ଆଜି ୮ ଜିଲାକୁ ବର୍ଷା ନେଇ ୟେଲୋ ୱାର୍ନିଂ
ଭୁବନେଶ୍ୱର,୬।୧୨(ଅନୁରାଧା ମହାରଣା):ସାମୁଦ୍ରିକ ବାତ୍ୟା ମିଗ୍ଜୋମ୍ ମଙ୍ଗଳବାର ମଧ୍ୟାହ୍ନ ୧୨ଟା ୩୦ରୁ ୨ଟା ୩୦ ମଧ୍ୟରେ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିଛି। ନେଲୋର ଏବଂ ମଛଲିପଟନମ୍ ମଧ୍ୟବର୍ତ୍ତୀ ବାପାଟଲା ନିକଟରେ ବାତ୍ୟା ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହୋଇଛି। ତେବେ ବାତ୍ୟା ପ୍ରଭାବରେ…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଓଡ଼ିଶା ପ୍ରଥମ
ଭୁବନେଶ୍ୱର,୬।୧୨(ସତ୍ୟଜିତ୍ ରାଉତ):ରାଜ୍ୟରେ ବହୁ ସରକାରୀ କର୍ମଚାରୀ ଦୁର୍ନୀତିରେ ଲିପ୍ତ ରହି ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରୁଛନ୍ତି। ଭିଜିଲାନ୍ସ ପକ୍ଷରୁ ବହୁ ସମୟରେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ତେବେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ…
ସ୍କ୍ରାପିଂ କଲେ ଟିକସ, ଜରିମାନା ଛାଡ଼
ଭୁବନେଶ୍ୱର,୬।୧୨(ଅନିଲ ଦାସ):ପୁରୁଣା ଗାଡ଼ି ଉପରେ ଥିବା ସମସ୍ତ ବକେୟା ଟିକସ ଓ ଜରିମାନା ଛାଡ଼ କରାଯିବ। ଯେଉଁ ଗାଡ଼ି ମାଲିକମାନେ ନିଜ ଗାଡ଼ିକୁ ସ୍କ୍ରାପିଂ କରିବାକୁ ଇଚ୍ଛାପ୍ରକାଶ କରିବେ ସେମାନଙ୍କ ପାଇଁ ଏହା ଲାଗୁ ହେବ। ଏହା ଦ୍ୱାରା ଟିକସ ଓ…
ବଦଳିଲେ ଆଉ ଜଣେ ଆଇଏଏସ୍ ଅଫିସର: ଥିରୁମାଳା ନାଏକ ହେଲେ ଅତିରିକ୍ତ ସିଇଓ
ଭୁବନେଶ୍ୱର, ୫।୧୨: ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଉ ଜଣେ ବରିଷ୍ଠ ଆଇଏଏସ୍ ଅଫିସରଙ୍କୁ ନିର୍ବାଚନ ଦାୟିତ୍ୱ ଦେଇଛନ୍ତି । ୨୦୦୯ ବ୍ୟାଚ୍ ଆଇଏଏସ୍ ଡା. ଏନ . ଥିରୁମାଳା ନାଏକଙ୍କୁ ରାଜ୍ୟ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ(ଅତିରିକ୍ତ…
ରାଜ୍ୟରେ କମିଲା ଝିଅ ସଂଖ୍ୟା: ପ୍ରତି ୧୦୦୦ ପୁଅରେ ଅଛନ୍ତି…
ଭୁବନେଶ୍ୱର, ୫।୧୨(ଅସମାପିକା ସାହୁ)- ଓଡ଼ିଶାରେ କମିଛନ୍ତି ଝିଅ ସଂଖ୍ୟା। ଦେଶରେ ଝିଅ ସଂଖ୍ୟା ହ୍ରାସରେ ଓଡ଼ିଶା ୬ ନମ୍ବର ସ୍ଥାନରେ ରହିଛି। କେରଳ, ଛତିଶଗଡ଼, ହିମାଚଳପ୍ରଦେଶ, ପଶ୍ଚିମବଙ୍ଗ ଓ ଆନ୍ଧ୍ରପ୍ରଦେଶ ପରେ ଓଡ଼ିଶା ଷଷ୍ଠ ସ୍ଥାନରେ ରହିଛି। ୧୯୬୧ ଜନଗଣନା ଅନୁଯାୟୀ,…
ବସ୍ରେ ଆସି ବାଇକ୍ ଚୋରି
ଭୁବନେଶ୍ୱର,୫।୧୨(ସୂର୍ଯ୍ୟକାନ୍ତ ବେହେରା):ବସ୍ରେ ଆସି ଭୁବନେଶ୍ୱରର ବିଭିନ୍ନ ଥାନା ଅଞ୍ଚଳରୁ ବାଇକ ଚୋରି କରି ଚମ୍ପଟ ମାରୁଥିବା ଏକ ୩ଜଣିଆ ଗ୍ୟାଙ୍ଗକୁ ଖଣ୍ଡଗିରି ଥାନା ପୋଲିସ ଧରିଛି। ଗ୍ୟାଙ୍ଗ୍ର ୩ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ନୟାଗଡ଼ ରଣପୁରର ପ୍ରଶାନ୍ତ କୁମାର ଭୋଇ,…
ବିନା ବ୍ରେକ୍ରେ ୪୮ଘଣ୍ଟା ନାଟକ ପ୍ରଦର୍ଶନ
ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ):ବିନା ବ୍ରେକ୍ରେ ଲଗାତର ୪୮ ଘଣ୍ଟାରୁ ଅଧିକ ସମୟ ନାଟକ ପରିବେଷଣ କରି ବିଶ୍ୱ ରେକର୍ଡ ସୃଷ୍ଟି କରିଛି ନାଟ୍ୟ ସଂସ୍ଥା ମିରର ଥିଏଟର। ଝାରସୁଗୁଡା ଜିଲା ବେଲପାହାଡର ମିରର ଥିଏଟର କଳାକାରଙ୍କ ପରିଶ୍ରମ ଅନୁଷ୍ଠାନକୁ ନୂଆ ପରିଚୟ ଆଣି…
ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ
ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ ସିରିଜ। ‘ଜୟ ଜଗନ୍ନାଥ’ ନାଁରେ ନାମିତ ଏହି ବିବିଧ ବିଭାଗର ସିରିଜ ବିଶେଷ କରି ଶିଶୁଙ୍କ ମନ ଜିଣିବା ସହ ସାରା ପରିବାରର ଲୋକପ୍ରିୟତା ହାସଲ କରିବା ଆଶା…
ବ୍ୟାଙ୍କିଙ୍ଗ୍ ଠକେଇ ରୋକିବ ‘ରାପିଡ୍ ଆଲର୍ଟ ସିଷ୍ଟମ’
ଭୁବନେଶ୍ୱର,୫।୧୨(ଅନୁରାଧା ମହାରଣା):ଡିଜିଟାଲ ବ୍ୟାଙ୍କିଂର ବ୍ୟବହାର ବୃଦ୍ଧି ସହିତ ବ୍ୟାଙ୍କିଙ୍ଗ ଠକେଇ ଘଟଣା ମଧ୍ୟ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ତେବେ ଏପରି ଠକେଇ ମାମଲାକୁ ନିୟନ୍ତ୍ରଣ କରିବା ପାଇଁ ସରକାର ବର୍ତ୍ତମାନ ବିଭିନ୍ନ ପଦକ୍ଷେପ ଗ୍ରହଣ କରିବା ସହ ନୂଆ ପ୍ରସ୍ତାବ…
ଆଜି ଉପକୂଳରେ ମାଡ଼ହେବ ‘ମିଗ୍ଜୋମ୍’: ଓଡ଼ିଶାର ୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର, ୫ା୧୨ (ଅନିଲଦାସ):ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍ଜୋମ’ ଭୟଙ୍କର ରୂପ ନେଇଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ୮କି.ମି. ବେଗରେ ଗତି…
ନାରୀ ନିର୍ଯାତନାରେ ଓଡ଼ିଶା ୪ର୍ଥ
ଭୁବନେଶ୍ୱର,୫ା୧୨(ସତ୍ୟଜିତ୍ ରାଉତ):ଦେଶବ୍ୟାପୀ ମହିଳା ଓ ଶିଶୁ ବିରୋଧୀ ହିଂସା, ଅପରାଧ ବୃଦ୍ଧି ଚିନ୍ତାଜନକ ରହିଛି। ଅଧିକାଂଶ ମହିଳା ଘରୋଇ ହିଂସାର ଶିକାର ହେଉଛନ୍ତି। ଦେଶରେ ମହିଳା ବିରୋଧୀ ଅପରାଧ ମାମଲା ୨୦୨୧ ତୁଳନାରେ ୨୦୨୨ରେ ୪% ବଢ଼ିଥିବାବେଳେ ଶିଶୁ ବିରୋଧୀ ଅପରାଧ…
ବାତ୍ୟା ‘ମିଗଜୋମ’ର ପ୍ରଭାବ: ଆସନ୍ତାକାଲି ଗଜପତିରେ ସବୁ ସ୍କୁଲ ଛୁଟି ଘୋଷଣା
ଭୁବନେଶ୍ୱର,୫।୧୨: ବାତ୍ୟା ‘ମିଗଜୋମ’ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ କୋହଲା ରହିଛି। ଏହାସହ କିଛି ସ୍ଥାନରେ ବର୍ଷା ମଧ୍ୟ ହେଉଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲାରେ ଆସନ୍ତାକାଲି ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଗଜପତିର ବହୁ ଉପାନ୍ତ…
Archives


