ମେଟ୍ରୋ

ଦୁର୍ଘଟଣାରେ ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର

ସମ୍ବଲପୁର,୧୫ା୩: ଦୁର୍ଘଟଣାରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର ହୋଇଛନ୍ତି। ଏକ ଗ୍ୟାସ୍‌ ଟ୍ୟାଙ୍କର ସହ ତାଙ୍କ କାର୍‌ ମୁହାଁମୁହିଁ ଧକ୍କା ହୋଇଥିବା ସୂଚନା ମିଳିଛି। ଭୁବନେଶ୍ୱରରୁ ବରଗଡ଼ ଫେରିବା ବେଳେ ଗୁରୁବାର ବିଳମ୍ବିତ ରାତିରେ ସମ୍ବଲପୁର ଜିଲା ରେଢ଼ାଖୋଲର…

ଇ-ଗଭର୍ନାନ୍ସରେ ସୃଷ୍ଟି ହେଲା ନୂଆ ଅଧ୍ୟାୟ: ଏଣିକି ପାଇବେ ଏମିତି ସୁବିଧା

ଭୁବନେଶ୍ୱର,୧୫ା୩(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେଶନ ସେଣ୍ଟର(ଓକାକ୍‌) ଦ୍ବାରା ବିକଶିତ ଅନ୍‌ଲାଇନ ଇନ୍‌ସେଣ୍ଟିଭ୍‌ ମ୍ୟାନେଜମେଣ୍ଟ ସିଷ୍ଟମ୍‌ର ଲୋକାର୍ପଣ କରିଛନ୍ତି। ଏହି ପୋର୍ଟାଲ ଜରିଆରେ ଉଦ୍ୟୋଗୀ ସହଜରେ ଅନ୍‌ଲାଇନ ଆବେଦନ କରି ଓଡ଼ିଶା ଆଇଟି, ଇଲେକ୍ଟ୍ରୋନିକ୍ସ ଡାଟା ସେଣ୍ଟର,…

ମେଣ୍ଟ: ତଥାପି ଚିତ୍ର ଅସ୍ପଷ୍ଟ

ଭୁବନେଶ୍ୱର,୧୫ା୩(ସୁନିତ୍‌ ମିଶ୍ର):ବିଜେଡି-ଭାଜପା ସମ୍ଭାବ୍ୟ ମେଣ୍ଟ ଉପରେ ସମସ୍ତଙ୍କ ନଜର ରହିଥିବାବେଳେ ଏନେଇ ଅଦ୍ୟାବଧି କିଛି ଚୂଡ଼ାନ୍ତ ହୋଇପାରି ନାହିଁ। ୪ ଦିନ ହେଲା ଦିଲ୍ଲୀରେ ଡେରା ପକାଇଥିବା ଭାଜପା ରାଜ୍ୟ ନେତୃବୃନ୍ଦ ଗୁରୁବାର ଓଡ଼ିଶା ଫେରିବା ପରେ ଚିତ୍ର ସ୍ପଷ୍ଟ ହୋଇପାରେ…

ନବୀନ ନିବାସରେ ସରିଲା ଗୁରୁତ୍ୱପୂର୍ଣ୍ଣ ବୈଠକ, ମେଣ୍ଟକୁ ନେଇ ଏମିତି କହିଲା ବିଜେଡି

ଭୁବନେଶ୍ବର,୧୪।୩: ନବୀନ ନିବାସରେ ସରିଲା ବିଜେଡିର ଗରୁତ୍ୱପୂର୍ଣ୍ଣ ବୈଠକ। ବୈଠକ ପରେ ଗଣମାଧ୍ୟମ ସାମ୍ନାରେ ଉପସଭାପତି ଦେବୀ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ସହ ବରିଷ୍ଠ ନେତା ଏବଂ ବିଭିନ୍ନ ଜିଲାର ପର୍ଯ୍ୟବେକ୍ଷକଙ୍କ ଆଲୋଚନା ହୋଇଛି। ପର୍ଯ୍ୟବେକ୍ଷକମାନେ ସେମାନଙ୍କର…

ବିଜେଡି-ଭାଜପା ମଧ୍ୟରେ କେବେଠୁ ମେଣ୍ଟ ହୋଇସାରିଛି: କଂଗ୍ରେସ

ଭୁବନେଶ୍ବର,୧୪।୩: ଭାଜପା-ବିଜେଡି ମେଣ୍ଟ ଚର୍ଚ୍ଚା ମଧ୍ୟରେ କଂଗ୍ରେସ ପ୍ରତିକ୍ରିୟା ଦେଇଛି। ରାଜ୍ୟ ପ୍ରଭାରୀ ଅଜୟ କୁମାର କହିଛନ୍ତି, ଭାଜପା-ବିଜେଡି କେବେଠାରୁ ମେଣ୍ଟ କରିସାରିଛନ୍ତି। ଯଦି ମେଣ୍ଟକୁ ନେଇ ଘୋଷଣା ନ ହୁଏ, ତେବେ ଉଭୟ ଦଳ ଅଘୋଷିତ ମେଣ୍ଟ ନେଇ ନିର୍ବାଚନ…

ନିର୍ବାଚନ କମିଟି ବୈଠକ ଡାକିଲେ ମନମୋହନ, ଆସନ ଉପରେ କରିବେ ଚର୍ଚ୍ଚା

ଭୁବନେଶ୍ୱର,୧୪।୩: ଶୁକ୍ରବାର ରାଜ୍ୟ ଭାଜପାର ନିର୍ବାଚନ କମିଟି ବୈଠକ ଅନୁଷ୍ଠିତ ହେବ। ଭାଜପା ସଭାପତି ମନମୋହନ ସାମଲ ଏହି ବୈଠକ ଡାକିଥିବା ଜଣାପଡିଛି। ମନମୋହନ କହିଛନ୍ତି, ନିର୍ବାଚନ କମିଟି ବୈଠକରେ ସମସ୍ତ ଆସନ ପାଇଁ ପରୀକ୍ଷା ନିରୀକ୍ଷା କରାଯିବ। ବୈଠକର ସବିଶେଷ…

ନବୀନ ନିବାସରେ ଗୁରୁତ୍ୱପୂର୍ଣ୍ଣ ବୈଠକ, ହୋଇପାରେ ବଡ଼ ଘୋଷଣା

ଭୁବନେଶ୍ୱର,୧୪ା୩: ନବୀନ ନିବାସରେ ଗୁରୁବାର ଆରମ୍ଭ ହୋଇଛି ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ। ମେଣ୍ଟ ଚର୍ଚ୍ଚା ସମୟରେ ନବୀନ ନିବାସରେ ଏହା ୨ୟ ପର୍ଯ୍ୟାୟ ଦଳୀୟ ବୈଠକ ବସିଛି। ଯାହା ଉପରେ ସମସ୍ତଙ୍କ ନଜର ରହିଛି। କୁହାଯାଉଛି ଯେ, ବିଜେଡି ଓ ଭାଜପା…

ଭୁବନେଶ୍ୱରରେ ଚାଞ୍ଚଲ୍ୟ: ସ୍ତ୍ରୀକୁ ହତ୍ୟା କରି ମୃତ ଦେହ ସହିତ ତିନି ଦିନ ବିତାଇଲେ ସ୍ୱାମୀ

ଭୁବନେଶ୍ୱର,୧୪।୩: ରାଜଧାନୀ ଭୁବନେଶ୍ବରରେ ଅଭାବନୀୟ ଘଟଣା। ଘରୋଇ କଳହରୁ ଜଣେ ବ୍ୟକ୍ତି ସ୍ତ୍ରୀକୁ ପିଟି ପିଟି ହତ୍ୟା କରିଛନ୍ତି। ଭୁବନେଶ୍ୱର ମୈତ୍ରୀ ବିହାର ସାଲିଆ ସାହି ଅଂଚଳରେ ଏହି ଘଟଣା ଘଟିଛି, ଯାହା ସମଗ୍ର ଅଂଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ତେବେ…

ମେଣ୍ଟ ଉପରେ ମନମୋହନ ସାମଲଙ୍କ ଏପଟସେପଟ କଥାକୁ ନେଇ ଉଠିଲା ପ୍ରଶ୍ନ

ଭୁବନେଶ୍ୱର,୧୪।୩: ରାଜ୍ୟରେ ମେଣ୍ଟକୁ ନେଇ ଦ୍ୱନ୍ଦ ବଢିବାରେ ଲାଗିଛି। ଗୋଟିଏ ପଟେ ଭାଜପା ସଭାପତି ମନମୋହନ ସାମଲଙ୍କ ଏପଟସେପଟ କଥା ଅନ୍ୟପଟେ ବିଜେଡି ସୁପ୍ରିମୋ ନବୀନ ନିବାସରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିବା ନେଇ ମେଣ୍ଟକୁ ନେଇ ଚର୍ଚ୍ଚା ଆହୁରି ବଢିଛି। ଭାଜପା…

ହେଇ କି ଅଟକିଯାଉଛି ମେଣ୍ଟ, ପ୍ରାର୍ଥୀ ତାଲିକାରେ ଓଡିଶା ନେତା ଉଭାନ

ଭୁବନେଶ୍ୱର,୧୪।୩: ରାଜ୍ୟ ରାଜନୀତିରେ ଘଡିକେ ଘୋଡା ଛୁଟୁଛି। ମେଣ୍ଟ ହେବ ନା ନାହିଁ ତାହା ନେଇ ଏବେ ବି ସସପେନ୍ସ ଲାଗି ରହିଛି। ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ ମେଣ୍ଟ ହେବ ନାହିଁ ବୋଲି ସିଧା ସିଧା ଖଣ୍ଡନ କରିଛନ୍ତି।…

ଅପରାଜିତା କହିଲେ- ‘ସଭାପତି ସ୍ପଷ୍ଟ କରିସାରିଛନ୍ତି, ଆମେ ଏକାକୀ ଲଢ଼ିବୁ’

ଭୁବନେଶ୍ୱର,୧୪।୩: ଓଡ଼ିଶାରେ ଏକାକୀ ନିର୍ବାଚନ ଲଢ଼ିବ ଭାଜପା। ଲୋକମାନଙ୍କ ଆଶୀର୍ବାଦ, ଶୁଭେଚ୍ଛାରେ ସରକାର ଗଢ଼ିବୁ। କିଛି ଏଭଳି କହି ମେଣ୍ଟ କଥାକୁ ଏଡ଼ାଇ ଦେଇଛନ୍ତି ଭାଜପା ସଭାପତି ମନମୋହନ ସାମଲ। ଦିଲ୍ଲୀରୁ ଫେରି ଗୁରୁବାର ସେ ପୁରୁଣା କଥାକୁ ଦୋହରାଇଛନ୍ତି। ତେବେ…

ଶ୍ରମିକଙ୍କ ମଜୁରୀ ବଢ଼ାଇଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୪ା୩(ଅସମାପିକା ସାହୁ): ରାଜ୍ୟ ସରକାର ଗୁରୁବାର ସର୍ବନିମ୍ନ ମଜୁରୀ ବୃଦ୍ଧି କରିଛନ୍ତି। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି। ୪ଟି ବର୍ଗ ଯଥା ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକ ଏହି ନିଷ୍ପତ୍ତି ଦ୍ବାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?