ମେଟ୍ରୋ

ନୂଆ GSTରେ ଓଡ଼ିଶାକୁ କ’ଣ ମିଳିବ ଲାଭ? ବଡ଼ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର, ୫।୯: ସେପ୍ଟେମ୍ବର ୨୨ରୁ ଦେଶରେ ସାମଗ୍ରୀ ଓ ସେବାଗୁଡ଼ିକ ଉପରେ ଦୁଇଟି ଟିକସ ସ୍ଲାବ ଲଗାଯିବ। ନୂଆଦିଲ୍ଲୀରେ ଚାଲିଥିବା ୫୬ତମ ଜିଏସ୍‌ଟି କାଉନ୍ସିଲ ବୈଠକରେ ବୁଧବାର ରାତିରେ ଏ ସମ୍ପର୍କିତ ପ୍ରସ୍ତାବ ଅନୁମୋଦନ ଲାଭ କରିଛି। ତେବେ ଦିଲ୍ଲୀ...

ଗୁରୁଦିବସରେ ଦିଲ୍ଲୀରେ ଓଡ଼ିଶାର ୨ ଶିକ୍ଷକଙ୍କୁ ମିଳିଲା ଜାତୀୟ ଶିକ୍ଷକ ସମ୍ମାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୫ା୯: ଆଜି ପବିତ୍ର ଗୁରୁଦିବସ ଅବସରରେ ଦିଲ୍ଲୀ ବିଜ୍ଞାନ ଭବନରେ ଜାତୀୟ ଶିକ୍ଷକ ସମ୍ମାନ ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ୪୫ ଶିକ୍ଷକଙ୍କୁ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିରେ ଓଡ଼ିଶାର ୨ ଜଣ ଶିକ୍ଷକଙ୍କୁ...

ଭୁବନେଶ୍ୱର ଏୟାରପୋର୍ଟରେ ଓହ୍ଲାଇ ପାରିଲେନି ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୫।୯: ପାଗ ଖରାପ ଯୋଗୁ ଭୁବନେଶ୍ୱର ଏୟାରପୋର୍ଟରେ ଓହ୍ଲାଇ ପାରିଲେନି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ୱରରେ ନ ଓହ୍ଲାଇ କୋଲକାତା ଗଲେ ମୁଖ୍ୟମନ୍ତ୍ରୀ । ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର।...

ପାରିବାରିକ ସମ୍ପତ୍ତି ବିଭାଜନ ମାମଲାରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଡିଏନଏ ପରୀକ୍ଷା ପାଇଁ ବାଧ୍ୟ କରାଯାଇପାରିବନି

କଟକ,୫।୯: ଓଡ଼ିଶା ହାଇକୋର୍ଟ ନିକଟରେ ରାୟ ଦେଇଛନ୍ତି ଯେ ପାରିବାରିକ ସମ୍ପତ୍ତି ବିଭାଜନ ମାମଲାରେ ଜଣେ ପକ୍ଷକୁ ତାଙ୍କର ପିତୃତ୍ୱ ନିର୍ଣ୍ଣୟ ପାଇଁ ଡିଏନଏ ପରୀକ୍ଷା କରିବାକୁ ବାଧ୍ୟ କରିବା ଅନୁଚିତ ଏବଂ ଏହା ସମ୍ବିଧାନର ଅନୁଚ୍ଛେଦ ୨୧ ଅଧୀନରେ...

୪ ଦିନ ବିଜୁଳି ଘଡ଼ଘଡ଼ି ସହ ବର୍ଷା: ୨୦ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୫।୯(ବନ୍ଦନା ସେଠୀ): ଓଡ଼ିଶା ଉପରେ ସକ୍ରିୟ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଗୁରୁବାର ଦୁର୍ବଳ ହୋଇ ଲଘୁଚାପର ରୂପ ନେଇଛି। ଏହା ଉତ୍ତର ଛତିଶଗଡ଼ ତଥା ପାଶର୍‌ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ ଭାବେ ସକ୍ରିୟ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ...

ଆସିଲା ଚାଞ୍ଚଲ୍ୟକର ରିପୋର୍ଟ: ଓଡ଼ିଶାର ୬୦% ମନ୍ତ୍ରୀଙ୍କ ନାଁରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୫ା୯(ପି.ଟି.):ଦେଶର ୪୭% ମନ୍ତ୍ରୀ ସେମାନଙ୍କ ନାମରେ ଆପରାଧିକ ମାମଲା ରହିଥିବା ଘୋଷଣା କରିଛନ୍ତି। ସେମାନଙ୍କ ମଧ୍ୟରୁ ଅନେକଙ୍କ ନାମରେ ହତ୍ୟା, ଅପହରଣ, ମହିଳା ବିରୋଧୀ ଅପରାଧ ଭଳି ଗମ୍ଭୀର ମାମଲା ରହିଥିବା ଆସୋସିଏଶନ୍‌ ଫର୍‌ ଡେମୋକ୍ରାଟିକ୍‌ ରିଫମର୍‌ସ (ଏଡିଆର୍‌)ର ବିଶ୍ଳେଷଣରୁ...

ନୂଆଦିଲ୍ଲୀରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ…

ଭୁବନେଶ୍ୱର,୪।୯: ନୂଆଦିଲ୍ଲୀରେ କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ଓଡ଼ିଶା ସମ୍ବନ୍ଧୀୟ ଅନେକ ଗୁରୁତ୍ୱପୂର୍ଣ୍ଣ...

୩ ଜିଲା ପାଇଁ ସଭାପତି ଘୋଷଣା କଲେ ନବୀନ: ଜାଣନ୍ତୁ କାହାକୁ ମିଳିଲା…

ଭୁବନେଶ୍ୱର,୪।୯: ୩ ଜିଲା ପାଇଁ ସଭାପତି ଘୋଷଣା କଲା ବିଜୁ ଜନତା ଦଳ। ଢେଙ୍କାନାଳ, କୋରାପୁଟ ଓ ରାୟଗଡ଼ା ଜିଲାରେ ନୂଆ ସଭାପତି ଘୋଷଣା କରାଯାଇଛି। ନୃସିଂହ ଚରଣ ସାହୁ ଢେଙ୍କାନାଳ ଜିଲା ବିଜେଡି ସଭାପତି, ଝିନ ହିକ୍କା କୋରାପୁଟ...

ଅଭିଜିତ୍‌ ମଜୁମ୍‌ଦାରଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌: ଏମ୍ସ ପକ୍ଷରୁ ଜାରି ହେଲା…

ଭୁବନେଶ୍ୱର, ୪।୯: ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍‌ ମଜୁମ୍‌ଦାର ସ୍ବାସ୍ଥ୍ୟାବସ୍ଥାକୁ ନେଇ ବଡ଼ ଅପଡେଟ୍‌ ଆସିଛି। ସେ କୋମାରେ ଥିବା ସୂଚନା ମିଳିଛି। ଭୁବନେଶ୍ବର ଏମ୍ସ ପକ୍ଷରୁ ମେଡିକାଲ ବୁଲେଟିନ ଜାରି ହୋଇଛି। ତାଙ୍କର ସ୍ବାସ୍ଥ୍ୟାବସ୍ଥା ସଂକଟାପନ୍ନ ରହିଥିବା ବେଳେ ସେ...

ସୁଭଦ୍ରା ହିତାଧିକାରୀଙ୍କୁ ନେଇ ବଡ଼ ଖୋଳତାଡ଼: ହିତାଧିକାରୀଙ୍କୁ…

ଭୁବନେଶ୍ୱର, ୪।୯: ସୁଭଦ୍ରା ହିତାଧିକାରୀଙ୍କୁ ନେଇ ବଡ଼ ଖୋଳତାଡ଼। କଟିଥିବା ହିତାଧିକାରୀଙ୍କୁ ସାମିଲ ପାଇଁ ବଡ଼ ପଦକ୍ଷେପ। ଯୋଗ୍ୟଙ୍କୁ ସାମିଲ ଏବଂ ଅଯୋଗ୍ୟଙ୍କୁ ବାଦ୍‌ ଦେବାକୁ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ମହିଳା ଓ ଶିଶୁ ବିକାଶ ବିଭାଗ...

ମୋଦିଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଘର, ହିତାଧିକାରୀଙ୍କୁ ମିଳିବ…

ଭୁବନେଶ୍ୱର,୪ା୯: ଆସନ୍ତା ୧୭ ତାରିଖ ଅର୍ଥାତ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ୫୦ ହଜାର ଅନ୍ତ୍ୟୋଦୟ ଘର ବାଣ୍ଟିବେ ରାଜ୍ୟ ସରକାର। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ। ସେ କହିଛନ୍ତି ମୋଦିଙ୍କ ଜନ୍ମଦିନରେ ଅନ୍ତ୍ୟୋଦୟ ଗୃହ...

ଭୁବନେଶ୍ୱରରେ ରେଡ୍‌ କରୁଛି ଆସାମ ପୋଲିସ, ଆତ୍ମଗୋପନ କରିଥିବା…

ଭୁବନେଶ୍ୱର,୪ା୯: ରାଜଧାନୀ ଭୁବନେଶ୍ବରରେ ଆସାମ ପୋଲିସ ଗୁରୁବାର ରେଡ୍‌ କରିଛି। ତେବେ ଜଣେ ମୋଷ୍ଟ ଓ୍ବାଣ୍ଟେଡ୍‌ ଆତ୍ମଗୋପନ କରିଥିବା ସୂଚନା ପରେ ଏହି ଚଢ଼ାଉ ଜାରି ରହିଛି। କମିଶନରେଟ ପୋଲିସ ସହାୟତାରେ ଆସାମ ପୋଲିସ ରେଡ୍‌ କରୁଛି। ଇନ୍‌ଫୋସିଟି ପୋଲିସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri