ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨ା୯: ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଶନିବାର ଦେହାନ୍ତ ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରି କହିଛନ୍ତି, ପୂର୍ବତନ ବାଚସ୍ପତି, ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା, ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ...
ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ
ଭୁବନେଶ୍ୱର,୨ା୯(ଅନିଲ ଦାସ): ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଶନିବାର ପରଲୋକ ଘଟିଛି। ସେ ଅସୁସ୍ଥ ଥିବାରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡ଼ିଛି। ସୂର୍ଯ୍ୟ ୧୯୪୮ ଡିସେମ୍ବର ୨୪ରେ ଜନ୍ମଗ୍ରହଣ କରିଥିଲେ। ମୃତ୍ୟୁବେଳକୁ...
ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ଦିଆଯିବ ପଟ୍ଟା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨ା୯(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଏକ ଐତିହାସକ ନିଷ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବା ପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ ପାଣ୍ଡିଆନ...
କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
ଭୁବନେଶ୍ବର,୨।୯: ପିପିଲି ସିଫା ନିକଟରୁ ୨ ବ୍ରାଉନସୁଗାର ବେପାରୀଙ୍କୁ ଏସଟିଏଫ ଗିରଫ କରିଛି । ସେମାନଙ୍କ ନିକଟରୁ ୧ କେଜି ୮୦ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ କୋଟିଏରୁ ଅଧିକ ଟଙ୍କା ହେବ ବୋଲି ସୂଚନା...
ବର୍ଷାରେ ବିଗିଡ଼ିଲା ରାଜଧାନୀ ସ୍ଥିତି
ଭୁବନେଶ୍ୱର, ୨।୯ (ବନ୍ଦନା ସେଠୀ): ଶୁକ୍ରବାର ଦିନତମାମ ପାଗ ଖରାଟିଆ ଥିଲା। ଏପରି କି ଗରମ ମଧ୍ୟ ଅନୁଭୂତ ହେଉଥିଲା। ପରେ ଅପରାହ୍ନରୁ ପାଗ ଆଂଶିକ ମେଘୁଆ ରହିବା ସହ କାଁ ଭାଁ ସ୍ଥାନରେ ସ୍ବଳ୍ପ ବର୍ଷା ହୋଇଥିଲା। ହେଲେ...
୨ରୁ ୮ ଯାଏ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨ା୯(ଅନିଲ ଦାସ): ବର୍ଷାକୁ ଅନାଇ ଚାଷ ଉଜୁଡ଼ିବାକୁ ବସିଲାଣି। ଏଭଳି ସ୍ଥିତିରେ ଆସନ୍ତା ୩ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ଚାଷୀଙ୍କ ମନରେ ଆଶାସଞ୍ଚାର କରିଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ...
୪୮ ଘଣ୍ଟାରେ ଲଘୁଚାପ
ଭୁବନେଶ୍ୱର,୧ା୯(ଅନିଲ ଦାସ)-ବର୍ଷାକୁ ଅନାଇ ଚାଷ ଉଜୁଡ଼ିବାକୁ ବସିଲାଣି। ଏମିତି ପରିସ୍ଥିତିରେ ଆସନ୍ତା ୩ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ଚାଷୀଙ୍କ ମନରେ ଆଶାସଞ୍ଚାର କରିଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା...
ପିଜି ଚତୁର୍ଥ ପର୍ଯ୍ୟାୟ ନାମଲେଖା ଆରମ୍ଭ
ଭୁବନେଶ୍ୱର, ୧।୯(ଅସମାପିକା ସାହୁ) : ୨୦୨୩-୨୪ ଶିକ୍ଷାବର୍ଷ ପାଇଁ ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡିକରେ ଚତୁର୍ଥ ପର୍ଯ୍ୟାୟ ପିଜି ନାମଲେଖା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଆସନ୍ତା ମନୋନୀତ ଛାତ୍ରୀଛାତ୍ର ଆସନ୍ତା ୪ ତାରିଖ ଅପରାହ୍ନ ୫ଟା ଭିତରେ ନାମ ଲେଖାଇବେ। ତେବେ ରବିବାର...
ଶିଖରଚଣ୍ଡୀ ପାହାଡ଼ ଜୈବ ବିବିଧତା ନଷ୍ଟ ମାମଲା: ୧୧ରେ ପରବର୍ତ୍ତୀ ଶୁଣାଣି
ଭୁବନେଶ୍ୱର,୧।୯(ବନ୍ଦନା ସେଠୀ): ଶିଖରଚଣ୍ଡୀ ପାହାଡ଼ ଜୈବ ବିବିଧତା ନଷ୍ଟ ମାମଲାରେ ଗୁରୁବାର ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ (ଏନ୍ଜିଟି) ରେ ଶୁଣାଣି ହୋଇଥିଲା। ଏଥିସହ ପରବର୍ତ୍ତୀ ଶୁଣାଣି ସେପ୍ଟେମ୍ବର ୧୧କୁ ଧାର୍ଯ୍ୟ କରାଯାଇଥିବାବେଳେ ସେ ପର୍ଯ୍ୟନ୍ତ ପାହାଡ଼ ଉପରେ ଓ୍ବାଟ୍କୋର କୌଣସି...
ସରକାରୀ ମେଡିକାଲ, ଇଞ୍ଜିନିୟରିଂ କଲେଜରେ ପଢୁଥିବା ଏସ୍ଟି,ଏସ୍ସିଙ୍କ ଫି’ ଫେରସ୍ତ ହେବ
ଭୁବନେଶ୍ୱର,୧ା୯(ଅନିଲ ଦାସ):ସରକାରୀ ମେଡିକାଲ କଲେଜ ଏବଂ ଇଞ୍ଜିନିୟରିଂ କଲେଜରେ ପଢୁଥିବା ସମସ୍ତ ଏସ୍ଟି,ଏସ୍ସି ଛାତ୍ରୀଛାତ୍ରଙ୍କ ସମସ୍ତ ଫି’ ଫେରାଯିବ। ସମସ୍ତ ପାଠପଢ଼ା ଖର୍ଚ୍ଚ ବିଭାଗ ତରଫରୁ ବହନ କରାଯିବ। ଏ ନେଇ ବିଭାଗୀୟ କମିଶନର ତଥା ଶାସନ ସଚିବ ରୂପାରୋଶନ...
୨୨ରୁ ବିଧାନସଭା ଆରମ୍ଭ
ଭୁବନେଶ୍ୱର,୧ା୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୨ ତାରିଖରୁ ବିଧାନସଭାର ସ୍ବଳ୍ପକାଳୀନ ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହା ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଅଧିବେଶନର ପ୍ରଥମ ଦିବସରେ ୨୦୨୩-୨୪ ଆର୍ଥିକବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟ୍ ଆଗତ ହେବ। ଏହି...
ଭୁବନେଶ୍ୱରରୁ କଳାହାଣ୍ଡିକୁ ଉଡ଼ିଲା ବିମାନ
ଭୁବନେଶ୍ୱର,୩୧ା୮(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ କାଲାହାଣ୍ଡି ଜିଲାର ଉତ୍କେଲା ଅଭିମୁଖେ ପ୍ରଥମ ନିର୍ଦ୍ଧାରିତ ବିମାନ ସେବାକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଗୁରୁବାର ଭୁବନେଶ୍ୱର-ଉତ୍କେଲା ଏମ୍/ଏସ୍ ଇଣ୍ଡିଆ ଓ୍ବାନ ଏୟାର ଦ୍ୱାରା...
Archives


