ସୁଦୃଶ୍ୟ ହେଲା ଲଘୁଚାପ : ୧ରୁ ସମୁଦ୍ର ଅଶାନ୍ତ
ଭୁବନେଶ୍ୱର,୨୯।୯: ଆଣ୍ଡାମାନ ସାଗରର ଲଘୁଚାପ କ୍ଷେତ୍ର ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ତେବେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ମଙ୍ଗଳବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା।ବୁଧବାର ତାହା ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ଏହା…
ଡିଲେଶ୍ୱର ପାଇବେ ‘କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର’
ଭୁବନେଶ୍ୱର,୨୯।୧୧(ଶର୍ମିଷ୍ଠା ପାଣିଗ୍ରାହୀ) : ଯୁବ ଗାଳ୍ପିକ ଡିଲେଶ୍ବର ରଣା ପାଇବେ ‘କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର-୨୦୨୩’। କଳାହାଣ୍ଡି ମାଟିର ପୁଅ ଡିଲେଶ୍ବର ତାଙ୍କ ଲିଖିତ ପୁସ୍ତକ ‘ସେଁର୍ରା’ ପାଇଁ ଏହି ଜାତୀୟ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଏନେଇ ମଙ୍ଗଳବାର…
ସଡ଼କ ଦୁର୍ଘଟଣାରେ ଲାଗୁନି ବ୍ରେକ୍
ଭୁବନେଶ୍ୱର,୨୯।୧୧(ଅନିଲ ଦାସ): ସଡ଼କ ଦୁର୍ଘଟଣାରେ ଚାଲିଯାଉଛି ବହୁମୂଲ୍ୟ ଜୀବନ। ଉଜୁଡ଼ିଯାଉଛି ଘରସଂସାର। ଅନାଥ ହୋଇଯାଉଛନ୍ତି ପରିବାର। ରାଜ୍ୟରେ ସଡ଼କ ଦୁର୍ଘଟଣା ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ବେପରୁଆ ଗାଡ଼ିଚାଳନା, ଟ୍ରାଫିକ୍ ନିୟମ ଉଲ୍ଲଂଘନ, ମଦ୍ୟପାନ କରି ଗାଡ଼ି ଚଳାଇବା,…
ଖୋର୍ଦ୍ଧାରେ ହେବ ଏନ୍ଏମ୍ଆଇଏମ୍ଏସ୍ ବିଶ୍ୱବିଦ୍ୟାଳୟ
ଭୁବନେଶ୍ୱର,୨୯।୧୧(ଅନିଲ ଦାସ): ଗୁଣାତ୍ମକ ଉଚ୍ଚଶିକ୍ଷା ଓ ଗବେଷଣାକୁ ପ୍ରୋତ୍ସାହନ ପ୍ରଦାନକୁ ଦୃଷ୍ଟିରେ ରଖି ରାଜ୍ୟରେ ଏକ ଆନ୍ତର୍ଜାତିକ ମାନର ଘରୋଇ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଏବଂ ଶ୍ରୀ ଭିଲେ ପାର୍ଲେ କେଲାଭଣୀ ମଣ୍ଡଳ ଟ୍ରଷ୍ଟ(ଏସ୍ଭିକେଏମ୍) ସହିତ…
୫ ଓଡ଼ିଆ ସୁରକ୍ଷିତ ଉଦ୍ଧାର
ଭୁବନେଶ୍ୱର,୨୯ା୧୧: ଉତ୍ତରକାଶୀ ସୁଡ଼ଙ୍ଗ ମଧ୍ୟରୁ ୪୧ ଶ୍ରମିକଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ୫ ଓଡ଼ିଆ ରହିଛନ୍ତି। ସେମାନେ ହେଲେ ମୟୂରଭଞ୍ଜ ଜିଲା ବଡ଼କୁଦରର ଧୀରେନ ନାଏକ ଏବଂ ଯୋଗୀବନ୍ଧର ବିଶ୍ୱେଶ୍ୱର ନାଏକ, ବାଲେଶ୍ୱରର କୁଲଡିହା ଅଞ୍ଚଳର ରାଜୁ ନାଏକ,…
ବୈପାରୀଗୁଡା ଆଇଆଇସି ଗିରଫ
ଭୁବନେଶ୍ୱର,୨୮।୧୧: ବୈପାରୀଗୁଡା ଆଇଆଇସି ସୁଶାନ୍ତ ଶତପଥୀ ଗିରଫ। ବିପୁଳ ଟଙ୍କା ଧରାପଡିବା ନେଇ ଗିରଫ କରିଛି ଭିଜିଲାନ୍ସ। ସୁଶାନ୍ତଙ୍କର ମୋଟ ୩୭ଲକ୍ଷ ଟଙ୍କା ପାଇଲା ଭିଜିଲାନ୍ସ। ଗତକାଲି ୨ଲକ୍ଷ ୭୦ହଜାର ଟଙ୍କା ସହ ଧରା ପଡିଥିଲେ। ବସରେ ବୈପାରୀଗୁଡା ଆସୁଥିବା ସମୟରେ…
ଭାଇରସ ଏଚ୍୯ଏନ୍୨ ନୂଆ ନୁହେଁ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ବର ୨୮।୧୧: ଚାଇନାରେ ବ୍ୟାପୁଥିବା ନିମୋନିଆକୁ ନେଇ ରାଜ୍ୟ ସରକାର ସଚେତନ ଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି। କେନ୍ଦ୍ର ସରକାର ସମସ୍ତ ରାଜ୍ୟକୁ ଆଗୁଆ ସଚେତନ ରହିବାକୁ ନିର୍ଦ୍ଦେଶ ଦେବା ପରେ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି ।…
କ୍ୟାପିଟାଲ ହସ୍ପିଟାଲ ମଡ୍ୟୁଲାର ଓଟିରେ ଅସ୍ତ୍ରୋପଚାର ଆରମ୍ଭ
ଭୁବନେଶ୍ୱର,୨୭ା୧୧: ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ଓ ପିଜିଆଇଏମଆରରେ ମଡ୍ୟୁଲାର ଓଟି କମ୍ପେ୍ଲକ୍ସ ଲାର୍ଯ୍ୟକ୍ଷମ ହୋଇଛି। କ୍ୟାପିଟାଲ ହସ୍ପିଟାଲର ଡାଇରେକ୍ଟର ଡାକ୍ତର ଲକ୍ଷ୍ମୀଧର ସାହୁଙ୍କ ନିର୍ଦ୍ଦେଶରେ ଏହି ଅସ୍ତ୍ରୋପଚାର ହୋଇଥିବା ବେଳେ ଚିକିତ୍ସା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି ।…
ପାଣ୍ଡିଆନ୍ଙ୍କୁ ଶୁଭେଚ୍ଛାର ସୁଅ
ଭୁବନେଶ୍ୱର,୨୮ା୧୧(ଅନିଲ ଦାସ):୫-ଟି ଓ ଆମ ଓଡ଼ିଶା ନବୀନ ଓଡ଼ିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ ରାଜ୍ୟର ବିକାଶ ପାଇଁ ନିଜକୁ ଉତ୍ସର୍ଗ କରିଆସିଛନ୍ତି। ଦୀର୍ଘ ୨୩ ବର୍ଷ ଧରି ରାଜ୍ୟବାସୀଙ୍କ ସେବାରେ ନିଜକୁ ସମର୍ପିତ କରିଛନ୍ତି। ବିଭିନ୍ନ ପ୍ରକାର ସମାଲୋଚନାକୁ ଖାତିର ନ…
ଖୋଲୁନିି ‘ସହାୟତା’ ଆପ୍, ସିୟୁଜିକୁ ଯାଉନି କଲ୍
ଭୁବନେଶ୍ୱର,୨୮ା୧୧(ସତ୍ୟଜିତ୍ ରାଉତ):ନାଗରିକଙ୍କୁ ଉତ୍ତମ ସେବା ପ୍ରଦାନ କରିବାକୁ ବିଭିନ୍ନ ସରଳ ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଉଥିବା ଓଡ଼ିଶା ପୋଲିସ ପକ୍ଷରୁ କୁହାଯାଉଛି। ବିଶେଷକରି ବୈଷୟିକ ଜ୍ଞାନକୌଶଳ ବ୍ୟବହାର କରାଯାଇ ଯୋଜନା ପରେ ଯୋଜନା ହାତକୁ ନିଆଯାଉଛି। ଏହାକୁ ନେଇ କିଛି ଦିନ ପର୍ଯ୍ୟନ୍ତ…
ଡିସେମ୍ବରରେ ବାତ୍ୟା ଭୟ: ୩୦ ବେଳକୁ ସ୍ପଷ୍ଟ ହେବ
ଭୁବନେଶ୍ୱର,୨୮।୧୧(ଅନୀଲ ଦାସ):ଓଡ଼ିଶାକୁ ଡିସେମ୍ବରରେ ବାତ୍ୟା ବିପଦ ଆଶଙ୍କା ରହିଛି। ପାରାଦୀପଠାରୁ ପ୍ରାୟ ୨ ହଜାର କିଲୋମିଟର ଦୂର ଦକ୍ଷିଣ ଆଣ୍ଡାମାନ ଓ ଏହାର ଆଖପାଖ ଅଞ୍ଚଳରେ ସୋମବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ଧୀରେ ଧୀରେ ପଶ୍ଚିମ ଉତ୍ତର…
ମାଲିକାଣୀଙ୍କ ଘରୁ ସୁନା ଗହଣା ଚୋରି, ସହାୟକ ଗିରଫ
ଭୁବନେଶ୍ୱର,୨୮।୧୧ (ସୂର୍ଯ୍ୟକାନ୍ତ ବେହେରା):ମାଲିକାଣୀଙ୍କ ଘରୁ ଟଙ୍କା ଓ ସୁନା ଗହଣା ଚୋରି କରିବା ଅଭିଯୋଗରେ ଚନ୍ଦ୍ରଶେଖରପୁର ଥାନା ପୋଲିସ ଜଣେ ସହାୟକଙ୍କୁ ଗିରଫ କରି କୋର୍ଟ ଚାଲଣ କରିଛି। ସେ ହେଲେ ବାଲେଶ୍ୱରର ଜଗନ୍ନାଥ ଦାଶ। ତାଙ୍କଠାରୁ ୪୩ ହଜାର ୫୦୦…
Archives


