ମେଟ୍ରୋ

୧୮ ଦିନ ପୂର୍ବରୁ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୧୦।୧୨ (ରବିନାରାୟଣ ଜେନା): ସପ୍ତଦଶ ବିଧାନସଭାର ପଞ୍ଚମ ତଥା ଶୀତକାଳୀନ ଅଧିବେଶନ ୧୮ ଦିନ ପୂର୍ବରୁ ମଙ୍ଗଳବାର ଅପରାହ୍ନରେ ଶେଷ ହୋଇଛି। ଗୃହର କୌଣସି ସରକାରୀ କାର୍ଯ୍ୟ ନ ଥିବା ଦର୍ଶାଇ ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ଏନେଇ…

୧୨ ଯାଏ ଥରିବ ଓଡ଼ିଶା: ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ): ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା। ଆହୁରି ୩ ଦିନ ପର୍ଯ୍ୟନ୍ତ ଶୀତ ଲହରି ବା କୋଲ୍ଡ ଓ୍ବେଭ୍‌ ଜାରି ରହିବ। ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ତାରିଖ…

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଏହି ମୋଟ ରାଶି ମଧ୍ୟରୁ ଜାତୀୟ…

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ଶ୍ରମ ଏବଂ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଗଣେଶ ରାମ…

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ ପଡିଥିବା ବେଳେ ଶେଷରେ ଧମାକାଦାର ବ୍ୟାଟିଂ କରିଥିଲେ ପାଣ୍ଡ୍ୟା । ନିୟମିତ ବ୍ୟବଧାନରେ ଓ୍ବିକେଟ…

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଷ୍ଟାଡିୟମ୍‌ରେ ଉପସ୍ଥିତ ରହି ଘଣ୍ଟି ବଜାଇ ମ୍ୟାଚ୍‌କୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି। ସୂଚନା…

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଘୋଷଣା କରିଛି। ସଂଶୋଧିତ କାର୍ଯ୍ୟସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧, ୨୦୨୬ (ବୁଧବାର)…

ମୁଖ୍ୟମନ୍ତ୍ରୀ, ମନ୍ତ୍ରୀଙ୍କ କ୍ୱାର୍ଟର୍ସ ନବୀକରଣରେ ପାଇଁ ଏତିକି କୋଟି ଟଙ୍କା ଖର୍ଚ୍ଚ କଲେଣି ସରକାର

ଭୁବନେଶ୍ୱର,୯ା୧୨: ନୂତନ ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କର ସରକାରୀ କ୍ୱାର୍ଟର୍ସ ମରାମତି ଓ ନବୀକରଣ ବାବଦରେ ମୋଟ ୩.୩୯ କୋଟି ଟଙ୍କା ବ୍ୟୟ ହୋଇଛି। ସୋମବାର ବିଧାନସଭାରେ ବିଧାୟକ ଗୌତମ ବୁଦ୍ଧ ଦାସଙ୍କ ପ୍ରଶ୍ନର ଲିଖିତ ଉତ୍ତରରେ ମୁଖ୍ୟମନ୍ତ୍ରୀ…

ପ୍ରେମିକାଙ୍କ ‘ବ୍ୟକ୍ତିଗତ ମୁହୂର୍ତ୍ତ’ ଭାଇରାଲ୍, ଓଡ଼ିଶାରେ ଥାଇ ମିଡିଆ ଉପରେ ବର୍ଷିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୯ା୧୨: ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନିଜ ପ୍ରେମିକା ମହିକା ଶର୍ମାଙ୍କ ଭିଡିଓ ଏବଂ ଫଟୋ ଅନୁଚିତ ଆଙ୍ଗେଲ୍‌ରେ ଉଠାଇଥିବା ପାପାରାଜିଙ୍କ ଉପରେ ସୋସିଆଲ ମିଡିଆରେ କ୍ଷୋଭ ପ୍ରକାଶ କରିଛନ୍ତି। ସେ ଏହାକୁ ‘ଅପମାନଜନକ’ ଏବଂ ‘ବ୍ୟକ୍ତିଗତ ଜୀବନରେ…

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟ୍ବେଣ୍ଟି ଟ୍ବେଣ୍ଟି ମୁକାବିଲା ବାରବାଟୀରେ ଖେଳାଯାଉଛି । ଏଥିପାଇଁ ପଡିଛି ଟସ୍ ।…

ଓଡିଶା ସରକାରଙ୍କ ବଡ ନିଷ୍ପତ୍ତି: ସିଟିଂ ବିଧାୟକଙ୍କ ମୃତ୍ୟୁ ହେଲେ ମିଳିବ ଏତିକି ଲକ୍ଷ ଟଙ୍କା

ଭୁବନେଶ୍ୱର,୮।୧୨: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ନିର୍ଦ୍ଧାରିତ ସମୟର ୧୮ ଦିନ ପୂର୍ବରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ହୋଇଛି। ଏହି ଅଧିବେଶନ ସମୟରେ ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ପୂର୍ବତନ ବିଧାୟକମାନଙ୍କ ଦରମା ଓ ଭତ୍ତା ବୃଦ୍ଧି ପାଇଁ…

୧୮ ଦିନ ପୂର୍ବରୁ ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ, ମାତ୍ର ୧୧ ଦିନରେ…

ଭୁବନେଶ୍ୱର,୯।୧୨: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ବାଚସ୍ପତି ସୁରମା ପାଢ଼ୀଙ୍କ ଦ୍ୱାରା ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନ ନିର୍ଦ୍ଧାରିତ ସମୟର ୧୮ ଦିନ ପୂର୍ବରୁ ଶେଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri