ମେଟ୍ରୋ

ଚାଲିଥିଲା କର୍ପୋରେଶନ ବୈଠକ: BMC ଅଫିସ ଆଗରେ ଧରଣାରେ ବସିଲେ କର୍ପୋରେଟର

ଭୁବନେଶ୍ୱର, ୧୦।୯: (BMC) ବିଏମ୍‌ସି ଅଫିସ ସମ୍ମୁଖରେ ୩୭ ନଂ ୱାର୍ଡ କର୍ପୋରେଟରଙ୍କ ଧାରଣା ଦେଇଛନ୍ତି। କର୍ପୋରେଟର ବନ୍ଦିତା ପାଲ BMC ଅଫିସ ଆଗରେ ଧାରଣାରେ ବସିଛନ୍ତି। କର୍ପୋରେଶନ ବୈଠକ ଚାଲିଥିବା ବେଳେ ଧାରଣାରେ କର୍ପୋରେଟରବସିଥିବା ସୂଚନା ମିଳିଛି। ୩...

ରାଜନୀତିରେ ହଇଚଇ: ବିସ୍ଫୋରକ ବୟାନଦେଲେ ଅମର

ଭୁବନେଶ୍ୱର,୧୦।୯: ନୂଆ ବିଜେଡି ଗଠନ ନେଇ ସଂକେତ ଦେଲେ ବରିଷ୍ଠ ନେତା ଅମର ଶତପଥୀ। ସେ କହିଛନ୍ତି, ବିଜେଡି ଲୋକ ହିଁ ଗଠନ କରିବେ ନୂଆ ବିଜେଡି। ନିର୍ଦ୍ଦିଷ୍ଟ ନୀତି ଓ ବିଚାରଧାରାରେ ନ ଚାଲିଲେ ନେତା ଓ କର୍ମୀ...

ସୁଭଦ୍ରାକୁ ନେଇ ପୁଣି ଏକ ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏକାଥରକେ ମିଳିବ…

ଭୁବନେଶ୍ୱର,୧୦ା୯: ସୁଭଦ୍ରା ଯୋଜନାକୁ ନେଇ ବୁଧବାର ପୁଣି ଏକ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଯୋଗ୍ୟ ହିତାଧିକାରୀ ନିଶ୍ଚିତ ସୁଭଦ୍ରା ଯୋଜନାର ସହାୟତା ରାଶି ପାଇବେ। କାହିଁକି ଉକ୍ତ ଯୋଜନାରୁ ବଞ୍ଚିତ ହେଲେ ତାହାର...

ଆଜି ୮ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ୟେଲୋ ୱାର୍ନିଂ ଜାରି କଲା…

ଭୁବନେଶ୍ୱର, ୧୦।୯: :ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଜି ରାଜ୍ୟର ୮ ଜିଲାରେ ବିଜୁଳି ଓ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏହାକୁ ନେଇ ୟେଲୋ ୱାର୍ନିଂ ଜାରି କରାଯାଇଛି। ସେହି...

ଦିଲ୍ଲୀରୁ ଫେରି ବଡ଼ ଘୋଷଣା କରିଦେଲେ ମନମୋହନ ସାମଲ! ରାଜ୍ୟରେ ଚହଳ

ଭୁବନେଶ୍ୱର, ୧୦।୯: ଦିଲ୍ଲୀରୁ ଫେରିଲେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ବିରତ ରହିବା ନେଇ ମନମୋହନ ପ୍ରତିକ୍ରିୟା ଦେଇ କହିଛନ୍ତି, ବିଜେଡିର ଦଳୀୟ ନିଷ୍ପତ୍ତି, ଭାଜପା ନିଜ ରାସ୍ତାରେ ଅଛି। ଠିକ୍‌ ସମୟରେ ଠିକ୍‌...

ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୧୦ା୯(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର ୪ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀସ୍ତରରେ ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ,ଉଚ୍ଚଶିକ୍ଷା ବିଭାଗ ଯୁଗ୍ମ ସଚିବ ଦୁଃଖବନ୍ଧୁ ନାୟକଙ୍କୁ ମୟୂରଭଞ୍ଜ ଅତିରିକ୍ତ ଜିଲାପାଳ ରୂପେ...

ଆଜି ରାଜ୍ୟ କ୍ୟାବିନେଟ: ଆସିପାରେ ୪ରୁ ଅଧିକ ପ୍ରସ୍ତାବ

ଭୁବନେଶ୍ୱର,୧୦ା୯(ରବିନାରାୟଣ ଜେନା): ରାଜ୍ୟ କ୍ୟାବିନେଟ୍‌ ବୈଠକ ବୁଧବାର ଅନୁଷ୍ଠିତ ହେବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ସାଢ଼େ ୫ଟାରେ ଅନୁଷ୍ଠିତ ହେବାକୁଥିବା ଏହି କ୍ୟାବିନେଟ୍‌ରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ। ସୂତ୍ରରୁ ମିଳିଥିବା ତଥ୍ୟ...

ବିଜେଡିର ‘ଏକ୍ସପାଏରୀ ଡେଟ୍’ ପଳେଇଲାଣି: ତଥାଗତ ସତପଥୀଙ୍କ ତେରଛା ବାଣ

ଭୁବନେଶ୍ୱର,୯।୯: ବିଜୁ ଜନତା ଦଳ (ବିଜେଡି)ର ଭବିଷ୍ୟତକୁ ନେଇ ଧରିତ୍ରୀ ଓ ଓଡ଼ିଶା ପୋଷ୍ଟର ସମ୍ପାଦକ ତଥାଗତ ସତପଥୀ ସନ୍ଦେହ ପ୍ରକାଶ କରିଛନ୍ତି। ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡିର ଭୋଟ ନ ଦେବା ନିଷ୍ପତ୍ତିକୁ ଟାର୍ଗେଟ କରି ସେ କହିଛନ୍ତି ଯେ...

ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପଡେଟ୍‌: ବାଦ ପଡ଼ିଥିବା ହିତାଧିକାରୀଙ୍କୁ ମିଳିବ…

ଭୁବନେଶ୍ୱର,୯।୯: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। ବୁଧବାର ସୁଭଦ୍ରା ସମୀକ୍ଷା ବୈଠକ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପରିଡ଼ା ଗଣମାଧ୍ୟମକୁ କହିଛନ୍ତି। ଏପରିକି ସମୀକ୍ଷା ବୈଠକରେ ବାଦ ପଡ଼ିଥିବା ହିତାଧିକାରୀଙ୍କୁ ସାମିଲ କରାଯିବ ସମ୍ପର୍କରେ ଆଲୋଚନା...

ବିଜେଡିକୁ ବଡ଼ ଝଟକା: ଦଳ ଛାଡିଲେ ଏହି ବରିଷ୍ଠ ନେତା, ରାଜନୀତିରେ ହଇଚଇ

ରାୟଗଡ଼ା,୯।୯(ଆଶିଷ ରଞ୍ଜନ ପଣ୍ଡା): ଗତ ୪ ତାରିଖରେ ବିଜେଡି ଜିଲା ସଭାପତି ଭାବେ ଜଗନ୍ନାଥ ସାରକାଙ୍କ ନାମ ଘୋଷଣା ପରେ ଜିଲା ବିଜେଡିରେ ଭୃକୁଞ୍ଚନ ସୃଷ୍ଟି ହୋଇଛି। ଜିଲାରେ ବିଜେଡିରେ ବରିଷ୍ଠ ନେତା ଓ କର୍ମୀଙ୍କ ମନରେ କୁହୁଳିଛି ଅସନ୍ତୋଷର...

ଯାହା ବି କିଛି ଥିଲା, ସେତେକ ବି ଗଲା: ବିଜେଡିକୁ ତଥାଗତଙ୍କ ତାଚ୍ଛଲ୍ୟ

ଭୁବନେଶ୍ୱର,୯।୯: ଚାଲିଛି ଉପରାଷ୍ଟ୍ରପତି ନିର୍ବାଚନ। ଏହି ସମୟରେ ବିଜେଡିକୁ ତେର୍ଚ୍ଛା ବାଣ ମାରି ଚର୍ଚ୍ଚାକୁ ଆସିଛନ୍ତି ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟର ସମ୍ପାଦକ ତଥାଗତ ସତପଥୀ। ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ଭୋଟ ନ ଦେବା ପାଇଁ ନିଷ୍ପତ୍ତି ନେବା ପ୍ରସଙ୍ଗରେ...

ଘୂର୍ଣ୍ଣିବଳୟ ସକ୍ରିୟ: ଏହି ଦିନଠାରୁ କମିବ ବର୍ଷା

ଭୁବନେଶ୍ୱର,୯ା୯(ବନ୍ଦନା ସେଠୀ):ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୫ ଜିଲାରେ ଅତିପ୍ରବଳ ବର୍ଷା ହୋଇଥିବାବେଳେ ୨ ଜିଲାରେ ପ୍ରବଳ, ୬ ଜିଲାରେ ସ୍ବାଭାବିକ, ୪ ଜିଲାରେ ଅଭାବୀ, ୧୧ ଜିଲାରେ ଅତିଅଭାବୀ ଏବଂ ବାକି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri