ମେଟ୍ରୋ

ତାତିରେ ଲାଗିବ ବ୍ରେକ୍‌: ପଶ୍ଚିମା ଝଡ ପ୍ରଭାବରେ ୨ଦିନ ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୪।୩: ତାତିରେ ଲାଗିବ ବ୍ରେକ୍‌। ପଶ୍ଚିମା ଝଡ ପ୍ରଭାବରେ ଆସନ୍ତାକାଲି ଯାଏ ଉତ୍ତର ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ, ସମ୍ବଲପୁର, ଦେଓଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼,…

୩୫୧ ବିରଳ କଇଁଛ ଉଦ୍ଧାର କଲା ଡିଆର୍‌ଆଇ

ଭୁବନେଶ୍ୱର,୪।୩(ସତ୍ୟଜିତ୍‌ ରାଉତ):ଓଡ଼ିଶା ଦେଇ କଇଁଛ ଚୋରା ଚାଲାଣ ଚାଲିଛି। ଖବର ପାଇବା ପରେ ଅର୍ଥ ମନ୍ତ୍ରଣାଳୟ ଅଧୀନ ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ (ଡିଆର୍‌ଆଇ)ର ଏକ ଟିମ୍‌ କଟକ ମଙ୍ଗୁଳି ଟୋଲ୍‌ ପ୍ଲାଜା ନିକଟରେ ଶନିବାର ଚଢ଼ାଉ କରି ଏକ ଟାଟା ଟିଆଗୋ…

କାର୍ଯ୍ୟକାରୀ ହୋଇପାରିଲାନି ଫିଲ୍ମ ପଲିସି

ଭୁବନେଶ୍ୱର,୪।୩(ଶର୍ମିଷ୍ଠା ପାଣିଗ୍ରାହୀ):ଓଡ଼ିଆ ଚଳଚ୍ଚିତ୍ର ଶିଳ୍ପ ଧୀରେଧୀରେ ସୁଦୃଢ଼ ହେଉଛି। ଶୁଟିଂ ଶୈଳୀରୁ ଆରମ୍ଭ କରି ବିଷୟବସ୍ତୁ ସବୁଥିରେ ପରିବର୍ତ୍ତନର ଧାରା ଆରମ୍ଭ ହୋଇଛି। ଏବେ ରିଲିଜ ହେଉଥିବା ନୂଆ ନୂଆ ଚଳଚ୍ଚିତ୍ରକୁ ଲୋକେ ପସନ୍ଦ କରୁଥିବାବେଳେ ଅନେକ ଚର୍ଚ୍ଚାକୁ ମଧ୍ୟ ଆସୁଛି।…

୧୫ରେ ରିଲିଜ୍‌ ହେବ ‘ଯାଯାବର ୨.୦’

ଭୁବନେଶ୍ୱର,୪।୩(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଫିଲ୍ମ ‘ଯାଯାବର ୨.୦’ ଆସନ୍ତା ୧୫ ତାରିଖରେ ଶୁଭମୁକ୍ତି ଲାଭ କରିବ। ରବିବାର ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏନେଇ ସୂଚନା ଦିଆଯାଇଛି। ଦୁଇଜଣ ଅପରିଚିତ ବ୍ୟକ୍ତି ଏକ ଅପ୍ରତ୍ୟାଶିତ ପରିସ୍ଥିତି ମଧ୍ୟରେ ଭେଟ…

ବିବାହ ପ୍ରତିଶ୍ରୁତି ଦେଇ ଠକିଦେଲେ ଯୁବକ, ମାଡ଼ ମାରି ଗର୍ଭନଷ୍ଟ

ଭୁବନେଶ୍ୱର,୪।୩(ସତ୍ୟଜିତ୍‌ ରାଉତ):ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଠକେଇ କରିବା ସହ ମାଡ ମାରି ତାଙ୍କ ଗର୍ଭନଷ୍ଟ କରିବା ଅଭିଯୋଗରେ ଭୁବନେଶ୍ୱର ମହିଳା ଥାନା ପୋଲିସ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ରବିବାର ଗିରଫ କରିଛି। ସେ ହେଲେ ବଡଗଡ ଥାନା ଅନ୍ତର୍ଗତ କୋରଡକଣ୍ଟାରେ…

ବିଜେଡି ଛାଡିଲେଣି ୩ ବିଧାୟକ, ୪ ପୂର୍ବତନ ବିଧାୟକ

ଭୁବନେଶ୍ୱର,୪ା୩(ଅନିଲ ଦାସ):ନିର୍ବାଚନ ପାଖେଇ ଆସୁଛି। ଆଶାୟୀଙ୍କ ଆଶା କୂଳ ଲଙ୍ଘିଲାଣି। ନିଜର ରାଜନୈତିକ ଭବିଷ୍ୟତ ବଞ୍ଚାଇବା ପାଇଁ ବିଜେଡିର କେତେକ ବିଧାୟକ ଓ ପୂର୍ବତନ ବିଧାୟକ ଦଳ ଡିଆଁ ଆରମ୍ଭ କରିଛନ୍ତି। ନିଜ ଦଳ ପକ୍ଷରୁ କିଛି ଭରସା ମିଳୁନି। କାହାକୁ…

ଗ୍ରାହକ ସମ୍ପର୍କକୁ ଗୁରୁତ୍ୱ

ଖୋର୍ଦ୍ଧା ଜିଲାର ଜଟଣୀ ଅନ୍ତର୍ଗତ ଏକ ପ୍ରତିଷ୍ଠିତ ବ୍ୟବସାୟୀ ପରିବାରରେ ଜନ୍ମିତ ରାମ ଅବତାର ପିଲାଟି ଦିନରୁ ବାପାଙ୍କ ସହ ବ୍ୟବସାୟିକ ବାତାବରଣ ମଧ୍ୟରେ ସମୟ ଅତିବାହିତ କରିଥିବାରୁ ସମୟକ୍ରମେ ସେ ବାଣିଜ୍ୟରେ ଉଚ୍ଚଶିକ୍ଷା ଶେଷକରି ବ୍ୟବସାୟରେ ସାମିଲ ହୋଇଯାଇଥିଲେ। ଏପରିକି…

ସଂଶୋଧନ ହେଲା ଆପାର୍ଟମେଣ୍ଟ ମାଲିକାନା ଆଇନ

ଭୁବନେଶ୍ୱର,୪ା୩(ଅନିଲ ଦାସ): ରାଜ୍ୟ ସରକାର ଓଡ଼ିଶା ଆପାର୍ଟମେଣ୍ଟ(ମାଲିକାନା ଓ ପରିଚାଳନା) ଆଇନ-୨୦୨୩ରେ ସଂଶୋଧନ କରିଛନ୍ତି। ଏଣିକି ବାସଗୃହ ପ୍ରକଳ୍ପର କମନ ଏରିଆ(ସର୍ବସାଧାରଣ ଅଞ୍ଚଳ) ରକ୍ଷଣାବେକ୍ଷଣ ପାଇଁ ଆପାର୍ଟମେଣ୍ଟ ମାଲିକମାନଙ୍କୁ ନିଜ ଏରିଆ ଅନୁସାରେ ଖର୍ଚ୍ଚ (ମେଣ୍ଟେନାନ୍ସ ଚାର୍ଜ) ଦେବାକୁ ପଡ଼ିବ। ଅର୍ଥାତ୍‌…

ବଢ଼ୁଛି ତାତି, ବନାଗ୍ନି ଚିନ୍ତା

ଭୁବନେଶ୍ୱର, ୪।୩(ଅସମାପିକା ସାହୁ): ରାଜ୍ୟରେ ଏବେ ଦିନକୁ ଦିନ ତାପମାତ୍ରା ବଢ଼ିବାରେ ଲାଗିଛି। ଚଳିତବର୍ଷ ତାତି ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଏ ପରିସ୍ଥିତିରେ ଜଙ୍ଗଲ ନିଆଁକୁ ନେଇ ଚିନ୍ତା ବଢ଼ିଛି। କାରଣ ଖରା ଯେତେ ଅଧିକ…

ମାର୍ଚ୍ଚ ଆରମ୍ଭରୁ ହେଲାଣି ଅସହ୍ୟ, ୭ରୁ ଆହୁରି ତତେଇବ

ଭୁବନେଶ୍ୱର,୩ା୩(ଅନିଲ ଦାସ)-ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। ଦିନରେ ପ୍ରଚଣ୍ଡ ଖରା ପରିବେଶକୁ ଉତ୍ତପ୍ତ କଲାଣି। ସକାଳୁ ସଞ୍ଜଯାଏ ତାତି ନିସ୍ତାର ନାହିଁ। ତାତି ଆହୁରି କଲବଲ କରିବ। ପାରଦ ଉପରମୁହଁା ହୋଇ ଚାଲିଛି। ମାର୍ଚ୍ଚ ଆରମ୍ଭରୁ ଗ୍ରୀଷ୍ମର ପ୍ରକୋପ ଅସହ୍ୟ…

ନିର୍ବାଚନ ପୂର୍ବରୁ ଓଡିଶା ଆସୁଛନ୍ତି ମୋଦି, ୧୯ଶହ କୋଟିରୁ ଉର୍ଦ୍ଧ ଟଙ୍କାର ପ୍ରକଳ୍ପର କରିବେ ଶିଳାନ୍ୟାସ

ଭୁବନେଶ୍ୱର,୩।୩: ନିର୍ବାଚନ ପୂର୍ବରୁ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମାର୍ଚ୍ଚ ୫ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତ ଅବସରରେ ଓଡ଼ିଶାର ଯାଜପୁର ଚଣ୍ଡିଖୋଲରେ ୧୯,୬୦୦ କୋଟି ଉର୍ଦ୍ଧ ଟଙ୍କାର ଏକାଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ। ଗ୍ରାଉଣ୍ଡରେ ପ୍ରସ୍ତୁତି ସମୀକ୍ଷା…

ଭାଜପାରେ ଯୋଗଦେଲେ ଆଇଏଏସ ଟପର୍‌

ଭୁବନେଶ୍ୱର,୩।୩: ପଦ୍ମ ଧରିଛନ୍ତି ଆଇଏଏସ ଟପର୍‌। ରବିବାର ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପୂର୍ବତନ ଆଇଏଏସ ଟପର୍‌ ତଥା ବିଶିଷ୍ଟ ସାହିତି୍ୟକ ଡ. ହୃଷୀକେଶ ପଣ୍ଡା ଆନୁଷ୍ଠାନିକଭାବେ ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଛନ୍ତି। ଭଦ୍ରକ ଜିଲା ବାସୁଦେବପୁର ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?