ମେଟ୍ରୋ

ମାସର ଗୋଟିଏ ସୋମବାର କଲେଜ ଛାତ୍ରୀଛାତ୍ର ଶୁଣିବେ ହକି ଗାଥା

ଭୁବନେଶ୍ୱର,୧୭।୧୦(ଅନୁରାଧା ମହାରଣା):କଲେଜ ଛାତ୍ରୀଛାତ୍ର ଭାରତୀୟ ହକିର ଗୌରବମୟ ଇତିହାସ ଓ ସଫଳତାର ଗାଥା ଶୁଣିବେ। ପ୍ରତି ସୋମବାର କଲେଜରେ ପିଲାଙ୍କୁ ଏକାଠି କରି ବାର୍ତ୍ତା ଦିଆଯିବା ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଗତ ସପ୍ତାହରେ ନିଷ୍ପତ୍ତି ହୋଇଥିଲା। ମାତ୍ର ଏହି…

ଚିଲିକାରେ ଚାଲିବ ସୌରଚାଳିତ ବୋଟ୍‌

ଭୁବନେଶ୍ୱର, ୧୭।୧୦(ସୁନିତ୍‌ ମିଶ୍ର):ଚିଲିକାରେ ଚାଲିବ ସୌରଚାଳିତ ବା ବ୍ୟାଟେରିଚାଳିତ ବୋଟ୍‌। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି। ଚିଲିକାରେ ପ୍ରଦୂଷଣ କମାଇବା ଏବଂ କାର୍ବନ ନିର୍ଗମନ ମାତ୍ରାକୁ ହ୍ରାସ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ଦୀର୍ଘଦିନର ପ୍ରସ୍ତାବିତ ପଦକ୍ଷେପ…

ନିୟମିତ ହେବ ସମସ୍ତ ମିନି ଅଙ୍ଗନଓ୍ବାଡି

ଭୁବନେଶ୍ୱର,୧୬ା୧୦(ଅନିଲ ଦାସ)-ରାଜ୍ୟରେ ଥିବା ସମସ୍ତ ୭୫୭୯ ମିନି ଅଙ୍ଗନଓ୍ବାଡି କେନ୍ଦ୍ରକୁ ନିୟମିତ ଅଙ୍ଗନଓ୍ବାଡି କେନ୍ଦ୍ର ଭାବେ ପରିଣତ କରାଯିବ। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏହାଦ୍ବାରା ରାଜ୍ୟରେ ଶିଶୁ ଯତ୍ନ କାର୍ଯ୍ୟକ୍ରମ ଆହୁରି ବ୍ୟାପକ…

ଗୋଟିଏ ସୋମବାର କଲେଜ ଛାତ୍ରୀଛାତ୍ର ଶୁଣିବେ ହକି ଗାଥା

ଭୁବନେଶ୍ୱର,୧୬।୧୦(ଅନୁରାଧା ମହାରଣା): କଲେଜ ଛାତ୍ରୀଛାତ୍ର ଭାରତୀୟ ହକିର ଗୌରବମୟ ଇତିହାସ ଓ ସଫଳତାର ଗାଥା ଶୁଣିବେ। ପ୍ରତି ସୋମବାର କଲେଜରେ ପିଲାଙ୍କୁ ଏକାଠି କରି ବାର୍ତ୍ତା ଦିଆଯିବା ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଗତ ସପ୍ତାହରେ ନିଷ୍ପତ୍ତି ହୋଇଥିଲା। ମାତ୍ର…

ଲାଞ୍ଚ ଟଙ୍କାରେ ଫ୍ଲାଟ୍‌ କିଣି ମା’ଙ୍କୁ ଉପହାର ଦେଲେ

ଭୁବନେଶ୍ୱର,୧୬।୧୦(ସତ୍ୟଜିତ୍‌ ରାଉତ): ଜାହାଜ କର୍ମଚାରୀଙ୍କୁ ସ୍ବାସ୍ଥ୍ୟ ଯାଞ୍ଚ ରିପୋର୍ଟ ଦେବାକୁ ଲାଞ୍ଚ ନେଇ ସିବିଆଇ ଦ୍ୱାରା ପାରାଦୀପ ବନ୍ଦର ସ୍ବାସ୍ଥ୍ୟ ସଂଗଠନ (ପିଏଚ୍‌ଓ)ର ଡାକ୍ତର ରାଜେନ୍ଦ୍ର ନାରାୟଣ ପାଣିଗ୍ରାହୀ ଗିରଫ ହୋଇଥିଲେ।  ବର୍ତ୍ତମାନ ତାଙ୍କ ବହୁ ଗୁମର ଫିଟିବାରେ ଲାଗିଛି। ସୋମବାର…

ଗୀତିକାର ବିନୋଦିନୀ ଦେବୀଙ୍କ ପରଲୋକ

ଭୁବନେଶ୍ୱର,୧୬ା୧୦(0୫): ଗୀତିକାର ଶ୍ରୀମତୀ ବିନୋଦିନୀ ଦେବୀଙ୍କ ସୋମବାର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ସେ ଶଯ୍ୟାଶାୟୀ ଥାଇ ଆଜି ସକାଳେ ତାଙ୍କର ଅନୁଗୋଳରେ ପରଲୋକ ହୋଇଛି। ସେ ସୁଗମ ଏବଂ ଚଳଚ୍ଚିତ୍ର ସଙ୍ଗୀତର ଅପ୍ରତିଦ୍ୱନ୍ଦ୍ୱୀ ଗୀତିକାର ଥିଲେ।…

ଯୁଧିଷ୍ଠିର ସାମନ୍ତରାୟଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬ା୧୦(୦୫): ପିପିଲି ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ପିପିଲି ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନନେତା ଭାବେ ଲୋକଙ୍କ…

ଦେଶର ୧ କୋଟି ୪୦ ଲକ୍ଷ ରିଟେଲର ଡିଜିଟାଲ ତାଲିମ ପାଇବେ: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୬ା୧୦(ସୁନିତ୍‌ ମିଶ୍ର): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଶାରଦୀୟ ନବରାତ୍ର୍‌ର ଶୁଭ ଅବସରରେ ଭୁବନେଶ୍ୱରଠାରେ କୋକାକୋଲା ଇଣ୍ଡିଆ ଓ ଜାତୀୟ ଦକ୍ଷତା ବିକାଶ ନିଗମ(ଏନ୍‌ଏସ୍‌ଡିସି)ର ମିଳିତ ସହଯୋଗରେ ଆରମ୍ଭ ହୋଇଥିବା ‘ଖୁଚୁରା ବ୍ୟବସାୟୀ ତାଲିମ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ…

ବ୍ୟକ୍ତି ନୁହେଁ, ବହି ପୁରସ୍କୃତ ହେଲେ ପୁରସ୍କାରର ମର୍ଯ୍ୟାଦା ବଢ଼ିବ

ଶାରଳା ପୁରସ୍କାର ପାଇଁ ଚଳିତବର୍ଷ ବିଶିଷ୍ଟ ସାହିତି୍ୟକ ଭୀମ ପୃଷ୍ଟି ମନୋନୀତ ହୋଇଛନ୍ତି। ୨୦୧୭ ମସିହାରେ ପ୍ରକାଶିତ ତାଙ୍କ ଉପନ୍ୟାସ ‘ଜମ୍ବୁଲୋକ’ ପାଇଁ ତାଙ୍କୁ ଏହି ପୁରସ୍କାର ମିଳୁଛି। ଯାଜପୁର ଜିଲା ଧର୍ମଶାଳା କଏମାରେ ୧୯୫୯ ଜାନୁୟାରୀ ୧୧ରେ ଜନ୍ମ ଗ୍ରହଣ…

ତୁଷାରଙ୍କ ‘ଟାଇପୋଗ୍ରାଫି’ରେ ସେଲିବ୍ରିଟିଙ୍କ ଚିତ୍ର

ଭୁବନେଶ୍ୱର,୧୬ା୧୦(ଅନୁରାଧା ମହାରଣା): ଅନେକ ସେଲିବ୍ରିଟି ଓ ରାଜନେତାଙ୍କୁ ସେମାନଙ୍କ ଚିତ୍ର ଆଙ୍କି ଉପହାର ଦିଅନ୍ତି ନିଆରା ଶିଳ୍ପୀ ତୁଷାର ବେହେରା। ତେବେ ସେ ଆଙ୍କୁଥିବା ଚିତ୍ରଗୁଡ଼ିକର ସ୍ବତନ୍ତ୍ରତା ରହିଛି। ଟାଇପୋଗ୍ରାଫିରେ ଚିତ୍ରଗୁଡ଼ିକ ପ୍ରସ୍ତୁତ କରାଯାଇଥାଏ। ଜଣେ ବ୍ୟକ୍ତି ବା ବସ୍ତୁର ଚିତ୍ରକୁ…

ସୁଶ୍ରୀତାଙ୍କ ‘ଡୁଡୁଲ ଆର୍ଟରେ’ ଓଡ଼ିଶାର ମନ୍ଦିର

ଭୁବନେଶ୍ୱର ନୀଳାଦ୍ରି ବିହାର ଅଞ୍ଚଳର ସୁଶ୍ରୀତା ସାମନ୍ତରାୟ ଆଉ ଜଣେ ନିଆରା ଶିଳ୍ପୀ। ଡୁଡୁଲ୍‌ ଆର୍ଟ ବା ମାଇକ୍ରୋ ଆର୍ଟ ଏବଂ ଡିଜିଟାଲ ଟାଇପୋଗ୍ରାଫିରେ ଚିତ୍ରକଳା ପ୍ରସ୍ତୁତ କରି ପ୍ରଶଂସା ସାଉଣ୍ଟିବାରେ ଲାଗିଛନ୍ତି। ବିଭିନ୍ନ ପ୍ରକାର ଚିତ୍ର ପ୍ରସ୍ତୁତ କରିବାରେ ସିଦ୍ଧହସ୍ତ…

ରଙ୍ଗିନ ରାତି ପାଇଁ ନିୟମ ଫୁ’

ଭୁବନେଶ୍ୱର,୧୬।୧୦(ସତ୍ୟଜିତ୍‌ ରାଉତ): କମିଶନରେଟ ପୋଲିସର କଡ଼ା ନିୟମ, ହେଲେ ଢିଲା ପାଳନ। ବାରମ୍ବାର ଚଢ଼ାଉ ଚାଲୁଛି, କିନ୍ତୁ ସବୁ ନିୟମ ଭାଙ୍ଗି ରାତି ସେମିତି ରଙ୍ଗିନ ହେଉଛି। ରାଜଧାନୀରେ ଥିବା ବାର୍‌, ନାଇଟ୍‌ କ୍ଲବ୍‌ ଓ ଡ୍ୟାନ୍ସବାର୍‌ଗୁଡ଼ିକ ବିଳମ୍ବିତ ରାତି ଯାଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri