ମେଟ୍ରୋ

ଭୁବନେଶ୍ୱର ଟ୍ରିପଲ ମର୍ଡର ଘଟଣାର ୨୭ ବର୍ଷପରେ ଆସିଲା ରାୟ

ଭୁବନେଶ୍ୱର,୨୦।୧୦: ବହୁଚର୍ଚ୍ଚିତ ଭୁବନେଶ୍ୱର ବରମୁଣ୍ଡା ଟ୍ରିପଲ ମର୍ଡର ଘଟଣାର ୨୭ ବର୍ଷପରେ ରାୟ ଆସିଛି। ଦୋଷୀ ୩ ଜଣଙ୍କୁ ଏଡିଜେ-୨ ଆଜୀବନ ସଜା ଶୁଣାଇଛନ୍ତି। ସେମାନେ ହେଲେ ଚିତ୍ତରଞ୍ଜନ, ରୁଦ୍ର ନାରାୟଣ ଏବଂ ଜିତୁ। ଅନ୍ୟପକ୍ଷେ ଘଟଣାର ଚତୁର୍ଥ ଅଭିଯୁକ୍ତଙ୍କର ଏହା…

ସାରେଗାମା ଜୀ ଲିଟିଲ୍‌ ଚାମ୍ପ୍‌ରେ ବାଜି ମାରିଲେ ତନୁଶ୍ରୀ

ଭୁବନେଶ୍ୱର,୨୦ା୧୦: ଜୀ ସାର୍ଥକ ଓଡ଼ିଆ ଟେଲିଭିଜନ ଦ୍ୱାରା ପ୍ରସ୍ତୁତ କରାଯାଇଥିବା ସଙ୍ଗୀତ ଭିତ୍ତିକ ରିୟାଲିଟି ଶୋ’ ‘ସାରେଗାମାପା ଲିଟିଲ୍‌ ଚାମ୍ପ୍‌ ୨୦୨୩’ର ବିଜେତା ହୋଇଛନ୍ତି ତନୁଶ୍ରୀ ଜେନା। ଏହି ଶୋ’ରେ ଓଡ଼ିଶାର କୋଣ ଅନୁକୋଣରୁ ବଛା ହୋଇ ଆସିଥିବା ପ୍ରତିଯୋଗୀମାନଙ୍କୁ ପଛରେ…

କାନାରା ବ୍ୟାଙ୍କ ପକ୍ଷରୁ ମୁଦ୍ରା ବିନିମୟ ମେଳା

ଭୁବନେଶ୍ୱର,୨୦।୧୦:କାନାରା ବ୍ୟାଙ୍କର କଟକ ଅଞ୍ଚଳ ପକ୍ଷରୁ ନିକଟରେ ଏକ ମୁଦ୍ରା ବିନିମୟ ମେଳାର ଆୟୋଜନ କରାଯାଇଥିଲା। ଉକ୍ତ ମେଳା ଜରିଆରେ କଟକବାସୀ ଓ ଅନ୍ୟମାନେ ସେମାନଙ୍କର ବିଭିନ୍ନ ପ୍ରକାର ନୋଟ୍‌କୁ ବଦଳାଇ ନୂଆ ନୋଟ ସଂଗ୍ରହ କରିଥିଲେ। ବିଶେଷକରି ସାଧାରଣ ଜନତାଙ୍କ…

ଟିପିଭିଏସ୍‌ଏଲ୍‌ର ଅଂଶଧନ ଅଧିଗ୍ରହଣ କରିବ ଟାଟା ଷ୍ଟିଲ୍‌

ଭୁବନେଶ୍ୱର,୨୦।୧୦ (ଅଭୟ ଦାଶ):ଦେଶର ପ୍ରମୁଖ ଶିଳ୍ପ ପ୍ରତିଷ୍ଠାନ ଟାଟା ଷ୍ଟିଲ୍‌ ଖୁବ୍‌ଶୀଘ୍ର ଟିପି ବର୍ଦ୍ଧମାନ ସୂର୍ଯ୍ୟ ଲିମିଟେଡ୍‌ (ଟିପିଭିଏସ୍‌ଏଲ୍‌)ର ଅଂଶଧନ ଅଧିଗ୍ରହଣ କରିବାକୁ ଯାଉଛି ବୋଲି କମ୍ପାନୀ ପକ୍ଷରୁ ଗୁରୁବାର ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ବିଶେଷକରି ଟାଟା ପାୱାର ରିନୁଏବଲ୍‌…

କ୍ୟାପିଟାଲ ହସ୍ପିଟାଲରେ ହେବ ନାର୍କୋ ଟେଷ୍ଟ

ଭୁବନେଶ୍ୱର, ୨୦।୧୦(ଅସମାପିକା ସାହୁ):ଓଡ଼ିଶାାରେ ହେବ ନାର୍କୋ ଟେଷ୍ଟ। ଫଳରେ ଅଭିଯୁକ୍ତ କିମ୍ବା ଅପରାଧୀର ନାର୍କୋ ଟେଷ୍ଟ ତଥା ମିଛଧରା ପରୀକ୍ଷା ପାଇଁ ଆଉ ମୁମ୍ବାଇ, ପୁଣେ କିମ୍ବା ରାଜ୍ୟ ବାହାରକୁ ଯିବାକୁ ପଡ଼ିବ ନାହିଁ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ହିଁ ନାର୍କୋ…

୨୪ରେ ବାତ୍ୟାରୂପ ନେଇପାରେ ଲଘୁଚାପ

ଭୁବନେଶ୍ୱର,୨୦ା୧୦(ଅନିଲ ଦାସ):ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୧ ତାରିଖରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ୨୨ ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ଡିିପ୍ରେସନ(ଅବପାତ) ଓ ୨୪ରେ ଏହା ଡିପ୍‌ ଡିପ୍ରେସନ…

ବଡ଼ ଭଉଣୀଙ୍କ ଆଶୀର୍ବାଦ ନେଲେ ରାଜ୍ୟପାଳ ରଘୁବର ଦାସ

ଭୁବନେଶ୍ୱର,୨୦ା୧୦(ବ୍ୟୁରୋ):ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ରଘୁବର ଦାସ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଛନ୍ତି। ପ୍ରଫେସର ଗଣେଶୀ ଲାଲ୍‌ଙ୍କ ସ୍ଥାନରେ ରଘୁବରଙ୍କୁ ଅବସ୍ଥାପିତ କରାଯାଇଛି। ରଘୁବରଙ୍କୁ ରାଜ୍ୟପାଳଭାବେ ନିଯୁକ୍ତ କରାଯିବା ପରେ ତାଙ୍କୁ ସବୁଆଡ଼ୁ ଶୁଭେଚ୍ଛା…

ବେନାମୀ ବ୍ୟାଙ୍କ ଆକାଉଣ୍ଟ୍‌ ରାକେଟ୍‌ ଧରିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର,୨୦।୧୦(ସତ୍ୟଜିତ୍‌ ରାଉତ):ନିରୀହ ଗାଁ ଲୋକଙ୍କୁ ଫସାଇ ଖୋଲୁଥିଲେ ମ୍ୟୁଲ୍‌ ବ୍ୟାଙ୍କ୍‌ ଆକାଉଣ୍ଟ୍‌। ପରେ ଏହାକୁ ସାଇବର ଅପରାଧୀଙ୍କୁ ବିକ୍ରି କରି କମାଉଥିଲେ ବିପୁଳ ଟଙ୍କା। ଏଭଳି ଏକ ବେନାମି (ମ୍ୟୁଲ୍‌) ବ୍ୟାଙ୍କ ଆକାଉଣ୍ଟ୍‌ ର଼୍ୟାକେଟ୍‌କୁ ଓଡ଼ିଶା କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ…

ମିଳିଲାନି ଲିଖିତ ପ୍ରତିଶ୍ରୁତି: ଆଜିଠୁ ବସ୍‌ ଧର୍ମଘଟ

ଭୁବନେଶ୍ୱର,୨୦ା୧୦ (ଅନିଲ ଦାସ):ରାଜ୍ୟ ସରକାରଙ୍କଠାରୁ ଲିଖିତ ପ୍ରତିଶ୍ରୁତି ମିଳିଲା ନାହିଁ। ଘରୋଇ ବସ୍‌ ମାଲିକ ସଂଘ ଡାକରାରେ ଶୁକ୍ରବାରଠାରୁ ସମଗ୍ର ରାଜ୍ୟରେ ବସ୍‌ ଧର୍ମଘଟ କରାଯିବ। ସରକାର ଲିଖିତ ପ୍ରତିଶ୍ରୁତି ନ ଦେବାରୁ ମାଲିକ ସଂଘ ବସ୍‌ ଧର୍ମଘଟ ନିଷ୍ପତ୍ତିରେ ଅଟଳ…

ଗଠନ ହେବ ୩ ସ୍ବତନ୍ତ୍ର ନିର୍ଦ୍ଦେଶାଳୟ

ଭୁବନେଶ୍ୱର,୨୦ା୧୦(ଅନିଲ ଦାସ):ପୁରାତନ ଐତିହ୍ୟ, ସଂସ୍କୃତି, ବିଭିନ୍ନ ପ୍ରତ୍ନତାତ୍ତ୍ୱିକ କୀର୍ତ୍ତିରାଜି ତଥା ଗ୍ରନ୍ଥାଗାରଗୁଡ଼ିକର ବିକାଶ ପାଇଁ ରାଜ୍ୟ ସରକାର ୩ଟି ନୂତନ ସ୍ବତନ୍ତ୍ର ନିର୍ଦ୍ଦେଶାଳୟ ଗଠନ କରିବେ। ସେଗୁଡ଼ିକ ହେଲା ଗ୍ରନ୍ଥାଗାର ନିର୍ଦ୍ଦେଶାଳୟ, ପ୍ରତ୍ନତତ୍ତ୍ୱ ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ସଂଗ୍ରହାଳୟ ନିର୍ଦ୍ଦେଶାଳୟ। ଉକ୍ତ…

ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୧୦(ଅସମାପିକା ସାହୁ): ରାଜ୍ୟ ସରକାରଙ୍କର ଗ୍ରାମାଭିମୁଖୀ ମହତ୍ତ୍ୱାକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ମାଧ୍ୟମରେ ନୂଆ ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମି ସୁଦୃଢ଼ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି…

ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ବିଲ୍‌ଡିଂ ଉଦ୍‌ଘାଟିତ

ଭୁବନେଶ୍ୱର, ୧୯।୧୦(ଅସମାପିକା ସାହୁ)ଓଡ଼ିଶା ସ୍ବାସ୍ଥ୍ୟବିଜ୍ଞାନ ବିଶ୍ୱବିଦ୍ୟାଳୟର ଅସ୍ଥାୟୀ କ୍ୟାମ୍ପସ କୋଠାର ପୁନରୁଦ୍ଧାର କାର୍ଯ୍ୟ ଶେଷ ହୋଇଛି। ଏଥିସହ ବୁଧବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହି ବିଲ୍‌ଡିଂର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ବିଶ୍ୱବିଦ୍ୟାଳୟର କାର୍ଯ୍ୟର ସୁପରିଚାଳନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri