କୋହଲା ପାଗକୁ ହାଲୁକା ବର୍ଷା
ଭୁବନେଶ୍ୱର, ୨୨।୧(ଅସମାପିକା ସାହୁ): ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି। ଗୁରୁଚାପ ବଳୟ ପ୍ରଭାବରେ ସାରା ରାଜ୍ୟରେ କୋହଲା ପାଗ ଲାଗି ରହିଛି। ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ହାଲୁକା ବର୍ଷା ମଧ୍ୟ ହୋଇଛି। ରବିବାର…
୨୯ରେ ଓଡ଼ିଶା ଆସିବେ ମଲ୍ଲିକାର୍ଜୁନ ଖାର୍ଗେ
ଭୁବନେଶ୍ୱର, ୨୧।୧(ଅସମାପିକା ସାହୁ)- ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି)ର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ୨୯ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଏକ ସାଧାରଣ ସଭା ଅନୁଷ୍ଠିତ ହେବ। ସାଧାରଣ ସଭା ସୁପରିଚାଳନା ପାଇଁ ପିସିସି ସଭାପତି ଶରତ ପଟ୍ଟନାୟକ…
ସାଧାରଣତନ୍ତ୍ର ଦିବସ ୨୦୨୪: ଜାଣନ୍ତୁ, କିଏ କେଉଁଠି କରିବେ ପତାକା ଉତ୍ତୋଳନ ?
ଭୁବନେଶ୍ୱର,୨୧।୧: ଆସନ୍ତା ସାଧାରଣତନ୍ତ୍ର ଦିବସରେ ରାଜ୍ୟପାଳ ରଘୁବର ଦାସ ଭୁବନେଶ୍ୱରର ଲୋୟର ପିଏମଜିରେ ପତାକା ଉତ୍ତୋଳନ କରିବେ। ଏହାବାଦ୍ ୧୭ ଜଣ ମନ୍ତ୍ରୀ ୧୭ ଟି ଜିଲାର ସଦର ମହକୁମାରେ, ୨ଟି ସ୍ଥାନରେ ଆରଡିସି ଏବଂ ୯ଟି ଜିଲାରେ ସ୍ଥାନୀୟ ଜିଲାପାଳ…
ସିଡ୍ୟୁଲ-୨ ବନ୍ୟପ୍ରାଣୀ ବେପାରକୁ ଗ୍ରୀନ୍ ସିଗ୍ନାଲ
ଭୁବନେଶ୍ୱର, ୨୧।୧(ଅସମାପିକା ସାହୁ)ଆଇନଗତ ଉପାୟରେ ଏଣିକି ଭାରତୀୟ ବନ୍ୟପ୍ରାଣୀଙ୍କୁ କିଣାବିକା କରି ହେବ। କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ଗତ ୧୮ ତାରିଖରେ ଜାରି କରାଯାଇଥିବା ଗେଜେଟ ନଂ. ୪୦ରେ ଏଥିପାଇଁ ଲାଇସେନ୍ସ ପ୍ରଦାନ କରାଯିବା…
ମଙ୍ଗୁଳି ଛକରେ ଟ୍ରକ୍କୁ ପିଟିଲା କାର୍, ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର
ଚୌଦ୍ୱାର,୨୧।୧(ମାନସ କୁମାର ସାମଲ): ଓଡିଆ ସିନେଜଗତର ଲୋକପ୍ରିୟ ସିନେ ନିର୍ଦ୍ଦେଶକ ସୁଧାକର ବସନ୍ତ ଦୁର୍ଘଟଣାର ଶିକାର ହୋଇଛନ୍ତି। କଟକ ମଙ୍ଗୁଳିସ୍ଥିତ ବଜରଙ୍ଗୀ ଓ୍ବେ ବ୍ରିଜ୍ ନିକଟରେ ତାଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ଏସସିବି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…
ବିନା ପ୍ରେସକ୍ରିପସନରେ ଆଣ୍ଟିବାୟୋଟିକ ବିକ୍ରି କଲେ ଲାଇସେନ୍ସ ରଦ୍ଦ
ଭୁବନେଶ୍ୱର, ୨୦।୧(ଅସମାପିକା ସାହୁ)- ବିନା ପ୍ରେସକ୍ରିପସନରେ ଆଣ୍ଟିବାୟୋଟିକ ବିକ୍ରି କରି ଧରା ପଡ଼ିଲେ ମେଡିସିନ ଦୋକାନୀଙ୍କ ଲାଇସେନ୍ସ ରଦ୍ଦ ହେବ। ରାଜ୍ୟ ସରକାର ଏଭଳି କଡ଼ା ଚେତାବନୀ ଦେଇଛନ୍ତି। ଆଣ୍ଟିବାୟୋଟିକର ଅତ୍ୟଧିକ ବ୍ୟବହାର ରୋକିବାକୁ କେନ୍ଦ୍ର ସରକାର ନୂଆ ଗାଇଡ଼ଲାଇନ୍ ଆଣିବା…
୧୩ ଜିଲାରେ ୧୯ ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ଭିତ୍ତି ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୦ା୧(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ରାଜ୍ୟର ୧୩ ଜିଲାରେ ୧୯ଟି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ପାଇଁ ଭିତ୍ତି ସ୍ଥାପନ କରିଛନ୍ତି। ଏଥିପାଇଁ ୪,୬୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ଏହି ଅବସରରେ ବିଭିନ୍ନ ସ୍ଥାନରେ ଆୟୋଜିତ କାର୍ଯ୍ୟକ୍ରମରେ ଲୋକମାନଙ୍କ…
ଶାମ୍ବ ଦଶମୀ: ଚନ୍ଦ୍ରଭାଗାରେ ଶ୍ରଦ୍ଧାଳୁଙ୍କ ଭିଡ଼
ଭୁବନେଶ୍ୱର,୨୦।୧: ଶନିବାର ପବିତ୍ର ଶାମ୍ବ ଦଶମୀ । ଏହି ଅବସରରେ ଅର୍କକ୍ଷେତ୍ର ଚଳଚଞ୍ଚଳ ହୋଇ ଉଠିଛି। କୋଣାର୍କ ଚନ୍ଦ୍ରଭାଗା ବେଳାମାର୍ଗରେ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି। ସୂର୍ଯ୍ୟ ଉପାସକମାନେ ଭୋରୁଭୋରୁ ଚନ୍ଦ୍ରଭାଗାଠାରେ ପ୍ରଭୁ ସୂର୍ଯ୍ୟ ନାରାୟଣଙ୍କୁ ଦୀପ ଦାନ ଦେବା ସହ ସହ…
ମାଟ୍ରିମୋନିରେ ସ୍ତ୍ରୀଙ୍କ ନାଁରେ ଆକାଉଣ୍ଟ ଖୋଲି ଠକୁଥିଲେ
ଭୁବନେଶ୍ୱର,୨୦ା୧(ସତ୍ୟଜିତ୍ ରାଉତ): ଶିକ୍ଷାଗତ ଯୋଗ୍ୟତା ନବମ ଫେଲ୍, ହେଲେ କାମ ଥିଲା ଅତି ଚତୁର। ମାଟ୍ରିମୋନି ଆପ୍ରେ ସ୍ତ୍ରୀଙ୍କ ନାଁରେ ଆକାଉଣ୍ଟ ଖୋଲି ପ୍ରୋଫାଇଲ୍ରେ ଦେଇଥିଲେ ସୁନ୍ଦରୀ ଯୁବତୀଙ୍କ ଫଟୋ। ବିବାହ ପାଇଁ କନ୍ୟା ଖୋଜୁଥିବା ଯୁବକଙ୍କ ସହ ଚାଟ୍ କରି…
ଓଡ଼ିଶାରୁ ଅଧିକ ଉଷୁନା ଚାଉଳ ସଂଗ୍ରହ କରିବ କେନ୍ଦ୍ର: ଧର୍ମେନ୍ଦ୍ର
ଭୁବନେଶ୍ୱର,୨୦।୧(ଅନିଲ ଦାସ): କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପତ୍ର ଲେଖିବା ପରେ ତ୍ୱରିତ ପଦକ୍ଷେପ ସ୍ବରୂପ ଚଳିତ ଖରିଫ ବିପଣନ ଋତୁରେ ଓଡ଼ିଶାରୁ ଅଧିକ ୧୦ ଲକ୍ଷ ମେଟ୍ରିକ୍ ଟନ ଉଷୁନା ଚାଉଳ ସଂଗ୍ରହ…
ବିଷ ଦେଇ ୭ କୁକୁରଙ୍କୁ ହତ୍ୟା
ଭୁବନେଶ୍ୱର,୧୯।୧(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀ ଭୁବନେଶ୍ୱରରେ ଅମାନୁଷିକତାର ଚିତ୍ର ସାମ୍ନାକୁ ଆସିଛି। ଖାଦ୍ୟରେ ବିଷ ଦେଇ ୭ କୁକୁରକୁ ହତ୍ୟା କରାଯାଇଛି। ତମାଣ୍ଡୋ ଥାନା ଅନ୍ତର୍ଗତ ଭଗବାନପୁରରେ ଏଭଳି ନୃଶଂସ ଘଟଣା ଘଟିଥିବାବେଳେ ପଶୁପ୍ରେମୀ ଏହାକୁ ନିନ୍ଦା କରିବା ସହ ଥାନାରେ ଅଭିଯୋଗ…
ମାଟ୍ରିମୋନିରେ ସ୍ତ୍ରୀଙ୍କ ନାଁରେ ଆକାଉଣ୍ଟ ଖୋଲି ଫସାଉଥିଲେ:
ଭୁବନେଶ୍ୱର,୧୯।୧(ସତ୍ୟଜିତ୍ ରାଉତ): ଶିକ୍ଷାଗତ ଯୋଗ୍ୟତା ନବମ ଫେଲ୍, ହେଲେ କାମ ଥିଲା ଅତି ଚତୁର। ମାଟ୍ରିମୋନି ଆପ୍ରେ ସ୍ତ୍ରୀଙ୍କ ନାଁରେ ଆକାଉଣ୍ଟ ଖୋଲି ପ୍ରୋଫାଇଲ୍ରେ ଦେଇଥିଲେ ସୁନ୍ଦରୀ ଯୁବତୀଙ୍କ ଫଟୋ। ବିବାହ ପାଇଁ କନ୍ୟା ଖୋଜୁଥିବା ଯୁବକଙ୍କ ସହ ଚାଟ୍ କରି…
Archives


