ମେଟ୍ରୋ

୩ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୯।୯: ଉତ୍ତର-ପୂର୍ବ ପାର୍ଶ୍ୱବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଶୁକ୍ରବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ୪୮ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ପରେ ପଶ୍ଚିମବଙ୍ଗ ଉତ୍ତର ଓ ଉପକୂଳ ମୁହାଁ ହେବାର...

୬୫ବର୍ଷ ପରେ ବି ମୌଳିକ ସୁବିଧାରୁ ଦୂରରେ

ଭୁବନେଶ୍ୱର,୨୯।୯ (ବନ୍ଦନା ସେଠୀ): ଭୁବନେଶ୍ୱରର ପ୍ରଥମ ହାଟ ଭାବେ ୧୯୫୮ରେ ଆରମ୍ଭ ହୋଇଥିଲା ୧ନଂ. ହାଟ। ସହର ଏବଂ ଆଖପାଖ ଉପକଣ୍ଠ ଅଞ୍ଚଳର ହଜାର ହଜାର ଲୋକ ଏହା ଉପରେ ନିର୍ଭର କରୁଛନ୍ତି। ୧୯୬୨ରେ ଜିଏ ବିଭାଗ ପ୍ରଥମେ ୯୫୨ଜଣ...

ବନ୍ଦ ହେଲା ୧ନଂ. ହାଟ

ଭୁବନେଶ୍ୱର,୨୯।୯(ବନ୍ଦନା ସେଠୀ): ୟୁନିଟ୍‌-୨ ମାର୍କେଟ ବିଲ୍ଡିଂ ପରେ ଏବେ ୧ ନମ୍ବର ହାଟରେ ମାର୍କେଟ ଆସୋସିଏଶନ୍‌ ଏବଂ ଭେଣ୍ଡିଂଜୋନ୍‌ ବ୍ୟବସାୟୀଙ୍କ ମଧ୍ୟରେ ବିବାଦ ଦେଖିବାକୁ ମିଳିଛି। ଫୁଟ୍‌ପାଥ୍‌ ଉପରେ ଦୋକାନ କରିଥିବା ବ୍ୟବସାୟୀମାନେ ଦୋକାନ ଆୟତ୍ତନର ଦୁଇଗୁଣ ବାହାରକୁ ଜବରଦଖଲ...

ମେଧା ତାଲିକା ପ୍ରକାଶ, ୩ରୁ ନାମଲେଖା

ଭୁବନେଶ୍ୱର, ୨୯।୯(ଅସମାପିକା ସାହୁ):୨୦୨୩-୨୪ ଶିକ୍ଷାବର୍ଷ ପାଇଁ ରାଜ୍ୟରେ ଥିବା ବିଶ୍ୱବିଦ୍ୟାଳୟରେ ଦ୍ୱିତୀୟ ପର୍ଯ୍ୟାୟ ପିଜି ନାମଲେଖା ନିମନ୍ତେ ଗୁରୁବାର ମେଧା ତାଲିକା ପ୍ରକାଶ ପାଇଛି। ମନୋନୀତ ଛାତ୍ରୀଛାତ୍ରମାନେ ଅକ୍ଟୋବର ୩ ତାରିଖ ପୂର୍ବାହ୍ନ ୧୦ଟାରୁ ୫ତାରିଖ ସନ୍ଧ୍ୟା ୫ଟା ଭିତରେ...

ଘୂର୍ଣ୍ଣିବଳୟ ସୃଷ୍ଟି, ୧ରୁ ବର୍ଷିବ

ଭୁବନେଶ୍ୱର, ୨୯।୯(ଅସମାପିକା ସାହୁ):ମ୍ୟାନ୍‌ମାର ଏବଂ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ...

କଥାକାର ଭୀମ ପୃଷ୍ଟି ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର,୨୯।୯(ଶର୍ମିଷ୍ଠା ପାଣିଗ୍ରାହୀ):ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ ଚଳିତ ବର୍ଷର ୪୪ତମ ଶାରଳା ପୁରସ୍କାରରେ ବିଶିଷ୍ଟ କଥାକାର ଭୀମ ପୃଷ୍ଟି ସମ୍ମାନିତ ହେବେ। ୨୦୧୭ ମସିହାରେ ପଶ୍ଚିମା ପବ୍ଲିକେଶନ୍‌ ଦ୍ୱାରା ପ୍ରକାଶିତ ତାଙ୍କ ଉପନ୍ୟାସ ‘ଜମ୍ବୁଲୋକ’ ପାଇଁ ଏହି ପୁରସ୍କାର ପ୍ରଦାନ...

୧୫ ଜିଲାକୁ ଭୂମିକମ୍ପ ବିପଦ

ଭୁବନେଶ୍ୱର,୨୯ା୯(ଅନିଲ ଦାସ):ରାଜ୍ୟର ୧୫ ଜିଲାକୁ ଭୂମିକମ୍ପ ବିପଦ ରହିଛି। ସେହି ଜିଲାଗୁଡ଼ିକ ହେଲା ପୁରୀ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ବାଲେଶ୍ୱର ଓ ମୟୂରଭଞ୍ଜ। କେନ୍ଦ୍ର ସରକାରଙ୍କ ଗୃହ...

୨ ଭାଜପା ବିଧାୟକ ବିଧାନସଭାରୁ ସସ୍‌ପେଣ୍ଡ

ଭୁବନେଶ୍ୱର,୨୮।୯(ସୁନିତ୍‌ ମିଶ୍ର): ବିଧାନସଭା ଅଧିବେଶନରେ ବାଚସ୍ପତିଙ୍କ ପୋଡିୟମ ଉପରକୁ ଡାଲି ଫିଙ୍ଗିବାରୁ ୨ ଭାଜପା ବିଧାୟକ ମୋହନ ମାଝୀ ଏବଂ ମୁକେଶ ମହାଲିଙ୍ଗଙ୍କୁ ଗୁରୁବାର ଗୃହରୁ ସସ୍‌ପେଣ୍ଡ କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ। ବିଧାନସଭା ଅଧିବେଶନରେ ଗୃହର ମଧ୍ୟଭାଗକୁ ଚାଲିଆସି...

ବିଶିଷ୍ଟ କୃଷି ବୈଜ୍ଞାନିକ ଡ. ଏମ୍‌ଏସ୍‌ ସ୍ବାମୀନାଥନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୯(ଅସମାପିକା ସାହୁ): ବିଶିଷ୍ଟ କୃଷି ବୈଜ୍ଞାନିକ ଡ. ଏମ୍‌ଏସ୍‌ ସ୍ବାମୀନାଥନଙ୍କ ଗୁରୁବାର ଦେହାନ୍ତ ହୋଇଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରି କହିଛନ୍ତି, ବିଶିଷ୍ଟ ବୈଜ୍ଞାନିକ ଡକ୍ଟର ଏମ୍‌ଏସ୍‌ ସ୍ବାମୀନାଥନଙ୍କ ବିୟୋଗରେ ମୁଁ ଅତ୍ୟନ୍ତ ଦୁଃଖିତ।...

ଶବ୍ଦ ପ୍ରଦୂଷଣ: ସଚେତନତା ଅଭାବରୁ ବଢ଼ୁଛି ବିପଦ

ଭୁବନେଶ୍ୱର,୨୮।୯(ସତ୍ୟଜିତ୍‌ ରାଉତ)ରାଜ୍ୟରେ ଶବ୍ଦ ପ୍ରଦୂଷଣ ଚିନ୍ତା ବଢ଼ାଇଛି। ବିଭିନ୍ନ ସ୍ଥାନରେ ବିବାହ ରୋଷଣୀ, ଧାର୍ମିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆଦିରେ ମନଇଚ୍ଛା ମ୍ୟୁଜିକ୍‌ ସିଷ୍ଟମ୍‌ ଓ ଡିଜେ ବ୍ୟବହାର ଫଳରେ ଅତ୍ୟଧିକ ଶବ୍ଦ ପ୍ରଦୂଷଣ ହେଉଛି। ଏଥିଯୋଗୁ ଜନସାଧାରଣଙ୍କ ମଧ୍ୟରେ...

ଘରୋଇ ନମ୍ବରଯୁକ୍ତ ବାଇକ୍‌ର ପରିବହନ ସେବାକୁ ବିରୋଧ

ଭୁବନେଶ୍ୱର,୨୮।୯(ଅନୁରାଧା ମହାରଣା)ଅନ୍‌ଲାଇନ୍‌ ପରିବହନ ସେବା ପ୍ରଦାନ କରୁଥିବା ଓଲା, ରାପିଡୋ, ଉବର ପକ୍ଷରୁ ବହୁ ବାଇକ୍‌ ରାଜ୍ୟରେ ବେଆଇନ ଭାବେ ଚଳାଚଳ କରୁଛି। ବ୍ୟକ୍ତିଗତ କାମ ଉଦ୍ଦେଶ୍ୟରେ ଲୋକମାନେ ବାଇକ୍‌ କିଣି ତାହାକୁ ଏସବୁ କମ୍ପାନୀ ଅଧୀନରେ ଅନ୍‌ଲାଇନ୍‌ ପରିବହନ...

ଆୟୁଷ ଡାକ୍ତରୀ ଛାତ୍ରୀଛାତ୍ର-ପୋଲିସ ଧସ୍ତାଧସ୍ତି

ଭୁବନେଶ୍ୱର, ୨୮।୯(ଅସମାପିକା ସାହୁ)ରାଜ୍ୟରେ ଗତ ୨୧ବର୍ଷ ହେବ ଆୟୂଷ ଡାକ୍ତରଙ୍କ ପାଇଁ ନିଯୁକ୍ତି ବାହାରିନି। ଫଳରେ ବହୁ ଆୟୁଷ ଡାକ୍ତରୀ ଛାତ୍ରୀଛାତ୍ର ନିଯୁକ୍ତି ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ଶେଷରେ ନିଜ ଅଧିକାର ପାଇବାକୁ ସେମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ରାଜ୍ୟରେ ୫୦୦...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri