ମେଟ୍ରୋ

ଅରାଚଣ୍ଡୀରେ କମିଲେ ପକ୍ଷୀ

ଭୁବନେଶ୍ୱର,୮।୧(ଅସମାପିକା ସାହୁ): କଟକ ଜିଲା ବାଙ୍କୀ ଅରାଚଣ୍ଡୀ ପାଟରେ ଦେଶୀ, ବିଦେଶୀ ପକ୍ଷୀଙ୍କ କୋଳାହଳ ଦେଖିବାକୁ ମିଳୁଛି। ଏବର୍ଷ ୮୧ ପ୍ରଜାତିର ୧୧,୭୦୦ଟି ପକ୍ଷୀ ଚିହ୍ନଟ ହୋଇଥିବା ସେଣ୍ଟର ଫର୍‌ ରୁରାଲ ଟୁରିଜମ ଡେଭଲପ୍‌ମେଣ୍ଟ(ସିଆର୍‌ଟିଡି)ର ସମ୍ପାଦକ ଲଳିତ ମୋହନ ପଣ୍ଡା ସୂଚନା…

ପୁଣି ଧର୍ମଘଟ, ତୈଳ ସଙ୍କଟ

ଭୁବନେଶ୍ୱର,୮।୧(ସୁନିତ୍‌ ମିଶ୍ର): ଓଡ଼ିଶା ପରିବହନ ଶ୍ରମିକ ମହାସଂଘ ପକ୍ଷରୁ ସୋମବାରଠାରୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଧର୍ମଘଟ ଡାକରା ଦିଆଯାଇଛି। କେନ୍ଦ୍ରର ନୂଆ ଆପରାଧିକ ଆଇନ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌-୨୦୨୩)ରେ ଗାଡ଼ି ଚାଳକଙ୍କ ପାଇଁ କରାଯାଇଥିବା ଦଣ୍ଡବିଧାନକୁ ବିରୋଧ କରି ଏହି ଆହ୍ବାନ…

ସୋମବାରଠାରୁ ଓଡ଼ିଶା ପରିବହନ ଶ୍ରମିକ ମହାସଂଘ ପକ୍ଷରୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଧର୍ମଘଟ ଡାକରା

ଭୁବନେଶ୍ୱର, ୭।୧(ସୁନିତ୍‌ ମିଶ୍ର): ଓଡ଼ିଶା ପରିବହନ ଶ୍ରମିକ ମହାସଂଘ ପକ୍ଷରୁ ସୋମବାରଠାରୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଧର୍ମଘଟ ଡାକରା ଦିଆଯାଇଛି। ଭାରତୀୟ ନ୍ୟାୟ ସଂହିତା ୨୦୨୩ରେ ଗାଡ଼ି ଚାଳକଙ୍କ ପାଇଁ କରାଯାଇଥିବା ଦଣ୍ଡବିଧାନକୁ ବିରୋଧ କରି ଏହି ଧର୍ମଘଟ ଡାକରା ଦିଆଯାଇଛି ବୋଲି…

କମିଶନରେଟ୍‌ ପୋଲିସର ଅଭିନବ ପ୍ରୟାସ, ରାଜଧାନୀର କାନ୍ଥବାଡ଼ରେ ଲାଗିଲା ମୋଷ୍ଟ ଓ୍ବାଣ୍ଟେଡ ପୋଷ୍ଟର

ଭୁବନେଶ୍ୱର,୭ା୧: ଚୋରଙ୍କୁ ଧରିବା ପାଇଁ କମିଶନରେଟ୍‌ ପୋଲିସ ଏକ ଅଭିନବ ପ୍ରୟାସ ଆରମ୍ଭ କରିଛି। ରାଜଧାନୀର କାନ୍ଥବାଡ଼ରେ ମୋଷ୍ଟ ଓ୍ବାଣ୍ଟେଡ ଲୁଟେରାଙ୍କ ପୋଷ୍ଟର ମାରିଛି। ଚୋର ଧରାଇବାରେ ସାହାଯ୍ୟ କରିବାକୁ ସାଧାରଣ ପୋଲିସ ଅନୁରୋଧ କରିଛି। ଚୋର ଧରାଇ ଦେଲେ ୧୦…

କୁକୁର ବନ୍ଧ୍ୟାକରଣ ନେଇ ଫିଟିପାରେ ବାଟ

ଭୁବନେଶ୍ୱର, ୭।୧ (ବନ୍ଦନା ସେଠୀ): ରାଜଧାନୀ ଭୁବନେଶ୍ୱର ସମେତ ସାରା ରାଜ୍ୟରେ ବୁଲା କୁକୁରଙ୍କ ପ୍ରାଦୁର୍ଭାବ ଦିନକୁ ଦିନ ବଢି ଚାଲିଛି। କଲୋନୀ, ଗଳିକନ୍ଦି ସମେତ ରାଜରାସ୍ତାରାରେ ଉତ୍ପାତ କରୁଛନ୍ତି। ଗୋଡ଼ାଇ କାମୁଡୁଛନ୍ତି। ଗାଡ଼ି ଚାଳକ ହୁଅନ୍ତୁ ଅବା ପଥଚାରୀ, କାହାକୁ…

କଂଗ୍ରେସ ଛାଡ଼ିଥିବା ନେତାଙ୍କୁ ଫେରାଇ ଅଣାଯିବ: ଅଜୟ କୁମାର

ଭୁବନେଶ୍ୱର,୭।୧(ଅନିଲ ଦାସ): ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ନବନିଯୁକ୍ତ ପ୍ରଭାରୀ ଅଜୟ କୁମାର ଦାୟିତ୍ୱ ନେବା ପରେ ପ୍ରଥମ ଥର ପାଇଁ ଶନିବାର ଭୁବନେଶ୍ୱର ଆସିଛନ୍ତି। କଂଗ୍ରେସ କାର୍ଯ୍ୟାଳୟଠାରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପ୍ରଦେଶ କଂଗ୍ରେସ କାର୍ଯ୍ୟକାରୀ…

‘ମୋ ପୁଅକୁ ମାରିଦେଲେ’

ଭୁବନେଶ୍ୱର,୭।୧(ସୂର୍ଯ୍ୟକାନ୍ତ ବେହେରା): ଯାହା ଆଶଙ୍କା କରାଯାଉଥିଲା, ତାହା ହିଁ ହେଲା। ଦିଲୀପ ସାମନ୍ତରାୟଙ୍କ ଚିକିତ୍ସାକୁ ନେଇ ଶୁକ୍ରବାର ସନ୍ଦେହ ପ୍ରକାଶ କରିଥିଲେ ଶ୍ୱଶୁର ସଦାଶିବ ଜେନା। ଏପରିକି ତାଙ୍କ ଜୀବନପ୍ରତି ବିପଦ ଥିବା ଦର୍ଶାଇ ଠିକ୍‌ ଭାବେ ଚିକିତ୍ସା କରାଯାଉ ବୋଲି…

ଆନ୍ଦୋଳନରୁ ଓହରିଲେ ଡ୍ରାଇଭର

ଭୁବନେଶ୍ୱର,୭।୧(ଅନିଲ ଦାସ): କେନ୍ଦ୍ର ସରକାରଙ୍କ ହିଟ୍‌ ଆଣ୍ଡ ରନ୍‌କୁ ନେଇ ହୋଇଥିବା ନୂଆ ଆଇନ ଓ ଦୀର୍ଘଦିନ ଧରି ରାଜ୍ୟ ସରକାରଙ୍କ ନିକଟରେ କରାଯାଇଥିବା ଦାବିକୁ ନେଇ ଓଡ଼ିଶା ଡ୍ରାଇଭର ସଂଘ ଚଳାଇଥିବା ଷ୍ଟିୟରିଂ ଛାଡ଼ ଆନ୍ଦୋଳନରୁ ଓହରି ଯାଇଛି। ରାଜ୍ୟ…

ଓଏସ୍‌ଏସ୍‌ଏସ୍‌ସି ଓ୍ବେବ୍‌ସାଇଟ୍‌ ଅସ୍ଥାୟୀ ଭାବେ ବନ୍ଦ

ଭୁବନେଶ୍ୱର,୬ା୧(ଅସମାପିକା ସାହୁ): ଓଡ଼ିଶା ସବ୍‌-ଅର୍ଡିନେଟ୍‌ ଷ୍ଟାଫ୍‌ ସିଲେକ୍ସନ କମିଶନ(ଓଏସ୍‌ଏସ୍‌ଏସ୍‌ସି)ର ଓ୍ବେବ୍‌ସାଇଟ୍‌କୁ ବୈଷୟିକ କାରଣ ଦର୍ଶାଇ ଅସ୍ଥାୟୀ ଭାବେ ବନ୍ଦ କରି ଦିଆଯାଇଛି। ସକାଳ ୧୧ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହା କାର୍ଯ୍ୟକ୍ଷମ ହେଉ ନ ଥିବା ଆୟୋଗ ଦର୍ଶାଇଛି। ସନ୍ଧ୍ୟା ୬ଟାରୁ…

୨୭ରେ ସମଲେଇ ପ୍ରକଳ୍ପର ଲୋକାର୍ପଣ, ମୁଖ୍ୟମନ୍ତ୍ରୀଙ୍କୁ ଆସିଲା ନିମନ୍ତ୍ରଣ

ଭୁବନେଶ୍ୱର,୬ା୧(ଅସମାପିକା ସାହୁ): ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀ ପୀଠର ଚାଲିଛି ରୂପାନ୍ତରଣ। ଆସନ୍ତା ୨୭ ତାରିଖରେ ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଶନିବାର ମନ୍ଦିର ଟ୍ରଷ୍ଟ ବୋର୍ଡର ସଦସ୍ୟ, ସଭାପତି ଓ ପୂଜାରୀମାନେ ନବୀନ…

ବିଲଡରଙ୍କୁ କୋଟିଏ ଟଙ୍କା-ଦୁଇଟି କାର୍ ଠକେଇ ଅଭିଯୋଗରେ ୱେବ୍ ଖବରଦାତାଙ୍କୁ ଗିରଫ କଲା ଇଓଡବ୍ଲୁ

ଭୁବନେଶ୍ୱର,୬।୧: ରାଜଧାନୀ ଭୁବନେଶ୍ୱରରେ ଜଣେ ବିଲଡର୍ସଙ୍କୁ ୧ କୋଟି ଟଙ୍କା ଏବଂ ବିଳାସପୁର୍ଣ୍ଣ କାର୍ ଠକେଇ ଅଭିଯୋଗରେ ୱେବ ଖବରଦାତାଙ୍କୁ ଗିରଫ କରିଛି ଓଡ଼ିଶା ପୋଲିସର ଅର୍ଥନୈତିକ ଅପରାଧିକ ଶାଖା ଇଓଡବ୍ଲୁ। କଳିଙ୍ଗ କେସରୀ ରଥ ବ୍ୟକ୍ତି ଖବରଦାତା ସୁରଜିତ ଧଳଙ୍କ…

ରାଜ୍ୟ ସରକାରଙ୍କ ଆଲୋଚନା, ପ୍ରତିଶ୍ରୁତି ଉପରେ ଭରସା ନାହିଁ: ପ୍ରଶାନ୍ତ ମେଣ୍ଡୁଲି

ଭୁବନେଶ୍ୱର,୬।୧:  ଡ୍ରାଇଭରଙ୍କ ଆନ୍ଦୋଳନ ସ୍ଥଗିତକୁ ନେଇ ଦ୍ବନ୍ଦ୍ବ ବଢ଼ିଛି। ପରିବହନ କମିଶନର ଆଲୋଚନା ସଫଳ ହୋଇଥିବା କହିଥିବା ବେଳେ ସେମାନଙ୍କ ଅନେକ ଦାବି ରାଜ୍ୟ ସରକାର ପୂରଣ କରିଛନ୍ତି । ଡ୍ରାଇଭର ସଂଘ ଷ୍ଟିୟରିଂ ଛାଡ଼ ଆନ୍ଦୋଳନକୁ ସ୍ଥଗିତ ରଖିଛି ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri