ମେଟ୍ରୋ

ଭୁବନେଶ୍ୱରରୁ ଓଡ଼ିଶା ପ୍ରୋପାଗଣ୍ଡା ମୁଖ୍ୟ ଗିରଫ

ଭୁବନେଶ୍ୱର,୧୭।୮(ସତ୍ୟଜିତ୍‌ ରାଉତ)ଏସ୍‌ଟିଏ କ୍ରିପ୍ଟୋ ଟୋକନ୍‌’ ନାଁରେ ଲୋକଙ୍କୁ ଭୁଆଁ ବୁଲାଇ ହଜାରେ କୋଟିରୁ ଊର୍ଦ୍ଧ୍ୱ ଠକେଇ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଭୁବନେଶ୍ୱରରୁ ଆଉଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ରତ୍ନାକର ପଲାଇ (୪୫)। ରତ୍ନାକର...

ସାପଚୋରି ର଼୍ୟାକେଟ୍‌ ଠାବ

ଭୁବନେଶ୍ୱର, (ଅସମାପିକା ସାହୁ)/ବାଲେଶ୍ୱର, ୧୭।୮(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ପଞ୍ଚୁପାଲି ଗ୍ରାମରେ ବାଲେଶ୍ୱର ବନଖଣ୍ଡ ପକ୍ଷରୁ ଚଢ଼ାଉ କରାଯାଇ ୨୯ଟି ନାଗ ସାପ ଜବତ ସହ ଏଥିରେ ସମ୍ପୃକ୍ତ ୩ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଭୋଗରାଇ...

ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପର ଡିପିଆର୍‌ ଚୂଡ଼ାନ୍ତ

ଭୁବନେଶ୍ୱର,୧୭ା୮(ଅନିଲ ଦାସ)ବହୁ ପ୍ରତୀକ୍ଷିତ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପର ଡିଟେଲ ପ୍ରୋଜେକ୍ଟ ରିପୋର୍ଟ(ଡିପିଆର) ଦିଲ୍ଲୀ ମେଟ୍ରୋ ରେଳ କର୍ପୋରଶନ(ଡିଏମ୍‌ଆର୍‌ସି) ରାଜ୍ୟ ସରକାରଙ୍କୁ ପ୍ରଦାନ କରିଛି। ଲୋକସେବା ଭବନଠାରେ ମେଟ୍ରୋ ରେଳ ପ୍ରକଳ୍ପ ବୈଠକରେ ଡିଏମ୍‌ଆର୍‌ସି ଏହି ଡିପିଆର୍‌ ପ୍ରଦାନ କରିଛି...

ବରଗଡ଼ରେ ହେବ ୩ ନୂଆ ବୃହତ ସେତୁ: ୩୯ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬ା୮(ଅସମାପିକା ସାହୁ): ବରଗଡ଼ ଜିଲାରେ ୩ଟି ବୃହତ ସେତୁର ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ୩ଟି ନୂତନ ସେତୁ ଦ୍ବାରା ଜିଲାର ପ୍ରାୟ ୭.୨୫ ଲକ୍ଷ ଲୋକ ଉପକୃତ ହେବେ।...

ପ୍ଲାଷ୍ଟିକ୍‌ ବ୍ୟବହାର କମାଇବା ନେଇ ସଚେତନତା

ଭୁବନେଶ୍ୱର,୧୬ା୮: ସତ୍ୟନଗର ଲେଡିଜ୍‌ ଫୋରମ ପକ୍ଷରୁ ସ୍ଥାନୀୟ ପାର୍କଠାରେ ୭୭ ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମସ୍ତ ସଦସ୍ୟଙ୍କ ସମେତ ବାଲ୍‌ବିହାର ବିଦ୍ୟାଳୟର ପ୍ରାୟ ୨oo କୁନିକୁନି ପିଲା ଜାତୀୟ ସଙ୍ଗୀତ ଗାନ କରିଥିଲେ।...

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ଜବତ

ଭୁବନେଶ୍ୱର,୧୬।୮: କମିଶନରେଟ ପୋଲିସ ଜଣେ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ଜଣଙ୍କ ହେଲେ ଦୀପକ ବେହେରା। ଦୀପକଙ୍କ ନିକଟରୁ ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର କମିଶନରେଟ ପୋଲିସ ଜବତ କରିଛି । ଏ ନେଇ ଭୁବନେଶ୍ୱର ଡିସିପି ପ୍ରତୀକ...

ପୁଣି ଆଉ ଏକ ଲଘୁ ଚାପ

ଭୁବନେଶ୍ୱର ୧୬।୮ : ପୁଣି ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୧୮ ତାରିଖ ବେଳକୁ ଏହି ଲଘୁଚାପ ହେବାର ସମ୍ଭାବନା ରହିଛି । ଯାହାଫଳରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଖବର ଅନୁଯାୟୀ,...

ପାର୍ସଲ ପ୍ୟାକେଜିଂ ୟୁନିଟ୍‌ ବୁଲି ଦେଖିଲେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନ ବୈଷ୍ଣବ

ଭୁବନେଶ୍ୱର,୧୫।୮: ରେଳ, ଯୋଗାଯୋଗ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଭୁବନେଶ୍ୱର ଜିପିଓ ପରିଦର୍ଶନ କରିଛନ୍ତି। ସେଠାରେ ସେ ଡାକ ନିର୍ଯାତ କେନ୍ଦ୍ରରେ ଥିବା ପାର୍ସଲ ପ୍ୟାକେଜ୍‌ ୟୁନିଟ୍‌ ବୁଲି ଦେଖିଥିଲେ। ପାର୍ସଲ ପ୍ୟାକେଜିଂର ତଦାରଖ କରିବା ସହିତ...

ଅର୍ଥନୀତିରେ ଓଡ଼ିଶା ସମୃଦ୍ଧ ହୋଇଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୮: ସ୍ବାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି। ପ୍ରଥମେ ସ୍ବାଧୀନତା ସଂଗ୍ରାମୀ ଏବଂ ଶହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି ମୁଖ୍ୟମନ୍ତ୍ରୀ ନିଜର ଅଭିଭାଷଣ ଆରମ୍ଭ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାରତର...

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳିତ: ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୮: ଆଜି ସମଗ୍ର ଦେଶ ୭୭ତମ ସ୍ବାଧୀନତା ଦିବସ ଆନନ୍ଦ ଉଲ୍ଲାସର ସହ ପାଳନ କରୁଛି। ସ୍ବାଧୀନତା ଦିବସ ଅବସରରେ ରାଜ୍ୟରେ ମଧ୍ୟ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ରାଜଧାନୀର ୟୁନିଟ-୩ ଇଡକୋ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ...

ଆଗୁଆ ନିର୍ବାଚନ ନେଇ ବଢୁଛି ଚର୍ଚ୍ଚା

ଭୁବନେଶ୍ୱର, ୧୫।୮(ବ୍ୟୁରୋ):ରାଜ୍ୟ ରାଜନୀତିରେ କିଛିଦିନ ହେବ ବିଜେଡି ଓ ଭାଜପା ମଧ୍ୟରେ ମେଣ୍ଟ ହୋଇପାରେ ବୋଲି ଚର୍ଚ୍ଚା ଆଲୋଚନା ଜୋର୍‌ ଧରିଛି। ନିକଟରେ ଓଡିଶା ଗସ୍ତରେ ଆସିଥିବା ଏକାଧିକ ନ୍ଦେ୍‌ନ୍ଦ୍ରମନ୍ତ୍ରୀ ଏହି ମେଣ୍ଟ ହେବା ନେଇ ଚାଲିଥିବା ଚର୍ଚ୍ଚାକୁ ବାରମ୍ବାର...

୧୬ରେ ବସ୍‌ ଚଳାଚଳ ବନ୍ଦ ନିଷ୍ପତ୍ତି ସ୍ଥଗିତ

ଭୁବନେଶ୍ୱର,୧୫।୮(ସୁନିତ ମିଶ୍ର):ରାଜ୍ୟ ବସ୍‌ ମାଲିକ ସଂଘର ସାଧାରଣ ପରିଷଦ ବୈଠକ ସୋମବାର ସଂଘ ସଭାପତି ଲୋକନାଥ ପାଣୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ବୈଠକରେ ସଂଘର ମୁଖପାତ୍ର ଦେବାଶୀଷ ନାୟକ କହିଛନ୍ତି, ଯେ ବସ୍‌ ମାଲିକ ସଂଘର ବିଭିନ୍ନ ଦାବି ପୂରଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri