ମେଟ୍ରୋ

ଜାଣନ୍ତୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ସମେତ କେଉଁ ବିଧାୟିକା/ବିଧାୟକଙ୍କର କେତେ ସମ୍ପତ୍ତି

ଭୁବନେଶ୍ୱର,୨୦ା୩: ଆସୋସିଏଶନ ଫର୍‌ ଡେମୋକ୍ରେଟିକ୍ସ ରିଫର୍ମସ (ଏଡିଆର) ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ମୁଖ୍ୟମନ୍ତ୍ରୀ ଏବଂ କେଉଁ ବିଧାୟକଙ୍କର କେତେ ସମ୍ପତ୍ତି ରହିଛି ତା’ର ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମୋଟ୍‌ ସମ୍ପତ୍ତିର ମୂଲ୍ୟ ୬୩ କୋଟି…

ଖବରଦାତାଙ୍କ ପାଇଁ ପୋଷ୍ଟାଲ ବାଲଟ୍‌

ଭୁବନେଶ୍ୱର,୨୦ା୩: ପୋଷ୍ଟାଲ ବାଲଟ୍‌ରେ ଏଥର ଭୋଟ୍‌ ଦେଇପାରିବେ କାର୍ଯ୍ୟରତ ଖବରଦାତା। କାର୍ଯ୍ୟରତ ଖବରଦାତାଙ୍କ ପାଇଁ ପୋଷ୍ଟାଲ ବାଲଟ୍‌ ବ୍ୟବସ୍ଥା କରିଛନ୍ତି ନିର୍ବାଚନ କମିଶନ। ଏଥିପାଇଁ ନିଜ ନିର୍ବାଚନ ମଣ୍ଡଳୀ ରିଟର୍ଣ୍ଣିଂ ଅଫିସରଙ୍କଠାରେ ଆବେଦନ ଜରୁରୀ ଅଟେ। ରିଟର୍ଣ୍ଣିଂ ଅଫିସର ଆବେଦନକାରୀଙ୍କ ଆକ୍ରେଡିଶନ…

ଏହି ୨ ବ୍ୟକ୍ତି ନେଇପାରନ୍ତି ମେଣ୍ଟ ନିଷ୍ପତ୍ତି

ଭୁବନେଶ୍ୱର,୨୦।୩: ଲୋକ ସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ପରେ ମଧ୍ୟ ରାଜ୍ୟରେ ବିଜେଡ-ଭାଜପା ମେଣ୍ଟକୁ ନେଇ ସସ୍‌ପେନ୍ସ ଲାଗି ରହିଛି। ଉଭୟ ଦଳ ମେଣ୍ଟକୁ ନେଇ ସ୍ପଷ୍ଟତା ପ୍ରକାଶ କରୁ ନ ନାହାନ୍ତି। ଫଳରେ ମେଣ୍ଟକୁ ନେଇ ନାନା ପ୍ରକାର…

୫୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ଜୁନିୟର ଇଞ୍ଜିନିୟର

ଭୁବନେଶ୍ୱର,୨୦।୩: ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଖୋର୍ଦ୍ଧା ବ୍ଲକ ଜୁନିୟର ଇଞ୍ଜିନିୟର ସଂଗୀତା ମହାପାତ୍ରଙ୍କୁ ବାନ୍ଧିଲା ଭିଜିଲାନ୍ସ। ଏକ କାର୍ଯ୍ୟର ବିଲ୍ ପାସ୍ କରିବା ପାଇଁ ସେ ଲାଞ୍ଚ ନେଉଥିବା ସମୟରେ ତାଙ୍କୁ ଭିଜିଲାନ୍ସ ଧରିଥିଲା। ରିପୋର୍ଟ ଅନୁଯାୟୀ…

ନବୀନ ନିବାସରେ ବସିଲା ବୈଠକ, ବଢୁଛି ଲୋକଙ୍କ ଉତ୍କଣ୍ଠା

ଭୁବନେଶ୍ୱର,୨୦ା୩: ନବୀନ ନିବାସରେ ବୁଧବାର ସନ୍ଧ୍ୟାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଉକ୍ତ ବୈଠକକୁ ନେଇ ଲୋକଙ୍କ ମଧ୍ୟରେ ବେଶ୍‌ ଉତ୍କଣ୍ଠା ପ୍ରକାଶ ପାଇଛି। ଏହି ବୈଠକ ନବରଙ୍ଗପୁର ସଂସଦୀୟ କ୍ଷେତ୍ର ପାଇଁ ହୋଇଥିବା ବିଶେଷ ସୂତ୍ରରୁ ଜଣାପଡ଼ିଛି। ବିଜେଡି ସୁପ୍ରିମୋ…

ପାଣ୍ଡିଆନଙ୍କ ପରେ ଶାହା ଦେଲେ ସଙ୍କେତ: ମେଣ୍ଟ ନେଇ କେନ୍ଦ୍ରରେ ଚାଲିଛି ବଡ ଆଲୋଚନା!

ମେଣ୍ଟ ଚର୍ଚ୍ଚାରେ ଲାଗୁନି ବିରାମ । ଲୋକେ ପଛେ ଗପି ଗପି ଥକି ପଡିଲେଣି। ହେଲେ ମେଣ୍ଟ ଆଜି ହେବ କାଲି ହେବ କହି କେବେ ହେବ ତାହା ନେଇ ଚର୍ଚ୍ଚା ଲାଗି ରହିଛି। ତେବେ ଗତକାଲି 5T ଅଧ୍ୟକ୍ଷ ତଥା…

ଭୁବନେଶ୍ୱର-ପୁରୀକୁ ନେଇ ଡିଲ୍‌ ଫାଇନାଲ! ମେଣ୍ଟ ହେଲେ ଏହି ଠୁ ଲଢିବେ ଅପରାଜିତା

ଭୁବନେଶ୍ୱର,୨୦।୩: ମେଣ୍ଟ ଚର୍ଚ୍ଚାରେ ଫାଇନାଲ ହେଲା ପୁରୀ-ଭୁବନେଶ୍ୱର ସିଟ୍‌! ପୁରୀର କେଉଁ ଆସନରୁ କିଏ ଆଉ ଭୁବନେଶ୍ୱରର କେଉଁ ସିଟରୁ କିଏ ହୋଇଛି କି ଡିଲ୍‌ ପକ୍କା! ଯାହା ଜଣାପଡୁଛି ଏନେଇ ପୁରୀରେ ହୋଇଛି ବିଜେଡିର ଗୁପ୍ତ ବୈଠକ। ଗୋଟିଏ ପଟେ…

ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା, ୨୨ରୁ ରାଜ୍ୟରେ ପାଗ ଫିଟିବା ସମ୍ଭାବନା

ଭୁବନେଶ୍ୱର, ୨୦।୩: କାଳ ବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଜାରି ରହିଛି । ବଙ୍ଗୋପସାଗରରୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହିତ ହେଉଥିବାରୁ ବାୟୁ ମଣ୍ଡଳର ମଧ୍ୟଭାଗ ଓ ଉପରଭାଗ ମଧ୍ୟରେ ଏକ ନିମ୍ନ ଚାପରେଖା ସୃଷ୍ଟି…

ଘୁଞ୍ଚିଲା ଭାଜପା କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ: ଏଥର ଆସିବକି ଓଡ଼ିଶାର ପ୍ରାର୍ଥୀଙ୍କ ନାଁ

ଭୁବନେଶ୍ୱର,୨୦।୩ : ଭାଜପାର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ଘୁଞ୍ଚିଛି । ଆସନ୍ତା ୨୨ ତାରିଖରେ ବୈଠକ ହେବ ବୋଲି ସୂଚନା ମିଳିଛି । ୨୨ ତାରିଖରେ ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ହେବ। ଏଥର ପ୍ରାର୍ଥୀ ତାଲିକାରେ ଓଡ଼ିଶାର…

ସୁରେଶ ରାଉତରାୟ ପାଳିଲେ ପଖାଳ ଦିବସ: ବର୍ଷାରେ ବି ଖାଇଲେ

ଭୁବନେଶ୍ୱର,୨୦।୩: ଆଜି ବିଶ୍ୱ ପଖାଳ ଦିବସ । ଆଜିର ଦିନରେ ଓଡ଼ିଶାର ପ୍ରିୟ ଖାଦ୍ୟ ପଖାଳ ମଜା ନେବାକୁ ପ୍ରାୟ ସମସ୍ତେ ପସନ୍ଦ କରିଥାନ୍ତି। ମାତ୍ର ଲାଗି ରହିଥିବା ବର୍ଷା ଲାଗି ପଖାଳ ଦିବସ ଫିକା ପଡ଼ିଛି। ଏହି ପାଗରେ ପଖାଳ…

ମେଣ୍ଟ ଉପରେ ଅମିତ ଶାହାଙ୍କ ବଡ଼ ବୟାନ, କହିଲେ କିଛି ବି…

ନୂଆଦିଲ୍ଲୀ/ ଭୁବନେଶ୍ୱର,୨୦।୩: ବିଜେଡି-ଭାଜପା ମେଣ୍ଟ ଉପରୁ ପରଦା ଉଠିପାରୁନାହିଁ। ମେଣ୍ଟ ହେବ କି ନାହିଁ, ହେବ ଯଦି କେବେ ଘୋଷଣା ହେବ ତାହାକୁ ନେଇ ସସ୍‌ପେନ୍ସ ଜାରି ରହିଛି। ଏହି ସମୟରେ ମେଣ୍ଟ ପ୍ରସଙ୍ଗ ଉପରେ ଭାଜପା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ…

ବିଜେଡିରେ ସାମିଲ ହେଲେ ଖଡିଆଳ ବିଧାୟକ ଅଧିରାଜ

ଭୁବନେଶ୍ୱର,୨୦।୩: ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ ବିଜେଡିରେ ସାମିଲ ହୋଇଛନ୍ତି। ବୁଧବାର ଶଙ୍ଖ ଭବନରେ ପହଞ୍ଚି ନିଜ ସମର୍ଥକଙ୍କ ସହିତ ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗ ଦେଇଛନ୍ତି। ଅଧିରାଜ ମଙ୍ଗଳବାର କଂଗ୍ରେସରୁ ଇସ୍ତଫା ଦେଇଥିଲେ। ଗତଥର ଖଡିଆଳରୁ କଂଗ୍ରେସ ଟିକେଟ୍‌ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?