ବିଏମ୍ସି ବୈଠକରେ ଡେଙ୍ଗୁକୁ ନେଇ ହୋହଲ୍ଲା
ଭୁବନେଶ୍ୱର, ୨୪।୮ (ବନ୍ଦନା ସେଠୀ)ରାଜଧାନୀରେ ଡେଙ୍ଗୁ ମୁକାବିଲାରେ ବିଏମ୍ସି ସଫଳ ହେଉ ନ ଥିବାରୁ ଏହାକୁ ନେଇ ସାଧାରଣଜନତାଙ୍କଠାରୁ ଆରମ୍ଭ କରି ବିରୋଧୀ ଦଳ ଓ ଖୋଦ୍ କର୍ପୋରେଟରମାନେ ମଧ୍ୟ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏହାକୁ ନେଇ ବୁଧବାର ବିଏମ୍ସି...
ରାତିରେ ଖୋଲିବ ନନ୍ଦନକାନନ
ଭୁବନେଶ୍ୱର,(ଅସମାପିକା ସାହୁ)/ ବାରଙ୍ଗ,୨୪।୮(ଲିଙ୍ଗରାଜ ରାଉତ)ନନ୍ଦନକାନନ କର୍ତ୍ତୃପକ୍ଷ ପର୍ଯ୍ୟଟକଙ୍କ ପାଇଁ ରାତିରେ ନନ୍ଦନକାନନ ଖୋଲିବାକୁ ନେଇ ଯୋଜନା କରିଛନ୍ତି। ବର୍ତ୍ତମାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଖୋଲା ରହୁଛି। କିନ୍ତୁ ଖୁବ୍ଶୀଘ୍ର ରାତିରେ ବି ନନ୍ଦନକାନନ ବୁଲିବାର ମଜା...
ଇସ୍ରୋ ବୈଜ୍ଞାନିକଙ୍କୁ ଧନ୍ୟବାଦ ଦେଲେ ନବୀନ
ଭୁବନେଶ୍ୱର,୨୩ା୮(ଅନିଲ ଦାସ): ଚନ୍ଦ୍ରର ଦକ୍ଷିଣ ମେରୁରେ ଚନ୍ଦ୍ରୟାନ-୩ ବୁଧବାର ସଫଳତାର ସହ ଲ୍ୟାଣ୍ଡିଂ କରିଛି। ଏହି ଅବିସ୍ମରଣୀୟ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର(ଇସ୍ରୋ)ର ବୈଜ୍ଞାନିକମାନଙ୍କୁ ଧନ୍ୟବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହା ଏକ...
୨୧ ନୂଆ ବସ୍ଷ୍ଟାଣ୍ଡ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ, ଉପକୃତ ହେବେ ୨ କୋଟି ଲୋକ
ଭୁବନେଶ୍ୱର,୨୩ା୮(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ‘ଆମ ବସ୍ଷ୍ଟାଣ୍ଡ ଯୋଜନା’ରେ ରାଜ୍ୟର ୧୩ଟି ଜିଲାରେ ୨୧ଟି ନୂଆ ବସ୍ଷ୍ଟାଣ୍ଡ ଉଦ୍ଘାଟନ କରିଛନ୍ତି। ଏହାସହିତ ୨୬ଟି ଜିଲାରେ ୧୨୪ଟି ବ୍ଲକସ୍ତରୀୟ ବସ୍ଷ୍ଟାଣ୍ଡ ନିର୍ମାଣ ପାଇଁ ଭିତ୍ତି ମଧ୍ୟ ରଖିଛନ୍ତି। ଏହାକୁ...
ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା
ଭୁବନେଶ୍ୱର,୨୩ା୮(ଅସମାପିକା ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଏକ ପ୍ରତିନିଧି ଦଳ ବିଶିଷ୍ଠ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କୁ ବୁଧବାର ସାକ୍ଷାତ କରିଛନ୍ତି। ଶ୍ରୀ ପଟ୍ଟନାୟକ ଅସୁସ୍ଥ ହୋଇ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏହି ଦଳ ତାଙ୍କର ଆଶୁ...
ମିଶନ ଶକ୍ତି ମହିଳା ଗୋଷ୍ଠୀଙ୍କୁ କାମ ଦେବା ପାଇଁ ଲାଞ୍ଚ ନେବା ଅଭିଯୋଗରେ ମ୍ୟାନେଜର ଗିରଫ
ଭୁବନେଶ୍ୱର,୨୩ା୮(ଅସମାପିକା ସାହୁ): ଆହାର କେନ୍ଦ୍ର ଚଳାଉଥିବା ମିଶନ ଶକ୍ତି ମହିଳା ଗୋଷ୍ଠୀଙ୍କୁ କାମ ଦେବା ପାଇଁ ଲାଞ୍ଚ ମାଗିବା ଓ ନେବା ଅଭିଯୋଗରେ ବାରିପଦା ମ୍ୟୁନିସିପାଲିଟି ସିଟି ମିଶନ ମ୍ୟାନେଜର ଗିରଫ ହୋଇଛନ୍ତି। ସଂପୃକ୍ତ ସିଏମ୍ଏମ୍ଙ୍କ ବିରୋଧରେ ଅଭିଯୋଗ ଆସିବା...
ପାଠକ ବାପ, ପୁଅଙ୍କ ବିରୋଧରେ ୫ହଜାର ପୃଷ୍ଠାର ଚାର୍ଜଶିଟ୍
ଭୁବନେଶ୍ୱର,୨୩।୮(ସତ୍ୟଜିତ୍ ରାଉତ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ପୂର୍ବତନ ଆଇଏଫ୍ଏସ୍ ଅଧିକାରୀ ଅଭୟକାନ୍ତ ପାଠକ ଓ ପୁଅ ଆକାଶ ପାଠକଙ୍କ ବିରୋଧରେ ମଙ୍ଗଳବାର ଭୁବନେଶ୍ୱରସ୍ଥିତ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ଭିଜିଲାନ୍ସ ପକ୍ଷରୁ ୫ ହଜାର ପୃଷ୍ଠା ସମ୍ବଳିତ ଚାର୍ଜଶିଟ୍...
ନିଅଣ୍ଟିଆ ବର୍ଷା ବଢ଼ାଇଲା ଚାଷୀଙ୍କ ଚିନ୍ତା
ଭୁବନେଶ୍ୱର,୨୩।୮(ଅନିଲ ଦାସ): ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରବେଶ କରିବା ପରଠାରୁ ୫ଟି ଲଘୁଚାପ ସୃଷ୍ଟି ହେଲାଣି। ଜୁଲାଇ ୩୦ ତାରିଖରେ ହୋଇଥିବା ଲଘୁଚାପକୁ ଛାଡ଼ିଦେଲେ ଅନ୍ୟ ୪ଟିରେ ବର୍ଷା ନାହିଁ। ରାଜ୍ୟର ୧୧ ଜିଲାରେ ଏବେ ନିଅଣ୍ଟିଆ ବର୍ଷା ଚାଷୀଙ୍କ...
ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଅବଧି ଅଗଷ୍ଟ ୨୫କୁ ବଢ଼ିଲା
ଭୁବନେଶ୍ୱର,୨୩।୮(ଅନିଲ ଦାସ): ଖରିଫ ଋତୁ ପାଇଁ ରାଜ୍ୟ ସରକାର ଚାଷୀ ପଞ୍ଜୀକରଣ ସମୟ ଆଉ ୩ ଦିନ ବୃଦ୍ଧି କରିଛନ୍ତି। ଅଗଷ୍ଟ ୨୫ ତାରିଖ ଯାଏ ଖରିଫ ଧାନ ବିକ୍ରି ପାଇଁ ଚାଷୀମାନେ ନିଜର ନାମ ପଞ୍ଜୀକରଣ କରିପାରିବେ। ଏନେଇ ମଙ୍ଗଳବାର...
ଡିଆଇଜି ବ୍ରିଜେଶ ରାୟଙ୍କୁ ବଦଳି
ଭୁବନେଶ୍ୱର,୨୩ା୮(ଅନିଲ ଦାସ): ଜଣେ ମହିଳା ହୋମ୍ଗାର୍ଡଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ବ୍ରିଜେଶ କୁମାର ରାୟଙ୍କୁ ରାଜ୍ୟ ସରକାର କଟକସ୍ଥିତ ପୋଲିସ ମୁଖ୍ୟାଳୟକୁ ବଦଳି କରିଛନ୍ତି। ତାଙ୍କ ସ୍ତ୍ରୀ ଜଣେ ମହିଳା ହୋମ୍ଗାର୍ଡଙ୍କୁ ନିର୍ଯାତନା ଦେଇଥିବା ଅଭିଯୋଗ...
ଓଏଏସ୍ ଅଫିସରସ୍ତରରେ ବଦଳି: ଆଶିଷ କୁମାର ଜେନାଙ୍କୁ ଯୁଗ୍ମ ଏସ୍ଆର୍ସି ଦାୟିତ୍ୱ
ଭୁବନେଶ୍ୱର, ୨୨।୮(ସୁନିତ୍ ମିଶ୍ର): ରାଜ୍ୟ ସରକାର ମଙ୍ଗଳବାର ଓଏଏସ୍ ଅଫିସର ସ୍ତରରେ ବଦଳି କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ରାଜସ୍ବ ଅଧିକାରୀ ପ୍ରଶିକ୍ଷଣ ସଂସ୍ଥାନ(ରୋଟି) ଯୁଗ୍ମ ନିର୍ଦ୍ଦେଶକ ତଥା ବରିଷ୍ଠ ଓଏଏସ୍ ଅଫିସର ଆଶିଷ...
ମହିଳା ହୋମଗାର୍ଡଙ୍କୁ ନିର୍ଯାତନା ମାମଲା: ପୋଲିସ ମୁଖ୍ୟାଳୟକୁ ଡିଆଇଜି ବ୍ରିଜେଶ ରାୟଙ୍କ ବଦଳି
ଭୁବନେଶ୍ୱର,୨୨ା୮(ଅନିଲ ଦାସ): ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ବ୍ରିଜେଶ କୁମାର ରାୟଙ୍କୁ ରାଜ୍ୟ ସରକାର କଟକ ସ୍ଥିତ ପୋଲିସ ମୁଖ୍ୟାଳୟକୁ ବଦଳି କରିଛନ୍ତି। ତାଙ୍କ ସ୍ତ୍ରୀ ଜଣେ ମହିଳା ହୋମ୍ଗାର୍ଡଙ୍କୁ ନିର୍ଯାତନା ଦେଇଥିବା ଅଭିଯୋଗ ଉପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।...
Archives


