ମେଟ୍ରୋ

ବାଚସ୍ପତିଙ୍କୁ ଭେଟିଲେ ବିଜେଡି ନେତା: ନିଲମ୍ବିତ ବିଧାୟକଙ୍କ ଉପରେ ହେବ କଡ଼ା…

ଭୁବନେଶ୍ୱର,୨୭।୪: ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ପାଇଁ ୬ ବିଧାୟକଙ୍କୁ ନିଲମ୍ବନ କରିଥିଲା ବିଜେଡି। ତେବେ ଏହି ନିଲମ୍ବିତ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ବିଜେଡି ନେତା ଭେଟିଛନ୍ତି। ବିଧାୟକ ଦେବୀ ତ୍ରିପାଠୀ, ସୌଦ୍ଭିକ ବିଶ୍ୱାଳ, ରମାକାନ୍ତ…

ଶଙ୍ଖଭବନରେ ବିଧାୟକ ଦଳ ବୈଠକ ପରେ ବଡ଼ ନିଷ୍ପତ୍ତି ନେବ ବିଜେଡି, ନିଲମ୍ବିତ ହୋଇଥିବା ବିଧାୟକଙ୍କୁ…

ଭୁବନେଶ୍ୱର,୨୭ା୪: ଶଙ୍ଖଭବନରେ ବିଧାୟକ ଦଳ ବୈଠକ ପରେ ବଡ଼ ନିଷ୍ପତ୍ତି ନେବ ବିଜେଡି। ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ପାଇଁ ୬ ବିଧାୟକଙ୍କୁ ନିଲମ୍ବନ କରିଥିଲା ବିଜେଡି। ତେବେ ଏହି ନିଲମ୍ବିତ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ…

ପଶ୍ଚିମବଙ୍ଗରେ ପ୍ରଚାର କରିବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ, ରୋଡ୍‌ ଶୋ’ କରି ଭାଜପା ପ୍ରାର୍ଥୀଙ୍କ…

ଭୁବନେଶ୍ୱର,୨୭ା୪: ପଶ୍ଚିମବଙ୍ଗରେ ମାରାଥନ ପ୍ରଚାର କରିବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରୋଡ୍‌ ଶୋ’ ସାଙ୍ଗକୁ ପରିବର୍ତ୍ତନ ସମାବେଶରେ ଯୋଗଦେବେ। ଏଥିସହିତ ବଗଡ଼ାରେ ରୋଡ୍‌ ଶୋ’ କରି ଭାଜପା ପ୍ରାର୍ଥୀଙ୍କ ପାଇଁ ଭୋଟ୍‌ ମାଗିବେ ମୁଖ୍ୟମନ୍ତ୍ରୀ। ରାଜାରହାଟ ସମାବେଶରେ ଯୋଗ…

ଖରାଠୁ ବଳିଯାଉଛି ଗୁଳୁଗୁଳି ଯନ୍ତ୍ରଣା, ଏହିଦିନଠୁ ପୁଣି କାଳବୈଶାଖୀ ବର୍ଷା

ଭୁବନେଶ୍ୱର,୨୭।୪(ବନ୍ଦନା ସେଠୀ): ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ପଶ୍ଚିମରେ ଖରାତାତି ଓ ଉପକୂଳରେ ଗୁଳୁଗୁଳି ଅନୁଭୂତ ହେଉଛି। ଗତ କିଛିଦିନ ହେବ ସାଧାରଣତଃ ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପାରଦ ଉପରମୁହାଁ ରହୁଥିବାବେଳେ ସେହି ଅନୁପାତରେ ଉପକୂଳ ଜିଲାଗୁଡିକରେ…

ଆଜି ଅଭିଯୋଗ ଶୁଣିବେନି ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାରଣ

ଭୁବନେଶ୍ୱର,୨୭।୪(ବନ୍ଦନା ସେଠୀ): ସୋମବାର ୨୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ହେବ ନାହିଁ। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏହି ଜନଶୁଣାଣି କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଥିବା ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୟୁନିଟ-୨…

ଟାଇମ୍ସ ହାୟର ଏଜୁକେଶନ ଏସିଆ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍‌: ଏସିଆର ୧୬୯, ଦେଶରେ ୬ଷ୍ଠ ସ୍ଥାନରେ କିଟ୍‌

ଭୁବନେଶ୍ୱର,୨୫ା୪(ଅନୁରାଧା ମହାରଣା):ଚଳିତବର୍ଷ ଦି ଟାଇମ୍ସ ହାୟର ଏଜୁକେଶନ ଏସିଆ ୟୁନିଭର୍ସିଟି ର଼୍ୟାଙ୍କିଂ ଫଳାଫଳ ଗୁରୁବାର ପ୍ରକାଶ ପାଇଛି। ଏହି ବିଶ୍ୱସ୍ତରୀୟ ର଼୍ୟାଙ୍କିଂରେ ପୂର୍ବ ବର୍ଷଗୁଡ଼ିକ ଅପେକ୍ଷା ଏବର୍ଷ କିଟ୍‌ ବିଶ୍ୱବିଦ୍ୟାଳୟ ଅଧିକ ଉନ୍ନତ ପ୍ରଦର୍ଶନ କରିଛି। କିଟ୍‌ ଏସିଆର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ…

ଏହି ଦିନଠୁ ପାଗ ବଦଳିବ: ୨୮ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୨୫ା୪(ବନ୍ଦନା ସେଠୀ):ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ଅସହ୍ୟ ଗରମ ଓ ଗୁଳୁଗୁଳିରେ ଲୋକେ ଛଟପଟ ହେଉଛନ୍ତି। ପାରଦ ଉପରମୁହଁା ହେବା ସହ ୪୫ ଡିଗ୍ରୀର ନିକଟତର ହୋଇଛି। ଝାରସୁଗୁଡ଼ା ଲଗାତର ୩ଦିନ ହେବ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିବାବେଳେ…

୩୦ରେ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ: ମହିଳାଙ୍କ ଉପରେ ହେବ ବଡ଼ ଆଲୋଚନା

ଭୁବନେଶ୍ୱର,୨୫।୪ (ରବିନାରାୟଣ ଜେନା):ଭାରତୀୟ ଗଣତନ୍ତ୍ରରେ ମହିଳାମାନଙ୍କ ଯୋଗଦାନକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଏନେଇ ଏପ୍ରିଲ ୩୦ରେ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବ। ଶୁକ୍ରବାର ଏସଂକ୍ରାନ୍ତରେ ବିଧାନସଭା ସଚିବ ସତ୍ୟବ୍ରତ ରାଉତ ବିଧାନସଭାର…

ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଏହି ଦିନଠୁ ବନ୍ଦ ରହିବ ସ୍କୁଲ

ଭୁବନେଶ୍ୱର,୨୪।୪(ସୁନିତ ମିଶ୍ର): ରାଜ୍ୟରେ ଚାଲିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ରହିବ ବୋଲି ନିଷ୍ପତ୍ତି ନିଆଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏ…

ଜନଗଣନାରେ ବାଧା ଦେଲେ ୩ ବର୍ଷ ଜେଲଦଣ୍ଡ: ଜାରି ହେଲା ଏସ୍‌ଓପି

ଭୁବନେଶ୍ୱର,୨୪।୪ (ରବିନାରାୟଣ ଜେନା):ରାଜ୍ୟରେ ଏପ୍ରିଲ ୧୬ରୁ ଆରମ୍ଭ ହୋଇଥିବା ଜନଗଣନାକୁ କିଭଳି ଶୃଙ୍ଖଳିତ କରାଯିବ ସେନେଇ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହେବା ପରେ ଗୁରୁବାର…

ଚଳିତ ଶିକ୍ଷାବର୍ଷରେ ଏତିକି ଦିନ ସ୍କୁଲ ଖୋଲା, ଜାଣନ୍ତୁ କେଉଁ ମାସରେ କେତେ ଦିନ…

ଭୁବନେଶ୍ବର,୨୪ା୪(ସୁଚିସ୍ମିତା ସାହୁ):ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ ଚଳିତ ଶିକ୍ଷାବର୍ଷ ପାଇଁ ପ୍ରାଥମିକ ଓ ମାଧ୍ୟମିକ ବିଦ୍ୟାଳୟର ଏକାଡେମିକ୍‌ କ୍ୟାଲେଣ୍ଡର ପ୍ରକାଶ ପାଇଛି। ଏହି କ୍ୟାଲେଣ୍ଡରରେ କାର୍ଯ୍ୟଦିବସଠୁ ଆରମ୍ଭକରି ଛୁଟି, ପରୀକ୍ଷା…

ଓଏଏସ୍‌ ସ୍ତରରେ ବଡ଼ଧରଣର ଅଦଳବଦଳ: ବଦଳିଲେ ୨୦ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୨୪।୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ବିଏମ୍‌ସିର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ସଚିବ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?