ଓଡ଼ିଶା ମୁହାଁ ‘ସୁପର ଏଲ୍ ନିନୋ’, ରାଜ୍ୟରେ ପଡିବ ମରୁଡ଼ି! ଜାଣନ୍ତୁ କ’ଣ କହିଲା ପାଣିପାଗ ବିଭାଗ
ଭୁବନେଶ୍ୱର,୪।୬: ଓଡ଼ିଶାର ପାଣିପାଗକୁ ନେଇ ଆସିଛି ଏକ ଚିନ୍ତାଜନକ ଖବର। ଚଳିତ ବର୍ଷ ପ୍ରଶାନ୍ତ ମହାସାଗରରେ ସୃଷ୍ଟି ହେଉଥିବା ‘ସୁପର ଏଲ ନିନୋ’ (Super El Ni୦o) ପ୍ରଭାବରେ ଓଡ଼ିଶାରେ ମୌସୁମୀ ବର୍ଷାର ପରିମାଣ ହ୍ରାସ ପାଇବା ସହ ସ୍ଥିତି ଗମ୍ଭୀର…
ଓଡ଼ିଶାକୁ କେନ୍ଦ୍ରର ବଡ଼ ଉପହାର: ଏହି ୪ ଜିଲା ହେବେ ଉପକୃତ, ୮,୩୦୦.୭୯ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ…
ଭୁବନେଶ୍ୱର, ୪/୬ (ସୁନିତ୍ ମିଶ୍ର): ଓଡ଼ିଶାର ଯୋଗାଯୋଗ ଏବଂ ଅର୍ଥନୈତିକ ବିକାଶ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ବରୂପ କେନ୍ଦ୍ର କ୍ୟାବିନେଟ୍ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ଓଡ଼ିଶାର ରାମେଶ୍ୱରରୁ ପାରାଦୀପ ପର୍ଯ୍ୟନ୍ତ ଏକ ନୂତନ ଉପକୂଳ ରାଜପଥ (କୋଷ୍ଟାଲ…
ଜୁନ୍ ୨୦ ପାଇଁ ୧୦ ବିଭାଗର ତତ୍ପରତା: ପୂରାଦମ୍ରେ ଲାଗିପଡ଼ିଛନ୍ତି ଅଧିକାରୀ
ଭୁବନେଶ୍ୱର,୪ା୬(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଶୀର୍ଷରେ ପହଞ୍ଚାଇବା ଲକ୍ଷ୍ୟ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ରାଜ୍ୟବାସୀଙ୍କୁ ପାନୀୟଜଳ ଯୋଗାଇବାଠାରୁ ଆରମ୍ଭ କରି ଗମନାଗମନ ସହ ଛାତ୍ରୀଛାତ୍ର, ମହିଳା, କୃଷକ, ଯୁବବର୍ଗଙ୍କ ବିକାଶକୁ ଦୃଷ୍ଟିରେ ରଖି ବିଭିନ୍ନ ପ୍ରକାର…
ଓଡ଼ିଶାରେ ଚାଲିବ ଗ୍ରୀନ୍ ହାଇଡ୍ରୋଜେନ ବସ୍: ଏହିସବୁ କରିଡରରେ ମିଳିବ ସେବା
ଭୁବନେଶ୍ୱର,୪ା୬(ସୁଚିସ୍ମିତା ସାହୁ):ରାଜ୍ୟରେ ସ୍ଥାୟୀ ସହରୀ ପରିବହନ ବ୍ୟବସ୍ଥାକୁ ସୁଦୃଢ଼ କରାଯିବା ସହ ସ୍ବଚ୍ଛ ଶକ୍ତି ସଂକ୍ରାନ୍ତ ରୂପାନ୍ତରଣ ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯିବ। ଏହି କ୍ରମରେ ଓଡ଼ିଶାରେ ଗ୍ରୀନ୍ ହାଇଡ୍ରୋଜେନ୍ ବସ୍ ଚଳାଚଳ କରିବ। ବୁଧବାର ଗୃହ ନିର୍ମାଣ ଓ ନଗର ଉନ୍ନୟନ…
ସରକାରୀ ଗାଡ଼ି ପାଇଁ ପେଟ୍ରୋଲ ପମ୍ପକୁ ମିଳିବ ଆଗୁଆ ଟଙ୍କା, ମୋହନ ସରକାରଙ୍କ ବଡ଼ ନିଷ୍ପତ୍ତି
ଭୁବନେଶ୍ୱର,୩।୬: ସରକାରୀ କାର୍ଯ୍ୟର ନିରବଚ୍ଛିନ୍ନ ତଥା ସୂଚାରୁ ପରିଚାଳନା ପାଇଁ ରାଜ୍ୟ ସରକାର ଏକ ବଡ଼ ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏଣିକି ସରକାରୀ ଗାଡ଼ିଗୁଡ଼ିକର ତେଲ (ପେଟ୍ରୋଲ/ଡିଜେଲ) ଖର୍ଚ୍ଚ ବାବଦକୁ ପେଟ୍ରୋଲ ପମ୍ପଗୁଡ଼ିକୁ ଆଗୁଆ ଟଙ୍କା ପ୍ରଦାନ କରାଯିବ। ଅର୍ଥ…
ଏଲ୍ନିନୋକୁ ନେଇ IMD ଡିଜିଙ୍କ ବଡ଼ ସୂଚନା: ଚଳିତବର୍ଷ ମୌସୁମୀରେ ହେବ…
ଭୁବନେଶ୍ୱର,୩ା୬: ଚଳିତ ବର୍ଷ ମୌସୁମୀରେ ଏଲ୍ ନିନୋର ପ୍ରଭାବ ସମ୍ଭାବନା ରହିଛି। ଏହାର ପ୍ରଭାବରେ ଭାରତରେ ମୌସୁମୀ ଜନିତ ବର୍ଷା କମ୍ ରହିବ ବୋଲି କହିଛନ୍ତି ଆଇଏମ୍ଡି ଡିଜି। ଜୁନ୍ରୁ ସେପ୍ଟେମ୍ବର ମଧ୍ୟରେ ସାଧାରଣ ଯେତିକି ବର୍ଷା ହୁଏ ତା’ଠାରୁ କମ୍…
ବିଜେଡି ଛାଡ଼ିଲେ ପୂର୍ବତନ କର୍ପୋରେଟର, ନବୀନଙ୍କୁ ଇସ୍ତଫାପତ୍ର ପଠାଇ କହିଲେ…
କଟକ,୩ା୬: ଜଣଙ୍କ ପରେ ଜଣେ ନେତା ବିଜେଡିର ହାତ ଛାଡୁଛନ୍ତି। ଦେବାଶିଷଙ୍କ ପରେ ଏବେ ବିଜେଡି ଛାଡ଼ିଛନ୍ତି କଟକର ପୂର୍ବତନ କର୍ପୋରେଟର ରଞ୍ଜନ ବିଶ୍ୱାଳ। ସେ ତାଙ୍କର ଇସ୍ତଫାପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି। ରଞ୍ଜନ ଜୀବନ ବିନ୍ଦୁ କଟକ…
ମନ୍ତ୍ରୀଙ୍କ ବଡ଼ ସୂଚନା: ଖରା ଛୁଟି ପୂର୍ବରୁ ସ୍କୁଲ ପିଲାଙ୍କ ପାଖରେ ପହଞ୍ଚିବ ବହି
ଭୁବନେଶ୍ୱର, ୩।୬: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନ୍ଦ ଗଣ୍ଡ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଖରା ଛୁଟି ପୂର୍ବରୁ ସ୍କୁଲ ପିଲାଙ୍କ ପାଖରେ ପହଞ୍ଚିବ ବହି। ୯୦% ବହି ଛପା ସାରିଲାଣି; ପିଲାଙ୍କ ପାଖରେ ପହଞ୍ଚୁଛି। ବାକି ୧୦%…
ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ଆସିଲା ସାଂଘାତିକ ତଥ୍ୟ: କଲ୍ କରି ଆମ୍ବୁଲାନ୍ସ ଫେରାଇ ଦେଇଥିଲେ ଜଣେ ବ୍ୟକ୍ତି
ଭୁବନେଶ୍ୱର,୩ା୬: ବାଲିଅନ୍ତା ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ମାମଲାରେ ସାମ୍ନାକୁ ଆସିଛି ଏକ ସାଂଘାତିକ ତଥ୍ୟ। ମେ’ ୭ରେ ଅଡ଼ଶପୁର ମେଡିକାଲର ଆମ୍ବୁଲାନ୍ସକୁ ଜଣେ ବ୍ୟକ୍ତି କଲ୍ କିରଥିଲେ। ପୂର୍ବାହ୍ନ ୧୧.୦୬ରେ କଲ୍ କରିଥିବାବେଳେ ୧୧.୩୬ରେ ଦୁର୍ଘଟଣାସ୍ଥଳରେ ୧୦୮ ଆମ୍ବୁଲାନ୍ସ ପହଞ୍ଚିଥିଲା।…
ସୌମ୍ୟ ମୃତ୍ୟୁ ମାମଲା: ଯୁବତୀ ଓ ଆମ୍ବୁଲାନ୍ସ ଡ୍ରାଇଭର NHRCରେ ହାଜର
ଭୁବନେଶ୍ୱର,୩।୬: ବାଲିଅନ୍ତାରେ ଘଟିଥିବା ଚର୍ଚ୍ଚିତ ବର୍ବରତା ଘଟଣାକୁ ନେଇ ନୂଆ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ଘଟଣାରେ ଅଭିଯୋଗ କରିଥିବା ଯୁବତୀ ଏବଂ ଘଟଣା ସମୟରେ ଫେରିଯାଇଥିବା ଆମ୍ବୁଲାନ୍ସ ଡ୍ରାଇଭର ଜାତୀୟ ମାନବାଧିକାର ଆୟୋଗ (NHRC) ନିକଟରେ ହାଜର ହୋଇଛନ୍ତି। ସୂଚନା…
ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଏଣିକି ପିଲାଙ୍କୁ ମିଳିବ…
ଭୁବନେଶ୍ୱର,୩ା୬(ସୁଚିସ୍ମିତା ସାହୁ): ରାଜ୍ୟକୁ କୁପୋଷଣ ମୁକ୍ତ କରିବାକୁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଜଣେ ବି ଶିଶୁ ଯେପରି ଅତିଶୟ କମ୍ ଓଜନର ନ ରହିବେ, ସେଥିପ୍ରତି ଧ୍ୟାନ ଦେଉଛନ୍ତି। ଏହି ପରିପ୍ରେକ୍ଷୀରେ ଶିଶୁଙ୍କ ପାଇଁ ଦୈନିକ ଖାଦ୍ୟ ଖର୍ଚ୍ଚରେ ଆଖିଦୃଶିଆ…
ଓଡ଼ିଶାର ବୃତ୍ତିଗତ ଶିକ୍ଷାନୁଷ୍ଠାନରେ ବଢ଼ିଲା ସଂରକ୍ଷଣ; ST, SC ଓ SEBC ବର୍ଗ ହେବେ ଉପକୃତ, ଜାଣନ୍ତୁ…
ଭୁବନେଶ୍ୱର,୨।୬: ଓଡ଼ିଶାର ଛାତ୍ରଛାତ୍ରୀଙ୍କ ପାଇଁ ଏକ ବଡ଼ ଖବର। ରାଜ୍ୟର ବିଭିନ୍ନ ବୃତ୍ତିଗତ ଶିକ୍ଷାନୁଷ୍ଠାନ (Professional Educational Institutions) ରେ ନାମଲେଖା ପାଇଁ ସଂରକ୍ଷଣ ପ୍ରତିଶତକୁ ବୃଦ୍ଧି କରାଯାଇଛି। ସରକାରଙ୍କ ଏହି ନୂତନ ନିଷ୍ପତ୍ତି ଅନୁଯାୟୀ ଅନୁସୂଚିତ ଜନଜାତି (ST), ଅନୁସୂଚିତ…

