କାର୍ ଚକାରେ ଚାପି ହୋଇ ଚାଲିଗଲା ଜୀବନ
ପୁରୁଣା ଭୁବନେଶ୍ୱର,୧୨ା୧୧(ସୁବାସ ଚନ୍ଦ୍ର ପଧାନ ): ଦିପାବଳୀରେ ସବୁଠି ଉତ୍ସବ ମୁଖର ଥିବା ବେଳେ ଶ୍ରୀଲିଙ୍ଗରାଜ ମନ୍ଦିର ଉତ୍ତର ଦ୍ୱାର ନିକଟରେ ରବିବାର ରାତିରେ ଏକ ଅଘଟଣ ଘଟିଛି। ଜୈନିକ ବ୍ୟକ୍ତିଙ୍କ କାର୍ ଚକା ଚଳେ ଚାପି ହୋଇ ଜଣେ ବ୍ୟକ୍ତିଙ୍କ…
ବିଜେଡିରୁ ବିଦା ହୋଇଥିବା ନେତାଙ୍କୁ ଆପଣେଇବାକୁ ଭାଜପା ଆଗଭର: ବିଜେଡି
ଭୁବନେଶ୍ୱର,୧୨।୧୧(ଅନିଲ ଦାସ): ଯେଉଁ ନେତାଙ୍କୁ ବିଜେଡି ଦଳରୁ ବିଦାକରି ଦେଇଛି ତାଙ୍କୁ କୋଳେଇ ନେବା ପାଇଁ ଏବେ ଭାଜପା ଆଗଭର। ଏଥିରୁ ଗୋଟିଏ କଥା ପ୍ରମାଣିତ ହେଉଛି ଯେ ଭାଜପାରେ ନୀତି ଆଦର୍ଶ ବୋଲି କିଛି ନାହିଁ କି ସେମାନେ ନୂଆ…
ଜୟ ଆଲୁକ୍କାସ୍ଙ୍କ ଆତ୍ମଜୀବନୀ ‘ବ୍ୟାପ୍ତ ଆନନ୍ଦ’ ଉନ୍ମୋଚିତ
ଭୁବନେଶ୍ୱର,୧୨।୧୧: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ଜୟ ଆଲୁକ୍କାସ୍ର ଅଧ୍ୟକ୍ଷ ତଥା ଏମ୍ଡି ଜୟ ଆଲକ୍କାସଙ୍କର ଆତ୍ମଜୀବନୀ ‘ବ୍ୟାପ୍ତ ଆନନ୍ଦ’ (ସ୍ପ୍ରେଡିଂ ଜୟ) ନିକଟରେ ଉନ୍ମୋଚିତ ହୋଇଯାଇଛି। ବିଶେଷକରି ଜୟ ଆଲୁକ୍କାସ୍ କିପରି ବିଶ୍ୱର ଜଣେ ଜଣାଶୁଣା ଗହଣା ବ୍ୟବସାୟୀ ହୋଇଗଲେ…
ରେକର୍ଡ ପରିମାଣର ଧନ୍ତେରସ୍ କାରବାର: ୨୦୦ କୋଟିରୁ ଅଧିକ
ଭୁବନେଶ୍ୱର,୧୨।୧୧ (ଅଭୟ ଦାଶ): ଚଳିତ ବର୍ଷର ଧନ୍ତେରସ୍ କାରବାର ରେକର୍ଡ ପରିମାଣରରେ ହୋଇଛି। ଏପରିକି ଗତ ୩ ଦିନ ହେବ ଧନ୍ତେରସ୍ କାରବାର ପୂର୍ବବର୍ଷ ଅପେକ୍ଷା ଭଲ ରହିଥିଲାବେଳେ କାରବାର ୨୦୦ କୋଟିରୁ ଅଧିକ ହୋଇଛି ବୋଲି ଓଡ଼ିଶାର ଅଗ୍ରଣୀ ଅଳଙ୍କାର…
ରିଲାଏନ୍ସ ଡିଜିଟାଲର ‘ଫେଷ୍ଟିଭାଲ ଅଫ୍ ଇଲେକ୍ଟ୍ରୋନିକ୍ସ’
ଭୁବନେଶ୍ୱର,୧୨।୧୧: ରିଲାଏନ୍ସ ଡିଜିଟାଲର ବହୁ ପ୍ରତୀକ୍ଷିତ ‘ଫେଷ୍ଟିଭାଲ ଅଫ୍ ଇଲେକ୍ଟ୍ରୋନିକ୍ସ’ ସେଲ୍ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ ଦୀପାବଳିରେ ପ୍ରେମ, ଆଲୋକ ଓ ଖୁସି ବାଣ୍ଟନ୍ତୁ ଏବଂ ଆପଣଙ୍କ ପ୍ରିୟଜନ ଓ ନିଜ ପାଇଁ ଉତ୍କୃଷ୍ଟ ଉପହାର ପାଆନ୍ତୁ।…
ଭ୍ରମାତ୍ମକ ଅଫର ପ୍ରତି ଗ୍ରାହକ ସାବଧାନ ରୁହନ୍ତୁ: ସଞ୍ଜୟ
ଭୁବନେଶ୍ୱର,୧୨।୧୧(ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ସାରା ଦେଶ ଧନ୍ତେରସ୍ ଓ ଆଲୋକର ପର୍ବ ଦୀପାବଳି ପାଳନ ଉପଲକ୍ଷେ ଅଳଙ୍କାର ଓ ମୂଲ୍ୟବାନ୍ ସାମଗ୍ରୀ କ୍ରୟ କରିବେ। ଏପରିକି ଗ୍ରାହକଙ୍କୁ ଆକୃଷ୍ଟ କରିବା ପାଇଁ ଅଳଙ୍କାର ପ୍ରତିଷ୍ଠାନଗୁଡ଼ିକ…
ବିନା ମାଟିରେ କେଶର ଚାଷ
ଭୁବନେଶ୍ୱର,୧୨।୧୧(ଅନୁରାଧା ମହାରଣା)ଭୁବନେଶ୍ୱର ବରମୁଣ୍ଡାସ୍ଥିତ ଜଗନ୍ନାଥ ବିହାର ଅଞ୍ଚଳର ସୁବ୍ରତ କୁମାର ମହାନ୍ତି ବିନା ମାଟିରେ ସାଫ୍ରନ୍(କେଶର) ଚାଷ କରି ଏବେ ଚର୍ଚ୍ଚାକୁ ଆସିଛନ୍ତି। ଇରାନ୍ରେ ବିଶ୍ୱରେ ସର୍ବାଧିକ କେଶର ଚାଷ କରାଯାଏ। ଭାରତରେ କଶ୍ମୀରକୁ ବାଦ୍ ଦେଲେ ଅନ୍ୟ ଅଞ୍ଚଳରେ ଏହି…
୩୩ ମହିଳାକର୍ମୀଙ୍କୁ ଗୁରୁଦାୟିତ୍ୱ ଦେଲା ବିଜେଡି
ଭୁବନେଶ୍ୱର,୧୧ା୧୧: ଆଉ କିଛି ମାସ ପରେ ରାଜ୍ୟରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ଏହା ପୂର୍ବରୁ ସାଙ୍ଗଠନିକ ସ୍ଥିତିକୁ ମଜଭୁତ କରିବାକୁ ବିଜେଡି ପକ୍ଷରୁ ପ୍ରସ୍ତୁତି ଜାରି ରହିଛି। ବିଜୁ ଯୁବ ଜନତା ଦଳ ପକ୍ଷରୁ ୩୩ ଜଣ ମହିଳାଙ୍କୁ ସଙ୍ଗଠନର…
ଓଡ଼ିଶାରେ ପ୍ରଥମ ଘଟଣା: ନିଶାଦ୍ରବ୍ୟ ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ନାବାଳକ
ଭୁବନେଶ୍ୱର,୧୧ା୧୧: ନିଶାଦ୍ରବ୍ୟ ଜବତ ମାମଲାରେ ଖୋର୍ଦ୍ଧା ଜୁଭେନାଇଲ ଜଷ୍ଟିସ ବୋର୍ଡ କୋର୍ଟରେ ରାୟ ପ୍ରକାଶ ପାଇଛି। ବିଚାରପତି ଚିନ୍ମୟ ରଥ ଏହି ମାମଲାର ବିଚାର କରି ଜଣେ ନାବାଳକଙ୍କୁ ଦୋଷୀ ସାବ୍ୟସ୍ତ କରି ଦଣ୍ଡ ଶୁଣାଇଛନ୍ତି। ଏହି ଅପରାଧ ପାଇଁ ନାବାଳକଙ୍କୁ…
୧୪ରେ ଲଘୁଚାପ
ଭୁବନେଶ୍ୱର ୧୧।୧୧: ଆସନ୍ତା ୧୪ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ୧୬ ତାରିଖ ବେଳକୁ କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ବଙ୍ଗୋପସାଗର…
ଏଣିକି ଯାତ୍ରୀବାହୀ ବସ୍ରେ ବାଣ ନେଉଥିଲେ ହୋଇଯାନ୍ତୁ ସାବଧାନ
ଭୁବନେଶ୍ୱର,୧୧।୧୧: ଏଣିକି ଯାତ୍ରୀବାହୀ ବସ୍ରେ ବାଣ ନେଲେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ। ଏ ନେଇ ଚେତାବନୀ ଦିଆଯାଇଛି। ଶନିବାର ଭୁବନେଶ୍ୱର ଡେପୁଟି ଅଗ୍ନିଶମ ଅଧିକାରୀ ଅବନୀ ସ୍ବାଇଁ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି। ପଶ୍ଚିମବଙ୍ଗର ଖଡ଼ଗ୍ପୁର ବସ୍ରେ ଶନିବାର ରାତିରେ ଘଟିଥିବା…
ବଲିଉଡ୍ ଫ୍ୟାଶନ ଡିଜାଇନର, ଓଲିଉଡ୍ର ପ୍ରଯୋଜିକା
ଭୁବନେଶ୍ୱର,୧୧।୧୧(ଶର୍ମିଷ୍ଠା ପାଣିଗ୍ରାହୀ): ସ୍ବପ୍ନ ପୂରଣ ପାଇଁ ବେଳେବେଳେ ଉପଯୁକ୍ତ ସମୟକୁ ଅପେକ୍ଷା କରିବାକୁ ପଡ଼େ। ମାତ୍ର ନିଜର ସ୍ବପ୍ନ ଓ ଆଶାକୁ ଅନ୍ୟର ଇଚ୍ଛାଶକ୍ତି ଆଗରେ ଜଣେ ପ୍ରକୃତ ଉଚ୍ଚାଭିଳାଷୀ ମଣିଷ ହିଁ ହାର ମାନିବାକୁ ଦେଇ ନ ଥାଏ। ତେବେ…
Archives


