ମେଟ୍ରୋ

ବଦଳିଲା ରାଜ୍ୟ ଯୋଜନା ବୋର୍ଡ, ଏହି ନୂଆ ନାମରେ ହେଲା ନାମିତ

ଭୁବନେଶ୍ୱର,୧୮ା୪: ରାଜ୍ୟ ଯୋଜନା ବୋର୍ଡର ନାମ ପରିବର୍ତ୍ତନ କରିଛନ୍ତି ମୋହନ ସରକାର। ନୀତି ଓ ବିକାଶର ଥିଙ୍କ୍‌ ଟ୍ୟାଙ୍କ ପାଲଟିଥିବା ଯୋଜନା ବୋର୍ଡ ଏବେ ଇତିହାସ ପାଲଟିଛି। ଷ୍ଟେଟ୍‌ ଇନଷ୍ଟିଚ୍ୟୁଟ୍‌ ଫର୍‌ ଟ୍ରାନ୍ସଫର୍ମେଟିଭ ଇନିସିଏଟିଭି ବା SITI-Odisha ନାମରେ ନାମିତ ହୋଇଥିବା…

ଏହି ଜିଲାରେ ଆଜିଠୁ ୫ ଦିନ ଯାଏ ସ୍କୁଲ, କଲେଜ ଛୁଟି

ଭୁବନେଶ୍ୱର,୧୮।୩: ବୌଦ୍ଧରେ ଆଜିଠୁ ୨୨ତାରିଖ ଯାଏ ସ୍କୁଲ, କଲେଜ ଛୁଟି ଘୋଷଣା। ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଜିଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି। ସକାଳ ସମୟରେ ପରୀକ୍ଷା ଅନୁଷ୍ଠିତ ହୋଇପାରିବା ନେଇ ଚିଠିରେ ଉଲ୍ଲେଖ କରାଯାଇଛି। ସେହିପରି…

ବେଲୁ ନାହିଁ, ବେଲେଇ ହଉଛନ୍ତି: ବିଜୁବାବୁଙ୍କ ମଥାରେ କଳଙ୍କର ଟିକା ଲଗାଇଥିବା ପରିବାର ଏବେ…

ଭୁବନେଶ୍ୱର,୧୮ା୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କୁ ନେଇ କିଛିଦିନ ହେବ ରାଜ୍ୟ ରାଜନୀତିରେ ଅନେକ ବିତର୍କ ଚାଲିଛି। କିଏ ବିଜୁଙ୍କୁ ସିଆଇଏ ଏଜେଣ୍ଟ କହିଲାଣି ତ, ଆଉ କେତେଜଣ ପ୍ରତ୍ୟାଖ୍ୟାତ ନେତା ବିଜୁ ଲିଗାସି ନାଁରେ ମଞ୍ଚ ବାନ୍ଧୁଛନ୍ତି। ମଞ୍ଚ ସୃଷ୍ଟି…

ଓଡ଼ିଶା ପାଇଁ ଗର୍ବ: ଓଡ଼ିଆ ସିନେମା ‘ବୋଉ ବୁଟୁ ଭୂତ’କୁ ଜାତୀୟ ଚଳଚ୍ଚିତ୍ର ସମ୍ମାନ

ଭୁବନେଶ୍ୱର,୧୮ା୪(ବନ୍ଦନା ସେଠୀ):ଜାତୀୟ ସ୍ତରରେ ଓଡ଼ିଶା ପାଇଁ ଗର୍ବ ଆଣି ଦେଇଛି ଓଡ଼ିଆ ଚଳଚ୍ଚିତ୍ର ‘ବୋଉ ବୁଟୁ ଭୂତ’। ମୁମ୍ବାଇରେ ଆୟୋଜିତ ଇନ୍‌କା (ଆଇଏନ୍‌ସିଏ) ଆୱାଡର୍‌ସ ଉତ୍ସବରେ ଏହାକୁ ଶ୍ରେଷ୍ଠ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ୨୦୨୫ରେ ମୁକ୍ତିଲାଭ କରିଥିବା ଦେଶର ଶ୍ରେଷ୍ଠ ୧୦ଟି…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ନିୟାମକ ବୋର୍ଡ (PNGRB)…

ବିଜୁବାବୁଙ୍କୁ ନେଇ ଏମିତି ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଆମେ ତାଙ୍କର…

ଭୁବନେଶ୍ୱର,୧୭ା୪: ଆଜି ଅର୍ଥାତ୍‌ ଶୁକ୍ରବାର ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାନ ଜନନାୟକ ବିଜୁବାବୁଙ୍କୁ ମନେ ପକାଇ ଏକ ବଡ଼ କଥା କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜୁବାବୁ ଏହି ଓଡ଼ିଶାକୁ ସମୃଦ୍ଧ କରିବାକୁ ସ୍ବପ୍ନ…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ସ୍ତ୍ରୀ ଚରିତ୍ରକୁ ସନ୍ଦେହ କଲେ ସ୍ବାମୀ, ଝଗଡା ପରେ ଛୁରି ଭୁଷିଦେଲେ

ଭୁବନେଶ୍ୱର,୧୬।୪(ତ୍ରିନାଥ ମହାନ୍ତି): ସ୍ତ୍ରୀଙ୍କ ଚରିତ୍ରକୁ ସନ୍ଦେହ କରି ସ୍ବାମୀ ଛୁରୀ ମାଡ଼ କରିଛନ୍ତି । ଫଳରେ ସ୍ତ୍ରୀ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏଭଳି ଘଟଣା ଚନ୍ଦ୍ରଶେଖରପୁର ଥାନା ଇଶାନେଶ୍ୱର ବସ୍ତିରେ ଦେଖିବାକୁ ମିଳିଛି । ଏନେଇ ଥାନାରେ…

Business Eminence Awards 2026: ଉଦ୍ୟୋଗିତା ସମାଜକୁ ସାହାଯ୍ୟ କରିବାର ମାଧ୍ୟମ

ଜଗଦମ୍ବା ପଲିମର୍ସ ଲିମିଟେଡ୍‌ର ମ୍ୟାନେଜିଂ ଡାଇରେକ୍ଟର ଚନ୍ଦ୍ର ପ୍ରକାଶ ଭରତ୍ତିଆ ଜଣେ ପ୍ରଥମ ପିଢ଼ିର ଉଦ୍ୟୋଗୀ। ୪ ଦଶକରୁ ଅଧିକ ଓଡ଼ିଶାରେ ବ୍ୟବସାୟ ଚଳାଇଆସୁଛନ୍ତିି। ଜଗଦମ୍ବା ପଲିମର୍ସ ଓଡ଼ିଶାରେ ପ୍ଲାଷ୍ଟିକ୍‌ ଜିନିଷ ଉତ୍ପାଦନ କରୁଥିବାବେଳେ ଏହା ପୂର୍ବ ଭାରତର ବଡ଼ କାରଖାନା…

ଓଏଏସ୍‌ ଅଧିକାରୀସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର,୧୭।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗୁରୁବାର ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ସାଧାରଣ ପ୍ରଶାସନ ବିଭାଗର ସ୍ବତନ୍ତ୍ର ସଚିବ ଏବଂ ସିଡିଆଇ ମନୋରଞ୍ଜନ…

ପଲଟି ମାରିଲେ ନବୀନ: ଦିନକ ଭିତରେ ବଦଳିଗଲା ମତ, ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୭ା୪(ସୁନିତ୍‌ ମିଶ୍ର):କେନ୍ଦ୍ର ସରକାର ଦେଶରେ ଲାଗୁ କରାଇବାକୁ ଚାହୁଁଥିବା ଜାତୀୟ ମହିଳା ସଂରକ୍ଷଣ ବିଲ୍‌ ଏବଂ ସୀମା ପୁନଃ ନିର୍ଦ୍ଧାରଣ ବିଲ୍‌ ୨୦୨୬କୁ ନେଇ ଓଡ଼ିଶାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଦିନକ ଭିତରେ ମତ ବଦଳାଇଛନ୍ତି। ନବୀନ ବୁଧବାର…

ଶ୍ରୀମନ୍ଦିର ଭିତର ଫଟୋ ଉଠାଇ ଧରାପଡ଼ିଲେ ନାବାଳିକା

ପୁରୀ,୧୭ା୪(ଅଜିତ୍‌ କୁମାର ମହାନ୍ତି):ପୁଣି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି। ଗୁରୁବାର ଶ୍ରୀମନ୍ଦିର ଭିତରେ ମୋବାଇଲ ଫୋନ୍‌ ଦ୍ୱାରା ଭିଡିଓ ଏବଂ ଫଟୋ ଉତ୍ତୋଳନ କରୁଥିବାବେଳେ ଜଣେ ନାବାଳିକା(୧୫) ସୁରକ୍ଷା କର୍ମଚାରୀଙ୍କ ହାତରେ ଧରାପଡ଼ିଛନ୍ତି। ସେ ତେଲଙ୍ଗାନା ହାଇଦ୍ରାବାଦରୁ ଆସିଥିଲେ…

ଜାତୀୟ ମହିଳା ସଂରକ୍ଷଣ ବିଲ୍‌କୁ ବିଜେଡିର ସମର୍ଥନ

ଭୁବନେଶ୍ୱର,୧୬ା୪(ସୁନିତ୍‌ ମିଶ୍ର): ମହିଳା ସଂରକ୍ଷଣ ଓ ମହିଳା ସଶକ୍ତୀକରଣ କ୍ଷେତ୍ରରେ ସାରା ଦେଶରେ ବିଜୁ ପଟ୍ଟନାୟକ ଜଣେ ଅଗ୍ରଦୂତ ଥିଲେ। ବିଜେଡି ସବୁବେଳେ ବିଧାନସଭା ଓ ପାର୍ଲାମେଣ୍ଟରେ ମହିଳାମାନଙ୍କ ପ୍ରତିନିଧିତ୍ୱ ବୃଦ୍ଧି ପାଇଁ ସଂଗ୍ରାମ କରିଆସିଛି। ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକରେ ମହିଳାମାନଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?