠୀ)ଦୁର୍ଗାପୂଜା ଓ ଭସାଣି କିପରି ଶାନ୍ତିଶୃଙ୍ଖଳା ସହ ଅନୁଷ୍ଠିତ ହେବ ସେନେଇ ଶନିବାର ବିଏମ୍ସି ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ମେୟର ସୁଲୋଚନା ଦାସ ଅଧ୍ୟକ୍ଷତା କରି ପୂଜା ପୂର୍ବରୁ ରାସ୍ତାରେ ଥିବା ଖାଲଖମାଗୁଡିକୁ...
ମଣିମହଲରେ ଝଟକିବେ ମା’
ଭୁବନେଶ୍ୱର,୮।୧୦(ଶର୍ମିଷ୍ଠା ପାଣିଗ୍ରାହୀ)ସବୁବେଳେ କିଛି ନୂଆ ଥିମ୍ ନୟାପଲ୍ଲୀ ଦୁର୍ଗା ମଣ୍ଡପରେ ଦେଖିବାକୁ ମିଳେ। ଏଥର ମଧ୍ୟ ମା’ଙ୍କ ଆଗମନ ପାଇଁ ଦୁର୍ଗାପୂଜା କମିଟି ପକ୍ଷରୁ ଜୋରଦାର୍ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଜରାଟର ମଣିମହଲ ଆକୃତିରେ ଝଟକିବ ଏଥରର ତୋରଣ। ୮୫...
ବିଶ୍ୱର ଶ୍ରେଷ୍ଠ ୨% ବୈଜ୍ଞାନିକଙ୍କ ମଧ୍ୟରେ କିଟ୍ର ୨୦ ଗବେଷକ
ଭୁବନେଶ୍ୱର, ୮।୧୦(ଅସମାପିକା ସାହୁ)ଆମେରିକାର ଷ୍ଟାନ୍ଫୋର୍ଡ ବିଶ୍ୱ ବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ବିଶ୍ୱର ଶ୍ରେଷ୍ଠ ୨% ବୈଜ୍ଞାନିକ ତାଲିକାରେ କିଟ୍ ବିଶ୍ୱବିଦ୍ୟାଳୟର ୨୦ଜଣ ଗବେଷକ ସ୍ଥାନ ପାଇଛନ୍ତି। ଏଥିରେ ବିଭିନ୍ନ ବିଷୟରେ ଗବେଷଣା କରୁଥିବା ଏହି ଗବେଷକଙ୍କ ସଫଳତା ବିଷୟରେ ଉଲ୍ଲେଖ...
ଡବ୍ଲ୍ୟୁଏସ୍ସିରେ ଆରମ୍ଭ ହେବ ‘ଭର୍ଟିକାଲ ଟ୍ରାନ୍ସପୋର୍ଟେଶନ’ ପାଠ୍ୟକ୍ରମ
ଭୁବନେଶ୍ୱର, ୮।୧୦(ଅସମାପିକା ସାହୁ)ସାରା ବିଶ୍ୱରେ ଏଲିଭେଟର, ଏସ୍କାଲେଟର ଓ ଟ୍ରାଭେଲେଟର ପରି ଆଧୁନିକ ଯନ୍ତ୍ରର ଚାହିଦା ବଢ଼ିବାରେ ଲାଗିଛି। ତା’ ସାଙ୍ଗକୁ ଏ ସବୁର ପରିଚାଳନା ପାଇଁ ଅତ୍ୟାଧୁନିକ ଜ୍ଞାନକୌଶଳ ତଥା ଦକ୍ଷ ମାନବ ସମ୍ବଳର ଆବଶ୍ୟକତା ମଧ୍ୟ ବଢୁଛି।...
ଥାନାରେ ଏତଲା ଦେଲା ବୋର୍ଡ, ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି
କଟକ,୮ା୧୦(ସୁପ୍ରିୟା ପ୍ରିୟଦର୍ଶିନୀ)ଦଶମ ଶ୍ରେଣୀ ଷାଣ୍ମାସିକ ପରୀକ୍ଷା ପ୍ରଶ୍ନପତ୍ର ଭାଇରାଲ ହେବା ଘଟଣାରେ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଥାନାରେ ଏତଲା ଦିଆଯାଇଛି। ଏପରି କି ଏହା ଅତି ଦୁର୍ଭାଗ୍ୟର ବିଷୟ ଓ ୟୁଟ୍ୟୁବ ଚ୍ୟାନେଲରେ ଅପଲୋଡ୍ କରୁଥିବା ଅଭିଯୁକ୍ତଙ୍କ ବିରୋଧରେ...
ସ୍କୁଲରେ ହେବ ସୋସିଆଲ ଅଡିଟ୍
ଭୁବନେଶ୍ୱର, ୮।୧୦(ଅସମାପିକା ସାହୁ)ସମଗ୍ର ଶିକ୍ଷା ଯୋଜନା ଅଧୀନରେ ବିଦ୍ୟାଳୟସ୍ତରୀୟ ସୋସିଆଲ ଅଡିଟ୍ କାର୍ଯ୍ୟକ୍ରମ କାର୍ଯ୍ୟକାରୀ ହେବ। ଏଥିପାଇଁ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ସୋସିଆଲ ଅଡିଟ୍ ୟୁନିଟ୍ (ଓସାଟ୍) ସହ ଓସେପାର ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି।...
ନୂଆବର୍ଷରେ ମେଟ୍ରୋ ପ୍ରକଳ୍ପ ଶିଳାନ୍ୟାସ
ଭୁବନେଶ୍ୱର,୮ା୧୦(ଅନିଲ ଦାସ)୨୦୨୪ ଜାନୁୟାରୀ ପହିଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପର ଶୁଭ ଦେବେ। ଏହି ପ୍ରକଳ୍ପ ପାଇଁ ପ୍ରସ୍ତୁତ ୫୯୨୯ କୋଟି ଟଙ୍କାର ପ୍ରକଳ୍ପ ରିପୋର୍ଟକୁ ଅନୁମୋଦନ ମିଳିସାରିଛି। ଏହି ସମସ୍ତ ଅର୍ଥ ରାଜ୍ୟ ସରକାର...
ଅମିତଙ୍କୁ ଦେଢ଼ କୋଟି ଟଙ୍କା ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୭ା୧୦(ଅନିଲ ଦାସ): ଓଡ଼ିଆ ହକି ଖେଳାଳି ଅମିତ ରୋହିଦାସଙ୍କୁ ଦେଢ଼ କୋଟି ଟଙ୍କା ପୁରସ୍କାର ଦିଆଯିବ। ଚାଇନାର ହାଙ୍ଗଝୋଠାରେ ଅନୁଷ୍ଠିତ ୧୯ତମ ଏସିଆନ ଗେମ୍ସରେ ଭାରତୀୟ ହକି ଦଳ ସ୍ବର୍ଣ୍ଣ ପଦକ ଜିତିବାରେ ଅମିତ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିବାରୁ...
ଚଳିତ ବର୍ଷର ଅନୁଦାନ ୩୫୧ କୋଟିକୁ ବୃଦ୍ଧି କଲେ ସରକାର
ଭୁବନେଶ୍ୱର,୭ା୧୦(ଅନିଲ ଦାସ): ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟିର ଅତିରିକ୍ତ ବ୍ୟୟବରାଦ କରାଯାଇଛି। ଏହି ଅନୁଦାନକୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁର କରିଛନ୍ତି। ଆଦିବାସୀଙ୍କ ଭାଷା, କଳା, ସଂସ୍କୃତି, ଐତିହ୍ୟର ସଂରକ୍ଷଣ ପାଇଁ ଏହା ଖର୍ଚ୍ଚ ହେବ...
ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲା ଶହୀଦ ସରୋଜଙ୍କ ପାର୍ଥିବ ଶରୀର
ଭୁବନେଶ୍ୱର,୭।୧୦: ସିକିିମ ବନ୍ୟାରେ ଶହୀଦ ହୋଇଥିବା ସରୋଜ କୁମାର ଦାସଙ୍କ ପାର୍ଥିବ ଶରୀର ଶନିବାର ଭୁବନେଶ୍ୱରରେ ପହଞ୍ଚିଛି। ଭୁବନେଶ୍ୱର ବିମାନ ବନ୍ଦରରେ ସରୋଜ କୁମାର ଦାସଙ୍କ ପାର୍ଥିବ ଶରୀର ପହଞ୍ଚିବା ପରେ ସେଠାରେ ବହୁ ବ୍ୟକ୍ତି ବିଶେଷ ତାଙ୍କ ଶେଷ...
ଗଙ୍ଗନଗରରେ ହେବ ରାଜସ୍ଥାନୀ ରାଜମହଲ
ଭୁବନେଶ୍ୱର,୭।୧୦(ଅନୁରାଧା ମହାରଣା): ୧୯୯୦ ମସିହାରୁ ଗଙ୍ଗନଗର ଯୁବପରିଷଦ ପକ୍ଷରୁ ଦୁର୍ଗାପୂଜା ଆୟୋଜିତ ହୋଇଆସୁଛି। ମା’ଙ୍କ ଆବାହନରୁ ବିସର୍ଜନ ପର୍ଯ୍ୟନ୍ତ ସବୁକିଛି ବିଧି ଓ ପରମ୍ପରା ମୁତାବକ କରାଯାଉଥିବାବେଳେ ସହରର ଅନ୍ୟ ପୂଜା କମିଟି ଭଳି ପୂଜା ଆୟୋଜନକୁ ଆକର୍ଷଣୀୟ କରିବା...
ନବଜାତକଙ୍କ ଫୁଟ୍ ପ୍ରିଣ୍ଟ୍ ନିଆଯିବା ସହ ଟ୍ୟାଗ୍ ଲଗାଯିବ
ଭୁବନେଶ୍ୱର, ୭।୧୦(ଅସମାପିକା ସାହୁ): କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଅଭିଯୋଗ ଘଟଣାକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଡିଏନ୍ଏ ରିପୋର୍ଟ ଆସିବା ପରେ ଅଭିଯୋଗକାରୀ ପ୍ରାଣକୃଷ୍ଣ ବିଶ୍ୱାଳଙ୍କ ସ୍ତ୍ରୀଙ୍କର ପୁଅ ନୁହେଁ, ଝିଅ ହୋଇଥିବା ସ୍ପଷ୍ଟ ହୋଇଛି। ତେବେ...
Archives


