ପୁଣି ଫେରୁଛି ବର୍ଷା: ୧୧, ୧୨ରେ ଏହି ସବୁ ଜିଲାରେ ବର୍ଷିବ
ଭୁବନେଶ୍ୱର,୮।୨: ପୁଣି ଫେରୁଛି ବର୍ଷା। ଆସନ୍ତା ୧୧ ଓ ୧୨ ତାରିଖରେ ରାଜ୍ୟରେ କେତେକ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁଯାୟୀ, ୧୧ ତାରିଖରେ…
ଅନ୍ତରୀଣ ବଜେଟ: ମିଶନ ଶକ୍ତି ସ୍କୁଟର ଯୋଜନା ପାଇଁ ୫୨୯ କୋଟି
ଭୁବନେଶ୍ବର,୮।୨ : ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ ବିଧାନସଭାରେ ଆଗତ ହୋଇଛି । ଗୁରୁବାର ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ୧ ଲକ୍ଷ ୧୮ ହଜାର କୋଟିର କାମଚଳା ବଜେଟ ଉପସ୍ଥାପନ କରିଛନ୍ତି । ଏଥିରେ ୫୩ ଲକ୍ଷ ସାମାଜିକ…
ବିଧାନସଭାରେ ଆଗତ ହେଲା ଅନ୍ତରୀଣ ବଜେଟ: କୃଷି ପାଇଁ ୨୮ ହଜାର ୯୪୪ କୋଟିର ବ୍ୟୟବରାଦ
ଭୁବନେଶ୍ବର,୮।୨ : ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ ବିଧାନସଭାରେ ଆଗତ ହୋଇଛି । ଗୁରୁବାର ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ୧ ଲକ୍ଷ ୧୮ ହଜାର କୋଟିର କାମଚଳା ବଜେଟ ଉପସ୍ଥାପନ କରିଛନ୍ତି । ନିଜର ବଜେଟ ଉପସ୍ଥାପନ ବେଳେ…
ଖବରଦାତାଙ୍କ ପେନ୍ସନ୍ ଦାବି ଉଠାଇଲେ ନରସିଂହ
ଭୁବନେଶ୍ୱର,୮ା୨(ଅନିଲ ଦାସ): ଖବରଦାତାମାନେ ନିଜର ଦାବି ପାଇଁ ଲୋୟର ପିଏମ୍ଜିରେ ଧାରଣାରେ ବସୁଛନ୍ତି। ଅନ୍ୟ ରାଜ୍ୟଗୁଡ଼ିକ ଖବରଦାତାଙ୍କୁ ପେନ୍ସନ୍ ଓ ସୁରକ୍ଷା ଦେଉଥିବା ବେଳେ ଓଡ଼ିଶା ସରକାର ଏ ଦିଗରେ କୌଣସି ପଦକ୍ଷେପ ନେଉନାହାନ୍ତି। ଲୋକ ସଭା ଭବନକୁ ମଧ୍ୟ ଖବରଦାତାମାନଙ୍କୁ…
ବିରୋଧୀଙ୍କ ପାଇଁ ମୁଁ ଡାଇଭଲ ବଟିକା: ଅରୁଣ ସାହୁ
ଭୁବନେଶ୍ୱର,୮ା୨(ଅନିଲ ଦାସ): ରାଜ୍ୟ ସରକାର ଯେତେ ଯାହା ବିକାଶ କଲେ ମଧ୍ୟ ବିରୋଧୀ ଦଳଙ୍କୁ ତାହା ଦେଖାଯାଉନାହିଁ। ଯେକୌଣସି କଥାରୁ ଖିଅ ବାହାର କରିବା ବିରୋଧୀଙ୍କ ଏକ ଅଭ୍ୟାସରେ ପରିଣତ ହେଲାଣି ବୋଲି ବିଜେଡି ବିଧାୟକ ଅରୁଣ ସାହୁ କହିଛନ୍ତି। ସେ…
ଚିଟ୍ଫଣ୍ଡ ସଂସ୍ଥାରେ ଇଡିର ଚଢ଼ାଉ
ଭୁବନେଶ୍ୱର,୮ା୨: ଚିଟ୍ଫଣ୍ଡ ସଂସ୍ଥା ଉପରେ ଗୁରୁବାର ଇଡିର ବଡ଼ଧରଣର ଚଢ଼ାଉ ହୋଇଛି। ଗୋଲ୍ଡେନ୍ ଲ୍ୟାଣ୍ଡ ଡେଭଲପର୍ସ ପ୍ରାଇଭେଟ୍ ଲିମିଟେଡ୍ ଉପରେ ଏହି ଚଢ଼ାଉ ହୋଇଛି। ୯୦୦ କୋଟି ଟଙ୍କା ଠକେଇ ଅଭିଯୋଗରେ ଇଡି ଏହି ଚଢ଼ାଉ କରିଥିବା ଜଣାପଡ଼ିଛି। ଓଡ଼ିଶା ସମେତ…
ରାଜ୍ୟ ସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ
ଭୁବନେଶ୍ୱର,୮।୨: ରାଜ୍ୟ ସଭା ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜିଠାରୁ ଫେବୃଆରୀ ୧୫ଯାଏ ପ୍ରାର୍ଥୀମାନେ ନାମାଙ୍କନପତ୍ର ଦାଖଲ କରିବେ। ଫେବୃଆରୀ ୧୬ ତାରିଖରେ ନାମାଙ୍କନପତ୍ର ଯାଞ୍ଚ ହେବ । ସେହିପରି ୨୦ ଫେବୃଆରୀ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର…
ରାଜ୍ୟ ସଭା ନିର୍ବାଚନ ପାଇଁ ଗୁରୁବାର ପ୍ରକାଶ ପାଇବ ବିଜ୍ଞପ୍ତି, ୧୫ଯାଏ ନାମାଙ୍କନ ଦାଖଲ
ଭୁବନେଶ୍ୱର,୮।୨: ରାଜ୍ୟ ସଭା ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇବାକୁ ଯାଉଛି । ଆଜିଠାରୁ ଫେବୃଆରୀ ୧୫ଯାଏ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିବେ। ଫେବୃଆରୀ ୧୬ ତାରିଖରେ ନାମାଙ୍କନପତ୍ର ଯାଞ୍ଚ ହେବ । ସେହିପରି ୨୦ ଫେବୃଆରୀ ସୁଦ୍ଧା…
ବିଧାନସଭା ବଜେଟ୍ ଅଧିବେଶନ: ଆଜି ଆସିବ କାମଚଳା ବଜେଟ୍
ଭୁବନେଶ୍ୱର,୮।୨: ଚାଲିଛି ବିଧାନସଭାର ବଜେଟ ଅଧିବେଶନ। ଗୁରୁବାର ଉପସ୍ଥାପନ ହେବ କାମଚଳା ବଜେଟ। ବିଧାନସଭାରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସଂଧ୍ୟା ୫ଟା ବେଳେ ବଜେଟ ଉପସ୍ଥାପନ କରିବେ। ତେବେ ଷୋଡଶ ବିଧାନସଭାରେ ଏହା ହେବ…
ଏସ୍ସିବି ପରିସରରେ ଜେରକ୍ସ ସୁବିଧା ନାହିଁ
କଟକ,୮ା୨(ଶିଳ୍ପା ପ୍ରିୟଦର୍ଶିନୀ)ଏସ୍ସିବି ମେଡିକାଲ ପରିସରରେ ଜେରକ୍ସ ସୁବିଧା ନ ଥିବା ରୋଗୀ ସମ୍ପର୍କୀୟମାନେ ଅଭିଯୋଗ କରିଛନ୍ତି। ଫଳରେ ଜେରକ୍ସ କରିବା ପାଇଁ ସେମାନଙ୍କୁ ମେଡିକାଲ ବାହାରକୁ ଯିବାକୁ ପଡୁଛି। ଏହାକୁ ନେଇ ସେମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ତୁରନ୍ତ ମେଡିକାଲ କର୍ତ୍ତୃପକ୍ଷ…
ସରକାର ପାଇଛନ୍ତି ୨୮ ନୂଆ ଜିଲା ପ୍ରସ୍ତାବ
ଭୁବନେଶ୍ୱର,୮।୨(ଅନିଲ ଦାସ)ବରଗଡ଼ ଜିଲାର ପଦ୍ମପୁର ନିର୍ବାଚନମଣ୍ଡଳୀକୁ ଜିଲା ଘୋଷଣା କରିବାକୁ ରାଜ୍ୟ ସରକାରଙ୍କ ପ୍ରସ୍ତାବ ଥିବାବେଳେ ରାଜ୍ୟର ଅନ୍ୟାନ୍ୟ ଜିଲାରୁ ମଧ୍ୟ ନୂତନ ଜିଲା ଗଠନ ଦାବି ବଢ଼ିବାରେ ଲାଗିଛି। ୧୫ ଜିଲାରୁ ପଦ୍ମପୁର ସମେତ ୨୮ଟି ନୂଆ ରାଜସ୍ବ ଜିଲା…
ଓଡ଼ିଆ ଭାଷା ଗବେଷଣା ପାଇଁ କର୍ପସ ପାଣ୍ଠି
ଭୁବନେଶ୍ୱର,୮।୨(ସୁନିତ୍ ମିଶ୍ର)ଓଡ଼ିଆ ଭାଷାରେ ଅନ୍ତର୍ଜାତୀୟ ଓ ଜାତୀୟ ସ୍ତରରେ ଗବେଷଣା ନିମନ୍ତେ ୧୦ କୋଟି ଟଙ୍କା ଅନୁଦାନରେ ଏକ କର୍ପସ ପାଣ୍ଠି ଗଠନ କରାଯିବ। ପୁରୀ ଜିଲା ସତ୍ୟବାଦୀଠାରେ ପ୍ରତିଷ୍ଠିତ ଓଡ଼ିଆ ବିଶ୍ୱବିଦ୍ୟାଳୟ ଜରିଆରେ ଏହା କାର୍ଯ୍ୟକାରୀ ହେବା ନେଇ ନିଷ୍ପତ୍ତି…
Archives


