ମେଟ୍ରୋ

ଏହି କାରଣ କହୁଛି ରାଜ୍ୟରେ ମେଣ୍ଟ ହେବା ଏକପ୍ରକାର ନିଶ୍ଚିତ

ଭୁବନେଶ୍ୱର,୧୩।୩: ରାଜ୍ୟରେ ଭାଜପା-ବିଜେଡି ମେଣ୍ଟକୁ ନେଇ ଚର୍ଚ୍ଚା ଥମୁନାହିଁ। ଦିଲ୍ଲୀରେ ଭାଜପା ମେଣ୍ଟ ପାଇଁ କସରତ କରୁଥିବାବେଳେ ରାଜ୍ୟରେ ବିଜେଡି ନୀରବ ଭାବରେ ଆଲୋଚନା କରୁଛି। କିନ୍ତୁ କୌଣସି ଫଳଫଳ ସାମ୍ନାକୁ ଆସିନାହିଁ। ଏସବୁ ଭିତରେ ଭାଜପା ବୁଧବାର ଦ୍ୱିତୀୟ ପର୍ଯ୍ୟାୟରେ…

ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ସ୍ବାଧୀନତା ସଂଗ୍ରାମୀ ପବିତ୍ର ମୋହନଙ୍କ ନାତୁଣୀ

ଭୁବନେଶ୍ୱର,୧୩ା୩(ଅସମାପିକା ସାହୁ): ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ପ୍ରଜାମଣ୍ଡଳ ଆନ୍ଦୋଳନର ପୁରୋଧା ଓଡ଼ିଶାର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ସ୍ମୃତି ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନେକ ପଦକ୍ଷେପ ନେଇଛନ୍ତି। ତାଳଚେରରେ ପବିତ୍ର ମୋହନ ମେଡିକାଲ…

କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଲେ ସରକାର

ଭୁବନେଶ୍ୱର,୧୩ା୩(ଅସମାପିକା ସାହୁ): ରାଜ୍ୟ ସରକାର ବୁଧବାର କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଛନ୍ତି। ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ନିୟୋଜିତ ଥିବା କନିଷ୍ଠ ଶିକ୍ଷକ (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ସେମାନଙ୍କର ବିଭିନ୍ନ…

ନବୀନ ନିବାସକୁ ବରିଷ୍ଠ ନେତାଙ୍କୁ ଡାକରା, ହେବ କି ମେଣ୍ଟ ନେଇ ଆଲୋଚନା!

ଭୁବନେଶ୍ୱର,୧୩ା୩: ବିଜେଡି-ଭାଜପା ମେଣ୍ଟକୁ ନେଇ ବର୍ତ୍ତମାନ ସୁଦ୍ଧା କୌଣସି ସ୍ପଷ୍ଟ ଚିତ୍ର ମିଳିପାରୁନାହିଁ। ଏପରି ଘଡ଼ିସନ୍ଧି ମୁହୂର୍ତ୍ତରେ ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର ନବୀନ ନିବାସରେ ଏକ ବୈଠକର ଆୟୋଜନ କରାଯାଇଛି। ଉକ୍ତ ବୈଠକରେ ମେଣ୍ଟକୁ ନେଇ ଆଲୋଚନା ହେବ ବୋଲି ଜୋର୍‌ଦାର୍‌…

ବ୍ୟାରିକେଡ ଭାଙ୍ଗି ନବୀନ ନିବାସ ଅଭିମୁଖେ ଧସେଇ ପଶୁଥିଲା ଛାତ୍ର କଂଗ୍ରେସ, ପରେ..

ଭୁବନେଶ୍ୱର,୧୩।୩: ଭୁବନେଶ୍ୱର ଶିଶୁ ଭବନ ଛକରେ ଛାତ୍ର କଂଗ୍ରେସ-ପୋଲିସ ଧସ୍ତାଧସ୍ତି ହୋଇଛନ୍ତି ବ୍ୟାରିକେଡ ଭାଙ୍ଗି ନବୀନ ନିବାସ ଅଭିମୁଖେ ଯିବା ପାଇଁ ଉଦ୍ୟମ ବେଳେ ଛାତ୍ର କଂଗ୍ରେସ ନେତାଙ୍କୁ ଅଟକାଇଲା ପୋଲିସ । ଫଳରେ ପୋଲିସ ସହ ଛାତ୍ର କଂଗ୍ରେସ ନେତାଙ୍କ…

ଦିଲ୍ଲୀରେ ଭାଜପା ନେତୃତ୍ୱଙ୍କ ସହ ଶାହାଙ୍କ ବୈଠକ, ଯେକୌଣସି ମୁହୂର୍ତ୍ତରେ ଆସିପାରେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୩।୩: ବିଜେଡି-ଭାଜପା ମେଣ୍ଟ ନେଇ ଚିତ୍ର ସ୍ପଷ୍ଟ ହେଉନି। ତେବେ ଏହି ଗୋଟେ ଦୁଇ ଦିନ ମଧ୍ୟରେ ମେଣ୍ଟକୁ ନେଇ ବଡ଼ ନିଷ୍ପତ୍ତି ହୋଇପାରେ। ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନୂଆଦିଲ୍ଲୀରେ ଥିବା ୧୯-କୃଷକ ରୋଡସ୍ଥିତ ସରକାରୀ ବାସଭବନରେ ରାଜ୍ୟ…

ଆଜି ହୋଇଯିବ କ୍ଲିଅର, ମେଣ୍ଟକୁ ନେଇ ଆସିଲା ବଡ ଖବର

ଭୁବନେଶ୍ୱର,୧୩।୩: ଓଡିଶା ରାଜନୀତିର ଭାଗ୍ୟ ଝୁଲୁଛି ଏବେ ଦିଲ୍ଲୀରେ। ମେଣ୍ଟ ହେଉଛି ନା ହେଉନି? ଏହା ଉପରେ ଏବେ ସମସ୍ତଙ୍କର ନଜର। କୁହାଯାଉଛି, ଆସନ ବୁଝାମଣା ସରିଛି ହେଲେ ସ୍ପଷ୍ଟତା ଆସିବାକୁ ଏତେ ବିଳମ୍ବ କାହିଁକି? ନା ଆସନ ଭାଗବଣ୍ଟାକୁ ନେଇ…

 ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୨୫ ହଜାର ଟଙ୍କା:  ଜାଣନ୍ତୁ କେବେଠାରୁ କରାଯିବ ପ୍ରଦାନ

ଭୁବନେଶ୍ବର,୧୩।୩: ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୨୫ ହଜାର ଟଙ୍କା। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଫକ୍ଷରୁ ସୂଚନା ଦିଆଯାଇ କୁହାଯାଇଛି ଯେ, ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ। ବିଭିନ୍ନ…

ମେୟର, ଡେପୁଟି ମେୟରଙ୍କ ଦରମା ବଢାଇଲେ ରାଜ୍ୟ ସରକାର, ଜାଣନ୍ତୁ କେତେ…

ଭୁବନେଶ୍ୱର,୧୩।୩(ଅସମାପିକା ସାହୁ): ରାଜ୍ୟର ୫ଟି ମହାନଗର ନିଗମ, ୪୮ଟି ପୌର ପରିଷଦ ଓ ୬୮ଟି ବିଜ୍ଞପିତ ଅଞ୍ଚଳ ପରିଷଦର ମେୟର, ଡେପୁଟି ମେୟର, ଅଧ୍ୟକ୍ଷ, ଉପାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲରଙ୍କ ପାରିତୋଷିକ, ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର। ପଞ୍ଚମ ରାଜ୍ୟ…

ଆନ୍ଦୋଳନ ପ୍ରତ୍ୟାହାର କଲେ ସଫେଇ କର୍ମଚାରୀ, ୨ ଦିନ ଭିତରେ ଦାବି ପୂରଣ ନ ହେଲେ…

ଭୁବନେଶ୍ୱର,୧୩।୩: ଦୁଇ ଦିନ ଧରି ରାଜଧାନୀରେ ଆନ୍ଦୋଳନ କରି ଆସୁଥିବା ସଫେଇ କର୍ମଚାରୀ ଆନ୍ଦୋଳନ ପ୍ରତ୍ୟାହାର କରିଛନ୍ତି। ବୁଧବାର ମେୟର ସୁଲୋଚନା ଦାସଙ୍କ ସହ ସଂଘ ଆଲୋଚନା କରିବାପରେ ସଫେଇ କର୍ମଚାରୀ ଏହି ନିଷ୍ପତ୍ତି ନେଇଛନ୍ତି। ତେବେ ୨ଦିନ ଭିତରେ ଦାବି…

ନବୀନଙ୍କ ବଡ଼ ଘୋଷଣା: ରାଜ୍ୟରେ ଆଉ ୨୨ଟି ନୂଆ ଏନଏସି

ଭୁବନେଶ୍ୱର,୧୩।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ଟି ଜିଲାରେ ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମର ଭଞ୍ଜନଗର ଏନଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯିବାକୁ ନେଇ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲାର ମନମୁଣ୍ଡା, ପୁରୁଣା…

ବଦଳିବ ପାଗ: ୧୪ରୁ ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୩।୩: ରାଜ୍ୟରେ ଆଜି ପାଗ ମୁଖ୍ୟତଃ ଶୁଖିଲା ରହିବ। ତେବେ ୧୪ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?