ଜୟପୁରରେ ପହଞ୍ଚିଲା ବିମାନ
ଭୁବନେଶ୍ୱର,୬ା୧୧: ରାଜଧାନୀ ଭୁବନେଶ୍ୱର ବିମାନବନ୍ଦରରୁ ସୋମବାର ସକାଳ ୭.୧୦ରେ ଉଡ଼ାଣ କରିଥିବା ଇଣ୍ଡିଆଓ୍ବାନ୍ ଏୟାର ବିମାନ ୮.୪୫ରେ କୋରାପୁଟ ଜିଲାର ଜୟପୁରଠାରେ ପହଞ୍ଚିଛି। ତେବେ ଏହି ବିମାନ ଜୟପୁରରୁ ସକାଳ ୯ଟାରେ ଛାଡ଼ି ଭୁବନେଶ୍ୱରରେ ୧୦.୧୫ରେ ପହଞ୍ଚିବ ବୋଲି ବିମାନବନ୍ଦର ସୂତ୍ରରୁ…
ଆବର୍ଜନା ଗଦାରୁ ଅଜଣା ରୋଗର ଭୟ
ଭୁବନେଶ୍ୱର, ୬।୧୧ (ବନ୍ଦନା ସେଠୀ): ସୈନିକ ସ୍କୁଲ ନିକଟ ଟିଟିଏସ୍ (ଟେମ୍ପରାରି ଟ୍ରାନ୍ଜିଟ୍ ଷ୍ଟେଶନ)ରେ ଅଳିଆର ପାହାଡ଼ ଜମା ହୋଇଛି। ଦିନେ ଅସ୍ଥାୟୀ ଭାବେ ଆବର୍ଜନା ପଡିବା ପାଇଁ ଆରମ୍ଭ ହୋଇଥିବା ଏହି ସ୍ଥାନ ଏବେ ସ୍ଥାୟୀ ଡମ୍ଫିୟାର୍ଡରେ ପରିଣତ ହୋଇଛି।…
ଖିମ୍ଜୀ ଜୁଏଲର୍ସର ଧନ୍ତେରସ୍ ଧନବର୍ଷା ସ୍କିମ୍ ଉନ୍ମୋଚିତ
ଭୁବନେଶ୍ୱର,୫।୧୧ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଖିମ୍ଜୀ ଜୁଏଲର୍ସ ପକ୍ଷରୁ ଧନ୍ତେରସ୍ର ଶୁଭ ପର୍ବରେ ଖୁସିକୁ ଦ୍ୱିଗୁଣିତ କରିବା ପାଇଁ ଖିମ୍ଜୀ ଜୁଏଲର୍ସର ବହୁ ପ୍ରତୀକ୍ଷିତ ତଥା ଆକର୍ଷଣୀୟ ‘ଧନ୍ତେରସ୍ ଧନବର୍ଷା’ ସ୍କିମ୍ର ଶୁଭାରମ୍ଭ ହୋଇଯାଇଛି। ବିଶେଷକରି ଖିମ୍ଜୀ…
ଗୌତମ ପାତ୍ରଙ୍କୁ ନୂତନ ଦାୟିତ୍ୱ
ଭୁବନେଶ୍ୱର,୫।୧୧ୟୁକୋ ବ୍ୟାଙ୍କ ପକ୍ଷରୁ ଭୁବନେଶ୍ୱରଠାରେ ଏକ ନୂତନ ମହାପ୍ରବନ୍ଧକ କାର୍ଯ୍ୟାଳୟର ଶୁଭାରମ୍ଭ କରାଯାଇଛି। ବିଶେଷକରି ବ୍ୟାଙ୍କର ବ୍ୟବସାୟିକ ଅଭିବୃଦ୍ଧି ପାଇଁ ଏଭଳି ଏକ ପଦକ୍ଷେପ ଗ୍ରହଣ କରାଯାଇଥିବାବେଳେ ଓଡ଼ିଶା, ଛତିଶଗଡ଼, ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନା ଭଳି ରାଜ୍ୟରେ ବ୍ୟାଙ୍କର ସାମଗ୍ରିକ ବ୍ୟବସାୟରେ…
ୟୁବିଆଇ ପକ୍ଷରୁ ୱାକାଥନ୍
ଭୁବନେଶ୍ୱର,୫।୧୧: ୟୁନିୟନ ବ୍ୟାଙ୍କ ଅଫ୍ ଇଣ୍ଡିଆ (ୟୁବିଆଇ)ର ବ୍ରହ୍ମପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ଶନିବାର ଏକ ମେଗା ୱାକାଥନ୍ର ଆୟୋଜନ କରାଯାଇଥିଲା। ଏଥିରେ ୟୁବିଆଇ କ୍ଷେତ୍ରୀୟ କାର୍ଯ୍ୟାଳୟର ସମସ୍ତ କର୍ମଚାରୀଙ୍କ ସମେତ ବ୍ରହ୍ମପୁର ସହର ଓ ଉପକଣ୍ଠରେ ଥିବା ଶାଖା ଏବଂ…
ଧରିତ୍ରୀର ୫୦ତମ ଜନ୍ମ ଦିବସ ସମାରୋହ
ଭୁବନେଶ୍ୱର,୪ା୧୧: ଧରିତ୍ରୀ ମୁଖ୍ୟ କାର୍ଯ୍ୟାଳୟରେ ଦୈନିକ ଓଡ଼ିଆ ଖବରକାଗଜ ଧରିତ୍ରୀର ୫୦ତମ ଜନ୍ମ ଦିବସ ସମାରୋହ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କାର୍ଯ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଧରିତ୍ରୀ ଓ ଓଡ଼ିଶା ପୋଷ୍ଟର ସମ୍ପାଦକ ତଥାଗତ ସତପଥୀ,…
ଏସ୍. ସୁଶ୍ରୀ ମୟୂରଭଞ୍ଜ ଏସ୍ପି, ନବରଙ୍ଗପୁରର ରୋହିତ ବର୍ମା
ଭୁବନେଶ୍ୱର,୪ା୧୧(ଅନିଲ ଦାସ): ରାଜ୍ୟ ସରକାର ଆଇପିଏସ୍ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ଏ ନେଇ ଶନିବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ମୟୂରଭଞ୍ଜ ଏସ୍ପି ତଥା ୨୦୧୧ ବ୍ୟାଚ୍ର ଆଇପିଏସ୍ ଅଫିସର…
୨୧ରୁ ବିଧାନସଭାର ଶୀତକାଳୀନ ଅଧିବେଶନ
ଭୁବନେଶ୍ୱର,୪/୧୧: ନଭେମ୍ବର ୨୧ରୁ ବିଧାନସଭା ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହା ଡିସେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ବିଧାନସଭା ପରିଚାଳନା ପାଇଁ ବାଚସ୍ପତି ଖୁବ୍ଶୀଘ୍ର ସର୍ବଦଳୀୟ ବୈଠକ ଡକାଇ ପାରନ୍ତି ବୋଲି ସୂଚନାରୁ ଜଣାପଡ଼ିଛି।
ଚଳିତ ମାସ ୨୮ ତାରିଖରେ ହେବ ରତ୍ନଭଣ୍ଡାର ଲେଜର ସ୍କାନିଂ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
ପୁରୀ,୪।୧୧: ଅନେକ ଚର୍ଚ୍ଚା ଓ ଆଲୋଚନା ମଧ୍ୟରେ ଚଳିତ ମାସ ୨୮ ତାରିଖରେ ରତ୍ନଭଣ୍ଡାରର ଲେଜର ସ୍କାନିଂ କରିବାକୁ ଗଜପତି ମହାରାଜା ଶ୍ରୀଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବସିଥିବା ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକରେ ନିଷ୍ପତି ନିଆଯାଇଛି। ଶନିବାର ପୁରୀର ନୀଳାଦ୍ରି ଭକ୍ତ…
ପ୍ରଯୋଜକ ଟୁଟୁ ନାୟକ ଗିରଫ: ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିବା ଥାନାରେ ହୋଇଥିଲା ଅଭିଯୋଗ
ଭୁବନେଶ୍ୱର,୪/୧୧: ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିବା ମାମଲାରେ ଗିରଫ ହୋଇଛନ୍ତି ପ୍ରଯୋଜକ ଟୁଟୁ ନାୟକ। ଶନିବାର ଖାରବେଳ ନଗର ଥାନାରେ ପଚରାଉଚରା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏନେଇ ଜୋନ୍ -୪ ଏସିପି ମାନସ ଗଡ଼ନାୟକ ସୂଚନା ଦେଇଛନ୍ତି। ଭିଡିଓ…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କଲେ ନବୀନ ଓଡ଼ିଶା, ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ
ଭୁବନେଶ୍ବର,୪।୧୧: ନବୀନ ଓଡ଼ିଶା ଏବଂ ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଶନିବାର ଭୋରରେ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ପରିକ୍ରମା ପ୍ରକଳ୍ପ କାମ ତ୍ୱରାନିତ କରି ୨୦୨୩ ଡିସେମ୍ବର ୧୫ ସୁଦ୍ଧା କାମ ସମ୍ପୂର୍ଣ୍ଣ…
ରାତିକରେ ୫୪ ମହିଳା ସମତେ ୫୭ ଗିରଫ
ଭୁବନେଶ୍ୱର,୪।୧୧ (ସୂର୍ଯ୍ୟକାନ୍ତ ବେହେରା): ଗାଁ ପୂରା ଜନଶୂନ୍ୟ। ଅଧିକାଂଶ ଘରେ ଝୁଲୁଛି ତାଲା। ଗୋଷ୍ଠୀ ସଂଘର୍ଷ ପରଠାରୁ ରାଜଧାନୀ ଉପକଣ୍ଠ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପଦ୍ମକେଶରୀପୁରରେ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ପୋଲିସ ଖୋଜି ଖୋଜି ଗିରଫ କରୁଥିବାରୁ ଭୟରେ ଲୋକେ…
Archives


