ମେଟ୍ରୋ

ଆଜି ପ୍ରକାଶ ପାଇବ ପିଜି ଚତୁର୍ଥ ରାଉଣ୍ଡ ମେଧା ତାଲିକା

ଭୁବନେଶ୍ୱର, ୩୧।୮(ଅସମାପିକା ସାହୁ)୨୦୨୩-୨୪ ଶିକ୍ଷା ବର୍ଷ ପାଇଁ ରାଜ୍ୟରେ ଥିବା ବିଶ୍ୱବିଦ୍ୟାଳୟରେ ପିଜି ନାମଲେଖା ନିମନ୍ତେ ଗୁରୁବାର ଅପରାହ୍ନ ୨ଟାରେ ଚତୁର୍ଥ ରାଉଣ୍ଡ୍‌ ମେଧା ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ର ଛୁଟିଦିନ ବ୍ୟତୀତ ୧ ତାରିଖ ସକାଳ ୯ଟାରୁ...

ଯୁକ୍ତ୩ରେ ଖାଲିପଡ଼ିଛି ୧,୧୧,୧୦୮ ସିଟ୍‌

ଭୁବନେଶ୍ୱର, ୩୧।୮(ଅସମାପିକା ସାହୁ)୨୦୨୩-୨୪ ଶିକ୍ଷା ବର୍ଷ ପାଇଁ ଯୁକ୍ତ୩ ନାମଲେଖା ପ୍ରକ୍ରିୟା ଶେଷ ହୋଇଛି। ୪ଟି ରାଉଣ୍ଡ୍‌ ନାମଲେଖା ହୋଇଥିଲେ ମଧ୍ୟ ସିଟ୍‌ ପୂରଣ ହୋଇପାରି ନାହିଁ। ଏବେ ବି ଲକ୍ଷେରୁ ଊର୍ଦ୍ଧ୍ୱ ସିଟ୍‌ ଖାଲି ପଡ଼ିଛି। ଯୁକ୍ତ୨ ଭଳି...

ଅସୁସ୍ଥ, ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ଘରେ ପହଞ୍ଚତ୍ବ ମଧ୍ୟାହ୍ନଭୋଜନ, ପାଠ୍ୟପୁସ୍ତକ

ଭୁବନେଶ୍ୱର, ୩୧।୮(ଅସମାପିକା ସାହୁ)ବିଦ୍ୟାଳୟ ଆସିପାରୁ ନ ଥିବା ୬ରୁ ୧୪ ବର୍ଷର ଅସୁସ୍ଥ ଓ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କୁ ଘରେ ମିଳିବ ମଧ୍ୟାହ୍ନଭୋଜନ। ଏହି ମଧ୍ୟାହ୍ନଭୋଜନ ପାଇଁ ଆବଶ୍ୟକ ଶୁଖିଲା ରାଶନ୍‌ ଛାତ୍ରୀଛାତ୍ରଙ୍କ ଘରକୁ ଯୋଗାଇ ଦିଆଯିବ। ଏଥିପାଇଁ ବିଦ୍ୟାଳୟ ଓ...

ଆଜିଠୁ ସ୍ବାଭାବିକ ହେବ ରେଳ ଚଳାଚଳ

ଭୁବନେଶ୍ୱର,୩୧।୮(ଅଭିଜିତ୍‌ ଦାସ)ପୂର୍ବତଟ ରେଳପଥର ବିଭିନ୍ନ ଷ୍ଟେଶନରେ ନିରାପତ୍ତା ସମ୍ବନ୍ଧୀୟ କାର୍ଯ୍ୟ ପାଇଁ ଅନେକ ଟ୍ରେନ୍‌ ବାତିଲ ହୋଇଥିଲା। ଏଥିସହ ଭୁବନେଶ୍ୱର-ମଞ୍ଚେଶ୍ୱର ଷ୍ଟେଶନ ମଧ୍ୟରେ ତୃତୀୟ ଲାଇନ୍‌ ଓ ସିଗ୍‌ନାଲ ସିଷ୍ଟମ କାର୍ଯ୍ୟ ଲାଗି ଭୁବନେଶ୍ୱରକୁ ଟ୍ରେନ୍‌ ଚଳାଚଳ ଗୁରୁତର ବାଧାପ୍ରାପ୍ତ...

ଶୁଖିଲା ଅଗଷ୍ଟ: ୧୨୨ ବର୍ଷର ରେକର୍ଡ ଭଙ୍ଗ

ଭୁବନେଶ୍ୱର,୩୧ା୮(ଅନିଲ ଦାସ)ବର୍ଷାରେ ଆଷାଢ଼ ଶ୍ରାବଣ, ମେଘ ବରଷେ ଘନଘନ। ଋତୁଚକ୍ରକୁ ଦେଖି କେଉଁ କାଳରୁ ଏହି ଲୋକକଥା ପ୍ରଚଳିତ ହୋଇଆସିଛି। ଏବେ ଆଉ ଶ୍ରାବଣରେ ଘନଘନ ବର୍ଷା ନାହିଁ। ଚଳିତ ବର୍ଷ ଜଳବାୟୁ ପରିବର୍ତ୍ତନର ସାଂଘାତିକ ପ୍ରଭାବ ଦେଖିବାକୁ ମିଳିଛି।...

୩ରେ ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୮(ଅନିଲ ଦାସ): ଉତ୍ତର ପୂର୍ବ ବଙ୍ଗୋପସାଗରରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୩ ତାରିଖରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ପ୍ରଭାବରୁ ସେପ୍ଟେମ୍ବର ୨ରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ୩...

ଗ୍ୟାସ୍‌ ଦର ହ୍ରାସ ପ୍ରଧାନମନ୍ତ୍ରୀଙ୍କ ରାଖୀ ଉପହାର: ଧର୍ମେନ୍ଦ୍ର

ଭୁବନେଶ୍ୱର, ୩୦।୮(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ରନ୍ଧନ ଗ୍ୟାସ୍‌ର ମୂଲ୍ୟ ହ୍ରାସ ଓ ଅତିରିକ୍ତ ଉଜ୍ଜ୍ୱଳା ହିତାଧିକାରୀ ଯୋଡ଼ିବା ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏଥିପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।...

ଇସିଆଇ ଟିମ୍‌ ଗସ୍ତକୁ ନେଇ ବଢ଼ିଲା ଆଗୁଆ ନିର୍ବାଚନ ଚର୍ଚ୍ଚା

ଭୁବନେଶ୍ୱର,୨୩୮ (ଅନିଲ ଦାସ): ଆଗୁଆ ସାଧାରଣ ନିର୍ବାଚନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ଭାରତର ନିର୍ବାଚନ କମିଶନ (ଇସିଆଇ)ଙ୍କ ଏକ ଟିମ୍‌ ରାଜ୍ୟର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରିବା ପାଇଁ ଆସନ୍ତା ସେପ୍ଟେମ୍ବର ୧୩ରେ ଓଡ଼ିଶା ଗସ୍ତରେ ଆସିବା କାର୍ଯ୍ୟକ୍ରମ...

ଆଜିଠୁ ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ୍‌ର ସମସ୍ତ ରେକ୍‌ରେ ତେଜସ୍‌ କୋଚ୍‌

ଭୁବନେଶ୍ୱର,୩୦।୮: ଅଗଷ୍ଟ ୩୦ରୁ ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସର ସମସ୍ତ ରେକ୍‌ ତେଜସ୍‌ କୋଚ୍‌ ସହ ଚଳାଚଳ କରିବ। ରାଜଧାନୀ ଏକ୍ସପ୍ରେସରେ ଉନ୍ନତ ଟ୍ରେନ୍‌ ଯାତ୍ରା ଅଭିଜ୍ଞତା ପାଇଁ ଆଧୁନିକ ସୁବିଧା ଯୋଗାଇ ଦିଆଯାଇଛି। ଗତ ୧୯ତାରିଖରୁ ରାଜଧାନୀ ଏକ୍ସପ୍ରେସରେ ତେଜସ୍‌ର...

୫ ଦଫା ଦାବି ନେଇ ରାସ୍ତାରେ ପ୍ରାଥମିକ ଶିକ୍ଷକ

ଭୁବନେଶ୍ୱର,୩୦।୮(ଅନୁରାଧା ମହାରଣା):  ରାଜ୍ୟ ପ୍ରାଥମିକ ଶିକ୍ଷକ (ଏକ୍ସ-କ୍ୟାଡର) ମହାସଂଘ ୫ଦଫା ଦାବି ନେଇ ସୋମବାର ରାଜରାସ୍ତାକୁ ଓହ୍ଲାଇଛି। ରାଜ୍ୟ ମହାସଂଘର ସଭାପତି ଶରତ ଚନ୍ଦ୍ର ନାୟକଙ୍କ ନେତୃତ୍ୱରେ ସହସ୍ରାଧିକ ଶିକ୍ଷକ ଏକ ବିଶାଳ ଶୋଭାଯାତ୍ରାରେ ଯାଇ ଲୋୟର ପିଏମ୍‌ଜିରେ ଧାରଣା...

ଛାତ୍ରୀଛାତ୍ରମାନେ ‘୩ ଏସ୍‌’କୁ ହାସଲ କରନ୍ତୁ: ଧର୍ମେନ୍ଦ୍ର

କୋରାପୁଟ,୩୦।୮(ଅମିତାଭ ବେହେରା ): କୋରାପୁଟ ଲାଣ୍ଡିଗୁଡା କ୍ୟାମ୍ପସ୍‌ରେ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ୧୫ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ପାଳିତ ହୋଇଯାଇଛି। କେନ୍ଦ୍ର ଶିକ୍ଷା ତଥା ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭର୍ଚୁଆଲରେ ମୁଖ୍ୟ ଅତିଥି ଭାବେ...

ଇସିଆଇ ଟିମ୍‌ ଗସ୍ତକୁ ନେଇ ବଢ଼ିଲା ଆଗୁଆ ନିର୍ବାଚନ ଚର୍ଚ୍ଚା

ଭୁବନେଶ୍ୱର,୩୦ା୮ (ଅନିଲ ଦାସ): ଆଗୁଆ ସାଧାରଣ ନିର୍ବାଚନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ଭାରତର ନିର୍ବାଚନ କମିଶନ (ଇସିଆଇ)ଙ୍କ ଏକ ଟିମ୍‌ ରାଜ୍ୟର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରିବା ପାଇଁ ଆସନ୍ତା ସେପ୍ଟେମ୍ବର ୧୩ରେ ଓଡ଼ିଶା ଗସ୍ତରେ ଆସିବା କାର୍ଯ୍ୟକ୍ରମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri