ମେଟ୍ରୋ

ମନରେଗା ମଜୁରି ବୃଦ୍ଧି: ଓଡ଼ିଶା ଶ୍ରମିକଙ୍କ ଏତିକି ଟଙ୍କା ମଜୁରି ବଢିଲା

ନୂଆଦିଲ୍ଲୀ,୨୯ା୩(ପି.ଟି.):ବିଭିନ୍ନ ରାଜ୍ୟରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ମଜୁରିକୁ ୪ରୁ ୧୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହି ଯୋଜନାରେ ଓଡ଼ିଶାରେ ଅଣକୁଶଳୀ ଶ୍ରମିକମାନଙ୍କ ମଜୁରି ୨୩୭ ଟଙ୍କାରୁ ୨୫୪ ଟଙ୍କାକୁ ବଢ଼ିଛି, ଅର୍ଥାତ୍‌ ୭.୨ ପ୍ରତିଶତ…

ପିଏଚ୍‌.ଡି. ପାଇଁ ଏନ୍‌ଇଟି ସ୍କୋର

ଭୁବନେଶ୍ୱର, ୨୯ା୩(ଅସମାପିକା ସାହୁ):ଏଣିକି ପିଏଚ୍‌.ଡି ପଢ଼ିବା ପାଇଁ ଜାତୀୟ ଯୋଗ୍ୟତା ପରୀକ୍ଷା ବା ଏନ୍‌ଇଟି ସ୍କୋର୍‌ ଆବଶ୍ୟକ ହେବ। ଆଶାୟୀ ଛାତ୍ରୀଛାତ୍ର ଏନ୍‌ଇଟି ପରୀକ୍ଷାରେ ରଖିଥିବା ସ୍କୋର ଅନୁଯାୟୀ ସିଟ୍‌ ପାଇବେ। ପୂର୍ବରୁ ସମସ୍ତ ବିଶ୍ୱବିଦ୍ୟାଳୟ ଭିନ୍ନଭିନ୍ନ ଭାବେ ପିଏଚ୍‌.ଡି. ନାମଲେଖା…

ଭାଜପା ଛାଡ଼ିଲେ ପ୍ରକାଶ ବେହେରା

ଭୁବନେଶ୍ୱର,୨୯ା୩: ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା ଭାଜପା ଛାଡ଼ିଛନ୍ତି। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇ ଦେଇଛନ୍ତି। କଟକ ଜିଲା ଭାଜପା ସଭାପତି…

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିରଦ ଶ୍ରୀ ମାତାଜୀ(୮୦)। ମିଳିଥିବା ସୂଚନା ଅନୁଯାୟୀ, ମାତାଜୀ ଜୈନ ଧର୍ମ ପ୍ରଚାର…

ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ

ଭୁବନେଶ୍ୱର,୨୮।୩(ଅସମାପିକା ସାହୁ): ମାର୍ଚ୍ଚ ମାସ ଶେଷ ନ ହେଉଣୁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗୁରୁବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୮ଡିଗ୍ରୀ ଅତିକ୍ରମ କରିଥିବାବେଳେ ୫ସହରରେ ୩୯ଡିଗ୍ରୀ ପାରଦ ଛୁଇଁଛି। ଆଗାମୀ ଦୁଇଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲାରେ…

ରାଜ୍ୟର ୬ଟି ଲୋକ ସଭା ଆସନରେ କାହାକୁ ଟିକେଟ ଦେବ ବିଜେଡି, ଚର୍ଚ୍ଚାରେ ଏହି ନାଁ

ଭୁବନେଶ୍ୱର,୨୮।୩: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାର ୨୧ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ଭିତରୁ ୧୮ଟି ସ୍ଥାନରେ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜେଡି ୧୫ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ହେଲେ କଂଗ୍ରେସ ପକ୍ଷରୁ କୌଣସି…

ପିନାକୀ-ମହେଶଙ୍କୁ ମିଳିଲାନି ଟିକେଟ

ଭୁବନେଶ୍ୱର,୨୮।୩: ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ବିଜେଡି ଏହାର ପ୍ରାର୍ଥୀ ଘୋଷଣା କରିଛି। ବୁଧବାର ୧୫ ଆସନ ଲାଗି ପ୍ରାର୍ଥୀ ଘୋଷଣା ହୋଇଛି। ସେଥିମଧ୍ୟରୁ ୪ ଆସନରେ ପୁରୁଣା ପ୍ରାର୍ଥୀଙ୍କୁ ରିପିଟ୍‌ କରାଯାଇଥିବା ବେଳେ ୧୧ ଆସନରେ ନୂଆ ମୁହଁ…

ପଦ୍ମ ଧରିଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୩: ଭାଜପାରେ ସାମିଲ ହେଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା। ଗୁରୁବାର ଅପରାହ୍ନ ସାଢେ ୨ଟାରେ ନୂଆଦିଲ୍ଲୀର ଭାଜପା ମୁଖ୍ୟାଳୟରେ ସେ ଯୋଗ ଦେଇଛନ୍ତି। ଏହା ସହିତ ବିଜେଡିରୁ ଇସ୍ତଫା ଦେଇଥିବା ଏମ୍‌ପି ଭର୍ତ୍ତୃହରି ମହତାବ, ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର ମଧ୍ୟ…

ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ ହୋଇଛନ୍ତି। ଏହି ସମୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା,…

ଭାଜପାରେ ମିଶିପାରନ୍ତି ଅନୁଭବ, ଆଜି ହେବ ସ୍ପଷ୍ଟ

ଭୁବନେଶ୍ୱର,୨୮ା୩: ବିଜେଡି ଟିକେଟ୍‌ରେ କେନ୍ଦ୍ରାପଡ଼ା ଲୋକ ସଭାକୁ ନିର୍ବାଚିତ ହୋଇଥିବା ଅଭିନେତା ଅନୁଭବ ମହାନ୍ତି ଗୁରୁବାର ଭାଜପାରେ ଯୋଗ ଦେଇ ପାରନ୍ତି ବୋଲି ରାଜନୈତିକ ମହଲରେ ଜୋର୍‌ଦାର ଚର୍ଚ୍ଚା ହେଉଛି। ଆଜି ଅପରାହ୍ନରେ ଦିଲ୍ଲୀରେ ଭାଜପା ମୁଖ୍ୟ କାର୍ଯ୍ୟାଳୟରେ ଆୟୋଜିତ ହେବାକୁ…

ଏପ୍ରିଲ ପ୍ରଥମ ସପ୍ତାହରେ ଘୋଷଣା ହେବ କଂଗ୍ରେସ ଟିକେଟ୍‌

ଭୁବନେଶ୍ୱର,୨୮।୩: ମୁଣ୍ଡ ଉପରେ ନିର୍ବାଚନ। ଭାଜପା ଓ ବିଜେଡି ପର୍ଯ୍ୟାୟ କ୍ରମେ ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। କିନ୍ତୁ ଏଥିରେ ପଛରେ ପଡିଛି କଂଗ୍ରେସ । କଂଗ୍ରେସ କେବେ ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିବ ବୋଲି ଚର୍ଚ୍ଚା ହେଉଥିବାବେଳେ…

ଟିକେଟ୍‌ ପାଇବା ପରେ ନବୀନ ନିବାସରେ ନେତାଙ୍କ ପ୍ରବଳ ଭିଡ଼, ଭେଟିବାକୁ ଆସିଲେ…

ଭୁବନେଶ୍ୱର,୨୮ା୩: ଟିକେଟ୍‌ ପାଇବା ପରେ ବିଜେଡି ସୁପ୍ରିମୋଙ୍କୁ ଧନ୍ୟବାଦ ଜଣାଇବା ପାଇଁ ନବୀନ ନିବାସରେ ଏମ୍‌ପି ଏବଂ ବିଧାୟକ ପ୍ରାର୍ଥୀଙ୍କ ପ୍ରବଳ ଭିଡ଼ ଲାଗିଛି। ଏମାନଙ୍କ ମଧ୍ୟରେ କଟକ ଏମ୍‌ପି ପ୍ରାର୍ଥୀ ସଂତୃପ୍ତ ମିଶ୍ର, କେନ୍ଦ୍ରାପଡ଼ା ଏମ୍‌ପି ପ୍ରାର୍ଥୀ ଅଂଶୁମାନ ମହାନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?