ମେଟ୍ରୋ

ଟିଏମ୍‌ ଫୋରମର ପ୍ରଥମ ଇନୋଭେଶନ ହବ୍‌

ଭୁବନେଶ୍ୱର,୩।୧୨: ରିଲାଏନ୍ସ ଜିଓ ଓ ଟିଏମ୍‌ ଫୋରମର ମିଳିତ ସହଯୋଗରେ ନଭି ମୁମ୍ବାଇସ୍ଥିତ ରିଲାଏନ୍ସ କର୍ପୋରେଟ୍‌ ଆଇଟି ପାର୍କଠାରେ ଟିଏମ୍‌ ଫୋରମ୍‌ର ପ୍ରଥମ ଇନୋଭେଶନ ହବ୍‌ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଆସେଞ୍ଚର, ଡ୍ୟୁସ୍‌ ଟେଲିକମ୍‌, ଗୁଗଲ କ୍ଲାଉଡ୍‌, ଅରେଞ୍ଚ,…

ବେଦାନ୍ତ ଆଲୁମିନିୟମର ୩ୟ ବୈଷୟିକ ମାଷ୍ଟର କ୍ଲାସ୍‌

ଭୁବନେଶ୍ୱର,୩।୧୨ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ବେଦାନ୍ତ ଆଲୁମିନିୟମ ପକ୍ଷରୁ ଆୟୋଜିତ ୩ୟ ବୈଷୟିକ ମାଷ୍ଟର କ୍ଲାସ୍‌ ନିକଟରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ଉକ୍ତ କ୍ଲାସ୍‌ (କର୍ମଶାଳା) ଏକ୍ସଟ୍ରୁଜନ ଇଣ୍ଡଷ୍ଟ୍ରିରେ ଅଭିନବତା ଓ ଦକ୍ଷତା ବୃଦ୍ଧି ଉପରେ…

ବାତ୍ୟା: ୫ ଜିଲାରେ ଅତିପ୍ରବଳ ବର୍ଷା

ଭୁବନେଶ୍ୱର,୩।୧୨(ଅନିଲ ଦାସ)ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ(ଡିପ୍ରେସନ) ଶନିବାର ଗଭୀର ଅବପାତ(ଡିପ୍‌ ଡିପ୍ରେସନ)ରେ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ୧୮କି.ମି. ବେଗରେ ଗତି କରୁଛି। ଗଭୀର ଅବପାତ ପୁଡୁଚେରିର ଦକ୍ଷିଣ-ପୂର୍ବ ଦିଗରେ ୪୦୦ କି.ମି., ନେଲୋରଠାରୁ…

୧୦୦ କିମି ବେଗରେ ସ୍ଥଳଭାଗ ଛୁଇଁବ ବାତ୍ୟା, ସବୁ ବନ୍ଦରରେ ୧ନଂ ବିପଦ ସଙ୍କେତ

ଭୁବନେଶ୍ୱର,୨ା୧୨: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଶନିବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ୧୮କି.ମି. ବେଗରେ ଗତି କରୁଛି। ଗଭୀର ଅବପାତ ପୁଡୁଚେରିର ଦକ୍ଷିଣ-ପୂର୍ବ ଦିଗରେ ୪୦୦ କି.ମି., ନେଲୋରଠାରୁ ୫୦୦…

ଡିସେମ୍ବର ୯ ପର୍ଯ୍ୟନ୍ତ ହେବ ଭୋଟର ତାଲିକା ସଂଶୋଧନ

ଭୁବନେଶ୍ୱର,୨ା୧୨: ଆସନ୍ତା ସାଧାରଣ ନିର୍ବାଚନ-୨୦୨୪ ନିମନ୍ତେ ଭୋଟର ତାଲିକାର ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ଡିସେମ୍ବର ୯ ପର୍ଯ୍ୟନ୍ତ ଚାଲୁ ରହିବ। ଏହି ସମୟରେ ଭୋଟର ତାଲିକାରେ ଥିବା ତ୍ରୁଟି ସଂଶୋଧନ ଏବଂ ନୂତନ ଭୋଟର ଭାବେ ପଞ୍ଜୀକରଣ ନିମନ୍ତେ ଆବେଦନପତ୍ର…

ଆଉ ୩ ସ୍ଥାନରେ ଆରମ୍ଭହେଲା ‘ଇକୋ ରିଟ୍ରିଟ୍‌’

ଭୁବନେଶ୍ୱର,୨।୧୨(ଶର୍ମିଷ୍ଠା ପାଣିଗ୍ରାହୀ): ଓଡିଶା ପର୍ଯ୍ୟଟନର ଶ୍ରେଷ୍ଠ ତିନୋଟି ଫ୍ଲାଗ୍‌ସିପ ଇଭେଣ୍ଟ ତଥା ଇକୋ ରିଟ୍ରିଟ୍‌ର ପଞ୍ଚମ ସଂସ୍କରଣକୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଛନ୍ତି। ଏହି କ୍ରମରେ ରାଜ୍ୟର ୩ଟି ସ୍ଥାନ କୋଣାର୍କ, ଗଞ୍ଜାମର ସୋନାପୁର ଓ ଭିତରକନିକାରେ ଆରମ୍ଭ ହୋଇଛି ଇକୋ ରିଟ୍ରିଟ୍‌।…

ରହି ହେଉନି

ଭୁବନେଶ୍ୱର, ୨।୧୨ (ବନ୍ଦନା ସେଠୀ): ଦିନକୁ ଦିନ ଅସହ୍ୟ ହେଉଛି ଆବର୍ଜନା ଦୁର୍ଗନ୍ଧ। ବିଗିଡି ଯାଉଛି ସ୍ମାର୍ଟସିଟିର ଜୀବନ। ସୈନିକ ସ୍କୁଲ ନିକଟରେ ଥିବା ବିଏମ୍‌ସିର ଅସ୍ଥାୟୀ ଡମ୍ପିଂୟାର୍ଡ ବା ଟେମ୍ପୋରାରି ଟ୍ରାଞ୍ଜିଟ୍‌ ଷ୍ଟେଶନ (ଟିଟିଏସ୍‌)ରୁ ବାହାରୁଥିବା ଏହି ଦୁର୍ଗନ୍ଧ ଏବେ…

ଏ ବର୍ଷ ହେବନି ହାଡ଼ଭଙ୍ଗା ଶୀତ

ଭୁବନେଶ୍ୱର,୨।୧୨(ଅନିଲ ଦାସ): କାର୍ତ୍ତିକ ଯାଇ ମାର୍ଗଶିର ମାସ ହେଲା। ଘୋଡ଼େଇ ହେବାକୁ କମ୍ବଳ ଦରକାର ପଡ଼ିଲା ନାହିଁ। ଶୀତବସ୍ତ୍ର ମଧ୍ୟ ବାକ୍ସରୁ ବାହାରିଲା ନାହିଁ। ନଭେମ୍ବରରେ ଚୈତ୍ର ମାସ ଭଳି ଗରମ ଅନୁଭୂତ ହେଲା। ରାତିରେ ହାଲୁକା ଶୀତ ପଡୁଥିଲେ ମଧ୍ୟ…

କୋଟିପତି ସହକାରୀ ଯନ୍ତ୍ରୀ ଗିରଫ: ୧୬୮ ପ୍ରତିଶତ ଅଧିକ ଆୟବହିର୍ଭୂତ ସମ୍ପତ୍ତି ଠାବ

ଭୁବନେଶ୍ୱର,୧।୧୨(ସତ୍ୟଜିତ୍‌ ରାଉତ): ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ (ଆର୍‌ଡବ୍ଲ୍ୟୁଏସ୍‌ଏସ୍‌) ଭୁବନେଶ୍ୱର ସର୍କଲର ସହକାରୀ ଯନ୍ତ୍ରୀ (ଏଇ) ସୁନୀଲ କୁମାର ପାଢ଼ୀ ବିପୁଳ ଆୟବହିର୍ଭୂତ ସମ୍ପତ୍ତି ଠୁଳ କରିଛନ୍ତି। ଚଢ଼ାଉ ଓ ଯାଞ୍ଚରୁ ଏହା ଜଣାପଡିବା ପରେ ଭିଜିଲାନ୍ସ ପକ୍ଷରୁ…

୨ରୁ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା

ଭୁବନେଶ୍ୱର, ୧।୧୨(ଅସମାପିକା ସାହୁ):  ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା ଜାନୁୟାରୀ ୨ରୁ ଆରମ୍ଭ ହେବ। ଏହା ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଏ ନେଇ ପରିଷଦ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ…

ଝାରସୁଗୁଡ଼ା ଜିଲା ଲଖନପୁରଠାରେ ପ୍ରତିଷ୍ଠା ହେବ ଆଇଟିଆଇ: ୨୪ କୋଟି ୪୮ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୧୨(ଅନିଲ ଦାସ): ଝାରସୁଗୁଡ଼ା ଜିଲାର ଲଖନପୁରଠାରେ ଏକ ଆଇଟିଆଇ ପ୍ରତିଷ୍ଠା ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏହାକୁ ଅନୁମୋଦନ କରିବା ସହ ଏଥିପାଇଁ ୨୪ କୋଟି ୪୮ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥ ଜିଲା ଖଣିଜ ପାଣ୍ଠିରୁ…

ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ପ୍ରତ୍ୟେକ ଓଡ଼ିଆ ଶ୍ରମିକଙ୍କୁ ୨ ଲକ୍ଷ ଟଙ୍କାର ସହାୟତା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୧୨(ଅନିଲ ଦାସ): ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଓଡ଼ିଆ ଶ୍ରମିକମାନେ ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚି ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏହି ଅବସରରେ ସେମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଛନ୍ତି। ସେମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri