ମେଟ୍ରୋ

୩୧୫ ତହସିଲଦାରଙ୍କ ଖାତାରେ ଜମାହୋଇଛି ୨୫୬.୮୧କୋଟିର ରୟାଲ୍‌ଟି: ମୁଖ୍ୟ ସଚିବଙ୍କ ହସ୍ତକ୍ଷେପ ଲୋଡ଼ିଲେ ପିଏଜି

ଭୁବନେଶ୍ୱର,୨୧ା୪(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିିଜ ଦ୍ରବ୍ୟରୁ ସରକାରଙ୍କୁ ଯେଉଁ ଅର୍ଥ ମିଳିବା କଥା ତାହା ବାଟବଣା ହୋଇଛି। ନିୟମ ଅନୁଯାୟୀ, ଏହି ଉତ୍ସରୁ ସଂଗ୍ରହ ସମସ୍ତ ରୟାଲ୍‌ଟି ସରକାରଙ୍କ ନିର୍ଦ୍ଦିଷ୍ଟ ବ୍ୟାଙ୍କ ଖାତା ତଥା ରାଜକୋଷରେ ଡିପୋଜିଟ୍‌ ହେବା ଆବଶ୍ୟକ,…

ନିଷ୍ଠା ହିଁ ଆଗ୍ରହକୁ ଦକ୍ଷତାରେ ପରିଣତ କରେ: ନିଗମଜ୍ୟୋତି ପାଠୀ

ନିଗମଜ୍ୟୋତି ପାଠୀ ହେଉଛନ୍ତି ଜଣେ ଦୂରଦର୍ଶୀ ଉଦ୍ୟୋଗୀ, ଯାହାଙ୍କର ପାକକଳା ପ୍ରତି ଥିବା ଗଭୀର ଭଲପାଇବା ଯୋଗୁ ମୟୂରଭଞ୍ଜର ବାରିପଦା ସହରରେ ଜନ୍ମନେଇଛି ଲୋକପ୍ରିୟ ରେଷ୍ଟୁରାଣ୍ଟ ‘ନମସ୍ତେ ବାରିପଦା’। କୋଭିଡ୍‌ ମହାମାରୀର ଅନେକ ଚ୍ୟାଲେଞ୍ଜ ମଧ୍ୟରେ ପ୍ରତିଷ୍ଠାତା ନିଗମଜ୍ୟୋତି ଏବଂ ତାଙ୍କ…

୧୦ରୁ ୨୦ ବର୍ଷ ଧରି ପଡ଼ିରହିଛି ୨୭ ବିଭାଗର ଇଣ୍ଟରନାଲ ଅଡିଟ୍‌, ଅନ୍ଧାରରେ ସରକାରଙ୍କ…

ଭୁବନେଶ୍ୱର,୨୦ା୪(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ତାଙ୍କର ୨୭ଟି ବିଭାଗରେ ବହୁ ହଜାର କୋଟି ଟଙ୍କାର ଆର୍ଥିକ ହେର୍‌ଫେର୍‌ ହୋଇଥିବା ତଥ୍ୟ ପ୍ରକାଶ କରିଛନ୍ତି। ଗତ ୨୬ ମାର୍ଚ୍ଚରେ ଅର୍ଥ ବିଭାଗ ଅତିରିକ୍ତ ସଚିବ ସାଗରିକା ହୋତା ୨୭ଟି ବିଭାଗର ଫାଇନାନ୍ସିଆଲ୍‌ ଆଡ୍‌ଭାଇଜର୍‌…

୪୦ ଡିଗ୍ରୀ ଉପରେ ୧୪ ସହର, ଆହୁରି ସପ୍ତାହେ ଶିଝିବ ଓଡ଼ିଶା

ଭୁବନେଶ୍ୱର,୨୦ା୪ (ବନ୍ଦନା ସେଠୀ): ପ୍ରବଳ ଗ୍ରୀଷ୍ମତାପରେ ଶିଝୁଛି ଓଡ଼ିଶା। ଗରମ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବାବେଳେ ରବିବାର ମଧ୍ୟ ଅଧା ରାଜ୍ୟର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ଏହିଭଳି ସ୍ଥିତି ଲାଗି ରହିବ ଓ ତାତିରୁ…

ଚାଷୀଙ୍କ ପାଇଁ ବଡ଼ ଖୁସି ଖବର : ମିଳିଲା ସିଏମ୍‌ କିଷାନ ଟଙ୍କା

ଭୁବନେଶ୍ବର,୨୦ା୪: ଆଜି ପବିତ୍ର ଅକ୍ଷୟ ତୃତୀୟା । ଏହି ଦିନ ମାଙ୍ଗଳିକ କାର୍ଯ୍ୟ ଆରମ୍ଭ କରିବା ଅତ୍ୟନ୍ତ ଶୁଭ ହୋଇଥାଏ । ଅନ୍ୟପକ୍ଷେ ଆଜି କଟକରେ ପାଳିତ ହେଉଛି ରାଜ୍ୟସ୍ତରୀୟ କୃଷକ ସମାରୋହ। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ, କହିଲେ ଆଜିର ଦିନରେ ଅନ୍ନଦାତାମାନଙ୍କୁ…

କଟକ/ଭୁବନେଶ୍ୱର,୨୦ା୪: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କଟକ CRRIରେ ଅଖିମୁଠି ଅନୁକୂଳ କରିଛନ୍ତି। ପ୍ରଥମେ ପୂଜାର୍ଚ୍ଚନା ଏବଂ ହୋମଯଜ୍ଞ ପରେ ମୁଖ୍ୟମନ୍ତ୍ରୀ ଅଖିମୁଠି ଅନୁକୂଳ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ…

ମହିଳା ପ୍ରାର୍ଥୀ ଦେବାରେ ପଛରେ ଭାଜପା, କଂଗ୍ରେସ

ଭୁବନେଶ୍ୱର,୨୦ା୪(ଜିତେନ୍ଦ୍ର କୁମାର ନାୟକ): ଦେଶବ୍ୟାପୀ ଏବେ ଲୋକ ସଭା ଆସନ ବୃଦ୍ଧି ଓ ମହିଳା ସଂରକ୍ଷଣ ଆଇନ ସମ୍ପର୍କରେ ଆଲୋଚନା ତେଜିଛି। ଏପରି ପ୍ରଚ୍ଛଦପଟରେ ୨୦୨୩ରେ ମହିଳା ସଂରକ୍ଷଣ ଆଇନ ସଂସଦରେ ଗୃହୀତ ହୋଇସାରିଥିଲା। ତଥାପି ଦେଶର ଅଧିକାଂଶ ରାଜନୈତିକ ଦଳରୁ…

ହାଇଦ୍ରାବାଦର କଫସିରପ୍‌, ଗୁଜରାଟରେ ମାଷ୍ଟରମାଇଣ୍ଡ

ଭୁବନେଶ୍ୱର,୨୦।୪(ତ୍ରିନାଥ ମହାନ୍ତି): କଟକ ଫୁଲନଖରାରେ ଥିବା ଏକ ସଂସ୍ଥାର ଗୋଦାମରୁ ୮ହଜାର ୮୪୦ ବୋତଲ ନିଷିଦ୍ଧ କଫସିରପ୍‌ ଜବତ ଘଟଣାର ଲିଙ୍କ୍‌ ଗୁଜରାଟ ଓ ହାଇଦ୍ରାବାଦକୁ ଲମ୍ବିଛି। ଏହି ବେଆଇନ କାରବାରର ମାଷ୍ଟରମାଇଣ୍ଡ ଗୁଜରାଟରେ ରହି ଓଡ଼ିଶାକୁ କଫ୍‌ସିରପ୍‌ ପଠାଉଥିଲେ। ଉକ୍ତ…

ଖୋର୍ଦ୍ଧା ଜିଲାରେ ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ

ଖୋର୍ଦ୍ଧା,୧୯ା୪: ଖୋର୍ଦ୍ଧା ଜିଲାରେ ସମସ୍ତ ସ୍କୁଲ ଓ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି। ଅସହ୍ୟ ଖରାକୁ ଦେଖି ୨୦ରୁ ୨୩ ପର୍ଯ୍ୟନ୍ତ ଛୁଟି ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଖୋର୍ଦ୍ଧା ଜିଲାପାଳ ଅମ୍ରିତ ଋତୁରାଜ। ଜିଲାର ସମସ୍ତ ସରକାରୀ ଓ ବେସରକାରୀ…

ସଦିଚ୍ଛା ଥିଲେ ସଫଳତା ନିଶ୍ଚୟ ମିଳେ

ଓସିରିସ୍‌ ଏଗ୍ରିଟେଲ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଅଧୀନ ‘ଓଡ଼ିଶା କଫି’ର ପ୍ରତିଷ୍ଠାତା ହେଉଛନ୍ତି ପ୍ରୀତି ପଲ୍ଲବୀ ପଟ୍ଟନାୟକ। କୋରାପୁଟ କଫିର ପ୍ରଚାରପ୍ରସାର କ୍ଷେତ୍ରରେ ‘ଓଡ଼ିଶା କଫି’ର ଯଥେଷ୍ଟ ଅବଦାନ ରହିଥିବାବେଳେ ପ୍ରୀତି ପଲ୍ଲବୀ ସର୍ୱଦା ଓଡ଼ିଶାର ଚାଷୀଙ୍କୁ ଗୁରୁତ୍ୱ ଦେଇଆସିଛନ୍ତି। ଏହି ଆଉଟଲେଟ୍‌…

‘ଫେମିନା ମିସ୍‌ ଇଣ୍ଡିଆ’ ମୁକୁଟ ପିନ୍ଧିଲେ ସାଧ୍‌ଭୀ ସୈଲ୍‌

ଭୁବନେଶ୍ୱର,୧୯ା୪ (ଅନୁରାଧା ମହାରଣା): ଭୁବନେଶ୍ୱରସ୍ଥିତ କିଟ୍‌ ବିଶ୍ୱବିଦ୍ୟାଳୟରେ ଶନିବାର ‘ଫେମିନା ମିସ୍‌ ଇଣ୍ଡିଆ ୨୦୨୬’ର ୬୧ତମ ସଂସ୍କରଣ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାରେ ପ୍ରଥମଥର ପାଇଁ ଆୟୋଜିତ ଏହି ପ୍ରତିଷ୍ଠିତ ଜାତୀୟ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ଗୋଆର ସାଧ୍‌ଭୀ ସୈଲ୍‌ ‘ଫେମିନା ମିସ୍‌ ଇଣ୍ଡିଆ’…

ପାକିସ୍ତାନ ଆତଙ୍କୀ ଲିଙ୍କ: ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ, ଦେଶ ବିରୋଧରେ ବଡ଼ ଧରଣର ଷଡ଼ଯନ୍ତ୍ର

ଭୁବନେଶ୍ୱର,୧୮।୪: ଶେଖ୍‌ ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌ ଦ୍ବାରା ଆତଙ୍କବାଦୀ ମଡ୍ୟୁଲ ପର୍ଦ୍ଦାଫାସ କରାଯାଇଛି। ଇମ୍ରାନଙ୍କ ସହ ଅନ୍ୟ ୩ ଜଣଙ୍କୁ ବି ଗିରଫ କରାଯାଇଛି। ସୂଚନାଯୋଗ୍ୟ, ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?