ରାଜ୍ୟ ପାଳୁଛି ୭୫ତମ ସାଧାରଣତନ୍ତ୍ର ଦିବସ
ଭୁବନେଶ୍ୱର,୨୬ା୧: ଶୁକ୍ରବାର ରାଜ୍ୟ ପାଳୁଛି ୭୫ତମ ସାଧାରଣତନ୍ତ୍ର ଦିବସ। ଏହି ଅବସରରେ ରାଜଧାନୀର ଗାନ୍ଧୀମାର୍ଗ ପୂରା ପ୍ରସ୍ତୁତ ରହିଛି। ରାଜ୍ୟପାଳ ରଘୁବର ଦାସ ଯୋଗଦେଇ ପରେଡରେ ଅଭିବାଦନ ଗ୍ରହଣ କରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ସାମିଲ ହେବାର…
ଆମ ସମ୍ବିଧାନ, ଆମ କଥା
ଆଜି ୭୫ତମ ସାଧାରଣତନ୍ତ୍ର ଦିବସ। ପିଲାମାନେ ଏହି ଦିବସଟିକୁ ଭଲ ଭାବେ ଜାଣିଛ ଆଉ ଆମେ ସମସ୍ତେ ଏହି ଦିନଟିକୁ ବିଦ୍ୟାଳୟରେ ଭାବ ଗମ୍ଭୀର ଓ ବଳିଦାନକୁ ସ୍ମରଣ ପୂର୍ବକ ପାଳନ କରିଥାଉ। ଦୀର୍ଘ ଦୁଇଶହ ବର୍ଷର ଇଂରେଜ ଶାସନର ଉପତ୍ୀଡ଼ନ…
କଳାକାର ସଂଘକୁ ମଜଭୁତ କରାଯିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୬ା୧(ଅନିଲ ଦାସ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ କନ୍ଫରେନ୍ସ ଜରିଆରେ ‘ଲୋକକଳା ମାଧ୍ୟମରେ ରୂପାନ୍ତରିତ ଓଡ଼ିଶା’ ଅଭିଯାନର ଶୁଭାରମ୍ଭ କରିଛନ୍ତି। ରାଜ୍ୟର ଲୋକକଳାକାରମାନଙ୍କ ଜରିଆରେ ସୂଚନା, ଶିକ୍ଷା ଓ ଯୋଗାଯୋଗ (ଆଇଇସି) କାର୍ଯ୍ୟକ୍ରମ ଚାଲିବ। ଲୋକମାନେ ପାଇବେ ବିକାଶ ଓ ରୂପାନ୍ତରିତ…
ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା
ଭୁବନେଶ୍ୱର,୨୫।୧(ଅନିଲଦାସ): ସାଧାରଣତନ୍ତ୍ର ଦିବସ ଅବ୍ୟହିତ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇ କହିଛନ୍ତି, ଆମ ଦେଶ ମହାତ୍ମା ଗାନ୍ଧୀ, ସୁଭାଷଙ୍କ ଦେଶ। ସତ୍ୟ, ଶାନ୍ତି , ଅହିଂସା, ନ୍ୟାୟ…
ଓଡ଼ିଶାର ୪ ପ୍ରତିଭାଙ୍କୁ ମିଳିବ ପଦ୍ମଶ୍ରୀ ପୁରସ୍କାର
ଭୁବନେଶ୍ୱର,୨୫।୧(ଶର୍ମିଷ୍ଠା ପାଣିଗ୍ରାହୀ): ୭୫ତମ ସାଧାରଣତନ୍ତ୍ର ଦିବସର ଅବ୍ୟବହିତ ପୂର୍ବରୁ ଗୁରୁବାର ମର୍ଯ୍ୟାଦାଜନକ ପଦ୍ମ ପୁରସ୍କାର ଘୋଷଣା କରିଛନ୍ତି ଭାରତ ସରକାର। ଏଥର ୫ଜଣଙ୍କ ପଦ୍ମବିଭୂଷଣ, ୧୭ଜଣଙ୍କୁ ପଦ୍ମ ଭୂଷଣ ଓ ୧୧୦ଜଣଙ୍କୁ ପଦ୍ମଶ୍ରୀ ସମ୍ମାନ ମିଳିବ। ୧୧୦ ପଦ୍ମଶ୍ରୀଙ୍କ ମଧ୍ୟରୁ ଓଡ଼ିଶାର…
‘୨୩ ବର୍ଷ ହେଲା ଲିଭ୍ ଇନ୍ରେ ଅଛନ୍ତି ବିଜେଡି ଓ ବିଜେପି’, ହାତଗଣ୍ଠି ପକାଇଲା କଂଗ୍ରେସ
ଭୁବନେଶ୍ୱର,୨୫।୧: ବିଜେଡି ଏବଂ ବିଜେପି ମଧ୍ୟରେ ଥିବା ସମ୍ପର୍କକୁ ନେଇ କଟାକ୍ଷ କଲା କଂଗ୍ରେସ। ଗୁରୁବାର ପ୍ରେସ ମିଟ୍ କରି କଂଗ୍ରେସ ପ୍ରଭାରୀ ଅଜୟ କୁମାର କହିଛନ୍ତି ‘ଦୁଇ ଦଳ ୨୩ ବର୍ଷ ହେଲା ଲିଭ୍ ଇନ୍ରେ ଅଛନ୍ତି। ଏବେ ଏହାକୁ…
ଏଥର ସାଧାରଣ ନିର୍ବାଚନରେ ନୂଆ ବ୍ୟବସ୍ଥା: ଯେଉଁଠି ଡ୍ୟୁଟି, ସେଇଠି ଭୋଟ୍
ଭୁବନେଶ୍ୱର,୨୫ା୧: ଏଥର ସାଧାରଣ ନିର୍ବାଚନରେ ଭୋଟ୍ ଦେବା ପାଇଁ ନୂଆ ବ୍ୟବସ୍ଥା କରାଯାଇଛି। ପୋଲିଂ କର୍ମଚାରୀ ଯେଉଁଠି ଡ୍ୟୁଟି କରିବେ, ସେଇଠି ଭୋଟ୍ ଦେଇପାରିବେ। ଏଥିପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ସ୍ବତନ୍ତ୍ର ଭୋଟ୍ଗ୍ରହଣ କେନ୍ଦ୍ର କରାଯିବ। ୮୦ ବର୍ଷରୁ ଅଧିକ ବୟସ୍କ…
୨୭୭ ସାହସିକତା ପଦକ, ଓଡ଼ିଶାରୁ ପାଇବେ ୧୫ ଜଣ
ଭୁବନେଶ୍ୱର,୨୫ା୧: ସାଧାରଣତନ୍ତ୍ର ଦିବସରେ ବିଭିନ୍ନ କ୍ଷେତ୍ରରେ ୨୭୭ ଜଣଙ୍କୁ ସାହସିକତା ପୁରସ୍କାର ପ୍ରଦାନ କରାଯିବ। ଏଥିମଧ୍ୟରେ ଓଡ଼ିଶାର ୧୫ ଜଣଙ୍କ ନାଁ ରହିଥିବା ଏମ୍ଏଚ୍ଏ ପକ୍ଷରୁ ସୂଚନା ଦିଆଯାଇଛି। ୨ ଜଣ ଏସ୍ଆଇ, ଜଣେ ହାବିଲଦାର, ୭ କମାଣ୍ଡୋ ସାହସିକତା ପୁରସ୍କାର…
ଆସନ୍ତା ୨୭ରେ ରାଜ୍ୟର ସମସ୍ତ ସ୍କୁଲ-କଲେଜ ଛୁଟି
ଭୁବନେଶ୍ବର,୨୫।୧(ଅସମାପିକା ସାହୁ): ଆସନ୍ତା ଶନିବାର (୨୭ ତାରିଖ)ରେ ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠର ବିକାଶ ପାଇଁ କରାଯାଇଥିବା ସମଲେଇ ପ୍ରକଳ୍ପ ଲୋକାର୍ପଣ ହେବାକୁ ଯାଉଛି। ଏହି ଲୋକାର୍ପଣ ଉତ୍ସବକୁ ଦୃଷ୍ଟିରେ ସାରା ରାଜ୍ୟରେ ସ୍କୁଲ ଓ କଲେଜ…
ସାଧାରଣତନ୍ତ୍ର ଦିବସ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା, ରାଜଧାନୀରେ ୩୦ ପ୍ଲାଟୁନ ଫୋର୍ସ
ଭୁବନେଶ୍ୱର,୨୫।୧(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର ମହାତ୍ମାଗାନ୍ଧୀ ମାର୍ଗରେ ଶୁକ୍ରବାର ରାଜ୍ୟସ୍ତରୀୟ ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯିବ। ଏଥିପାଇଁ ବ୍ୟାପକ ପ୍ରସ୍ତୁତି ଚାଲିଛି। ସହରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଥିବାବେଳେ ବୁଧବାର ଫୁଲ୍ଡ୍ରେସ୍ ପରେଡ୍ କରାଯାଇଥିଲା। ସକାଳେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ…
ଫେବୃଆରୀ ୧୬ରୁ ଓଡ଼ିଶା ମତ୍ସ୍ୟ, ପ୍ରାଣୀସମ୍ପଦ ସମାବେଶ
ଭୁବନେଶ୍ୱର,୨୫।୧(ଅନିଲ ଦାସ): ଆସନ୍ତା ଫେବୃଆରୀ ୧୬ରୁ ୧୮ ତାରିଖ ପର୍ଯ୍ୟନ୍ତ ଜନତା ମଇଦାନଠାରେ ୩ ଦିନିଆ ଓଡ଼ିଶା ମତ୍ସ୍ୟ ଓ ପ୍ରାଣୀସମ୍ପଦ ସମାବେଶ ଆୟୋଜନ ହେବ। ସମାବେଶରେ ରାଜ୍ୟରୁ ପ୍ରାୟ ୬ ହଜାର ଚାଷୀ, ମହିଳା ସ୍ବୟଂସହାୟକ ଗୋଷ୍ଠୀର ସଦସ୍ୟାମାନେ ଭାଗନେବେ।…
୪ର୍ଥ ପର୍ଯ୍ୟାୟରେ ୬ ଜିଲାରେ ୨୮୬ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪ା୧(ଅସମାପିକା ସାହୁ): ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଖୋର୍ଦ୍ଧା, ସୁବର୍ଣ୍ଣପୁର, ପୁରୀ, ନୟାଗଡ଼, ବୌଦ୍ଧ ଓ ନବରଙ୍ଗପୁର ଆଦି ୬ଟି ଜିଲାର ୨୮୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ…
Archives


