ମେଟ୍ରୋ

ନିର୍ବାଚନ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି: ରାଜଧାନୀରେ କେନ୍ଦ୍ରୀୟ ଫୋର୍ସର ଫ୍ଲାଗମାର୍ଚ୍ଚ

ଭୁବନେଶ୍ୱର,୩।୩ (ସୂର୍ଯ୍ୟକାନ୍ତ ବେହେରା): ଆଗକୁ ସାଧାରଣ ନିର୍ବାଚନ ହେବାକୁ ଯାଉଛି । ଏନେଇ ତାରିଖ ଘୋଷଣା ହୋଇନଥିଲେ ମଧ୍ୟ ନିର୍ବାଚନ ହାୱା ଚାରି ଆଡେ ଦେଖିବାକୁ ମିଳିଲାଣି । ତେବେ ଏହା ପୂର୍ବରୁ କଡା ସୁରକ୍ଷା ପାଇଁ ଆରମ୍ଭ ହୋଇଗଲାଣି ପ୍ରସ୍ତୁତି।…

ନିର୍ମାଣ ଶ୍ରମିକଙ୍କ ପେନ୍‌ସନ୍‌ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୩।୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ନିର୍ମାଣ ଶ୍ରମିକମାନଙ୍କ ପେନ୍‌ସନ୍‌ ବୃଦ୍ଧି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ‘ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ’ ଅଧୀନରେ ପଞ୍ଜୀକୃତ ହୋଇଥିବା ନିର୍ମାଣ ଶ୍ରମିକ ମାନଙ୍କ ପେନ୍‌ସନ୍‌…

ଶଙ୍ଖ ଛାଡ଼ି ପଦ୍ମ ଧରିଲେ ଅରବିନ୍ଦ ଢାଲି

ଭୁବନେଶ୍ୱର,୩।୩: ପଦ୍ମ ଧରିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି। ରବିବାର ରାଜ୍ୟ ଭାଜପା କାର୍ଯ୍ୟଳୟରେ ସେ ଭାଜପାରେ ଯୋଗ ଦେଇଛନ୍ତି। ଭାଜପାର ବହୁ ବରିଷ୍ଠ କର୍ମକର୍ତ୍ତାଙ୍କ ଉପସ୍ଥିତିରେ ସେ ଭାଜପାରେ ସାମିଲ ହୋଇଛନ୍ତି। ତେବେ ଅରବିନ୍ଦ ଢାଲି ଶନିବାର ଦଳରୁ ଇସ୍ତଫା…

ଆଜି ୭  ଜିଲାରେ ହାଲୁକା ବର୍ଷା

ଭୁବନେଶ୍ୱର,୩।୩: ରବିବାର ୭ଟି ଜିଲାରେ ହାଲୁକା ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଆସନ୍ତା ଦୁଇ ଦିନରେ ଦିନ ତାପମାତ୍ରା ପ୍ରାୟ ଦୁଇ ଡିଗ୍ରୀ ବଢ଼ିବ ବୋଲି ଅନୁମାନ…

ପିପିଲି ଭାଜପାରେ ଛକାପଞ୍ଝା; ଟିକେଟ ଆଶାରେ ଆଶ୍ରିତ, ରାଧାମୋହନ, ସରୋଜ…

ପିପିଲି, ୩।୩ (ପ୍ରଭାତ ମହାପାତ୍ର): ପୁରୀ ଜିଲା ପିପିଲି-ଡେଲାଙ୍ଗ ବିଧାନସଭା ନିର୍ବାଚନମଣ୍ଡଳୀରୁ ଭାରତୀୟ ଜନତା ପାର୍ଟି (ଭାଜପା)ରୁ ପ୍ରାର୍ଥୀ ହେବା ଲାଗି ଛକାପଞ୍ଝା ଆରମ୍ଭ ହୋଇଯାଇଛି। ଅଦ୍ୟାବଧି ଟିକେଟ୍‌ ପାଇବା ପାଇଁ ଏମାନେ ନିଜ ଢଙ୍ଗରେ ଚେଷ୍ଟା ଚଳାଇଛନ୍ତି। ସେମାନେ ହେଲେ…

୫ ମେଡିକାଲ କଲେଜରେ ଟିଚିଂ ହସ୍ପିଟାଲ

ଭୁବନେଶ୍ୱର,୩।୩(ଅସମାପିକା ସାହୁ): ରାଜ୍ୟର ସ୍ବାସ୍ଥ୍ୟସେବା ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭର୍ଚୁଆଲରେ ରାଜ୍ୟର ୫ ସରକାରୀ ମେଡିକାଲ କଲେଜରେ ଟିଚିଂ ହସ୍ପିଟାଲର ଉଦ୍‌ଘାଟନ କରିଛନ୍ତି। ଏଥିସହ ୪ ମେଡିକାଲ କଲେଜର ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ବିଶ୍ୱସ୍ତରୀୟ…

ଜାଣନ୍ତୁ ଜିଆଇ ଟ୍ୟାଗ୍‌ କ’ଣ,

ଭୁବନେଶ୍ୱର,୩।୩: ଏକ ନିର୍ଦ୍ଦିଷ୍ଟ ଉତ୍ପାଦର ଭୌଗୋଳିକ ସ୍ଥିତି ବା ଏହାର ମୂଳ ସ୍ଥାନ (ସହର, ଅଞ୍ଚଳ ବା ଦେଶ)କୁ ସୂଚାଇବା ପାଇଁ ଭୌଗୋଳିକ ସଙ୍କେତ (ଜିଆଇ)କୁ ବ୍ୟବହାର କରାଯାଇଥାଏ। ବିଶ୍ୱ ବାଣିଜ୍ୟ ସଂଗଠନ (ଡବ୍ଲ୍ୟୁଟିଓ)ର ସଦସ୍ୟ ଭାବେ ଭାରତ ୧୯୯୯ରେ ଜୋଗ୍ରାଫିକାଲ…

‘୧୨୦ ବିଧାନସଭା, ୧୭ ଲୋକ ସଭା ଆସନରେ ଜିତିବ ବିଜେଡି’

ଭୁବନେଶ୍ୱର,୨।୩(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମ ଏବଂ ୫-ଟି ପ୍ରକରଣରେ ସାରା ରାଜ୍ୟରେ ଚାଲିଥିବା ରୂପାନ୍ତରଣ କାର୍ଯ୍ୟ ଯୋଗୁ ବିଜେଡି ରାଜନୈତିକ ଦୃଷ୍ଟିକୋଣରୁ ଅତ୍ୟନ୍ତ ଦୃଢ଼ ସ୍ଥାନରେ ରହିଛି । ଆଗାମୀ ନିର୍ବାଚନରେ ବିଜେଡି ୧୨୦ରୁ ଅଧିକ ବିଧାନସଭା…

ପଞ୍ଚାୟତରେ ନିୟୋଜିତ ପିଏଚ୍‌ଆଇଇଭିଙ୍କ ଦରମା ବଢ଼ିଲା, ଏବେ ପାଇବେ ୧୦ ହଜାର ଟଙ୍କା

ଭୁବନେଶ୍ୱର,୨।୩(ସୁନିତ୍‌ ମିଶ୍ର): ରାଜ୍ୟର ବିଭିନ୍ନ ବିଦ୍ୟାଳୟର ଅଧ୍ୟୟନରତ ଭିନ୍ନକ୍ଷମ ଛାତ୍ରୀଛାତ୍ରମାନଙ୍କୁ ଶିକ୍ଷା ତଥା ସ୍ବତନ୍ତ୍ର ସେବା ଯୋଗାଇବା ନିମନ୍ତେ ୨୦୧୪ରୁ ବିଭିନ୍ନ ଗ୍ରାମପଞ୍ଚାୟତରେ ଭିନ୍ନକ୍ଷମ ଶିକ୍ଷା ସ୍ବେଚ୍ଛାସେବୀ (ପିଏଚ୍‌ଆଇଇଭି)ମାନଙ୍କୁ ନିୟୋଜିତ କରାଯାଇଥିଲା। ବର୍ତ୍ତମାନ ଏହି ଶିକ୍ଷା ସ୍ବେଚ୍ଛାସେବୀମାନଙ୍କୁ ମାସିକ ୫୩୭୯ ଟଙ୍କା…

ଭାଜପାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଓଡ଼ିଶା ନାହିଁ: ମନମୋହନ କହିଲେ…

ଭୁବନେଶ୍ୱର,୨।୩(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନ ପାଇଁ ଭାଜପା ତା’ର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଦଳ ପକ୍ଷରୁ ମୋଟ ୧୬ଟି ରାଜ୍ୟ ଏବଂ ୨ଟି କେନ୍ଦ୍ର ଶାସିତ ଅଞ୍ଚଳ ପାଇଁ ୧୯୫ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା…

୧୫ରୁ ୧ମରୁ ୮ମ ବାର୍ଷିକ ପରୀକ୍ଷା, ଜାଣନ୍ତୁ ସବିଶେଷ ସୂଚନା…

ଭୁବନେଶ୍ୱର, ୨।୩(ଅସମାପିକା ସାହୁ) – ରାଜ୍ୟରେ ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲରେ ୧ମରୁ ୮ମ ଶ୍ରେଣୀ ବାର୍ଷିକ ପରୀକ୍ଷା ବା ସମ୍ମେଟିଭ-୨ ଆସନ୍ତା ୧୫ ତାରିଖରୁ ଆରମ୍ଭ ହେବ। ଏହି ଲିଖିତ ପରୀକ୍ଷା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ

ଭୁବନେଶ୍ୱର,୨ା୩(ଅସମାପିକା ସାହୁ): ଲିଙ୍ଗରାଜ ମହାପ୍ରଭୁଙ୍କ ଚଳିତ ବର୍ଷ ପ୍ରସିଦ୍ଧ ମହାଶିବରାତ୍ରି ଅବସରରେ ଖୋର୍ଦ୍ଧା ଜିଲାପାଳ ଚଞ୍ଚଳ ରଣାଙ୍କ ଅଧ୍ୟକ୍ଷତାରେ ଏକ ସମନ୍ବୟ କମିଟି ବୈଠକ ସର୍କିଟ ହାଉସ୍‌ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସେବାୟତ, ମନ୍ଦିର ପ୍ରଶାସନ, ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?