ଆରମ୍ଭ ହେଲା ଏକାମ୍ର ଉତ୍ସବ
ଭୁବନେଶ୍ୱର, ୪।୨ (ବନ୍ଦନା ସେଠୀ)ବର୍ଷକ ପରେ ପୁଣି ଥରେ ନୂଆ ରୂପରେ ଫେରିଛି ସିଟିଫେଷ୍ଟ। ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ପରିପ୍ରେକ୍ଷୀରେ ଓଡ଼ିଆ ଭାଷା, ସଂସ୍କୃତିର ଅନ୍ୟତମ ଅଂଶ ସ୍ବରୂପ ଶନିବାର ଠାରୁ ଆରମ୍ଭ ହୋଇଛି ‘ଏକାମ୍ର ଉତ୍ସବ’। ବିଡ଼ିଏ…
ସୋମବାର ବିଜେଡି, ଭାଜପା, କଂଗ୍ରେସର ବିଧାୟକ ଦଳ ବୈଠକ
ଭୁବନେଶ୍ୱର,୪ା୨(ସୁନିତ୍ ମିଶ୍ର)ଷୋଡ଼ଶ ବିଧାନସଭାର ପଞ୍ଚଦଶ ଅଧିବେଶନ ଆସନ୍ତା ୫ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ୨୦୨୪ ସାଧାରଣ ନିର୍ବାଚନ ନେଇ କୌଣସି ସମୟରେ ତାରିଖ ଘୋଷଣା ହୋଇଯାଇପାରେ। ଆସନ୍ତା ନିର୍ବାଚନ ପୂର୍ବରୁ ଏହା ଶେଷ ଅଧିବେଶନ ହୋଇପାରେ। ସରକାର ଏହି ଅଧିବେଶନରେ…
ଓଡ଼ିଆ ଭାଷା ଆନ୍ଦୋଳନର ସଭାପତି ସମ୍ବର୍ଦ୍ଧିତ
ଭୁବନେଶ୍ୱର,୩ା୨: ଓଡ଼ିଶା ସରକାରଙ୍କ ପକ୍ଷରୁ ରାଜଧାନୀ ଭୁବନେଶ୍ୱରରେ ଶନିବାର ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯାଇଥିବାରୁ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ‘ସଂସ୍କୃତି ଓ ସଂସ୍କୃତି’ ପକ୍ଷରୁ ଅଭିନନ୍ଦନ ଜ୍ଞାପନ କରାଯାଇଛି। ଏହି ଅବସରରେ ବୁଦ୍ଧ ମନ୍ଦିର ପରିସରରେ ଆୟୋଜିତ…
ଦୁଇଦିନ ଘନକୁହୁଡ଼ି: ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୩ା୨: ରାଜ୍ୟରେ ଆସନ୍ତା ୨ ଦିନ ଘନକୁହୁଡ଼ି ଜାରି ରହିବ। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲାରେ ଘନକୁହୁଡ଼ି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, ନୟାଗଡ଼, କୋରାପୁଟ,…
ଭାଷାବିତ୍ ଡ. ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମାନ
ଭୁବନେଶ୍ୱର,୩।୨: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ୨୦୨୪ ଉଦ୍ଘାଟିତ ହୋଇଛି। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ସାମୂହିକ ବନ୍ଦେ ଉତ୍କଳ ଗାନ କରାଯାଇଥିଲା । ପର ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିବା ଅତିଥୀଙ୍କୁ ସମ୍ବୋଧିତ କରିଥିଲେ…
ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ୨୦୨୪ ଉଦ୍ଘାଟିତ: ୩ ଦିନ ଧରି ଚାଲିବ ଏହି ମହାକୁମ୍ଭ
ଭୁବନେଶ୍ୱର,୩।୨: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ୨୦୨୪ ଉଦ୍ଘାଟିତ ହୋଇଛି। ଶନିବାରଠୁ ଜନତା ମଇଦାନରେ ଭାଷାର ଏହି ମହାକୁମ୍ଭ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମ ଲାଗି ଦେଶ ବିଦେଶରୁ ୧୦୦ରୁ ଅଧିକ ଶିକ୍ଷାବିତ୍ ଯୋଗ ଦେଇଛନ୍ତି । ୩…
ବିଶ୍ୱ ଦେଖିବ ପ୍ରଥମ ଓଡ଼ିଆ ଭାଷା ସମ୍ମିଳନୀ
ଭୁବନେଶ୍ୱର,୩।୨(ଶର୍ମିଷ୍ଠା ପାଣିଗ୍ରାହୀ/ଅନିଲ ଦାସ): ଓଡ଼ିଶା ପ୍ରଥମ ଭାଷାଭିତ୍ତିକ ରାଜ୍ୟ। ପ୍ରଥମ ଥର ପାଇଁ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରି ପୁଣିଥରେ ଓଡ଼ିଶା ବିଶ୍ୱରେ ନିଜର ସ୍ବତନ୍ତ୍ରତା ପ୍ରତିପାଦନ କରିଛି। ସବୁଠି ଉତ୍ସାହ, ଉଦ୍ଦୀପନା। ଭାଷାକୁ ନେଇ ସବୁଠି ପାଳନ…
ମାନସିକ ଭାରସାମ୍ୟ ହରାଇଲେଣି ପ୍ରଦୀପ: ବିକ୍ରମ ପଣ୍ଡା
ଭୁବନେଶ୍ୱର,୨।୨(ଅନିଲ ଦାସ): ନିଜ ନିର୍ବାଚନମଣ୍ଡଳୀ ଲୋକଙ୍କୁ ଚାକିରି ଦେବା ନାଁରେ ଲୁଟିଥିବା ପ୍ରଦୀପ ପାଣିଗ୍ରାହୀ ଏବେ ମାନସିକ ଭାରସାମ୍ୟ ହରାଇ ବସିଲେଣି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ କୋର୍ଟ ଚାର୍ଜଫ୍ରେମ୍ କରିବା ପରେ ତାଙ୍କର ପ୍ରବଳ ମୁଣ୍ଡଦୋଷ ବାହାରିଛି ।…
ଓଡ଼ିଶାର ଜନଜାତି ଭାଷା ଏକ ବିହଙ୍ଗମ ଦୃଷ୍ଟି
ଓଡ଼ିଶା ଖୁବ୍ ଚର୍ଚ୍ଚିତ ଦୁଇଟି କ୍ଷେତ୍ରକୁ ନେଇ। ପ୍ରଥମଟି ହେଉଛି ଜଗନ୍ନାଥ କ୍ଷେତ୍ର ଏବଂ ଅନ୍ୟଟି ଜନଜାତି କ୍ଷେତ୍ର। ଜଗନ୍ନାଥ ଓଡ଼ିଶାର ଭାବନା ସହ ଜଡ଼ିତ। ଦ୍ୱିତୀୟଟି ସଂସ୍କୃତି ସହ ପ୍ରକୃତିକୁ ନେଇ ଗତିଶୀଳ। ଜନଜାତିମାନେ ଓଡ଼ିଶାର ଉପକୂଳ ଅଞ୍ଚଳକୁ ଛାଡ଼ିଦେଲେ…
ପ୍ରବହମାନତା ହିଁ ଭାଷାକୁ ଜୀବନ୍ତ କରି ରଖେ
ସମୟର ଆହ୍ବାନକୁ ଠିକ୍ ଭାବରେ ମୁକାବିଲା ନ କରିପାରିଲେ ଭାଷା ବିଲୁପ୍ତି ଅବଶ୍ୟମ୍ଭାବୀ। ପୃଥିବୀ ପୃଷ୍ଠରୁ ବହୁ ଭାଷା ବିଲୁପ୍ତ ହେବା ପଛରେ ଏହା ଏକମାତ୍ର କାରଣ। ଭାଷାର ପ୍ରବହମାନତା ହିଁ ଭାଷାକୁ ଜୀବନ୍ତ କରି ରଖେ। ଯଦି ଭାଷାର ପ୍ରବହମାନତା…
ଓଡ଼ିଆ ଭାଷାର ସମନ୍ବିତ ବିକାଶରେ ଆଦିବାସୀ ଭାଷାର ଭୂମିକା
ଯେକୌଣସି ସଭ୍ୟତାର ବାହି୍ୟକ ପରିପ୍ରକାଶ ହେଉଛି ତାର ସଂସ୍କୃତି। ଗୋଟିଏ ସଭ୍ୟତା ନିର୍ମାଣ ପଛରେ ଥାଏ ଏକାଧିକ ଲୋକ ସଂସ୍କୃତି। ଆଉ ମଧ୍ୟ ଗୋଟିଏ ସଂସ୍କୃତିର ଆବିର୍ଭାବ ହଠାତ ହୁଏ ନାହିଁ ବା ବାହାରୁ ଆଣି କେହି କେବେ ଥୋପି ଦେଇପାରେ…
ଦଶମ କିମ୍ବା ଦ୍ୱାଦଶ ପରୀକ୍ଷାରେ ପାସ୍ କରିଥିବା ଯୁବତୀଯୁବକଙ୍କ ପାଇଁ ରେଳ ବିଭାଗରେ ବମ୍ପର ଚାକିରି ସୁଯୋଗ: ତୁରନ୍ତୁ କରନ୍ତୁ ଆବେଦନ
ନୂଆଦିଲ୍ଲୀ,୨।୨: ନିକଟରେ ରେଳ ବିଭାଗ ପକ୍ଷରୁ ଆଗକୁ ବମ୍ପର ନିଯୁକ୍ତି ସୁଯୋଗ ହେବ। ଏହି କ୍ରମରେ ରେଲଓ୍ବେ ନିଯୁକ୍ତି ସେଲ (ଆରଆରସି) ଦକ୍ଷିଣ ରେଳଓ୍ବେ (Southern Railway) ନୂତନ ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି କରିଛି। ରେଳବାଇ ନିଯୁକ୍ତି ସେଲ ୨୮୬୦…
Archives


