ମେଟ୍ରୋ

ନବୀନଙ୍କ ପରେ କିଏ ହେବ ଉତ୍ତରାଧିକାରୀ, କହିଲେ ଭି.କେ ପାଣ୍ଡିଆନ

ଭୁବନେଶ୍ୱର,୧୯।୩: ଗତ ତିନି ସପ୍ତାହ ଧରି ରାଜ୍ୟରେ ଥମୁନି ମେଣ୍ଟ ଚର୍ଚ୍ଚା । ଲୋକେ ପଛେ ଗପି ଗପି ଥକି ପଡିଲେଣି। ହେଲେ ମେଣ୍ଟ ଆଜି ହେବ କାଲି ହେବ କହି କେବେ ହେବ ତାହା ନେଇ ଚର୍ଚ୍ଚା ଲାଗି ରହିଛି।…

କାଲି ସରିବ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର, ୧୯।୩(ଅସମାପିକା ସାହୁ)- ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ବୁଧବାର ଅର୍ଥାତ୍‌ ଆସନ୍ତାକାଲି ଶେଷ ହେବ। ଶେଷ ଦିନ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗର ପରୀକ୍ଷା ରହିଛି। ଚଳିତ ବର୍ଷ ଗୋଟିଏ ଦିନରେ କଳା,…

ନିର୍ବାଚନ ଲଢିବେ ସିଦ୍ଧାନ୍ତ ମହାପାତ୍ର! କହୁ କହୁ ଏମିତି କହିଦେଲେ…

ଭୁବନେଶ୍ୱର,୧୯।୩: ନିର୍ବାଚନ ଲଢିବେ ଅଭିନେତା ସିଦ୍ଧାନ୍ତ ମହାପାତ୍ର । ଗଣମାଧ୍ୟମକୁ ଏକ ସାକ୍ଷାତକାର ଦେଇ ସିଦ୍ଧାନ୍ତ ଏହି ବଡ ବୟାନ ଦେଇଛନ୍ତି। ନିର୍ବାଚନ ୨୦୨୪ ଲଢିବେ କି ନାହିଁ ଏନେଇ ମଧ୍ୟ ସ୍ପଷ୍ଟ କରିଛନ୍ତି। ଗତ କିଛି ଦିନ ପୂର୍ବରୁ ଅଭିନେତା…

ଯଦି ସାହାସ ଅଛି, ମେଣ୍ଟ ହେବ ନାହିଁ ବୋଲି ଘୋଷଣା କରନ୍ତୁ ନବୀନ, କହିଲେ…

ଭୁବନେଶ୍ୱର,୧୯।୩: ଜାତୀୟ ଗଣମାଧ୍ୟମକୁ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବୟାନ ପରେ ପିସିସି ସଭାପତି ଶରତ ପଟ୍ଟନାୟକ ନିଜର ପ୍ରତିକ୍ରିୟା ରଖିଛନ୍ତି। ଦିଲ୍ଲୀରେ ପାଣ୍ଡିଆନ ଦେଇଥିବା ବୟାନ, ବିଜେଡି ଓ ଭାଜପା ମଧ୍ୟରେ ଥିବା ସମ୍ପର୍କକୁ ସ୍ପଷ୍ଟ କରିଛି ବୋଲି ସେ…

ମେଣ୍ଟ ନେଇ ବଡ଼ ବୟାନ ଦେଲେ ପାଣ୍ଡିଆନ୍‌, କହିଲେ…

ଭୁବନେଶ୍ୱର,୧୯।୩: ରାଜ୍ୟରେ ମେଣ୍ଟ ନେଇ ମୁହଁ ଖୋଲିଲେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ସରକାର ଗଠନ ପାଇଁ ବିଜେଡିକୁ କୌଣସି ମେଣ୍ଟର ଆବଶ୍ୟକତା ନାହିଁ ବୋଲି ସେ କହିଛନ୍ତି। ଏହା ସହ ସେ ଦେଶରେ ମୋଦି ସରକାର ଏବଂ ରାଜ୍ୟରେ…

ବିଜେଡି -ଭାଜପା ମେଣ୍ଟ ପ୍ରସଙ୍ଗ ଉପରେ ଏଭଳି ବୟାନ ଦେଲେ ପ୍ରଦୀପ୍ତ ନାଏକ, ବଢୁଛି…

ଭୁବନେଶ୍ୱର,୧୯।୩: ବିଜେଡି -ଭାଜପା ମେଣ୍ଟକୁ ନେଇ ଚିତ୍ର ସ୍ପଷ୍ଟ ହୋଉନାହିଁ। ଯାହାକୁ ନେଇ ଦ୍ୱନ୍ଦ ଜାରି ରହିଛି। ଏହି ସମୟରେ ମେଣ୍ଟ ଚର୍ଚ୍ଚା ପ୍ରସଙ୍ଗରେ ଭାଜପା ବିଧାୟକ ପ୍ରଦୀପ୍ତ ନାଏକ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମେଣ୍ଟ ନିଷ୍ପତ୍ତି ରାଜ୍ୟ ୟୁନିଟ୍‌…

ଚା’ ଖଟିରେ ଛତିଶଗଡ଼ ଉପ-ମୁଖ୍ୟମନ୍ତ୍ରୀ: କର୍ମୀଙ୍କ ସହ ପିଇଲେ ଚା’

ଭୁବନେଶ୍ୱର,୧୯।୩: ଓଡ଼ିଶାରେ ପହଞ୍ଚିଛନ୍ତି ଛତିଶଗଡ଼ ଉପ-ମୁଖ୍ୟମନ୍ତ୍ରୀ ବିଜୟ ଶର୍ମା। ସ୍ବତନ୍ତ୍ର ହେଲିକପ୍ଟରରେ ଆସି ସେ ନବରଙ୍ଗପୁରର ଉମରକୋଟରେ ପହଞ୍ଚିଛନ୍ତି। ବିଜୟ। ଉମରକୋଟ ବିଜୁ ପଟ୍ଟନାୟକ ପାର୍କରେ ପହଞ୍ଚିବା ପରେ ଏକ ଶୋଭାଯାତ୍ରାରେ ସେ ଉମରକୋଟ ସହର ପରିକ୍ରମା କରିଥିଲେ । ଏକ…

ପୁଣି ଦିଲ୍ଲୀରେ ବୈଠକ: ମେଣ୍ଟ ଦ୍ୱନ୍ଦ ଭିତରେ ଆସିବ କି ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୧୯।୩: ଦିଲ୍ଲୀରେ ମଙ୍ଗଳବାର ପୁଣି ବୈଠକ ବସିବ। ଏ ନେଇ ଫୋକସ୍‌ରେ ରହିଛି ଓଡ଼ିଶା । ଓଡ଼ିଶା ସମେତ ୮ଟି ରାଜ୍ୟରେ ଲୋକସଭା ପ୍ରାର୍ଥୀ ଚୟନ ପାଇଁ କସରତ ଜାରି ରହିଛି। ସୋମବାର ବିଳମ୍ବିତ ରାତିଯାଏ କୋର୍‌ କମିଟି ବୈଠକ ବସିଥିଲା।…

ଗ୍ରୀଷ୍ମ ପ୍ରବାହକୁ ଦେଖି ସ୍କୁଲ ନିୟମରେ ପରିବର୍ତ୍ତନ… 

ଭୁବନେଶ୍ୱର,୧୯।୩: ଆଗମୀ ଦିନରେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢ଼ିବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି । ଏବେଠୁ ପ୍ରସ୍ତୁତ ହୁଅ । ସ୍କୁଲ ସମୟ ସାରଣୀରେ ପରିବର୍ତ୍ତନ କର । ଏପରି ନିର୍ଦ୍ଦେଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ…

ପ୍ରାର୍ଥୀଙ୍କୁ ଛାଡ଼ିନାହିଁ ମେଣ୍ଟଭୟ: ପ୍ରଚାର ଛାଡ଼ି ରାଜଧାନୀରେ ଆଶାୟୀ

କେନ୍ଦୁଝର,୧୯ା୩(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲାରେ ବିଜେଡି ଓ ଭାଜପା ଦଳର ଆଶାୟୀ ପ୍ରାର୍ଥୀଙ୍କ ମେଣ୍ଟଭୟ ଛାଡ଼ିନାହିଁ। ମେଣ୍ଟ ହେଲେ କେଉଁ ସିଟ୍‌ କେଉଁ ଦଳ ଭାଗରେ ପଡ଼ିବ ସେ ଭୟକୁ ନେଇ ବଡ଼ ବଡ଼ ନେତା ଚିନ୍ତାରେ ରହିଥିବା ବେଳେ ମେଣ୍ଟ…

ଅମାନିଆଙ୍କ ପାଇଁ ଟ୍ରାଫିକ ପୋଲିସର କଡ଼ା ନିୟମ: ରେଡ୍‌ ସିଗ୍‌ନାଲ ଭାଙ୍ଗିଲେ…

ଭୁବନେଶ୍ୱର,୧୯।୩: ରାଜଧାନୀରେ ଟ୍ରାଫିକ ସିଗନାଲ ଭାଙ୍ଗିଲେ ତଣ୍ଡ ଗଣିବେ ଗାଡି ଚାଳକ। ଏଥିସହିତ ଡ୍ରାଇଭିଂ ଲାଇସେନ୍ସ ବାତିଲ ହେବାର ବି ଭୟ ରହିଛି। ଟ୍ରାଫିକ ସିଗନାଲ ଭାଙ୍ଗୁଥିବା ଅମାନିଆଙ୍କ ପାଇଁ ଭୁବନେଶ୍ୱର ଟ୍ରାଫିକ ପୋଲିସ କଡ଼ା ନିୟମ କରିଛି। ରାଜଧାନୀରେ ଟ୍ରାଫିକ…

ଓଡ଼ିଶାରେ କାହାକୁ ମିଳିବ ଲୋକ ସଭା ଟିକେଟ୍‌: ଦିଲ୍ଲୀରେ ଚାଲିଛି କସରତ

ନୂଆଦିଲ୍ଲୀ/ଭୁବନେଶ୍ୱର.୧୯।୩: ଦିଲ୍ଲୀସ୍ଥିତ ଭାଜପା ମୁଖ୍ୟାଳୟରେ ଭାଜପା କୋର କମିଟି ବୈଠକ ଚାଲିଛି। ଓଡ଼ିଶା ସମେତ ୮ଟି ରାଜ୍ୟରେ ଲୋକ ସଭା ପ୍ରାର୍ଥୀ ଚୟନ ପାଇଁ ଏହି ବୈଠକରେ ଆଲୋଚନା ଚାଲିଛି। ଓଡ଼ିଶାରେ କାହାକୁ ମିଳିବ ଲୋକ ସଭା ଟିକେଟ୍‌ ସେନେଇ ଚାଲିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?