ମେଟ୍ରୋ

କଂଗ୍ରେସକୁ ବଡ଼ ଝଟକା: ହାତ ଛାଡିଲେ ବରିଷ୍ଠ ନେତା

ଭୁବନେଶ୍ୱର,୨୩।୪: ଓଡ଼ିଶା କଂଗ୍ରେସକୁ ବଡ଼ ଝଟକା ଲାଗିଛି। ଦଳର ସକ୍ରିୟ ନେତା ତଥା କଂଗ୍ରେସ ରିସୋର୍ସ ସେଲର ରାଜ୍ୟ ସଂଯୋଜକ ଅମୀୟ ପାଣ୍ଡବ ଦଳରୁ ଇସ୍ତଫା ଦେଇଛନ୍ତି। ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ନେଇ ପିସିସି ସଭାପତି…

ଯୁବବର୍ଗଙ୍କ ଆକାଂକ୍ଷାକୁ ପ୍ରତିଫଳିତ କରିଛି ଧରିତ୍ରୀ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର,୨୩।୪: ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟର ମିଳିତ ଆନୁକୂଲ୍ୟରେ ଆୟୋଜିତ ବିଜିନେସ ଏମିନେସ୍ସ ଆଓ଼୍ବାଡର୍‌ସ ୨୦୨୬ର ଷଷ୍ଠ ସଂସ୍କରଣ ଗୁରୁବାର ଭୁବନେଶ୍ୱରର ହୋଟେଲ ସ୍ୱସ୍ତି ପ୍ରିମିୟମରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଶିଳ୍ପ-ଦକ୍ଷତା ବିକାଶ ତଥା ବୈଷୟିକ…

ବିଜ୍‌ନେସ ଏମିନେସ୍ସ ଆୱାର୍ଡ୍ସ-୨୦୨୬: LIVE ଅପ୍‌ଡେଟ୍ସ

ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟର ମିଳିତ ଆନୁକୂଲ୍ୟରେ ଆୟୋଜିତ ବହୁପ୍ରତୀକ୍ଷିତ ବିଜ୍‌ନେସ ଏମିନେସ୍ସ ଆୱାର୍ଡ୍ସ-୨୦୨୬ ଷଷ୍ଠ ସଂସ୍କରଣ ଗୁରୁବାର ଭୁବନେଶ୍ୱରର ହୋଟେଲ ସ୍ବସ୍ତି ପ୍ରିମିୟମରେ ଅନୁଷ୍ଠିତ ହେଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଶିଳ୍ପ, ଦକ୍ଷତା ବିକାଶ ତଥା…

‘ବଲାଙ୍ଗୀରରେ ପ୍ରତିଷ୍ଠା ହେବ ଅତ୍ୟାଧୁନିକ ସୂତା ଉତ୍ପାଦନ ୟୁନିଟ୍‌’

ଭୁବନେଶ୍ୱର,୨୩।୪(ରବିନାରାୟଣ ଜେନା): ପଶ୍ଚିମ ଓଡ଼ିଶାର ଶିଳ୍ପ ପରିବେଶକୁ ସୁଦୃଢ଼ କରିବା ପାଇଁ ବୁଧବାର ରାଜ୍ୟ କ୍ୟାବିନେଟ୍‌ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଗଣମାଧ୍ୟମକୁ କହିଛନ୍ତି,…

ଆଜି ବିଜ୍‌ନେସ ଏମିନେସ୍ସ ଆଓ୍ବାଡର୍‌ସ-୨୦୨୬: ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୪: ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଗୁରୁବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ବିଜ୍‌ନେସ ଏମିନେସ୍ସ ଆଓ୍ବାଡର୍‌ସ-୨୦୨୬ ଆରମ୍ଭ ହେବାକୁ ଯାଉଛି। ଏହି ଅବସରରେ ଯୋଗ ଦେବାକୁ ଥିବା ସମସ୍ତ ବ୍ୟବସାୟୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଧରିତ୍ରୀ ତଥା ଓଡ଼ିଶା ପୋଷ୍ଟର କାର୍ଯ୍ୟନିର୍ବାହୀ ଆଦ୍ୟାଶା…

Business Eminence Awards 2026: ଡିଜିଟାଲ ପ୍ଲାଟ୍‌ଫର୍ମ ରୋଗୀଙ୍କ ଯାତାୟାତ ସମସ୍ୟା ଦୂରକରୁଛି

ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲର ଚିଫ୍‌ ଅପରେଟିଂ ଅଫିସର ଭାବରେ ଡା. ଆଲୋକ ଶ୍ରୀବାସ୍ତବ ନେତୃତ୍ୱ ନେଉଛନ୍ତି। ଡା. ଶ୍ରୀବାସ୍ତବ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଫ୍ୟାକଲ୍ଟି ଅଫ୍‌ ମ୍ୟାନେଜମେଣ୍ଟ ଷ୍ଟଡିଜ୍‌ରୁ ପୋଷ୍ଟ ଗ୍ରାଜୁଏଟ୍‌ ମାଷ୍ଟର୍ସ ଇନ୍‌ ବିଜ୍‌ନେସ୍‌ ଆଡ୍‌ମିନିଷ୍ଟ୍ରେଶନ ସମାପ୍ତ କରିଛନ୍ତି। ଆମେରିକାର ୟୁନିଭର୍ସିଟି…

ଗରିବଙ୍କୁ ଦିଆଯିବ ଫ୍ଲାଟ୍‌: ରାଜସ୍ବମନ୍ତ୍ରୀ

ଭୁବନେଶ୍ୱର,୨୨।୪ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଗରିବ ତଥା ନିମ୍ନମଧ୍ୟବିତ୍ତ ଶ୍ରେଣୀର ଲୋକ ଯେପରି ଜମି ଓ ଘର ଖଣ୍ଡିଏ ପାଇବେ ସେଥିପ୍ରତି ସରକାର ଯତ୍ନବାନ ଅଛନ୍ତି। ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ଅନ୍ତଦ୍ୟୋୟ ଆବାସ ଯୋଜନା କାର୍ଯ୍ୟକାରୀ ହେଉଛି।…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟାରେ ଉକ୍ତ ବୈଠକ ଅନୁଷ୍ଠିତ ହେବ। ଏହି…

ଏହି ଜିଲାରେ ସ୍କୁଲ, କଲେଜ ଛୁଟି ୪ ଦିନ ବଢ଼ିଲା, ପ୍ରବଳ ଗରମକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

ଭୁବନେଶ୍ୱର,୨୧।୪: ବଲାଙ୍ଗୀର ଜିଲାରେ ସ୍କୁଲ, କଲେଜ, ଅଙ୍ଗନଓ୍ବାଡି କେନ୍ଦ୍ର ଛୁଟି ୪ ଦିନ ବଢ଼ିଲା। ପ୍ରବଳ ଗରମକୁ ଦୃଷ୍ଟିରେ ରଖି ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ଛୁଟି ବୃଦ୍ଧି କଲା ଜିଲା ପ୍ରଶାସନ। ସିଲାବସ ଶେଷ କରିବା ପାଇଁ ଅନଲାଇନରେ କ୍ଲାସ…

ଏବେ ଏହି ଜିଲାରେ ୪ ଦିନ ପାଇଁ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୨୧।୪: ମାଲକାନଗିରିରେ ଆସନ୍ତା ୪ ଦିନ ପାଇଁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ସବୁ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା ହୋଇଛି। ୨୨,୨୩, ୨୪ ଓ ୨୫ ତାରିଖରେ ଶିଶୁ ବାଟିକା ଠାରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ…

ଗ୍ରାମାଞ୍ଚଳ ପାଇଁ ହାଇବ୍ରିଡ୍‌ ସ୍ବାସ୍ଥ୍ୟ ମଡେଲ୍‌ ଜରୁରୀ: ପ୍ରିୟଦର୍ଶୀ ମହାପାତ୍ର

ପ୍ରିୟଦର୍ଶୀ ମହାପାତ୍ର ଜଣେ ଅଭିଜ୍ଞ ଶିଳ୍ପପତି ଏବଂ ସଫଳ ଉଦ୍ୟୋଗୀ ଭାବେ ପରିଚିତ। ସେ ‘କ୍ୟୁଅରବେ’ ପ୍ରତିଷ୍ଠା କରିବା ପୂର୍ବରୁ ଗୁଗଲ୍‌, ମାଇକ୍ରୋସଫ୍ଟ, ଏସ୍‌ଏପି, ଆଭାୟା ଏବଂ ସନ୍‌ ମାଇକ୍ରୋସିଷ୍ଟମ୍ସ ଭଳି ବିଶ୍ୱସ୍ତରୀୟ କମ୍ପାନୀଗୁଡ଼ିକରେ ଗୁରୁତ୍ୱପୂର୍ଣ୍ଣ ପଦବୀରେ କାର୍ଯ୍ୟ କରିଛନ୍ତି। ଭାରତର…

ଏସବୁ ଜିଲାରେ ଆଜି କାଳବୈଶାଖୀ: ପ୍ରବଳ ଘଡ଼ଘଡ଼ି ସହ ବିଜୁଳି, ସତର୍କ ସୂଚନା ଜାରି କରି…

ଭୁବନେଶ୍ୱର,୨୧ା୪: ରାଜ୍ୟରେ ଗତ କିଛିଦିନ ଧରି ପାରଦ ଉପରମୁହାଁ ରହିଛି। ଦିନରେ ଗରମ ଓ ଗୁଳୁଗୁଳି, ଅପରାହ୍ନରୁ କାଳବୈଶାଖୀ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ତେବେ ଆସନ୍ତା ୪ ଦିନ ଧରି ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିବ। ଏଥିସହ ରାଜ୍ୟର ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?