ଏଏସ୍ଓ ମାମଲା: ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ଭୁବନେଶ୍ୱର,୧୯ା୧: ଏଏସ୍ଓ ଚୟନରେ ଅନିୟମିତତା ମାମଲାରେ ସୁପ୍ରିମକୋର୍ଟ ରାଜ୍ୟ ସରକାରଙ୍କୁ ନୋଟିସ୍ କରିଛନ୍ତି। ରାଜ୍ୟ ସରକାର, ଓପିଏସ୍ସି ସହ ଅନ୍ୟ ପ୍ରତିପକ୍ଷଙ୍କୁ ସାମିଲ କରି ନୋଟିସ୍ କରିଛନ୍ତି ସୁପ୍ରିମକୋର୍ଟ। ଆବେଦନକାରୀ ରଜତ ମିଶ୍ରଙ୍କ ଏସ୍ଏଲ୍ପିକୁ ଗ୍ରହଣ କରି ସୁପ୍ରିମକୋର୍ଟ ଶୁକ୍ରବାର ରାଜ୍ୟ…
ଫେବୃଆରୀ ୫ରୁ ବିଧାନସଭା
ଭୁବନେଶ୍ୱର,୧୯ା୧: ଫେବୃଆରୀ ୫ରୁ ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ ହେବ। ୫ରୁ ୧୩ ପର୍ଯ୍ୟନ୍ତ ଏହି ଅଧିବେଶନ ଚାଲିବ। ଅଧିବେଶନରେ କାମଚଳା ବଜେଟ୍ ଆଗତ କରାଯିବ। ୫ରେ ରାଜ୍ୟପାଳଙ୍କ ଅଭିଭାଷଣ ଏବଂ ୮ରେ ବଜେଟ୍ ଉପସ୍ଥାପନ କରାଯିବ।
କମୁଛି ତାପମାତ୍ରା, ବନ୍ୟପ୍ରାଣୀ ପ୍ରଭାବିତ
ଭୁବନେଶ୍ୱର,୧୯।୧(ଅସମାପିକା ସାହୁ): ଚଳିତ ମାସରେ ଶିମିଳିପାଳ ଅଭୟାରଣ୍ୟର ବାର୍ହା କାମୁଡ଼ା ଅଞ୍ଚଳରେ ଦୁଇଥର ତାପମାତ୍ରା ଶୂନ ଡିଗ୍ରୀ ସେଲସିୟସକୁ ଖସିଛି। କିଛିଦିନ ହେଲା ବ୍ୟାଘ୍ର ପ୍ରକଳ୍ପର ଅନ୍ୟାନ୍ୟ କିଛି ଅଞ୍ଚଳରେ ୨-୩ ଡିଗ୍ରୀ ତାପମାତ୍ରା ଲାଗି ରହିଛି। ଏହା ଜଳବାୟୁ ପରିବର୍ତ୍ତନର…
୨୦ରେ ରାଜ୍ୟର ସମସ୍ତ ଉଠାଦୋକାନ, ଭେଣ୍ଡିଂଜୋନ୍ ବନ୍ଦ
ଭୁବନେଶ୍ୱର, ୧୯।୧ (ବନ୍ଦନା ସେଠୀ): ଆସନ୍ତା ୨୦ ତାରିଖରେ ରାଜ୍ୟର ସମସ୍ତ ଉଠାଦୋକାନ ଏବଂ ଭେଣ୍ଡିଂଜୋନ୍ ବନ୍ଦ ରହିବ। ପ୍ରତିବର୍ଷ ଜାନୁଆରୀ ୨୦କୁ ଦେଶରେ ଜାତୀୟ ଉଠାଦୋକାନୀ ଦିବସ ଭାବେ ପାଳନ କରାଯାଇଥାଏ। ଚଳିତବର୍ଷ ନିଖିଳ ଉତ୍କଳ କ୍ଷୁଦ୍ର ବ୍ୟବସାୟୀ ଓ…
କନିଷ୍ଠ ଶିକ୍ଷକ ପରୀକ୍ଷା ଫଳକୁ ନେଇ ବଢ଼ୁଛି ଅସନ୍ତୋଷ; ସ୍ପଷ୍ଟୀକରଣ ଦେଲା OSEPA
ଭୁବନେଶ୍ୱର,୧୮।୧: କନିଷ୍ଠ ଶିକ୍ଷକ(ସ୍କିମାଟିକ) ଲିଖିତ ପରୀକ୍ଷା ଫଳ ପ୍ରକାଶ ପରେ ଆଶାୟୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଛି। ପ୍ରାର୍ଥୀଙ୍କ ସମୁଦାୟ ମାର୍କ ପ୍ରକାଶ କରିବା, ନର୍ମାଲାଇଜେସନ୍ ପ୍ରକ୍ରିୟା ଓ ମାର୍କ ପ୍ରକାଶ କରିବା ସହ ସମସ୍ତ ପରୀକ୍ଷାର୍ଥୀଙ୍କ ମାର୍କକୁ ସାର୍ବଜନୀନ କରିବାକୁ…
ବିଭିନ୍ନ ମୋର୍ଚ୍ଚା ପ୍ରଭାରୀଙ୍କ ନାମ ଘୋଷଣା କଲା ଭାଜପା
ଭୁବନେଶ୍ୱର,୧୮ା୧: ରାଜ୍ୟ ଭାଜପାର ବିଭିନ୍ନ ମୋର୍ଚ୍ଚା ପାଇଁ ଗୁରୁବାର ପ୍ରଭାରୀ ନିଯୁକ୍ତ ହୋଇଛନ୍ତି। ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଆଜି ସେମାନଙ୍କ ନାମ ଘୋଷଣା କରାଯାଇଛି। ସେଥିମଧ୍ୟରୁ ଦଳର ବରିଷ୍ଠ ନେତା ବିରଞ୍ଚି ନାରାୟଣ ତ୍ରିପାଠୀଙ୍କୁ ଯୁବ…
ନମିତା ଅଗ୍ରଓ୍ବାଲଙ୍କ ଓଡ଼ିଆ ରାମ ଭଜନର ଭିଡିଓ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୧୮।୧: ଜାନୁଆରୀ ୨୨ରେ ରାମମନ୍ଦିର ପ୍ରାଣ ପ୍ରତିଷ୍ଠାକୁ ନେଇ ସାରା ଦେଶରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି। ସମସ୍ତେ ସେହି ଦିନକୁ ଅପେକ୍ଷା କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଆ ଗାୟିକା ନମିତା ଅଗ୍ରଓ୍ବାଲଙ୍କ କଣ୍ଠରେ ରାମ ଭଜନର…
ପ୍ରବଳ କୁହୁଡ଼ି ସମ୍ଭାବନା
ଭୁବନେଶ୍ୱର,୧୮।୧(ଅନିଲ ଦାସ)ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲାରେ କୁହୁଡ଼ି ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ କଳାହାଣ୍ଡି, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, କେନ୍ଦୁଝର ଏବଂ ଝାରସୁଗୁଡ଼ା ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି…
ଅମୃତ ବାରିରେ ଦେବାଶୀର୍ବାଦ
ଭୁବନେଶ୍ୱର,୧୮।୧(ଅନିଲ ଦାସ)ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ମିଳିଛି ମହାପ୍ରଭୁଙ୍କ ଆଶୀର୍ବାଦ। ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଓ ମହାଯଜ୍ଞର ପୂର୍ଣ୍ଣାହୁତିର ଠିକ୍ ପୂର୍ବରୁ ପୁରୀ ଆକାଶରୁ ଦେବାଶୀର୍ବାଦ ସ୍ବରୂପ ଝରିଛି ଅମୃତ ବାରି। ଟୋପାଟୋପା ବର୍ଷା ଭକ୍ତ, ଶ୍ରଦ୍ଧାଳୁ, ପୂଜକ, ସେବାୟତଙ୍କୁ ଦେଇଛି ଅପ୍ରମିତ…
ମାହାଙ୍ଗା ଡବଲ ମର୍ଡର ଘଟଣା: ବଢ଼ିଲା ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ଅବଧି
କଟକ,୧୭ା୧(କାର୍ତ୍ତିକ ସାହୁ): ବିଧାୟକ ପ୍ରତାପ ଜେନାଙ୍କୁ ହାଇକୋର୍ଟରୁ ପୁଣି ଆଶ୍ୱସ୍ତି ମିଳିଛି। ମାହାଙ୍ଗା ଡବଲ ମର୍ଡର ଘଟଣାରେ ସାଲେପୁର ଜେଏମ୍ଏଫ୍ସି କୋର୍ଟର ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ଦାୟର ମାମଲାର ଶୁଣାଣିକୁ ଆସନ୍ତା ଫେବୃଆରୀ ୧ ପର୍ଯ୍ୟନ୍ତ ହାଇକୋର୍ଟ ଘୁଞ୍ଚାଇ ଦେଇଛନ୍ତି। ବିଚାରପତି…
ଓଡ଼ିଶା କନିଷ୍ଠ ଶିକ୍ଷକ ନିଯୁକ୍ତି ପରୀକ୍ଷା: ସିବିଟିରେ ଅନିୟମିତତା ଅଭିଯୋଗ କଲେ ପରୀକ୍ଷାର୍ଥୀ
ଭୁବନେଶ୍ୱର,୧୭।୧: ଓଡ଼ିଶା କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ କମ୍ପ୍ୟୁଟର-ଆଧାରିତ ପରୀକ୍ଷା (ସିବିଟି) ର ମେରିଟ୍ ତାଲିକା ପ୍ରକାଶ ପାଇଛି। ତେବେ ଏହି ତାଲିକା ଉପରେ ସନ୍ଧେହ ପ୍ରକାଶ କରିଛନ୍ତି ବହୁ ପରୀକ୍ଷାର୍ଥୀ। ବୁଧବାର ଦିନ ବହୁ ଆଶାୟୀମାନେ ୨୦୨୩ ମସିହାରେ ଓଡ଼ିଶା…
କଂଗ୍ରେସକୁ ଫେରିଲେ ଗମାଙ୍ଗଙ୍କ ପରିବାର
ଭୁବନେଶ୍ୱର,୧୭ା୧: କଂଗ୍ରେସକୁ ଫେରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗଙ୍କ ପରିବାର। ଏଥିସହିତ ତାଙ୍କ ସ୍ତ୍ରୀ ହେମା ଗମାଙ୍ଗ ଏବଂ ପୁଅ ଶିଶିର ଗମାଙ୍ଗ ମଧ୍ୟ ଦଳକୁ ଫେରିଛନ୍ତି। ଦିଲ୍ଲୀରେ ଗିରିଧରଙ୍କ ପରିବାର ସଦସ୍ୟ କଂଗ୍ରେସ ହାତ ଧରିଛନ୍ତି। ଏହି ସମୟରେ ଅଜୟ…
Archives


