ମେଟ୍ରୋ

ଇସ୍ରାଏଲରୁ ଫେରିଲେ ୯ ଓଡ଼ିଆ

ଭୁବନେଶ୍ୱର,୧୩ା୧୦: ଅପରେଶନ ଅଜୟର ପ୍ରଥମ ପର୍ଯ୍ୟାୟରେ ୯ ଓଡ଼ିଆଙ୍କ ସମେତ ୨୧୨ ପ୍ରବାସୀ ଭାରତ ଫେରିଛନ୍ତି। ସେମାନେ ଦିଲ୍ଲୀରେ ସେମାନଙ୍କର ଲୋମ ଟାଙ୍କୁରା ଦୁଃଖ ବଖାଣିଛନ୍ତି। ଇସ୍ରାଏଲ ଉପରେ ହମାସ୍‌ର ଆକ୍ରମଣ ପରେ ଇସ୍ରାଏଲର ବିଭିନ୍ନ ସ୍ଥାନରେ ସାଇରନ୍‌ ବାଜିବାରୁ ସମସ୍ତ…

ଶାଳୀନ ପୋଷାକ ପିନ୍ଧିବେ ଭକ୍ତ: ସମସ୍ତ ନିଯୋଗ, ପ୍ରଶାସନ, ହୋଟେଲକୁ ଚିଠି ଲେଖିଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ, ୧୩ା୧୦(ଅଜିତ ମହାନ୍ତି): ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତମାନେ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ ପ୍ରସଙ୍ଗରେ ଗୁରୁବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଚିଠି ମାଧ୍ୟମରେ ସମସ୍ତ ନିଯୋଗ ସମ୍ପାଦକ ଏବଂ ସଭାପତିଙ୍କୁ ଅବଗତ କରାଇଛନ୍ତି। ଉକ୍ତ…

ସରକାରୀ ଛୁଟିରେ କାମ କଲେ ଡାକ୍ତରଙ୍କୁ ମିଳିବ ବିକଳ୍ପ ଛୁଟି

ଭୁବନେଶ୍ୱର, ୧୩ା୧୦ (ବନ୍ଦନା ସେଠୀ):ଡାକ୍ତରମାନଙ୍କୁ ମିଳିବ ସି-ଅଫ୍‌। ସରକାରୀ ଛୁଟି ଦିନରେ କାମ କଲେ ବିକଳ୍ପ ଭାବେ ଛୁଟି ମିଳିବ। ସେହି ମାସର ଯେ କୌଣସି ଦିନ ସେମାନେ ଏହି ଛୁଟି ନେଇ ପାରିବେ। ଏନେଇ ମେଡିକାଲ ଅଧୀକ୍ଷକ ଓ ଇନ୍‌ଚାର୍ଜ…

ମାଛ ଉତ୍ପାଦନରେ ଓଡ଼ିଶା ୪ର୍ଥ ବୃହତ୍ତମ ରାଜ୍ୟ:ଅସିତ୍‌

ଭୁବନେଶ୍ୱର, ୧୩ା୧୦(ସୁନିତ୍‌ ମିଶ୍ର):ଦେଶରେ ମାଛ ଉତ୍ପାଦନରେ ଓଡ଼ିଶା ହେଉଛି ୪ର୍ଥ ବୃହତ୍ତମ ରାଜ୍ୟ। ମାଛ ଯାଆଁଳ ଉତ୍ପାଦନରେ ବର୍ତ୍ତମାନ ଓଡ଼ିଶା ଆତ୍ମନିର୍ଭରଶୀଳ ହୋଇପାରିଛି। ବାର୍ଷିକ ୩୧.୫୦% ହାରରେ ମତ୍ସ୍ୟ ଉତ୍ପାଦନରେ ରାଜ୍ୟରେ ଅଭିବୃଦ୍ଧି ଦେଖିବାକୁ ମିଳିଛି ବୋଲି ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା…

ତୋରଣରେ ସର୍ବଧର୍ମର ବାର୍ତ୍ତା

ଭୁବନେଶ୍ୱର,୧୩।୧୦(ଶର୍ମିଷ୍ଠା ପାଣିଗ୍ରାହୀ): ଚନ୍ଦ୍ରଶେଖରପୁର ଡିଷ୍ଟ୍ରିକ୍ଟ ସେଣ୍ଟର ଓନର୍ସ ଆସୋସିଏଶନ ପକ୍ଷରୁ ଏଥର ନିଆରା ଢଙ୍ଗରେ ମା’ଙ୍କ ଆବାହନ କରାଯିବ। ୨୦୦୮ରୁ ଆସୋସିଏଶନ ପକ୍ଷରୁ ଦୁର୍ଗାପୂଜା ଆଡମ୍ବର ସହକାରେ କରାଯାଉଛି। ସ୍ଥାୟୀ ମଣ୍ଡପରେ ମା’ଙ୍କ ପୂଜା ହେଉଥିବାବେଳେ ହିନ୍ଦୁ, ମୁସଲିମ୍‌ ଓ ଖ୍ରୀଷ୍ଟିଆନ…

ଫେରିଲା ମୌସୁମୀ

ଭୁବନେଶ୍ୱର,୧୩।୧୦(ଅନିଲ ଦାସ): ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରୁ ଫେରିବା ଆରମ୍ଭ କରିଛି। ଗୁରୁବାର ଓଡ଼ିଶାର କିଛି ଅଂଶରୁ ମୌସୁମୀ ଅପସରିଯାଇଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ଦିନେ ୨ ଦିନରେ ରାଜ୍ୟରୁ ମୌସୁମୀ ସମ୍ପୂର୍ଣ୍ଣ…

ବଳିଆ ଯୋଜନା ଋଣ ସହାୟତା ରାଶି ୧ ଲକ୍ଷ ଟଙ୍କାକୁ ବୃଦ୍ଧି କଲେ ସରକାର

ଭୁବନେଶ୍ୱର,୧୨ା୧୦(ଅସମାପିକା ସାହୁ): ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟକୁ ବଞ୍ଚାଇ ରଖିବାରେ ହସ୍ତତନ୍ତ କ୍ଷେତ୍ରର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏହା ଓଡ଼ିଶାର ଏକ ଗୁରୁତ୍ୱପୂର୍ଣ୍ଣ କୁଟୀର ଶିଳ୍ପ ହୋଇଥିବା ବେଳେ ଲକ୍ଷାଧିକ ଲୋକଙ୍କର ଜୀବିକାର ମାଧ୍ୟମ ହୋଇଛି। ଅତ୍ୟନ୍ତ କଳାତ୍ମକ ଡିଜାଇନ୍‌, ନିଖୁଣ…

ମାଲକାନଗିରିରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ: ୧୦ ଟଙ୍କା ଦେଇ ବସ୍‌ରେ ଯାତ୍ରା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୧୦(ଅସମାପିକା ସାହୁ/ନୃସିଂହ ଚରଣ ମହାନ୍ତି): ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ଗୁରୁବାର ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ପ୍ରଥମ ବସ୍‌ରେ ୧୦ ଟଙ୍କା ଦେଇ ପ୍ରଥମ ଟିକେଟ୍‌ କିଣି ମାଲକାନଗିରିରୁ ଏମ.ଭି- ୦୩ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଯାତ୍ରା କରି ସେଠାରେ…

ଓଡ଼ିଶା ପ୍ରକଳ୍ପ ସର୍ବଭାରତୀୟ ସ୍ତରରେ ତୃତୀୟ

ଭୁବନେଶ୍ୱର, ୧୨।୧୦(ଅସମାପିକା ସାହୁ)କେନ୍ଦ୍ର ସରକାରଙ୍କ ବିଜ୍ଞାନ ଓ କାରିଗରି କୌଶଳ ମନ୍ତ୍ରଣାଳୟ ତତ୍ତ୍ବାବଧାନରେ ନ୍ୟାଶନାଲ ଇନୋଭେଶନ ଫାଉଣ୍ଡେଶନ ପକ୍ଷରୁ ଆୟୋଜିତ ‘ଜାତୀୟସ୍ତରୀୟ ପ୍ରଦର୍ଶନୀ ଓ ପ୍ରକଳ୍ପ ପ୍ରତିଯୋଗିତା’ରେ ଓଡ଼ିଶାର ୫ଟି ପ୍ରକଳ୍ପ ପୁରସ୍କୃତ ହୋଇଛି। ଏଥିସହିତ ଗୋଟିଏ ପ୍ରକଳ୍ପ ସର୍ବଭାରତୀୟ ସ୍ତରରେ…

‘କେଟିବି- ଭାରତ ହୈ ହମ୍‌’ର ଟ୍ରେଲର ରିଲିଜ୍‌

ଭୁବନେଶ୍ୱର,୧୨।୧୦(ଅନୁରାଧା ମହାରଣା)କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ବୁଧବାର ଏକ ଆନିମେଟେଡ୍‌ ସିରିଜ୍‌ କ୍ରିସ୍‌, ତ୍ରିସ୍‌ ଆଣ୍ଡ ବାଲ୍ଟିବୟ (କେଟିବି) – ଭାରତ ହୈ ହମ୍‌ର ଟ୍ରେଲର୍‌ ଲଞ୍ଚ କରିଛନ୍ତି। କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ, କେନ୍ଦ୍ରୀୟ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଏବଂ ଗ୍ରାଫିଟି…

ଗେ’ ଚାଟ୍‌ ଆପ୍‌ରେ ଫସାଇ ଲୁଟୁଥିଲେ

ଭୁବନେଶ୍ୱର,୧୨।୧୦ (ସୂର୍ଯ୍ୟକାନ୍ତ ବେହେରା) : ଗ୍ରୀଣ୍ଡର ଗେ’ ଚାଟ୍‌ ଆପ୍‌ରେ ଯୁବକଙ୍କ ସହ ଚାଟିଂ କରୁଥିଲେ। ସମ୍ପର୍କ ବଢ଼ାଇ ବିଶ୍ୱାସ ଜନ୍ମାଇବା ପରେ ମଉଜମସ୍ତି ପାଇଁ ଭୁବନେଶ୍ୱର ଗ୍ୟାରେଜ ଛକକୁ ଡାକୁଥିଲେ। ଏହାପରେ ଯୁବକମାନଙ୍କୁ ଏକ ନିର୍ଦ୍ଦିଷ୍ଟ ଘରକୁ ଡାକି ନେଇ…

ଆର୍‌ବିଆଇ ଆଗରେ ନୋଟ୍‌ ଫିଙ୍ଗି ପ୍ରତିବାଦ

ଭୁବନେଶ୍ୱର,୧୨।୧୦(ସତ୍ୟଜିତ୍‌ ରାଉତ)ଚିରାଫଟା ନୋଟ୍‌ ବଦଳାଇବାକୁ ଲୋକେ ନାନା ହଟହଟାର ସମ୍ମୁଖୀନ ହେଉଛନ୍ତି। ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆ)ର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟରେ ଥିବା କାଉଣ୍ଟର ବନ୍ଦ ହୋଇଯାଇଥିବାବେଳେ ବିଭିନ୍ନ ବ୍ୟାଙ୍କ୍‌ ମନା କରୁଛି। ଫଳରେ ଟଙ୍କା ବଦଳାଇବାକୁ ଆସିଥିବା କେତେଜଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri