ମେଟ୍ରୋ

ଫେରିବ ମହାପ୍ରଭୁଙ୍କ ୫୮ ହଜାର ଏକର ଜମି: ମନ୍ତ୍ରୀ

ଭୁବନେଶ୍ୱର,୪ା୯: ମହାପ୍ରଭୁଙ୍କ ଭୂସମ୍ପତ୍ତି ଫେରାଇ ଆଣିବାକୁ ସରକାର ଇତିମଧ୍ୟରେ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ରାଜ୍ୟ ଓ ରାଜ୍ୟ ବାହାରେ ଥିବା ମହାପ୍ରଭୁଙ୍କ ସମ୍ପତ୍ତି ଫେରାଇ ଆଣିବାକୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ...

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରେସ୍‌ମିଟ୍‌, GSTକୁ ନେଇ କହିଲେ…

ନୂଆଦିଲ୍ଲୀ,ଭୁବନେଶ୍ୱର,୪ା୯: GST ସ୍ଲାବ୍‌କୁ ନେଇ ମୋଦି ସରକାରଙ୍କ ନିଷ୍ପତ୍ତି ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଦିଲ୍ଲୀରେ ପ୍ରେସ୍‌ମିଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କେନ୍ଦୁପତ୍ର ଉପରେ GST ୫%କୁ ହ୍ରାସ ହୋଇଛି। କେନ୍ଦୁପତ୍ର ଉପରେ GST ୧୮ ପ୍ରତିଶତରୁ...

ଜୀବନ ଯୁଦ୍ଧରେ ହାରିଗଲେ ତିଳୋତ୍ତମା, ନିଜ ଦେହରେ କିରୋସିନ ଢାଳି…

ସାଲେପୁର, ୪।୯(ଅରବିନ୍ଦ ଭୂୟାଁ): ନିଜ ଦେହରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କରୁଥିବା ତିଳୋତ୍ତମା ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି । କଟକ ଜିଲ୍ଲା ସାଲେପୁର ଥାନା ଅନ୍ତର୍ଗତ ଜପକୂଦ ଫାଣ୍ଡି ଅଧିନ କଙ୍କରାଇଲୋ ଗ୍ରାମର ମହିଳା ଜଣଙ୍କ ହେଉଛନ୍ତି...

ଅଣଛାତ୍ରଙ୍କ ଉପରେ ଆଜିଠୁ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୪ା୯(ସୁଚିସ୍ମିତା ସାହୁ): ଅଣଛାତ୍ରଙ୍କୁ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଥିଲେ ମଧ୍ୟ ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଅଣଛାତ୍ର ରହୁଥିବାରୁ କ୍ୟାମ୍ପସ୍‌ରେ ଉତ୍ତେଜନା ଲାଗି ରହିଛି। ମଙ୍ଗଳବାର ହଷ୍ଟେଲ୍‌ ଯାଞ୍ଚ କରିବାକୁ ଯିବା ସମୟରେ ଅଣଛାତ୍ରମାନେ ଡେପୁଟି ୱାର୍ଡେନ୍‌ ଓ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ତାଲା...

‘ରାଜ୍ୟ ସରକାର ଗୁରୁଦିବସରେ ଗୁରୁଦକ୍ଷିଣା ଦିଅନ୍ତୁ’

ଭୁବନେଶ୍ୱର,୪ା୯(ସୁଚିସ୍ମିତା ସାହୁ): ଶିକ୍ଷକମାନେ ପିଲାଙ୍କୁ ଶିକ୍ଷାଦାନ କରିବା ସହିତ ଭଲ ମଣିଷ କରି ଗଢ଼ିତୋଳୁଛନ୍ତି। ହେଲେ ଶିକ୍ଷକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ ସୁଦ୍ଧା ତାଙ୍କ ପାଇଁ ସରକାରଙ୍କ ପକ୍ଷରୁ କୌଣସି ସୁବିଧା କରାଯାଉନାହିଁ। ଏବେ ମଧ୍ୟ ରାଜ୍ୟରେ ହଜାର...

‘ଆଜି ଜାତୀୟ ବନ୍ୟପ୍ରାଣୀ ଦିବସ’: ୪୫ବର୍ଷ ପୂର୍ବରୁ ଶିମିଳିପାଳରେ ଥିଲେ ବଳିଆ କୁକୁର

ଜାତୀୟ ବନ୍ୟପ୍ରାଣୀ ଦିବସ ପ୍ରତିବର୍ଷ ସେପ୍ଟେମ୍ବର ୪ରେ ପାଳିତ ହୋଇଆସୁଛି। ଏହି ଦିବସ ପାଳନ ଅବସରରେ ଜଙ୍ଗଲ କ୍ଷୟ ଏବଂ ଅବୈଧ ଶିକାରରୁ ବନ୍ୟ ପ୍ରାଣୀ, ପକ୍ଷୀ ଓ ସେମାନଙ୍କ ବାସସ୍ଥାନକୁ ସୁରକ୍ଷା ଦେବାର ଗୁରୁତ୍ୱ ବିଷୟରେ ସଚେତନ କରାଯାଏ।...

ବଲାଙ୍ଗୀର, କଳାହାଣ୍ଡି, ବରଗଡ଼ରେ ବଢ଼ୁଛି ଶ୍ରମିକ ଚାଲାଣ

ଭୁବନେଶ୍ୱର,୪ା୯(ରବିନାରାୟଣ ଜେନା): ରାଜ୍ୟର ପଶ୍ଚିମ ଓଡ଼ିଶାରେ ଏବେ ଶ୍ରମିକ ଚାଲାଣ ଜୋର୍‌ଦାର ଆରମ୍ଭ ହୋଇଯାଇଛି। ଠିକାଦାରମାନେ ଲୁଚାଛପାରେ ଲୋକଙ୍କୁ ବାହାର ରାଜ୍ୟକୁ କାମ କରାଇବାକୁ ନେଉଥିବା ସରକାରଙ୍କ ଦୃଷ୍ଟିକୁ ଆସିଛି। ଏହାକୁ ନେଇ ଶ୍ରମ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ...

ପୁରୀ ଶ୍ରୀମନ୍ଦିରରେ ଗୁରୁବାର ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୩।୯: ଆସନ୍ତାକାଲି ଭାଦ୍ରବ ଶୁକ୍ଳ ଦ୍ୱାଦଶ ତିଥିରେ ବାମନ ଜନ୍ମ ନୀତି ପାଇଁ ଶ୍ରୀଜିଉଙ୍କ ଦର୍ଶନ ସର୍ବସାଧାରଣ ପାଇଁ ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ବନ୍ଦ ରହିବ। ସେପଟେ ଶ୍ରୀମନ୍ଦିରରେ ଶୀଘ୍ର ଭକ୍ତମାନଙ୍କ ପାଇଁ ‘ଧାଡ଼ି’...

ଛାତ୍ରୀଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ଶିକ୍ଷୟିତ୍ରୀ

ଭୁବନେଶ୍ୱର,୩।୯: ଭୁବନେଶ୍ୱର ଖଣ୍ଡଗିରି ଥାନା ଅଧୀନ ଏକ ବିଦ୍ୟାଳୟରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗଣିତ ଆସିଲାନି ବୋଲି ଜଣେ ଶିକ୍ଷୟିତ୍ରୀ ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ ମାରି ଲହୁଲୁହାଣ କରିଥିବା ଅଭିଯୋଗ ହୋଇଛି। ଶିକ୍ଷୟିତ୍ରୀଙ୍କ ମାଡ଼ରେ...

୨୩ ରିପୋର୍ଟ ଚାପିଛନ୍ତି ବିଜେଡି ସରକାର, ଆଇନମନ୍ତ୍ରୀ କହିଲେ ଆମେ ସେମିତି…

ଭୁବନେଶ୍ୱର,୩ା୯: ବିଜେଡିକୁ ବୁଧବାର କଡ଼ା ଟାର୍ଗେଟ୍‌ କରିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ପୁରୀ ଦଳାଚକଟା ତଦନ୍ତ ରିପୋର୍ଟ ନେଇ ଆଇନମନ୍ତ୍ରୀ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ରିପୋର୍ଟ ସିଏମଓକୁ ଦିଆସରିଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦ ପୂର୍ବରୁ ସରିବ ରାସ୍ତା ମରାମତି

ଭୁବନେଶ୍ୱର,୩।୯: ଆଗକୁ ଦୁର୍ଗାପୂଜା। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିବା ବେଳେ ପୂଜା ପୂର୍ବରୁ ସମସ୍ତ ସହରାଞ୍ଚଳ ରାସ୍ତା ମରାମତି ହେବ ବୋଲି ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବୁଧବାର ଗଣମାଧ୍ୟକୁ ସୂଚନା ଦେଇଛନ୍ତି। ଏପରିକି ୨୦ ତାରିଖ ପୂର୍ବରୁ...

ମନମୋହନ ସାମଲଙ୍କ ଦିଲ୍ଲୀ ଗସ୍ତକୁ ନେଇ ଜୋର୍‌ଦାର ଚର୍ଚ୍ଚା, ଏସବୁ ଉପରେ ହୋଇପାରେ ବଡ଼ ଆଲୋଚନା

ଭୁବନେଶ୍ୱର,୩ା୯: ବୁଧବାର ଦିଲ୍ଲୀ ଗସ୍ତରେ ଯାଇଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। କିଛି କେନ୍ଦ୍ରୀୟ ନେତାଙ୍କୁ ଭେଟିବା ନେଇ କାର୍ଯ୍ୟକ୍ରମ ରହିଥିବା ସୂଚନାରୁ ଜଣାପଡ଼ିଛି। ତେବେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଥିବା ବେଳେ ସଭାପତିଙ୍କ ଏହି ଗସ୍ତକୁ ନେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri