୫ରୁ ୧୮ ବର୍ଷର ପିଲା ପାଇବେ ବିଏସ୍କଓ୍ବୋଇ ଚିକିତ୍ସା ସେବା
ଭୁବନେଶ୍ୱର, ୩୦ା୮(ଅସମାପିକା ସାହୁ): ଏଣିକି ୫ରୁ ୧୮ବର୍ଷ ବୟସର ପିଲାମାନେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍କଓ୍ବୋଇ) କାର୍ଡରେ ଚିକିତ୍ସା ସେବା ପାଇପାରିବେ। ରାଶନ କାର୍ଡରେ ନାଁ ନ ଥିଲେ ମଧ୍ୟ ସେମାନେ ଚିକିତ୍ସାରୁ ବଞ୍ଚତ୍ତ ହେବେନାହିଁ। ଯେଉଁମାନଙ୍କର ନାଁ ଏନ୍ଏଫ୍ଏସ୍ଏ/ଏସ୍ଏଫ୍ଏସ୍ଏସ୍...
ବସ୍ତିବାସିନ୍ଦାଙ୍କ ଭୋଟ୍ ପାଇଁ ପଟ୍ଟା ବଣ୍ଟନ ନାଟକ: ମନମୋହନ
ଭୁବନେଶ୍ୱର, ୨୯ା୮(ସୁନିତ୍ ମିଶ୍ର):ଶିକ୍ଷିତ ଲୋକଙ୍କ ଭୋଟ୍ ଭାଜପା ସହିତ ଅଛି। ତେଣୁ ସହରାଞ୍ଚଳରେ ବସ୍ତି ବାସିନ୍ଦାଙ୍କ ଭୋଟ ବିଜେଡିକୁ ଭରସା ା ଭୁବନେଶ୍ୱରରେ ଯଦି ବସ୍ତି ବାସିନ୍ଦାମାନେ ବିଜେଡିକୁ ପ୍ରତ୍ୟାଖାନ କରିବେ ତେବେ ରାଜଧାନୀରେ ସେମାନେ ୧୦% ଭୋଟ୍ ବି...
ଭୋଟରଙ୍କୁ ଅହଙ୍କାର ଦେଖାଉଛନ୍ତି ଅପରାଜିତା: ବିଜେଡି
ଭୁବନେଶ୍ୱର,୨୯ା୮(ଅନିଲଦାସ):ଭୁବନେଶ୍ୱର ଏମ୍ପି ଅପରାଜିତା ଷଡ଼ଙ୍ଗୀ ରବିବାର ନିଜ ସଂସଦୀୟ କ୍ଷେତ୍ର ଗସ୍ତବେଳେ ଗିରିଙ୍ଗ ଛକରେ ମିଶନ ଶକ୍ତିର ମହିଳା ଓ ବିଜେଡି କର୍ମୀ ତାଙ୍କୁ ବିରୋଧ କରିଥିବା ସେ ଅଭିଯୋଗ କରିଛନ୍ତି । ଏହି ଘଟଣାକୁ ନେଇ ଅପରାଜିତା ମୁଖ୍ୟମନ୍ତ୍ରୀ...
ବିଜେଡି ମୁଖପାତ୍ରଙ୍କ ଅବସ୍ଥା ମିଛୁଆ ରାଧୁଆ ଭଳି ହେବ: ପୃଥ୍ବୀରାଜ
ଭୁବନେଶ୍ୱର, ୨୯ା୮(ସୁନିତ୍ ମିଶ୍ର): ବିଜେଡି ମୁଖପାତ୍ରଙ୍କ ଅବସ୍ଥା ମିଛୁଆ ରାଧୁଆ ଭଳି ହେବ । ସେ ଏତେ ମିଛ କହିଲେଣି ଯେ, ଆଗକୁ ସତ କହିଲେ ବି କେହି ବିଶ୍ୱାସ କରିବେ ନାହିଁ । କେବଳ ନିଜର ଗୁମାସ୍ତାଙ୍କୁ ଖୁସି...
ରାଜ୍ୟରେ ଶଶୀକଳା ସିଣ୍ଡ୍ରୋମର ଲକ୍ଷଣ ଦେଖାଗଲାଣି: ଧର୍ମେନ୍ଦ୍ର
ଭୁବନେଶ୍ୱର, ୨୯ା୮(ସୁନିତ୍ ମିଶ୍ର):ଗଣତନ୍ତ୍ରରେ ମର୍ଯ୍ୟାଦା ଓ ପରମ୍ପରାର ନିଜସ୍ବ ସ୍ଥାନ ଅଛି। ଓଡ଼ିଶାରେ ଗତ ମେ ମାସରୁ ଶଶୀକଳା ସିଣ୍ଡ୍ରୋମର ଲକ୍ଷଣ ଦେଖାଗଲାଣି। ତେବେ ଗଣତନ୍ତ୍ରର ଲକ୍ଷ୍ମଣରେଖା ଭିତରେ ସମସ୍ତେ ରହିବା ଜରୁରୀ। ଦମ୍ଭ ଦେଖାଇ ସମ୍ବିଧାନକୁ ନିଜ ଢଙ୍ଗରେ...
ପ୍ରଶାନ୍ତ ଜଗଦ୍ଦେବ ଘଟଣାରେ ଧରାପଡ଼ିଛି କେନ୍ଦ୍ରମନ୍ତ୍ରୀଙ୍କ ଦୋମୁହାଁ ନୀତି: ବିଜେଡି
ଭୁବନେଶ୍ୱର,୨୯ା୮(ଅନିଲଦାସ):ବିଜେଡି ସାଧାରଣ ଜୀବନରେ କୌଣସି ପ୍ରକାର ହିଂସା କିମ୍ବା ବାଧା ସୃଷ୍ଟି କରିବା ଉପରେ ବିଶ୍ୱାସ କରେ ନାହିଁ। ଆମ ସୂଚନା ଅନୁଯାୟୀ ସେଭଳି କୌଣସି ଅଘଟଣ ଘଟି ନ ଥିଲା ା ଯଦି ଏହା ଘଟିଥାନ୍ତା ତେବେ ବିଜେଡି...
ଶ୍ରେଷ୍ଠ ମହାନଗର ନିଗମ ଭାବେ ବିଏମ୍ସି ପୁରସ୍କୃତ
ଭୁବନେଶ୍ୱର, ୨୯।୮ (ବନ୍ଦନା ସେଠୀ):୧୩୫ ବସ୍ତିକୁ ବିଜୁ ଆଦର୍ଶ କଲୋନୀରେ ପରିଣତ କରି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ‘ଶ୍ରେଷ୍ଠ ମହାନଗର ନିଗମ’ ଭାବେ ପୁରସ୍କୃତ ହୋଇଛି। ସୋମବାର କଳିଙ୍ଗ ଷ୍ଟାଡିୟମ୍ଠାରେ ଜାଗା ମିଶନ ଅନ୍ତର୍ଗତ ଜମିପଟ୍ଟା ବଣ୍ଟନ କାର୍ଯ୍ୟକ୍ରମରେ...
ଜମି ଦେବା ନାଁରେ ୫୭ ଲକ୍ଷ ଠକେଇ
ଭୁବନେଶ୍ୱର,୨୯।୮(ସୂର୍ଯ୍ୟକାନ୍ତ ବେହେରା):ରାଜଧାନୀରେ ଜମି ଠକେଇ ଅଭିଯୋଗ ବଢ଼ି ଚାଲିଛି। ଜମି ଦେବା ନାଁରେ ୫୭ ଲକ୍ଷ ଠକେଇ ହୋଇଥିବାନେଇ ଶହୀଦନଗର ଥାନାରେ ଅଭିଯୋଗ ହୋଇଛି। ଠକେଇର ଶିକାର ହୋଇଥିବା ବାଲେଶ୍ୱରର ବନମାଳି ନାୟକ ଏହି ଥାନାଞ୍ଚଳରେ ଥିବା ଏକ ରିୟଲ...
ସପ୍ତମ ଶ୍ରେଣୀ ବହିରେ ଜାତୀୟ ଯୁଦ୍ଧ ସ୍ମାରକୀ
ଭୁବନେଶ୍ୱର, ୨୯।୮(ଅସମାପିକା ସାହୁ): ନ୍ୟାଶନାଲ କାଉନ୍ସିଲ ଅଫ୍ ଏଜୁକେଶନାଲ ରିସର୍ଚ୍ଚ ଆଣ୍ଡ୍ ଟ୍ରେନିଂ(ଏନ୍ସିଇଆର୍ଟି)ର ସପ୍ତମ ଶ୍ରେଣୀ ଇଂଲିଶ ବହି ‘ହନିକମ୍ବ’ରେ ଜାତୀୟ ଯୁଦ୍ଧ ସ୍ମାରକୀ(ନ୍ୟାଶନାଲ ଓ୍ବାର୍ ମେମୋରିଆଲ) ସମ୍ପର୍କିତ ବିଷୟବସ୍ତୁ ସାମିଲ ହୋଇଛି। ବିଷୟର ନାଁ ରହିଛି ‘ଏ ହୋମେଜ୍...
ମା’ଙ୍କ ଗହଣା ବନ୍ଧାପକାଇ ହୋଟେଲ ଖୋଲିଥିଲି
୧୯୫୭ ଫେବୃୟାରୀ ୩ରେ ଯାଜପୁରରେ ଜନ୍ମ ଗ୍ରହଣ କରିଥିଲେ ସ୍ବସ୍ତି ଗ୍ରୁପ୍ର ସିଏମ୍ଡି ଡ. ଜିତେନ୍ଦ୍ର କୁମାର ମହାନ୍ତି। ଦିଲ୍ଲୀ ୟୁନିଭର୍ସିଟିରୁ ଗ୍ରାଜୁଏଶନ ଶେଷ କରି ଓଡ଼ିଶା ଫେରିବା ପରେ ମା’ଙ୍କ ସହଯୋଗରେ ହୋଟେଲ ଇଣ୍ଡଷ୍ଟ୍ରିରେ ପାଦ ରଖିଥିଲେ। ପ୍ରଥମେ...
ଡେଙ୍ଗୁରେ ଆକ୍ରାନ୍ତ ହେଲେଣି ୩ହଜାରରୁ ଊର୍ଦ୍ଧ୍ୱ
ଭୁବନେଶ୍ୱର,୨୯।୮(ଅଭିଜିତ ଦାସ):ରାଜ୍ୟରେ କ୍ଷିପ୍ର ବେଗରେ ବ୍ୟାପୁଛି ଡେଙ୍ଗୁ। ପ୍ରତିବର୍ଷ ପରି ଚଳିତବର୍ଷ ଡେଙ୍ଗୁ ମୁକାବିଲା ଲାଗି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଥିଲେ ମଧ୍ୟ ନିଷ୍ପତ୍ତି ଓ ନିର୍ଦ୍ଦେଶ ତଳସ୍ତରରେ ଠିକ୍ ଭାବେ କାର୍ଯ୍ୟକାରୀ ହୋଇପାରୁ ନ ଥିବାରୁ...
ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆବେଦନ ସରିଲା
ଭୁବନେଶ୍ୱର, ୨୯।୮(ଅସମାପିକା ସାହୁ):ରାଜ୍ୟରେ ଉଚ୍ଚ ମାଧ୍ୟମିକ ସ୍କୁଲରେ ଦ୍ୱିତୀୟ ପର୍ଯ୍ୟାୟ ଯୁକ୍ତ୨ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ସୋମବାର ଶେଷ ହୋଇଛି। ରାତି ୮ଟା ସୁଦ୍ଧା ୬୦ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଆବେଦନ କରିଥିବା ଜଣାପଡ଼ିଛି। ଗତ ୧୬ ତାରିଖରୁ ଏହି...
Archives


