ମେଟ୍ରୋ

ରାଜ୍ୟରେ ଆସନ୍ତାକାଲି ଠାରୁ ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ୱର,୧।୪: ରାଜ୍ୟର କିଛି ଜିଲାରେ ୪ରୁ ୬ ତାରିଖ ମଧ୍ୟରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି। ଏଥିସହ କିଛି ସ୍ଥାନରେ ୪୦ ଡିଗ୍ରୀରୁ ଅଧିକ ତାପମାତ୍ରା ରେକର୍ଡ କରାଯାଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ…

ଭାଜପାରେ ସାମିଲ ହେଲେ ଅନୁଭବ

ଭୁବନେଶ୍ୱର,୧।୪: ଭାଜପାରେ ସାମିଲ ହେଲେ ଅଭିନେତା ତଥା କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତି। ସୋମବାର ଦିଲ୍ଲୀସ୍ଥିତ ଦଳୀୟ କାର୍ଯ୍ୟାଳୟରେ ସେ ଭାଜପାରେ ମିଶିଛନ୍ତି। ୨ ଦିନ ତଳେ ଅନୁଭବ ବିଜେଡିରୁ ଇସ୍ତଫା ଦେଇଥିଲେ। ମୋଦିଙ୍କ ନେତୃତ୍ୱରେ ପ୍ରଭାବିତ ହୋଇ ସେ ଭାଜପାରେ…

ବିଜେଡି ଛାଡ଼ିଲେ ସନ୍ଧ୍ୟାବତୀ ପ୍ରଧାନ, ମୁଖ୍ୟମନ୍ତ୍ରୀଙ୍କୁ ଲେଖିଲେ ଏମିତି…

ଭୁବନେଶ୍ୱର,୧ା୪: ସୋମବାର ବିଜେଡି ଛାଡ଼ିଛନ୍ତି ସନ୍ଧ୍ୟାବତୀ ପ୍ରଧାନ। ପୂର୍ବରୁ ସେ ଶିଶୁ ଅଧିକାର ସୁରକ୍ଷା ଆୟୋଗର ଅଧ୍ୟକ୍ଷା ଥିଲେ। ସେ ତାଙ୍କର ଇସ୍ତଫାପତ୍ର ବିଜେଡି ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି। ଏହି ଇସ୍ତଫାପତ୍ରରେ ସେ ଲେଖିଛନ୍ତି, ଆମ…

ହଟିପାରୁନି ରାଜନୈତିକ ପୋଷ୍ଟର

ଭୁବନେଶ୍ୱର,୧।୪ (ବନ୍ଦନା ସେଠୀ): ନିର୍ବାଚନ ଆଚରଣ ବିଧି ଲାଗୁ ହେବାପରେ ବିଏମ୍‌ସି ଅଞ୍ଚଳରୁ ସମସ୍ତ ରାଜନୈତିକ ଦଳର ପୋଷ୍ଟର ହଟାଇବା ସହ କାନ୍ଥଲେଖାକୁ ଲିଭାଇବା ପାଇଁ ରାଜ୍ୟ ନିର୍ବାଚନ ଆୟୋଗ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କୁ ଚିଠି ଲେଖିଥିଲେ। ଏହାପରେ…

ଉତ୍କଳ ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୪: ଆଜି ହେଉଛି ଉତ୍କଳ ଦିବସ। ଏପ୍ରିଲ ୧ ତାରିଖଟି ଓଡ଼ିଶା ଇତିହାସରେ ଏକ ଅବିସ୍ମରଣୀୟ ଦିବସ। ପ୍ରତି ଓଡ଼ିଆଙ୍କ ପାଇଁ ଏହା ଏକ ଗୌରବର ଦିନ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି।…

ଉତ୍କଳ ଦିବସରେ ମନେ ପଡ଼ନ୍ତି ଓଡ଼ିଆ ବରପୁତ୍ର…

ଭୁବନେଶ୍ୱର,୧ା୪: ଆଜି ହେଉଛି ଉତ୍କଳ ଦିବସ। ଏପ୍ରିଲ ୧ ତାରିଖଟି ଓଡ଼ିଶା ଇତିହାସରେ ଏକ ଅବିସ୍ମରଣୀୟ ଦିନ। ପ୍ରତି ଓଡ଼ିଆଙ୍କ ପାଇଁ ଏହା ଏକ ଗୌରବର ଦିନ। ଏହି ଦିନ ଦେଶର ପ୍ରଥମ ଭାଷା ଭିତ୍ତିକ ରାଜ୍ୟ ଓଡ଼ିଶା ସ୍ବତନ୍ତ୍ର ପ୍ରଦେଶ…

ଭାଷାର ବ୍ୟବହାର କମ୍‌ ହେଲେ ମାନ କମିବ

ଭୁବନେଶ୍ୱର,୧ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଆଜିକାଲି ଆମ ଦିନ ‘ଗୁଡ୍‌ ମର୍ନିଂ’ରୁ ଆରମ୍ଭ ହେଉଛି। ‘ସୁପ୍ରଭାତ’ ବା ‘ଶୁଭ ସକାଳ’ର ବ୍ୟବହାର ବହୁତ କମ୍‌। ସକାଳଠୁ ନେଇ ରାତି ପର୍ଯ୍ୟନ୍ତ ଆମେ ଓଡ଼ିଆ ଭାଷା ଭିତରେ ହିନ୍ଦୀ, ଇଂଲିଶ ଭାଷାର ବ୍ୟବହାର ଅଧିକ କରୁଛେ।…

ସ୍ବପ୍ନ ଓ ସଂକଳ୍ପର ଅନୁରଣନ: ଉତ୍କଳ ପ୍ରଦେଶ

୧୮୦୩ ବେଳକୁ ବ୍ରିଟିଶ ସାମ୍ରାଜ୍ୟର ଆଧିପତ୍ୟ ଓଡ଼ିଶା ଉପରେ ବିସ୍ତାରଲାଭ କରେ। ଇଂରେଜମାନଙ୍କ ଦ୍ୱୈତ ଶାସନ ନୀତି, ଆର୍ଥନୀତିକ ଶୋଷଣ, ନୂତନ ଜମିଜମା ବନ୍ଦୋବସ୍ତ ସୃଷ୍ଟି କରିଥିଲା ଘୋର ଜନ ଅସନ୍ତୋଷ। ପରିଣତି ସ୍ବରୂପ ଓଡ଼ିଶାର ଜାତୀୟ ଜୀବନରେ ସଂଗଠିତ ଭାବରେ…

ସିୟୁଇଟି ୟୁଜି ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର, ୩୧।୩(ଅସମାପିକା ସାହୁ)- ବିିଭିନ୍ନ ବିଶ୍ୱବିଦ୍ୟାଳୟରେ ୟୁଜି ନାମଲେଖା ପାଇଁ ଏକକ ପ୍ରବେଶିକା ପରୀକ୍ଷା ବା (ସିୟୁଇଟି ୟୁଜି)-୨୦୨୪ର ଆବେଦନ ଅବଧି ବୃଦ୍ଧି ହୋଇଛି। ଏ ନେଇ ରବିବାର ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ପକ୍ଷରୁ ସୂଚନା ଦିଆଯାଇଛ। ଏନ୍‌ଟିଏ ଦ୍ୱାରା ପରିଚାଳିତ…

ଘନେଇଲା ବିଜେଡି କଳି: ଟିକେଟ୍‌ ନ ମିଳିଲେ ସମୂହ ଇସ୍ତଫା ଧମକ ଦେଲେ ନେତା

ଭୁବନେଶ୍ବର,୩୧।୩: ଲୋକ ସଭା ନିର୍ବାଚନ ଯେତିକି ପାଖେଇ ଆସୁଛି, ରାଜନେିତିକ ପାଣିପାଗ ସେତେ ସରଗରମ ହେବାରେ ଲାଗିଛି। ଅନେକ ନେତା ଦଳବଦଳ କରୁଥିବାବେଳେ ଆଉ କିଛି ନେତା ଟିକେଟ୍‌ ପାଇଁ କସରତ କରୁଛନ୍ତି। ଏବେ ଟିକେଟ୍‌କୁ ନେଇ ବିଜେଡିରେ ଅର୍ନ୍ତଦ୍ୱନ୍ଦ୍ୱ ଲାଗିରହିଛି।…

ଏହି କାରଣରୁ ଭାଜପାରେ ଯୋଗଦେଲେ ଆକାଶ ଦାସନାୟକ: ନିଜେ କଲେ ଖୁଲାସା

ଭୁବନେଶ୍ୱର,୩୧।୮: କୋରେଇ ବିଧାୟକ ତଥା ଓଲିଉଡ ଅଭିନେତା ଆକାଶ ଦାସନାୟକ ରବିବାର ଭାଜପାରେ ସାମିଲ ହୋଛନ୍ତି। ରାଜ୍ୟ ଭାଜପା କାର୍ଯ୍ୟାଳୟରେ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ଆକାଶ ଯୋଗ ଦେଇଛନ୍ତି। ଆକାଶଙ୍କ ସମର୍ଥକ ମଧ୍ୟ ଭାଜପାରେ ମିଶିଥିଲେ। ଶନିବାର…

ଏହିସବୁ ଜିଲାରେ ବିଗ୍‌ ଫାଇଟ୍‌, ଏହି ଠି ରହିଛି ଭାଜପାର ପଲା ଭାରି

ଭୁବନେଶ୍ୱର,୩୧।୩: ଲୋକ ସଭା ପ୍ରାର୍ଥୀ ଘୋଷଣା, ଆଉ ମଇଦାନ ବି ପ୍ରସ୍ତୁତ। ବିଜେଡି-ଭାଜପା ପ୍ରାର୍ଥୀ ଘୋଷଣା କରି ସାରିଛନ୍ତି। ଏବେ ହେବ ବିଗ୍‌ ଫାଇଟ୍‌। ସାମ୍ନାସାମ୍ନି ହେବେ ଦୁଇ ଦଳର ମହାରାଥୀ। ଏନେଇ ଯୋଦ୍ଧାଙ୍କ ସହ କ୍ଷେତ୍ର ମଧ୍ୟ ପ୍ରସ୍ତୁତ। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?