ମେଟ୍ରୋ

ଆଜିଠୁ କନିଷ୍ଠ ଶିକ୍ଷକ ନିଯୁକ୍ତି ପରୀକ୍ଷା

ଭୁବନେଶ୍ୱର,୩।୧୧(ଅସମାପିକା ସାହୁ): ରାଜ୍ୟରେ ୨୦ ହଜାର କନିଷ୍ଠ ଶିକ୍ଷକ(ସ୍କିମାଟିକ) ନିଯୁକ୍ତି ପାଇଁ ଶୁକ୍ରବାରଠାରୁ ପରୀକ୍ଷା ଆରମ୍ଭ ହେବ। ଆଶାୟୀମାନେ କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ୍‌ (ସିବିଟି) ଦେବେ। ଏଥିନିମନ୍ତେ ୩୦ ଜିଲାର ୫୮ଟି ପରୀକ୍ଷା କେନ୍ଦ୍ର କରାଯାଇଥିବାବେଳେ ୧୭ ତାରିଖ ପର୍ଯ୍ୟନ୍ତ ଅର୍ଥାତ୍‌…

ଲଭ୍ ସେକ୍ସ ଧୋକା: ଗର୍ଲଫ୍ରେଣ୍ଡ ସହିତ ବିଶ୍ୱାସଘାତକତା କରି ‘ଲଛକ ମଣି ବେବି’ କଣ୍ଠଶିଳ୍ପୀ ଗିରଫ

ଭୁବନେଶ୍ୱର,୩/୧୧: ବିବାହର ପ୍ରତିଶ୍ରୁତି ଦେଇ ଯୁବତୀଙ୍କ ସହିତ ଶାରୀରିକ ସମ୍ପର୍କ ରଖି ଧୋକା ଦେବା ଅଭିଯୋଗରେ ଲୋକପ୍ରିୟ ଓଲିଉଡର ଗାୟକ ଦେବେଶ ପତି ଗିରଫ ହୋଇଛନ୍ତି। ପୀଡିତାଙ୍କ ଅଭିଯୋଗକୁ ଭିତ୍ତି କରି ନୟାପଲ୍ଲୀ ପୋଲିସ ୧୦୩/୨୦୨୩ ଏକ ମାମଲା ରୁଜୁ କରି…

ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ଯୁବକ ଅଟକ

ବାରଙ୍ଗ,୨ା୧୧(ଲିଙ୍ଗରାଜ ରାଉତ): ଗୋଡ଼ି ସାହି ଫାଣ୍ଡି ଅଧୀନ ଏକ ଗ୍ରାମର ଜଣେ ନାବାଳିକାଙ୍କୁ ଗର୍ଭବତୀ କରିବାଅଭିଯୋଗରେ ପୋଲିସ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଅଟକ ଯୁବକ ଜଣଙ୍କ ମଞ୍ଚେଶ୍ୱର ଥାନା ଅଧୀନ ଅଞ୍ଚଳରେ। ସେ ଏକ ଦୁଗ୍ଧ କମ୍ପାନୀରେ ଠିକା…

୯ମାସ ଶିଶୁର ବିରଳ ଚକ୍ଷୁ ଅସ୍ତ୍ରୋପଚାର

ଭୁବନେଶ୍ୱର, ୨।୧୧(ଅସମାପିକା ସାହୁ): କନ୍‌ଜେନିଟାଲ୍‌ ଗ୍ଲୁକୋମା ଆକ୍ରାନ୍ତ ଜଣେ ୯ମାସ ଶିଶୁର ଚକ୍ଷୁ ଅସ୍ତ୍ରୋପଚାର କରିବାରେ କିମ୍ସ ଡାକ୍ତରମାନେ ସଫଳ ହୋଇଛନ୍ତି। ଏଭଳି ବିରଳ ଅସ୍ତ୍ରୋପଚାର ପରେ ଶିଶୁଟି ଏବେ ସମ୍ପୂର୍ଣ୍ଣ ଦେଖିପାରୁଛି। କିମ୍ସ ଚକ୍ଷୁରୋଗ ବିଭାଗ ମୁଖ୍ୟ ଡା. ମାତୁଳି…

୨ ହଜାରିଆ ନୋଟ୍‌ ବଦଳାଇବା ଘଟଣା: ଇଓଡବ୍ଲ୍ୟୁ, ଇଡି ତନାଘନା ସତ୍ତ୍ୱେ ଆର୍‌ବିଆଇରେ ଭିଡ଼

ଭୁବନେଶ୍ୱର,୨।୧୧(ସତ୍ୟଜିତ୍‌ ରାଉତ) ୨ହଜାର ଟଙ୍କିଆ ନୋଟ୍‌ ବଦଳାଇବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟରେ ସାଧାରଣ ଲୋକଙ୍କ ଲମ୍ବା ଧାଡ଼ି ଲାଗିବା ପ୍ରସଙ୍ଗ ଚାରିଆଡ଼େ ଚର୍ଚ୍ଚା ସୃଷ୍ଟି କରିଛି। ସାଧାରଣ ଲୋକଙ୍କୁ ଢାଲ କରି କେତେଜଣ ବ୍ୟକ୍ତି ବେଆଇନ…

ସିଭିଲ ସର୍ଭିସ୍‌: ୮ ଜଣଙ୍କୁ ମିଳିଲା ଓଡ଼ିଶା କ୍ୟାଡର

ଭୁବନେଶ୍ୱର,୩ା୧୧(ଅନିଲ ଦାସ): କେନ୍ଦ୍ରୀୟ ଲୋକ ସେବା ଆୟୋଗ (ୟୁପିଏସ୍‌ସି) ଦ୍ୱାରା ପରିଚାଳିତ ପ୍ରଶାସନିକ ସେବା ପରୀକ୍ଷା (ସିଏସ୍‌ଇ)-୨୦୨୨ରେ କୃତକାର୍ଯ୍ୟ ହୋଇଥିବା ପ୍ରାର୍ଥୀମାନଙ୍କୁ ଗୁରୁବାର କେନ୍ଦ୍ର ସରକାରଙ୍କ କାର୍ମିକ ଓ ତାଲିମ କ୍ୟାଡର ଆବଣ୍ଟନ କରିଛି। ମୋଟ ୧୭୯ ପ୍ରାର୍ଥୀଙ୍କ ମଧ୍ୟରୁ ୮…

‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଗାଁ ଲୋକଙ୍କ ମନରେ ଆତ୍ମବିଶ୍ୱାସ ବୃଦ୍ଧି କରିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୧: ରାଜ୍ୟ ସରକାରଙ୍କର ଗ୍ରାମାଭିମୁଖୀ ମହତ୍ତ୍ୱାକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ମାଧ୍ୟମରେ ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ ହେବ ପ୍ରତି ପଞ୍ଚାୟତ, ପ୍ରତି…

ଦୁଇ ଜିଲା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତି କଲା ବିଜେଡି

ଭୁବନେଶ୍ୱର,୨ା୧୧: କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲା ପାଇଁ ଗୁରୁବାର ପର୍ଯ୍ୟବେକ୍ଷକ ନିଯୁକ୍ତି କରିଥିବା ବିଜୁ ଜନତା ଦଳ ପକ୍ଷରୁ ଏକ ପ୍ରେସ୍‌ ରିଲିଜ୍‌ ଜରିଆରେ ସୂଚନା ଦିଆଯାଇଛି। ଖବର ଅନୁଯାୟୀ, ବିଜେଡି ପକ୍ଷରୁ କେନ୍ଦ୍ରାପଡ଼ା ଜିଲା ପାଇଁ ପ୍ରତାପ ଜେନାଙ୍କୁ ଦାୟିତ୍ୱ…

ସନ୍ତୋଷୀ ସାହୁ ଓଡ଼ିଶା ସ୍ବାସ୍ଥ୍ୟ ବିଶ୍ୱବିଦ୍ୟାଳୟର କୁଳସଚିବ

ଭୁବନେଶ୍ୱର,୧ା୧୧: ନବଗଠିତ ଓଡ଼ିଶା ସ୍ବାସ୍ଥ୍ୟ ବିଶ୍ୱବିଦ୍ୟାଳୟର କୁଳସଚିବ ଭାବେ ଓଏ୍‌ଏସ୍‌ ସନ୍ତୋଷୀ ସାହୁ ନିଯୁକ୍ତ ହୋଇଛନ୍ତି। ବୁଧବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ବୋର୍ଡ ଅଫ୍‌ ରେଭିନ୍ୟୁରେ ଅତିରିକ୍ତ ସଚିବ ଭାବେ କାର୍ଯ୍ୟରତ ବରିଷ୍ଠ ଓଏଏସ୍‌ ଅଫିସର…

ଆଇଏଫ୍‌ଏସ୍‌ସ୍ତରରେ ଅଦଳବଦଳ: ସୁଶାନ୍ତଙ୍କୁ ବଡ଼ ଦାୟିତ୍ୱ

ଭୁବନେଶ୍ୱର,୧ା୧୧: ରାଜ୍ୟ ସରକାର ବୁଧବାର ଆଇଏଫ୍‌ଏସ୍‌(ଭାରତୀୟ ବନ ସେବା) ଅଫିସରସ୍ତରରେ ଅଦଳବଦଳ କରିଛନ୍ତି। ଆଇଏଫ୍‌ଏସ୍‌ ସୁଶାନ୍ତ ନନ୍ଦଙ୍କୁ ଆଜି ପ୍ରଧାନ ମୁଖ୍ୟ ବନ ସଂରକ୍ଷକ-ବନ୍ୟପ୍ରାଣୀ(ପିସିସିଏଫ୍‌-ଓ୍ବାଇଲ୍ଡ ଲାଇଫ୍‌) ଏବଂ ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ( ସିଏଡବ୍ଲ୍ୟୁଏଲ୍‌ଡବ୍ଲ୍ୟୁ) ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରିଛନ୍ତି। ସୁଶୀଲ…

ଶପଥ ନେଲେ ଓଡ଼ିଶାର ନୂଆ ରାଜ୍ୟପାଳ

ଭୁବନେଶ୍ୱର,୩୧।୧୦: ଓଡ଼ିଶାର ନୂଆ ରାଜ୍ୟପାଳ ରଘୁବର ଦାସ ମଙ୍ଗଳବାର ଶପଥ ନେଇଛନ୍ତି। ରାଜଭବନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ହାଇକୋର୍ଟର ମୁଖ୍ୟ ବିଚାରପତି ନୂଆ ରାଜ୍ୟପାଳଙ୍କୁ ଶପଥ ଗ୍ରହଣ କରାଇଛନ୍ତି। ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ମନ୍ତ୍ରୀ ମଣ୍ଡଳର ସଦସ୍ୟବୃନ୍ଦ ଉପସ୍ଥିତ…

୨ ହହଜାର ଟଙ୍କିଆ ନୋଟ୍‌ ବଦଳାଇବାକୁ ସାଧାରଣ ଲୋକଙ୍କୁ ଢାଲ

ଭୁବନେଶ୍ୱର,୩୧।୧୦(ସତ୍ୟଜିତ୍‌ ରାଉତ):୨ ହଜାର ଟଙ୍କିଆ ନୋଟ୍‌କୁ ପ୍ରତ୍ୟାହାର କରିବା ପାଇଁ ମେ’୧୯ରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ନିଷ୍ପତ୍ତି ନେଇଥିଲା। ଏହି ବଡ଼ ନୋଟ୍‌କୁ ମେ’୨୩ରୁ ସେପ୍ଟେମ୍ବର ୩୦ ମଧ୍ୟରେ ବ୍ୟାଙ୍କରେ ଦେଇ ଅନ୍ୟ ନୋଟ୍‌ଗୁଡ଼ିକୁ ନିଆଯାଇପାରିବ ବୋଲି କୁହାଯାଇଥିଲା। ପରବର୍ତ୍ତୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri