ମେଟ୍ରୋ

କୁଟୁରା ଇଂଲିଶ ନାମ ପରିବର୍ତ୍ତନରୁ ଦ୍ୱନ୍ଦ୍ୱ

ଭୁବନେଶ୍ୱର, ୨୮।୮(ଅସମାପିକା ସାହୁ): ଭାରତୀୟ ବନ୍ୟପ୍ରାଣୀ ସଂରକ୍ଷଣ ଆଇନ-୧୯୭୨ରେ କୁଟୁରାକୁ ଇଂଲିଶରେ ବାର୍କିଂ ଡିଅର କୁହାଯାଉଥିଲା। ଏପ୍ରିଲ ୨୦୨୩ରେ ବନ୍ୟପ୍ରାଣୀ ସଂଶୋଧିତ ଆଇନରେ ଏହାର ନାମ ପରିବର୍ତ୍ତନ କରାଯାଇ ମୁଣ୍ଟଜାକ୍‌ ଡିଅର କରାଯାଇଛି। ତେବେ ଏହାକୁ ୩ଟି ପ୍ରଜାତିରେ ବିଭକ୍ତ...

ପରଲୋକରେ ଜୟନ୍ତ ମହାପାତ୍ର

ଭୁବନେଶ୍ୱର,୨୭।୮(ଶର୍ମିଷ୍ଠା ପାଣିଗ୍ରାହୀ): ବିଶିଷ୍ଟ କବି ଜୟନ୍ତ ମହାପାତ୍ରଙ୍କର ରବିବାର ରାତି ୯ଟାରେ କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ପରଲୋକ ଘଟିଛି। ତାଙ୍କୁ ୯୫ବର୍ଷ ବୟସ ହୋଇଥିଲା। ସେ କିଛିଦିନ ଧରି ନିମୋନିଆ ରୋଗରେ ଆକ୍ରାନ୍ତ...

ମାଗଣାରେ ବିଦେଶ ବୁଲୁଛନ୍ତି

ଲଣ୍ଡନ: ଅନେକ ଲୋକ ବୁଲିବାକୁ ବେଶ୍‌ ପସନ୍ଦ କରିଥା’ନ୍ତି। ତେବେ ନିକଟରେ ଜଣେ ମହିଳା ତାଙ୍କ ସ୍ବପ୍ନ ରାଇଜରେ ବଞ୍ଚୁଛନ୍ତି। ସେ ତାଙ୍କର ଅଧିକାଂଶ ସମୟ ଦେଶ ବିଦେଶରେ ବିତାଉଛନ୍ତି। କିନ୍ତୁ ଆଶ୍ଚର୍ଯ୍ୟର କଥା, ତାଙ୍କୁ ଏଥିପାଇଁ ଟଙ୍କା ଖର୍ଚ୍ଚ...

କିଚେନ ଗାର୍ଡେନ ଡେ’

ଭୁବନେଶ୍ୱର, ୨୬।୮(ଅସମାପିକା ସାହୁ): ଆଜି ଓ୍ବାର୍ଲଡ କିଚେନ ଗାର୍ଡେନ ଡେ’। ପ୍ରତିବର୍ଷ ଅଗଷ୍ଟ ଶେଷ ରବିବାର ଏହି ଦିବସ ଭାବେ ପାଳନ କରାଯାଏ। ଆଜିକାଲିର ଫ୍ୟାଶନ ଯୁଗରେ ଗାର୍ଡେନ କରିବା ଏକ ସଉକ ପାଲଟିଲାଣି। ସହରରେ ଏହି କିଚେନ ଗାର୍ଡେନ ବହୁଳଭାବେ...

ରିଲାଏନ୍ସ ରିଟେଲ ପକ୍ଷରୁ ୟୁଷ୍ଟାର ଶୁଭାରମ୍ଭ

ଭୁବନେଶ୍ୱର,୨୭।୮: ରିଲାଏନ୍ସ ରିଟେଲ ପକ୍ଷରୁ ଯୁବ ଫ୍ୟାଶନ ରିଟେଲ ଫର୍ମାଟ ୟୁଷ୍ଟା’ର ଆନୁଷ୍ଠାନିକ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ହାଇଦ୍ରାବାଦଠାରେ ୟୁଷ୍ଟାର ପ୍ରଥମ ଷ୍ଟୋର ସହିତ ନୂଆ ଫର୍ମାଟର ଶୁଭାରମ୍ଭ କରାଯାଇଛି। ଏପରିକି ସର୍ବାଧୁନିକ ଜ୍ଞାନକୌଶଳସମ୍ପନ୍ନ ଷ୍ଟୋର...

ଜିଏଏ ସହ ସିୟୁଟିଏମ୍‌ର ରାଜିନାମା

ଭୁବନେଶ୍ୱର,୨୭।୮ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ସେଞ୍ଚୁରିଅନ୍‌ ୟୁନିଭର୍ସିଟି ଅଫ୍‌ ଟୋକ୍ନୋଲୋଜି ଆଣ୍ଡ ମ୍ୟାନେଜମେଣ୍ଟ (ସିୟୁଟିଏମ୍‌) ଏବଂ ଓଡ଼ିଶା ସରକାରଙ୍କ ଗୋପାବନ୍ଧୁ ଏକାଡେମୀ ଅଫ୍‌ ଆଡ୍‌ମିନିଷ୍ଟ୍ରେଶନ (ଜିଏଏ) ଭୁବନେଶ୍ୱର ମଧ୍ୟରେ ଏକ ବୁଝାମଣାପତ୍ର (ଏମ୍‌ଓୟୁ) ନିକଟରେ ସ୍ବାକ୍ଷର...

‘ମୋ ସ୍କୁଲ’ ନଁାରେ ଫେକ୍‌ ୱେବ୍‌ସାଇଟ୍‌

ଭୁବନେଶ୍ୱର,୨୭ା୮(ସୂର୍ଯ୍ୟକାନ୍ତ ବେହେରା)ଠକେଇ କରିବାକୁ ‘ମୋ ସ୍କୁଲ ଅଭିଯାନ’ ନଁାରେ ଫେକ୍‌ ୱେବ୍‌ସାଇଟ୍‌ ଖୋଲିଥିଲେ। ଚାକିରି ଦେବା ନାଁରେ ବେକାର ଯୁବତୀଯୁବକଙ୍କଠାରୁ ଲକ୍ଷଲକ୍ଷ ଟଙ୍କା ଠକି ନେଉଥିବା ଏକ ଗ୍ୟାଙ୍ଗକୁ ଭୁବନେଶ୍ୱର ସାଇବର ଓ ଅର୍ଥନୈତିକ ଅପରାଧ ଥାନା ପୋଲିସ ଧରିଛି।...

୮୩ ଉଚ୍ଚ ମାଧ୍ୟମିକ ସ୍କୁଲରେ ନୂଆ ପାଠ୍ୟକ୍ରମ ଖୋଲିବାକୁ ଅନୁମୋଦନ

ଭୁବନେଶ୍ୱର, ୨୭ା୮(ଅସମାପିକା ସାହୁ)୨୦୨୩-୨୪ ଶିକ୍ଷାବର୍ଷରୁ ରାଜ୍ୟର ୮୩ଟି ଉଚ୍ଚ ମାଧ୍ୟମିକ ସ୍କୁଲରେ ନୂଆ ପାଠ୍ୟକ୍ରମ ଖୋଲିବାକୁ ଅନୁମୋଦନ ମିଳିଛି। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଉକ୍ତ ବେସରକାରୀ ଯୁକ୍ତ୨ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଜଣାଯାଇଛି।...

ଧାରଣାକୁ ଓହ୍ଲାଇଲେ ଥାଲାସେମିଆ ରୋଗୀ

ଭୁବନେଶ୍ୱର,୨୭।୮(ଅଭିଜିତ ଦାସ)କ୍ୟାପିଟାଲ ହସ୍ପିଟାଲରେ ଥାଲାସେମିଆ ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ମିଳୁନାହିଁ। ଏହାକୁ ବିରୋଧ କରି ଶନିବାର ପୂର୍ବାହ୍ନରେ ବହୁ ସଂଖ୍ୟାରେ ଥାଲାସେମିଆ ରୋଗୀ ଧାରଣା ଦେଇଥିଲେ। ହସ୍ପିଟାଲ କର୍ତ୍ତୃପକ୍ଷ ରୋଗୀଙ୍କୁ ବୁଝାଶୁଝା କରିବା ସହିତ ଏ ଦିଗରେ ଏକ ବୈଠକ...

କ୍ୟାପିଟାଲ ହସ୍ପିଟାଲରେ ଖାଦ୍ୟ ବିଶେଷଜ୍ଞ ପଦବୀ ଖାଲି

ଭୁବନେଶ୍ୱର,୨୭।୮(ଅଭିଜିତ ଦାସ)ରାଜ୍ୟର ଅନ୍ୟତମ ପ୍ରମୁଖ ଚିକିତ୍ସାଳୟ କ୍ୟାପିଟାଲ ହସ୍ପିଟାଲରେ ଉନ୍ନତମାନର ଚିକିତ୍ସା ସେବା ଯୋଗାଇଦେବା ଲାଗି ରାଜ୍ୟ ସରକାର ପ୍ରୟାସ ଜାରି ରଖିଛନ୍ତି। ଇତି ମଧ୍ୟରେ ମେଡିକାଲ କଲେଜ ଖୋଲାଯିବା ସହ ହସ୍ପିଟାଲର ରୂପରେଖ ବଦଳୁଛି। ହେଲେ ବହୁ ବିଭାଗରେ...

ବରିଷ୍ଠ କଂଗ୍ରେସ ନେତ୍ରୀ ସନ୍ଧ୍ୟା ମହାପାତ୍ରଙ୍କ ପରଲୋକ

ନୟାଗଡ଼ (ଲୋକନାଥ ମିଶ୍ର)/ ଭୁବନେଶ୍ୱର (ଅନିଲ ଦାସ) ୨୭ା୮ନୟାଗଡ଼ ସହର ପିଡବ୍ଲ୍ୟୁଡି ଗଳିର ବରିଷ୍ଠ କଂଗ୍ରେସ ନେତ୍ରୀ ସନ୍ଧ୍ୟା ମହାପାତ୍ରଙ୍କ ଭୁବନେଶ୍ୱର ବାସଭବନରେ ଶନିବାର ପରଲୋକ ହୋଇଯାଇଛି। ତାଙ୍କୁ ୭୧ ବର୍ଷ ହୋଇଥିଲା। ସେ ପ୍ରଦେଶ ମହିଳା କଂଗ୍ରେସ ଉପସଭାନେତ୍ରୀ,...

ଗୋଲ୍ଡେନ ବାବାଙ୍କ ୧.୫୩ କୋଟି ସମ୍ପତ୍ତି ସଂଲଗ୍ନ କଲା ଇଡି

ଭୁବନେଶ୍ୱର,୨୬।୮ (ସୂର୍ଯ୍ୟକାନ୍ତ ବେହେରା): ବିଭିନ୍ନ ଠକେଇ ମାମଲାରେ ଫେରାର ଥିବା ଗୋଲ୍ଡେନ ବାବା ଓରଫ ଜ୍ୟୋତିରଞ୍ଜନ ବେଉରାଙ୍କ ୧.୫୩ କୋଟି ସମ୍ପତ୍ତି ସଂଲଗ୍ନ କରିଛି (ଆଟାଚ) ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ତେବେ ଏହାପୂର୍ବରୁ ବାବାଙ୍କ ୪ଟି ଦାମୀ କାର୍‌ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri