ମେଟ୍ରୋ

୧୫ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୫।୨(ସତ୍ୟଜିତ୍‌ ରାଉତ): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ଗଡ଼ିଆପଡ଼ା ଗ୍ରାମ ନିକଟରେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ରବିବାର ଚଢ଼ାଉ କରି ୩ କୁଇଣ୍ଟାଲ ୩ କେଜି ଗଞ୍ଜେଇ ଜବତ କରିଛି। ଏଥିସହ ଚାଲାଣକାରୀଙ୍କୁ ଏସ୍‌ଟିଏଫ୍‌ ଗିରଫ କରିଛି।…

ପ୍ରତି ୫ ବର୍ଷରେ ହେବ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ: ଆଉ ୩ ଦିନ ଖୋଲା ରହିବ ମ୍ୟୁଜିୟମ

ଭୁବନେଶ୍ୱର, ୫।୨(ଅସମାପିକା ସାହୁ): ପ୍ରତି ୫ ବର୍ଷରେ ଥରେ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବ। ଭୁବନେଶ୍ୱର ଜନତା ମଇଦାନରେ ଚାଲିଥିବା ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଉଦ୍‌ଯାପନ ଅବସରରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଘୋଷଣା…

ଆମ୍ବେଡକରଙ୍କ ନାମରେ ନାମିତ ହେବ ବରମୁଣ୍ଡା ବସ୍‌ଷ୍ଟାଣ୍ଡ

ଭୁବନେଶ୍ୱର,୫ା୨(ଅସମାପିକା ସାହୁ): ସମ୍ବିଧାନ ପ୍ରଣେତା ଡକ୍ଟର ଭୀମରାଓ ରାମଜୀ ଆମ୍ବେଡକରଙ୍କ ନାମରେ ନାମିତ ହେବ ନବନିର୍ମିତ ବରମୁଣ୍ଡା ବସ୍‌ଷ୍ଟାଣ୍ଡ। ଏନେଇ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଡକ୍ଟର ଆମ୍ବେଡକର ଜଣେ ଦୂରଦର୍ଶୀ ନେତା ତଥା ସମର୍ପିତ…

ରାଜ୍ୟରେ ବଢିଛି ମୁଣ୍ଡପିଛା ଆୟ, ହ୍ରାସ ପାଇଛି ବେକାରୀ ଅଭିବୃଦ୍ଧି ହାର: ରାଜ୍ୟପାଳ

ଭୁବନେଶ୍ୱର,୫।୨: ଓଡିଶା ରାଜ୍ୟପାଳ ରଘୁବର ଦାସ ସୋମବାର ବିଧାନସଭାରେ ବଜେଟ ଅଧିବେଶନରେ ନିଜର ଅଭିଭାଷଣ ରଖିଛନ୍ତି। ସେଥିରେ ସେ ରାଜ୍ୟର ଅର୍ଥନୀତି ଅଭିବୃଦ୍ଧି ଉପରେ ଆଲୋକପାତ କରିଛନ୍ତି। ସେ କହିଛନ୍ତି, କରୋନା ପରେ ରାଜ୍ୟ ଅର୍ଥନୀତି ଦୃତ ଗତିରେ ବୃଦ୍ଧି ପାଇଛି।…

ବାରବାଟୀ-କଟକ ନିର୍ବାଚନମଣ୍ଡଳୀ ବୈଠକ: ସୁବାସ ସିଂ, ଅରିନ୍ଦମଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

କଟକ,୫।୨:(ଶିଳ୍ପା ପ୍ରିୟଦର୍ଶିନୀ) ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ନେଇ ରବିବାର ବାରବାଟୀ-କଟକ ନିର୍ବାଚନମଣ୍ଡଳୀ ପକ୍ଷରୁ ଜିଲା ବିଜେଡି ସଭାପତି ଦେବାଶିଷ ସାମନ୍ତରାୟଙ୍କ ନେତୃତ୍ୱରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବରିଷ୍ଠ ବିଜେଡି ନେତା, ବିଜୁ ଯୁବ ଛାତ୍ର ନେତା,…

କଂଗ୍ରେସ ଟିକେଟ ପାଇଁ ଅନ୍‌ଲାଇନ ଆବେଦନ

ଭୁବନେଶ୍ୱର,୫ା୨(ସୁନିତ୍‌ ମିଶ୍ର): କଂଗ୍ରେସ ଟିକେଟ ଆଶାୟୀଙ୍କ ପାଇଁ ଦଳ ପକ୍ଷରୁ ଅନ୍‌ଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଓଡ଼ିଶାରେ କଂଗ୍ରେସ ପକ୍ଷରୁ ପ୍ରଗମନ ଅଭିଯାନ ଆରମ୍ଭ କରାଯାଇଛି। ରବିବାର ଠାରୁ ଟିକେଟ ଆଶାୟୀମାନେ www.pragaman.inରେ ଅନ୍‌ଲାଇନ ଯୋଗେ ଆବେଦନ କରିପାରିବେ। ଆସନ୍ତା…

ଆଜିଠୁ ବିଧାନସଭା ବଜେଟ ଅଧିବେଶନ

ଭୁବନେଶ୍ୱର,୫।୨(ସୁନିତ୍‌ ମିଶ୍ର): ଷୋଡ଼ଶ ବିଧାନସଭାର ପଞ୍ଚଦଶ ଅଧିବେଶନ ସୋମବାରଠାରୁ ଆରମ୍ଭହୋଇ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହା ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଶେଷ ଅଧିବେଶନ ହୋଇପାରେ। ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନରେ…

ଓଡ଼ିଆ ପାଠ୍ୟକ୍ରମରେ ବିଜୁ ପଟ୍ଟନାୟକ ସ୍ବତନ୍ତ୍ର କେନ୍ଦ୍ର ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର-ଜେଏନ୍‌ୟୁ ବୁଝାମଣାପତ୍ର ସ୍ବାକ୍ଷରିତ

ଭୁବନେଶ୍ୱର,୪ା୨(ଅସମାପିକା ସାହୁ): ନୂଆଦିଲ୍ଲୀ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ପାଠ୍ୟକ୍ରମରେ ବିଜୁ ପଟ୍ଟନାୟକ ସ୍ବତନ୍ତ୍ର କେନ୍ଦ୍ର ପ୍ରତିଷ୍ଠା ନିମନ୍ତେ ଓଡ଼ିଶା ସରକାର ଓ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ,ନୂଆଦିଲ୍ଲୀ ମଧ୍ୟରେ ଏକ ବୁଝାମଣାପତ୍ର ସ୍ବାକ୍ଷର ହୋଇଛି। ରବିବାର ଲୋକସେବା ଭବନଠାରେ ଆୟୋଜିତ ବୁଝାମଣାପତ୍ର…

ସନ୍ଧ୍ୟାରେ ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର ୪।୨ : ଷୋଡ଼ଶ ବିଧାନସଭା ଅନ୍ତିମ ଅଧିବେଶନ ଆଗାମୀ ୫ ତାରିଖଠାରୁ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନ ୧୩ ତାରିଖ ଯାଏ ଚାଲିବ । ଏଥିରେ କାମଚଳା ବଜେଟ୍‌ ଉପସ୍ଥାପନ ହେବ । ତେବେ ବିଧାନସଭା ଅଧିବେଶନକୁ ଶାନ୍ତିଶୃଙ୍ଖଳାର…

ସରକାର ଚାଷୀଙ୍କ ବଡ଼ ଶତ୍ରୁ: କଂଗ୍ରେସ

ଭୁବନେଶ୍ୱର,୪।୨(ସୁନିତ୍‌ ମିଶ୍ର): ରାଜ୍ୟର ଶାସନ ଦାୟିତ୍ୱରେ ଥିବା ସରକାର ଚାଷୀଙ୍କ ସବୁଠୁ ବଡ଼ ଶତ୍ରୁ। କୃଷକଙ୍କ ବନ୍ଧୁ ବୋଲି ଦାବି କରୁଥିବା ଏହି ସରକାର ବାସ୍ତବରେ ଚାଷୀଙ୍କୁ ଲୁଟ୍‌ କରିବାରେ ଧୁରନ୍ଧର। କାଳିଆ ଯୋଜନାରେ ରାଜ୍ୟର ଚାଷୀଙ୍କୁ ୧,୮୭୯ କୋଟି ଟଙ୍କାର…

ଉତ୍କଳଙ୍କ କୁଶପୁତ୍ତଳିକା ଦାହକଲେ ବିଧାୟିକାଙ୍କ ସମର୍ଥକ

ପାଟକୁରା, ୪।୨(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଜେଡିରେ ଏବେ ଗୋଷ୍ଠୀକନ୍ଦଳ ପଦାରେ ପଡ଼ିଛି। ପୂର୍ବତନ ବିଧାୟକ ସ୍ବର୍ଗତ ବେଦପ୍ରକାଶ ଅଗ୍ରୱାଲଙ୍କ ବିରୋଧରେ ବିଜେଡି ଜିଲା ସଭାପତି ଉତ୍କଳ କେଶରୀ ପରିଡ଼ା ଅଶାଳୀନ ମନ୍ତବ୍ୟ ଦେଇଥିଲେ। ଏହାର ପ୍ରତିବାଦରେ ବିଧାୟିକା…

ଓଡ଼ିଶାର ଇଣ୍ଟିଗ୍ରେଟେଡ୍‌ ବି.ଏସ୍‌ସି ବି.ଏଡ୍‌ ପ୍ରମାଣପତ୍ର ବୈଧ ହେଲାନି

କଟକ,୪ା୨ (କାର୍ତ୍ତିକ ସାହୁ)ଓଡ଼ିଶାର ଇଣ୍ଟିଗ୍ରେଟେଡ୍‌ ବି.ଏଡ୍‌. ସିବିସିଏସ୍‌ ପାଠ୍ୟକ୍ରମରେ ଯୋଗ୍ୟତା ହାସଲ କରିଥିବା ୩୧ ଜଣ ଛାତ୍ରୀଛାତ୍ର ଜାତୀୟ ସ୍ତରୀୟ ନିଯୁକ୍ତିରୁ ବଞ୍ଚିତ ହୋଇଛନ୍ତି। ସେମାନେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଇ-ମେଲ୍‌ ଯୋଗେ ଅବଗତ କରାଇଥିବା ସୂଚନା ଦେଇଛନ୍ତି। ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri