ମେଟ୍ରୋ

ମୋ ବସ୍‌ରେ ଯାତ୍ରୀଙ୍କୁ ନକଲି ଟିକେଟ ଦେଇ ଟଙ୍କା ଆତ୍ମସାତ, କଣ୍ଡକ୍ଟର ଗିରଫ

ଭୁବନେଶ୍ୱର,୯।୧୦ (ସୂର୍ଯ୍ୟକାନ୍ତ ବେହେରା) : ମୋ ବସ୍‌ରେ ଯାତ୍ରୀମାନଙ୍କୁ ନକଲି ଟିକେଟ ଦେଇ ଟଙ୍କା ହଡପ କରିବା ଅଭିଯୋଗରେ ଇନ୍‌ଫୋସିଟି ଥାନା ପୋଲିସ ଜଣେ କଣ୍ଡକ୍ଟରଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ସେ ହେଲେ ନାରାୟଣ ଜେନା (୨୪)।…

ନିୟମ ଭାଙ୍ଗୁଥିବା ବାର୍‌ ଉପରେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୯।୧୦(ସତ୍ୟଜିତ୍‌ ରାଉତ):ରାଜଧାନୀରେ ଥିବା ବାର୍‌ଗୁଡ଼ିକ ବିଭିନ୍ନ ସମୟରେ ନିୟମ ଭାଙ୍ଗୁଛନ୍ତି। ବିଶେଷକରି ଡ୍ୟାନ୍ସବାର୍‌ଗୁଡ଼ିକ ନିର୍ଦ୍ଧାରିତ ସମୟରେ ବନ୍ଦ ନ କରି ବିଳମ୍ବିତ ରାତି ଯାଏ ଖୋଲା ରଖୁଛନ୍ତି। ଯୁବତୀଙ୍କୁ ନଚାଯିବା ସହ ଗ୍ରାହକଙ୍କୁ ମଦ ପରଷା ଯାଉଛି। ଅଶୋକ ନଗରସ୍ଥିତ ରଙ୍ଗିଲା…

ହସ୍ତିନାପୁର ତୋରଣରେ ଶୋଭା ପାଇବେ ମା’

ଭୁବନେଶ୍ୱର,୯।୧୦(ଶର୍ମିଷ୍ଠା ପାଣିଗ୍ରାହୀ):୬୦ବର୍ଷରେ ପହଞ୍ଚିଛି ବମିଖାଲ ଦୁର୍ଗାପୂଜା। ପ୍ରତିବର୍ଷ ଭଳି ଏଥର ମଧ୍ୟ ମା’ ଦୁର୍ଗତିନାଶିନୀଙ୍କ ଆଗମନ ପାଇଁ ବମିଖାଲ ଦୁର୍ଗା ପୂଜା ସମିତି ପକ୍ଷରୁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି। ଚଳିତବର୍ଷ ହସ୍ତିନାପୁର ତୋରଣରେ ପୂଜା ପାଇବେ ମା’। ୨ ମାସ ହେବ…

ନାଟକ ‘ବିଡ଼ମ୍ବନା’ ମଞ୍ଚସ୍ଥ

ଭୁବନେଶ୍ୱର,୯।୧୦(ଶର୍ମିଷ୍ଠା ପାଣିଗ୍ରାହୀ):ଭକ୍ତର ସମ୍ମାନରକ୍ଷା ପାଇଁ ଭଗବାନ ସବୁବେଳେ ସଚେତନ। ଭକ୍ତ ରଘୁନାଥ ଜଣେ ଏକନିଷ୍ଠ ଜଗନ୍ନାଥ ଭକ୍ତ। ପିତା ଜମିଦାର କୃଷ୍ଣ ମହାପାତ୍ରଙ୍କର ଅକାଳ ବିୟୋଗ ପରେ ଜମିଦାରି ନିଲାମ ହୋଇଯାଏ। ରଘୁନାଥ ଚାଲିଯାଆନ୍ତି ଶ୍ରୀକ୍ଷେତ୍ର। ସେଠାରେ ଠାକୁରଙ୍କୁ ଡାକି ଦିନ…

ଦର୍ଶକଙ୍କ ଭାଗୀଦାରିତା ନାଟକ କ୍ଷେତ୍ରକୁ ଉତ୍ସାହିତ କରିବ

ଯେଉଁଠି ଦିନେ ନାଟକ ଶିକ୍ଷା ନେଇଥିଲେ ଆଜି ସେହି ଅନୁଷ୍ଠାନର ନିର୍ଦ୍ଦେଶକ ହୋଇଛନ୍ତି ଅଭିନେତା ଚିତ୍ତରଞ୍ଜନ ତ୍ରିପାଠୀ। ଓଡ଼ିଆ ଏବଂ ହିନ୍ଦୀ ସିନେମା ଜଗତରେ ଖୁବ୍‌ ଜଣାଶୁଣା ଚେହେରା ଚିତ୍ତରଞ୍ଜନ ଏବେ ପ୍ରଥମ ଓଡ଼ିଆ ଭାବେ ନ୍ୟାଶନାଲ୍‌ ସ୍କୁଲ ଅଫ୍‌ ଡ୍ରାମା(ଏନ୍‌ଏସ୍‌ଡି)ର…

ବିଷ୍ଣୁପଦ ସେଠୀଙ୍କୁ ଏସ୍‌ଏସ୍‌ପିଡି ବିଭାଗର ପ୍ରମୁଖ ସଚିବ ଦାୟିତ୍ୱ

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର):ରାଜ୍ୟ ସରକାର ଆଇଏଏସ୍‌ ସ୍ତରରେ ଶନିବାର ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଓଏସ୍‌ଡି ଥିବା ୧୯୯୫ ବ୍ୟାଚ୍‌ ଆଇଏଏସ୍‌ ଅଫିସର ବିଷ୍ଣୁପଦ ସେଠୀଙ୍କୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ…

ଭରତପୁର, ସତ୍ୟନଗର ଶ୍ମଶାନରେ ୨୮ ଅଚିହ୍ନା ମୃତଦେହ ସଂସ୍କାର ହେବ

ଭୁବନେଶ୍ୱର, ୯।୧୦ (ବନ୍ଦନା ସେଠୀ):ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ଶତାଧିକ ଯାତ୍ରୀଙ୍କର ମୃତ୍ୟୁ ହୋଇଥିଲା। ତେବେ ୪ମାସରୁ ଅଧିକ ସମୟ ବିତି ଯାଇଥିଲେ ବି ଏଯାଏ ୨୮ଟି ମୃତଦେହ ଚିହ୍ନଟ ହୋଇପାରୁ ନାହିଁ। ଏସବୁ ମୃତଦେହ ଏବେ ଏମ୍ସ ଭୁବନେଶ୍ୱର…

ଅକ୍ଟୋବର ୧୦ ରାଜ୍ୟବ୍ୟାପୀ ବସ ଧର୍ମଘଟ

ଭୁବନେଶ୍ୱର,୮।୧୦(ସୁନିତ ମିଶ୍ର): ଆସନ୍ତା ୧୦ ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ବସ ଧର୍ମଘଟ ହେବ। ଏନେଇ ବସ ମାଲିକ ସଂଘ ସାଧାରଣ ସଂପାଦକ ଦେବେନ୍ଦ୍ର ସାହୁ ରବିବାର ସୂଚନା ଦେଇଛନ୍ତି। ଗାଁ ଗହଳିକୁ ‘ଲକ୍ଷ୍ମୀ’ ଯୋଜନାରେ ଗଡୁଥିବା ବସ ଭିତରେ…

ସାର୍ବଜନୀନ ପୂଜା ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ କରାଯିବ ନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୧୦(ଅସମାପିକା ସାହୁ): ଚଳିତବର୍ଷ ପାର୍ବଣ ସମୟରେ କଟକ ମହାନଗର ନିଗମ ଅଞ୍ଚଳରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ପୂଜା ସମିତି ଓ ସ୍ଥାନୀୟ ବିଧାୟକମାନଙ୍କ ଅନୁରୋଧ…

ଦୀପ୍‌ ଗ୍ରେସ ଏକ୍କାଙ୍କୁ ୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୧୦(ଅସମାପିକା ସାହୁ): ଏସିଆନ ଗେମ୍ସ ୨୦୨୩ରେ ଓଡ଼ିଶାର ମହିଳା ହକି ଖେଳାଳି ଦୀପ୍‌ଗ୍ରେସ ଏକ୍କାଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛନ୍ତି। ୧୯ତମ ଏସୀୟ ଗେମ୍ସ ହାଙ୍ଗଝୋ ୨୦୨୩ରେ ଭାରତ ବ୍ରୋଞ୍ଜ ପଦକ…

ବାଦାମବାଡ଼ିରେ ହେବ ଅତ୍ୟାଧୁନିକ ଲାଇବ୍ରେରୀ, ଖର୍ଚ୍ଚ ହେବ ୩୦ କୋଟି ୫୮ ଲକ୍ଷ ଟଙ୍କା

ଭୁବନେଶ୍ୱର,୮ା୧୦(ଅସମାପିକା ସାହୁ): ବିଶିଷ୍ଟ ସଂଗ୍ରାମୀ, ସମାଜବାଦୀ ନେତା ସ୍ବର୍ଗତଃ ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ କଟକର ପୁରୀ-ଅନୁଗୋଳ ବସ୍‌ଷ୍ଟାଣ୍ଡ ବାଦାମବାଡ଼ିଠାରେ ଏକ ଅତ୍ୟାଧୁନିକ ଲାଇବ୍ରେରୀ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୩୦ କୋଟି ୫୮ ଲକ୍ଷ ୩୧…

କଂଗ୍ରେସରେ ସୁନ୍ଦରଗଡ଼ ଜିଲାର ବିଜେଡି, ସିପିଏମ୍‌ କର୍ମୀ

ଭୁବନେଶ୍ୱର,୮।୧୦(ଅନିଲ ଦାସ): କଂଗ୍ରେସ ଦଳର ନୀତି, ଆଦର୍ଶରେ ଅନୁପ୍ରାଣିତ ହୋଇ ତଥା ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସିି) ସଭାପତି ଶରତ ପଟ୍ଟନାୟକଙ୍କ ପ୍ରତି ଦୃଢ଼ ଆସ୍ଥା ପ୍ରକଟ କରି ସୁନ୍ଦରଗଡ଼ ଜିଲା ତଲସରା ବ୍ଲକ, ନୂଆଗାଁ ବ୍ଲକ ଏବଂ ବୀରମିତ୍ରପୁର ମ୍ୟୁନିସିପାଲିଟିର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri