ମେଟ୍ରୋ

ବିନା ବ୍ରେକ୍‌ରେ ୪୮ଘଣ୍ଟା ନାଟକ ପ୍ରଦର୍ଶନ

ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ):ବିନା ବ୍ରେକ୍‌ରେ ଲଗାତର ୪୮ ଘଣ୍ଟାରୁ ଅଧିକ ସମୟ ନାଟକ ପରିବେଷଣ କରି ବିଶ୍ୱ ରେକର୍ଡ ସୃଷ୍ଟି କରିଛି ନାଟ୍ୟ ସଂସ୍ଥା ମିରର ଥିଏଟର। ଝାରସୁଗୁଡା ଜିଲା ବେଲପାହାଡର ମିରର ଥିଏଟର କଳାକାରଙ୍କ ପରିଶ୍ରମ ଅନୁଷ୍ଠାନକୁ ନୂଆ ପରିଚୟ ଆଣି…

ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ

ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ ସିରିଜ। ‘ଜୟ ଜଗନ୍ନାଥ’ ନାଁରେ ନାମିତ ଏହି ବିବିଧ ବିଭାଗର ସିରିଜ ବିଶେଷ କରି ଶିଶୁଙ୍କ ମନ ଜିଣିବା ସହ ସାରା ପରିବାରର ଲୋକପ୍ରିୟତା ହାସଲ କରିବା ଆଶା…

ବ୍ୟାଙ୍କିଙ୍ଗ୍‌ ଠକେଇ ରୋକିବ ‘ରାପିଡ୍‌ ଆଲର୍ଟ ସିଷ୍ଟମ’

ଭୁବନେଶ୍ୱର,୫।୧୨(ଅନୁରାଧା ମହାରଣା):ଡିଜିଟାଲ ବ୍ୟାଙ୍କିଂର ବ୍ୟବହାର ବୃଦ୍ଧି ସହିତ ବ୍ୟାଙ୍କିଙ୍ଗ ଠକେଇ ଘଟଣା ମଧ୍ୟ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ତେବେ ଏପରି ଠକେଇ ମାମଲାକୁ ନିୟନ୍ତ୍ରଣ କରିବା ପାଇଁ ସରକାର ବର୍ତ୍ତମାନ ବିଭିନ୍ନ ପଦକ୍ଷେପ ଗ୍ରହଣ କରିବା ସହ ନୂଆ ପ୍ରସ୍ତାବ…

ଆଜି ଉପକୂଳରେ ମାଡ଼ହେବ ‘ମିଗ୍‌ଜୋମ୍‌’: ଓଡ଼ିଶାର ୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୫ା୧୨ (ଅନିଲଦାସ):ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍‌ଜୋମ’ ଭୟଙ୍କର ରୂପ ନେଇଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ୮କି.ମି. ବେଗରେ ଗତି…

ନାରୀ ନିର୍ଯାତନାରେ ଓଡ଼ିଶା ୪ର୍ଥ

ଭୁବନେଶ୍ୱର,୫ା୧୨(ସତ୍ୟଜିତ୍‌ ରାଉତ):ଦେଶବ୍ୟାପୀ ମହିଳା ଓ ଶିଶୁ ବିରୋଧୀ ହିଂସା, ଅପରାଧ ବୃଦ୍ଧି ଚିନ୍ତାଜନକ ରହିଛି। ଅଧିକାଂଶ ମହିଳା ଘରୋଇ ହିଂସାର ଶିକାର ହେଉଛନ୍ତି। ଦେଶରେ ମହିଳା ବିରୋଧୀ ଅପରାଧ ମାମଲା ୨୦୨୧ ତୁଳନାରେ ୨୦୨୨ରେ ୪% ବଢ଼ିଥିବାବେଳେ ଶିଶୁ ବିରୋଧୀ ଅପରାଧ…

ବାତ୍ୟା ‘ମିଗଜୋମ’ର ପ୍ରଭାବ: ଆସନ୍ତାକାଲି ଗଜପତିରେ ସବୁ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୫।୧୨: ବାତ୍ୟା ‘ମିଗଜୋମ’ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ କୋହଲା ରହିଛି। ଏହାସହ କିଛି ସ୍ଥାନରେ ବର୍ଷା ମଧ୍ୟ ହେଉଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲାରେ ଆସନ୍ତାକାଲି ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଗଜପତିର ବହୁ ଉପାନ୍ତ…

ଜେଲରୁ ମୁକୁଳିବେ ଅର୍ଚ୍ଚନା ନାଗ୍‌ : ଇଡି ମାମଲାରେ ହାଇକୋର୍ଟରୁ ମିଳିଲା ଜାମିନ

ଭୁବନେଶ୍ୱର,୪।୧୧ (ସତ୍ୟଜିତ୍‌ ରାଉତ): ବହୁଚର୍ଚ୍ଚିତ ହନିଟ୍ରାପ୍‌ ଓ ବେଆଇନ ଅର୍ଥ କାରବାର ମାମଲାରେ ଗିରଫ ହୋଇଥିବା ଅର୍ଚ୍ଚନା ନାଗ ଖୁବ୍‌ଶୀଘ୍ର ଝାରପଡ଼ା ଜେଲରୁ ମୁକୁଳିବେ। ପୂର୍ବରୁ ୨ଟି ମାମଲାରେ ତାଙ୍କୁ ଜାମିନ ମିଳିଥିବାବେଳେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ହୋଇଥିବା ବେଆଇନ…

ବାଲିଯାତ୍ରାକୁ ଆଉ ଗୋଟିଏ ଦିନ ବଢ଼ାଇଲେ ସରକାର

ଭୁବନେଶ୍ୱର,୪ା୧୨: କଟକର ପ୍ରସିଦ୍ଧ ବାଲିଯାତ୍ରା ଆଉ ଗୋଟିଏ ଦିନ ବଢ଼ିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଜନସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଏହି ଐତିହାସିକ ବାଲିଯାତ୍ରାକୁ ଆଉ ଗୋଟିଏ ଦିନ ପାଇଁ ବଢ଼ାଇଛନ୍ତି। ଏସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ…

ମୋଦିଙ୍କୁ ଅଭିନନ୍ଦନ ଜଣାଇଲେ ନବୀନ

ଭୁବନେଶ୍ୱର,୪ା୧୨: ମଧ୍ୟପ୍ରଦେଶ, ଛତିଶଗଡ଼ ଓ ରାଜସ୍ଥାନରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଭାଜପାର ବିପୁଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଆଜି ସକାଳେ ମୁଖ୍ୟମନ୍ତ୍ରୀ ଫୋନ୍‌ ଯୋଗେ ପ୍ରଧାନମନ୍ତ୍ରୀଙ୍କ ସହ କଥା ହୋଇ…

ସ୍ମାର୍ଟସିଟିବାସୀଙ୍କୁ ମଶାରି ଭରସା

ଭୁବନେଶ୍ୱର,୪।୧୨ (ବନ୍ଦନା ସେଠୀ): ଯଦି ଆପଣ ଭୁବନେଶ୍ୱରକୁ ବୁଲିବାକୁ କିମ୍ବା କାମରେ ଆସୁଛନ୍ତି, ତେବେ ଆଉ କିଛି ଆଣନ୍ତୁ କି ନ ଆଣନ୍ତୁ ସାଙ୍ଗରେ ଏୟାର ଫ୍ରେଶ୍‌ନର ଏବଂ ମଶାରି ନଚେତ୍‌ ମଶାବାଡ଼ି ନେଇକି ଆସିବାକୁ ପଡିବ। କାରଣ ସହରର ଅବସ୍ଥା…

୨ ଲକ୍ଷ ଆବାସ ନିର୍ମାଣ କରି ଓଡ଼ିଶା ଆଗରେ

ଭୁବନେଶ୍ୱର,୪ା୧୨(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ) ବା ପିଏମ୍‌ଏଓ୍ବାଇ(ଜି)ରେ ଚଳିତ ଆର୍ଥିକ ବର୍ଷରେ ୨ ଲକ୍ଷରୁ ଊର୍ଦ୍ଧ୍ୱ ପକ୍କାଘର ନିର୍ମାଣ କରି ଓଡ଼ିଶା ଦେଶରେ ପ୍ରଥମ ସ୍ଥାନ ଅଧିକାର କରିଛି। ମିଳିଥିବା ସୂଚନା ମୁତାବକ, ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ)ରେ ସମଗ୍ର ଦେଶର…

୩ ଦିନରେ ଗଲାଣି ୩୦ରୁ ଊର୍ଦ୍ଧ୍ୱ ଜୀବନ

ଭୁବନେଶ୍ୱର,୪ା୧୨(ସତ୍ୟଜିତ୍‌ ରାଉତ): ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ରୋକିବାକୁ ଡିସେମ୍ବର ପ୍ରଥମ ସପ୍ତାହକୁ ରାଜ୍ୟ ସରକାର ‘ଶୂନ୍ୟ ମୃତ୍ୟୁ ସପ୍ତାହ’ ଭାବେ ପାଳନ କରୁଛନ୍ତି। ବ୍ୟାପକ ସଚେତନତା ସହ ରାସ୍ତାରେ ଚେକିଂ, ଆହତଙ୍କୁ ତୁରନ୍ତ ଉଦ୍ଧାର, ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଆଦି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri