ଆପେକ୍ସ କମିଟି ବୈଠକ
ଭୁବନେଶ୍ୱର,୧୨ା୧୦(ଅନିଲ ଦାସ)ଆସନ୍ତା ନଭେମ୍ବର ୧୦ ଓ ୧୧ ତାରିଖରେ ଓଡ଼ିଶା ମିଲେଟ୍ ମିଶନ ଉପରେ ଅନ୍ତର୍ଜାତୀୟ କନ୍ଭେନଶନ ଆୟୋଜନ କରିବାକୁ ଯାଉଛି। ଆସନ୍ତା ଶତାବ୍ଦୀ ପାଇଁ ଉଭୟ ଜାତୀୟ ଓ ଅନ୍ତର୍ଜାତୀୟ କ୍ଷେତ୍ର ସକାଶେ ଓଡ଼ିଶା ରୋଡ୍ମ୍ୟାପ ବିକାଶ କରିବ ।…
ବିଲେଇ ପାଇଁ ଜୀବନ ଗଲା
ଭୁବନେଶ୍ୱର,୧୨।୧୦(ସତ୍ୟଜିତ୍ ରାଉତ)ରାଜଧାନୀରେ ଏକ ପରିତ୍ୟକ୍ତ କୂଅରୁ ବିଲେଇ ଉଦ୍ଧାର କରିବାକୁ ଯାଇ ଜଣେ ଆଇସ୍କ୍ରିମ୍ ବେପାରୀଙ୍କ ଜୀବନ ଯାଇଛି। ପଟିଆ ରେଳ ଷ୍ଟେଶନ ନିକଟରେ ବୁଧବାର ଏହି ଅଭାବନୀୟ ଘଟଣା ଘଟିଛି। ପ୍ରାୟ ୬୦ ଫୁଟ ଗଭୀର ଏକ ପରିତ୍ୟକ୍ତ କୂଅରେ…
ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ: ସ୍କୁଟର ପାଇଲେ ୧୫ ହଜାର ସଦସ୍ୟା
ଭୁବନେଶ୍ୱର,୧୧ା୧୦(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ କରିଛନ୍ତି। ଲୋକସେବା ଭବନ କନ୍ଭେନଶନ ସେଣ୍ଟରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଉପସ୍ଥିତ ସ୍ବୟଂସହାୟକ ଗୋଷ୍ଠୀର ସଦସ୍ୟାମାନଙ୍କୁ କହିଛନ୍ତି ଯେ, ମହିଳା ସଶକ୍ତୀକରଣ କ୍ଷେତ୍ରରେ…
‘ସମ୍ବିଧାନର ୮ମ ଅନୁଚ୍ଛେଦରେ ମୁଣ୍ଡାରୀ ଭାଷା ସାମିଲ ହେଉ’
ଭୁବନେଶ୍ୱର, ୧୧।୧୦(ଅସମାପିକା ସାହୁ): ମୁଣ୍ଡା ସମାଜର ଏକ ପ୍ରତିନିଧି ମଣ୍ଡଳୀ ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ତଥା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ଭେଟି ମୁଣ୍ଡାରୀ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ କରିବା ପାଇଁ ରାଜ୍ୟ…
ଗାଁ ହେବ ସଶକ୍ତ ଓଡ଼ିଶାର ପ୍ରତିଛବି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୧।୧୦ (ଅନିଲ ଦାସ): ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ ଓ ଗାଁ। ଭୁବନେଶ୍ବରରୁ ଭିଡିଓ କନ୍ଫରେନ୍ସ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦୁଝର ଓ ଭଦ୍ରକ ଜିଲାରେ…
ନିର୍ବାଚିତ ହୋଇଛନ୍ତି ଜଣେ ମାତ୍ର ବିଧାୟିକା
ବ୍ରହ୍ମପୁର,୧୧।୧୦(ନରସିଂହ ସାହୁ): ଭାରତ ସ୍ବାଧୀନତା ପରେ ୧୯୫୧-୧୯୫୨ରୁ ୨୦୧୯ ମଧ୍ୟରେ ରାଜ୍ୟରେ ୧୬ ବିଧାନସଭା ନିର୍ବାଚନ ହୋଇଛି। ବ୍ରହ୍ମପୁର ନିର୍ବାଚନ ମଣ୍ଡଳୀରୁ ଜଣେ ମାତ୍ର ବିଧାୟିକା ନିର୍ବାଚିତ ହୋଇଛନ୍ତି। ସେ ହେଉଛନ୍ତି ମହୁରୀ ରାଣୀ ରତ୍ନ ମଞ୍ଜରୀ ଦେବୀ। ୧୯୭୭ ନିର୍ବାଚନରେ…
୨୫ ପୌରସଂସ୍ଥାରେ କାର୍ଯ୍ୟକାରୀ ହେବ ‘ମୁକ୍ତା ସଫ୍ଟ ୧.୦’
ଭୁବନେଶ୍ୱର, ୧୧।୧୦(ଅସମାପିକା ସାହୁ): ସହରାଞ୍ଚଳର ଗରିବ ଅଧିବାସୀଙ୍କ ଜୀବିକା ସୁରକ୍ଷା ନିମନ୍ତେ ଗୋଷ୍ଠୀ ଦ୍ୱାରା ସଞ୍ଚାଳିତ ତଥା ସମାଜର ସାଧାରଣ ସ୍ତରରୁ ଯୋଜନା ପ୍ରସ୍ତୁତ କରୁଥିବା ‘ମୁଖ୍ୟମନ୍ତ୍ରୀ କର୍ମତତ୍ପର ଅଭିଯାନ-ମୁକ୍ତା’ ଓଡ଼ିଶା ସରକାରଙ୍କ ଏକ ପ୍ରମୁଖ ପଦକ୍ଷେପ ରୂପେ ଆଦୃତ ହୋଇଛି।…
ନିଶା ନିବାରଣ କେନ୍ଦ୍ରରେ ଯୁବକଙ୍କୁ ହତ୍ୟା
ନିଶା କବଳରେ ପ୍ରଭାବିତ ହୋଇ ଜୀବନ ଧାରାକୁ ଭୁଲିଯାଇଥିବା ଲୋକମାନଙ୍କୁ ଠିକ୍ ରାସ୍ତାକୁ ଆଣିବା ନିଶା ନିବାରଣ କେନ୍ଦ୍ରର କାମ। ଏଠାରେ ରହୁଥିବା ଅନ୍ତେବାସୀଙ୍କୁ ନିଶା ବର୍ଜନର ମାର୍ଗ ଦେଖାଇ ସେମାନେ କିପରି ଏକ ସୁସ୍ଥ ଜୀବନ ଜିଇଁ ପାରିବେ ସେନେଇ…
୨୫ଟି ପୌରସଂସ୍ଥାରେ ଖୁବ ଶୀଘ୍ର କାର୍ଯ୍ୟକାରୀ ହେବ ‘ମୁକ୍ତା ସଫ୍ଟ ୧.୦’
ଭୁବନେଶ୍ୱର,୧୦।୧୦(ଅସମାପିକା ସାହୁ): ସହରାଞ୍ଚଳର ଗରିବ ଅଧିବାସୀଙ୍କ ଜୀବିକା ସୁରକ୍ଷା ନିମନ୍ତେ ଗୋଷ୍ଠୀ ଦାରା ସଞ୍ଚାଳିତ ତଥା ସମାଜର ସାଧାରଣ ସ୍ତରରୁ ଯୋଜନା ପ୍ରସ୍ତୁତ କରୁଥିବା ‘ମୁଖ୍ୟମନ୍ତ୍ରୀ କର୍ମତତ୍ପର ଅଭିଯାନ ମୁକ୍ତା’ ଓ ସରକାରଙ୍କ ଏକ ପ୍ରମୁଖ ପଦକ୍ଷେପ ରୂପେ ଆଦୃତ ହୋଇଛି।…
ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ଶୁଭାରମ୍ଭ: ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା
ଭୁବନେଶ୍ୱର, ୧୦।୧୦(ଅସମାପିକା ସାହୁ): ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଆରମ୍ଭ ହେଲା ‘ଆମ ଓଡିଶା ନବୀନ ଓଡିଶା’। ଏହି କାର୍ଯ୍ୟକ୍ରମର ପ୍ରତି ପଞ୍ଚାୟତ, ପ୍ରତି ଗାଁର ସମସ୍ୟାକୁ ଦୃଷ୍ଟି ଦିଆଯିବ। ଭୁବନେଶ୍ବରରୁ ଆଭାସୀ…
ପାରଦ ଉପର ମୁହାଁ, ଗ୍ରୀଷ୍ମଭଳି ତାତି
ଭୁବନେଶ୍ୱର,୯।୧୦: ଶରତରେ ଗ୍ରୀଷ୍ମର ତାତି ଭଳି ଅନୁଭୂତ ହେଉଛି। ପାରଦ ଉପର ମୁହାଁ ରହୁଛି। ବର୍ଷା କମି ଯାଇଥିବାରୁ ଆଶ୍ବୀନ ମାସରେ ଟାଇଁ ଟାଇଁ ଖରା ଓ ଗୁଳୁଗୁଳି ଅନୁଭୂତ ହୋଇଛି । ଶରତ ଋତରୁ ଚଳିତ ବର୍ଷର ଗରମ ରେକର୍ଡ…
ପୂର୍ବତନ ପୋଲିସ ଡିଜି ଶରତ ଚନ୍ଦ୍ର ମିଶ୍ରଙ୍କ ପରଲୋକ
ଭୁବନେଶ୍ୱର,୧୦।୧୦: ପୂର୍ବତନ ପୋଲିସ ଡିଜି ଶରତ ଚନ୍ଦ୍ର ମିଶ୍ରଙ୍କ ପରଲୋକ ଘଟିଛି। ମତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ସେ ଡେଙ୍ଗୁରେ ଆକ୍ରାନ୍ତ ଥିଲେ। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ସକାଳେ ତାଙ୍କର…
Archives


