ମେଟ୍ରୋ

ନିଃସ୍ବାର୍ଥପର ଭାବେ ଓଡ଼ିଶାବାସୀଙ୍କ କାର୍ଯ୍ୟ କରିବି: ପାଣ୍ଡିଆନ୍‌

ଭୁବନେଶ୍ୱର.୨୭।୧୧: ୫ଟି ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ବିଜେଡିରେ ଯୋଗ ଦେବା ପରେ ସେ ନିଜ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମହାପ୍ରଭୁଙ୍କ ଆଶୀର୍ବାଦ, ମୁଖ୍ୟମନ୍ତ୍ରୀଙ୍କ ଗାଇଡାନ୍ସରେ କାର୍ଯ୍ୟ କରିବି।…

ପାଣ୍ଡିଆନଙ୍କୁ ବିଜେଡିରେ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ: କହିଲେ, ଅନେକ ବର୍ଷ ହେବ ସେ…

ଭୁବନେଶ୍ୱର.୨୭।୧୧: ଅବସରପ୍ରାପ୍ତ ଆଇଏଏସ ତଥା ୫ଟି-ନବୀନ ଓଡ଼ିଶାର ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଆଜି ବିଜେଡିରେ ସାମିଲ ହୋଇଛନ୍ତି। ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ତାଙ୍କୁ ଦଳରେ ସ୍ବାଗତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପାଣ୍ଡିଆନଙ୍କୁ ମୁଁ…

ବିଜେଡିରେ ଯୋଗଦେଲେ ପାଣ୍ଡିଆନ୍‌: ପ୍ରଣବ ଦାସ ପିନ୍ଧାଇଲେ ଶଙ୍ଖ ବ୍ୟାଚ୍‌

ଭୁବନେଶ୍ୱର.୨୭।୧୧: ଶେଷରେ ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଅବସରପ୍ରାପ୍ତ ଆଇଏଏସ ତଥା ୫ଟି-ନବୀନ ଓଡ଼ିଶାର ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଆଜି ବିଜେଡିରେ ସାମିଲ ହୋଇଛନ୍ତି। ବିଜେଡିର ବରିଷ୍ଠ ନେତାମାନଙ୍କ ଉପସ୍ଥିତିରେ ସେ ଆଜି ନବୀନ ନିବାସରେ ବିଜେଡିର ପ୍ରାଥମିକ ସଦସ୍ୟତା ଗ୍ରହଣ…

ଆଜି କାର୍ତ୍ତିକ ପୂର୍ଣ୍ଣିମା: ଡଙ୍ଗା ଭସାଇଲେ ଲୋକେ

ଭୁବନେଶ୍ୱର/କଟକ,୨୭ା୧୧: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ‘ଆ କା ବା ବୈ…ପାନ ଗୁଆ ଥୋଇ, ପାନ ଗୁଆ ତୋର, ମାସକ ଧରମ ମୋର’ କହି ଗାଁଠୁ ସହର ଯାଏ ସମସ୍ତ ଲୋକେ ଡଙ୍ଗା ଭସାଇଛନ୍ତି ଲୋକେ। ଲିଙ୍ଗରାଜ ମନ୍ଦିର ନିକଟ ବିନ୍ଦୁସାଗରରେ…

ଆଜି ଲଘୁଚାପ, ବାତ୍ୟା ସମ୍ଭାବନା

ଭୁବନେଶ୍ୱର,୨୭ା୧୧(ଅନୁରାଧା ମହାରଣା): ବଙ୍ଗୋପସାଗରର ଉତ୍ତର ପଶ୍ଚିମ ତଥା ଉତ୍ତର ଓ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସମୁଦ୍ରପତନରୁ ୩.୧ରୁ ୪.୫ କିମି ଉପରେ ସକ୍ରିୟ ରହିଛି। ଏହା ସହ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଆଉଏକ ଘୂର୍ଣ୍ଣିବଳୟ ଦକ୍ଷିଣ ଥାଇଲ୍ୟାଣ୍ଡ ଯାଏ ୫.୮…

ଆଜି ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୭।୧୧(ଅସମାପିକା ସାହୁ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ରବିବାର ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚତ୍ଛନ୍ତି। ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ରାଷ୍ଟ୍ରପତି ମୁର୍ମୁ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଓହ୍ଲାଇବା ପରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,…

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି

ଭୁବନେଶ୍ୱର,୨୬ା୧୧:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ରବିବାର ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ସେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ସୋମବାର ରାଷ୍ଟ୍ରପତି ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେବାକୁ ଥିବାବେଳେ ଭର୍ଚୁଆଲି ସେ ଏକ ମଲ୍ଟି-ମଡେଲ୍‌ ଲଜିଷ୍ଟିକ୍ସ ପାର୍କ…

ରାଷ୍ଟ୍ର ନିର୍ମାଣରେ ଏଲ୍‌ଆଇସିର ଅନନ୍ୟ ଯୋଗଦାନ

ଭୁବନେଶ୍ୱର,୨୬।୧୧: ଭୁବନେଶ୍ୱର ଡିଭିଜନ ଜୀବନବୀମା କର୍ମଚାରୀ ସଂଘ (ବିଡିଏଲ୍‌ଆଇଇଏ)ର ୧୬ ତମ ବାର୍ଷିକ ଉତ୍ସବ ଓ ୨ ଦିନିଆ ଜୀବନବୀମା କର୍ମଚାରୀ ସଂଘ ସମ୍ମିଳନୀ ଶନିବାର ଉଦ୍‌ଘାଟିତ ହୋଇଯାଇଛି। ଏପରିକି ରୂପନାରାୟଣ ସାହୁଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ଭୁବନେଶ୍ୱରର ପୋଖରୀପୁଟସ୍ଥିତ ଭାରତୀୟ ଜୀବନ…

ବିଜିୟୁର ୬ଷ୍ଠ ସମାବର୍ତ୍ତନ ଉସତ୍ବ

ଭୁବନେଶ୍ୱର,୨୬।୧୧: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ବିର୍ଲା ଗ୍ଲୋବାଲ ୟୁନିଭର୍ସିଟି (ବିଜିୟୁ) ର ୬ଷ୍ଠ ସମାବର୍ତ୍ତନ ଉତ୍ସବ ଶନିବାର ବିଶ୍ୱବିଦ୍ୟାଳୟର ଭୁବନେଶ୍ୱର କ୍ୟାମ୍ପସରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ବିଜିୟୁର ୨୦୨୧-୨୩ ବ୍ୟାଚ୍‌ର ସ୍ନାତକୋତ୍ତର ଏବଂ ୨୦୨୦-୨୩ ବ୍ୟାଚ୍‌ର ସ୍ନାତକ ଛାତ୍ରୀଛାତ୍ରମାନଙ୍କ ପାଇଁ…

ରୁଚି ଫ୍ରୋଜିଟ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୬।୧୧: ରୁଚି ଫ୍ରୋଜିଟ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶନିବାର କଟକସ୍ଥିତ ମଧୁପାଟଣା ଶିଳ୍ପାଞ୍ଚଳ (ରୁଚି କମ୍ପାନୀ ପାଖ)ଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରୁଚି ଫୁଡ୍‌ଲାଇନ୍‌ର ନିର୍ଦ୍ଦେଶିକା ସଙ୍ଗୀତା ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ…

‘୩୩,୦୦୦ କୋଟିରେ ପହଞ୍ଚତ୍ଛି ଗ୍ରାମୀଣ ବ୍ୟବସାୟ’

ଭୁବନେଶ୍ୱର,୨୬।୧୧ (ଅଭୟ ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୃଷକ ଉତ୍ପାଦ ସଙ୍ଗଠନ (ଏଫ୍‌ପିଓ) ଏବଂ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ଙ୍କ ମାଧ୍ୟମରେ ଦେଶର କୃଷକ, ଗ୍ରାମୀଣ ମହିଳାମାନଙ୍କୁ ସଶକ୍ତ କରିବାର ଦାୟିତ୍ୱ ନେଇଛନ୍ତି ବୋଲି ଶନିବାର ନାବାର୍ଡ ପକ୍ଷରୁ ଆୟୋଜିତ ‘ଷ୍ଟେଟ୍‌…

ରାୟଗଡ଼ାରେ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ୧୮୨ ପଞ୍ଚାୟତକୁ ଯୋଡ଼ିବ ୫୨ ବସ୍‌

ଭୁବନେଶ୍ୱର,୨୫ା୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ରାୟଗଡ଼ା ଜିଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ଜିଲାରେ ୧୮୨ଟି ପଞ୍ଚାୟତକୁ ୫୨ଟି ବସ୍‌ ଚାଲିବ। ଏଥିପାଇଁ ୩୦୦ଟି ବସ୍‌ ଷ୍ଟପେଜ ମଧ୍ୟ କରାଯାଇଛି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ କାର୍ଯ୍ୟକ୍ରମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri